“ଏକବିଂଶ ଶତାବ୍ଦୀରେ ବିଦ୍ୟାଳୟ ଶିକ୍ଷା” ଶୀର୍ଷକ ଅଧିବେଶନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
September 10th, 01:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (11.09.2020) ଦିନ 11ଟା ବେଳେ ଏକବିଂଶ ଶତାବ୍ଦୀରେ ବିଦ୍ୟାଳୟ ଶିକ୍ଷା ଶୀର୍ଷକ ଅଧିବେଶନରେ ତାଙ୍କର ଅଭିଭାଷଣ ରଖିବେ । ଜାତୀୟ ଶିକ୍ଷା ନୀତି 2020 (ଏନଇପି 2020) ଅଧୀନରେ ହେଉଥିବା ଏହି ଅଧିବେଶନକୁ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସ ଜରିଆରେ ସମ୍ବୋଧିତ କରିବେ । ଶିକ୍ଷା ପର୍ବର ଅଂଶବିଶେଷ ଭାବେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ଏହି ଅଧିବେଶନର ଆୟୋଜନ କରିଛି । ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତ 7 ତାରିଖ ଦିନ ତାଙ୍କର ଉଦଘାଟନୀ ଅଭିଭାଷଣ ଦେଇସାରିଛନ୍ତି । ଏହା ବ୍ୟତୀତ ଶ୍ରୀ ମୋଦୀ ଜାତୀୟ ଶିକ୍ଷା ନୀତି 2020 ଉପରେ ସେହିଦିନ ରାଜ୍ୟପାଳମାନଙ୍କ ସମ୍ମିଳନୀକୁ ମଧ୍ୟ ସମ୍ବୋଧିତ କରିଥିଲେ ।ଏନଇପି 2020 ଉପରେ ରାଜ୍ୟପାଳଙ୍କ ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 07th, 11:20 am
ଆଦରଣୀୟ ରାଷ୍ଟ୍ରପତି ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ରମେଶ ପୋଖରୀୟାଲ ନିଶଙ୍କ ମହାଶୟ, ସଞ୍ଜୟ ଧୋତ୍ରେ ମହାଶୟ, ଏହି ସମ୍ମେଳନରେ ଭାଗ ନେଇଥିବା ସମସ୍ତ ମାନନୀୟ ରାଜ୍ୟପାଳ, ଉପ-ରାଜ୍ୟପାଳ, ରାଜ୍ୟଗୁଡ଼ିକର ଶିକ୍ଷାମନ୍ତ୍ରୀ, ରାଷ୍ଟ୍ରୀୟ ଶିକ୍ଷାନୀତିକୁ ସ୍ୱରୁପ ଦେବାରେ ମୁଖ୍ୟ ଭୂମିକା ତୁଲାଇଥିବା ଡକ୍ଟର କସ୍ତୁରୀରଙ୍ଗନ ମହାଶୟ ଏବଂ ତାଙ୍କର ଟିମ୍, ଭିନ୍ନ ଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷାବିତ୍ତ, ଭଦ୍ରବ୍ୟକ୍ତି ଓ ଭଦ୍ର ମହିଳାଗଣ ।ଜାତୀୟ ଶିକ୍ଷାନୀତି ସମ୍ପର୍କିତ ରାଜ୍ୟପାଳ ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 07th, 11:19 am
ଜାତୀୟ ଶିକ୍ଷାନୀତି ଉପରେ ରାଜ୍ୟପାଳମାନଙ୍କ ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ଏଥିରେ ରାଷ୍ଟ୍ରପତିଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, କେନ୍ଦ୍ରଶାସିତ ଅଞ୍ଚଳଗୁଡିକର ଉପରାଜ୍ୟପାଳ ଓ ବିଭିନ୍ନ ବିଶ୍ଵବିଦ୍ୟାଳୟର କୁଳପତିମାନେ ଯୋଗଦେଇଥିଲେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ନୂତନ ଶିକ୍ଷାନୀତି ଦେଶର ଆଶା ଆକାଂକ୍ଷା ପୂରଣ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇବ ବୋଲି କହିଛନ୍ତି ।Be confident about your preparation: PM Modi to students appearing for exams
January 20th, 10:36 am
PM Modi interacted with students as part of Pariksha Pe Charcha. He answered several questions from students across the country on how to reduce examination stress. The PM discussed subjects like importance of technology in education, dealing with the expectations of teachers and parents, future career options & more.“ପରୀକ୍ଷା ପେ ଚର୍ଚ୍ଚା 2020”ରେ ବିଦ୍ୟାର୍ଥୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
January 20th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୋମବାର ‘ପରୀକ୍ଷା ପେ ଚର୍ଚ୍ଚା 2020’ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀସ୍ଥିତ ତାଲକଟୋରା ଷ୍ଟାଡିୟମଠାରେ ବିଦ୍ୟାର୍ଥୀଙ୍କ ସହ ଆଲୋଚନା କରିଥିଲେ । ଏହି ଆଲୋଚନା କାର୍ଯ୍ୟକ୍ରମରେ 50 ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଅଂଶଗ୍ରହଣ କରିଥିଲେ । 90 ମିନିଟ୍ ଧରି ଚାଲିଥିବା ଏହି ଆଲୋଚନାରେ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରସଙ୍ଗର ଗୁରୁତ୍ୱ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ନିକଟରୁ ମାର୍ଗଦର୍ଶନ ଚାହିଁଥିଲେ । ଚଳିତ ବର୍ଷ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାରା ଦେଶର ବିଭିନ୍ନ ଭାଗ ସମେତ ବିଦେଶରୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।PM Narendra Modi declines from being featured in textbooks, urges inclusion of other stalwarts to encourage young minds
May 30th, 02:08 pm
PM Narendra Modi declines from being featured in textbooks, urges inclusion of other stalwarts to encourage young minds