ରପ୍ତାନିକାରୀଙ୍କ ସମେତ ବ୍ୟାଙ୍କମାନଙ୍କୁ ସହାୟତା ଲାଗି ଆସନ୍ତା ୫ ବର୍ଷ ମଧ୍ୟରେ ଇସିଜିସି ଲିମିଟେଡରେ ୪,୪୦୦ କୋଟି ଟଙ୍କା ପୁଞ୍ଜିନିବେଶ ପ୍ରସ୍ତାବକୁ ସରକାରଙ୍କ ଅନୁମୋଦନ

September 29th, 04:18 pm

ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ସରକାର ରପ୍ତାନି କ୍ଷେତ୍ରର ବ୍ୟାପକ ପ୍ରୋତ୍ସାହନ ଲାଗି ଏକାଧିକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି କ୍ରମରେ, ସରକାର ଆଜି ଇସିଜିସି ଲିମିଟେଡରେ ୪,୪୦୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଇସିଜିସି ପୂର୍ବରୁ ଏକ୍ସପୋର୍ଟ କ୍ରେଡିଟ୍ ଗ୍ୟାରେଣ୍ଟି କର୍ପୋରେସନ ଅଫ୍ ଇଣ୍ଡିଆ ଲିମିଟେଡ୍ ନାମରେ ପରିଚିତ ଥିଲା। ଆସନ୍ତା ପାଞ୍ଚ ବର୍ଷ ଅର୍ଥାତ୍ ୨୦୨୧-୨୨ ଆର୍ଥିକ ବର୍ଷ ଠାରୁ ୨୦୨୫-୨୦୨୬ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଇସିଜିସି ଲିମିଟେଡରେ ଏହି ଅର୍ଥ ନିବେଶ କରାଯିବ। ପ୍ରାରମ୍ଭିକ ପବ୍ଲିକ ଅଫରିଂ ମାଧ୍ୟମରେ ଇସିଜିସିର ଲିଷ୍ଟିଂ ପ୍ରକ୍ରିୟା ସହିତ ଉପଯୁକ୍ତ ଭାବେ ତାଳମେଳ ପ୍ରତିଷ୍ଠା କରିବା ଲାଗି କରାଯାଇଥିବା ପ୍ରୟାସ ସହ ଅନୁମୋଦିତ ପୁଞ୍ଜି ବିନିଯୋଗ ଅଧିକ ରପ୍ତାନିକୁ ସମର୍ଥନ କରିବା ଲାଗି ଇସିଜିସିର ଅଣ୍ଡର ରାଇଟିଂ କ୍ଷମତାକୁ ବଢ଼ାଇବ।

ବିଜ୍ଞାନ ଭବନରେ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ସମୂହର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

April 09th, 09:57 pm

ଭାରୀ ଶିଳ୍ପ ଏବଂ ସାଧାରଣ ଉଦ୍ୟୋଗ ମନ୍ତ୍ରଣାଳୟରେ ମୋର ସାଥୀ ମନ୍ତ୍ରୀ ଶ୍ରୀମାନ ଅନନ୍ତ ଗିତେ ମହୋଦୟ, ରାଷ୍ଟ୍ରମନ୍ତ୍ରୀ ଶ୍ରୀମାନ ବାବୁଲ ସୁପ୍ରିୟୋ, ମୋର ସହଯୋଗୀ ଶ୍ରୀମାନ ପି.କେ ମିଶ୍ର, ଶ୍ରୀ ପି.କେ ସିହ୍ନା, ସାରା ଦେଶରୁ ଆସିଥିବା କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ସମୂହର ବରିଷ୍ଠ ଅଧିକାରୀଗଣ, ଏଠାରେ ଉପସ୍ଥିତ ଅନ୍ୟ ମହାନୁଭବ, ଭଦ୍ର ମହିଳା ଏବଂ ଭଦ୍ର ବ୍ୟକ୍ତିମାନେ ।

କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ସିପିଏସଇ) ସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

April 09th, 07:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ସିପିଏସଇ) ସମୂହର ସମ୍ମେଳନରେ ଯୋଗ ଦେଇଥିଲେ ।

ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 9, 2018

April 09th, 07:38 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ବିଜ୍ଞାନ ଭବନରେ ଆସନ୍ତାକାଲି ସିପିଏସଇ ସମ୍ମେଳନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

April 08th, 03:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏପ୍ରିଲ 9, 2018 ରେ ଅନୁଷ୍ଠିତ ହେବାକୁ ଥିବା ସିପିଏସଇ ସମ୍ମେଳନରେ ଯୋଗ ଦେବେ ।