ତାମିଲନାଡୁର ତିରୁଚିରାପଲ୍ଲୀରେ ଶିଳାନ୍ୟାସ ଏବଂ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 02nd, 12:30 pm
ତାମିଲନାଡୁ ର ରାଜ୍ୟପାଳ ଶ୍ରୀ ଆରଏନ ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଜ୍ୟୋତିରାଦିତ୍ୟ ସିନ୍ଧିୟା ଜୀ ଏବଂ ଏହି ମାଟିର ସନ୍ତାନ ମୋର ସହଯୋଗୀ ଏଲ ମୁରୁଗନ ଜୀ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ତାମିଲନାଡୁର ମୋ ପରିବାର ସଦସ୍ୟ!ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ତାମିଲନାଡୁର ତିରୁଚିରାପଲ୍ଲୀରେ ୨୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଓ ଶିଳାନ୍ୟାସ
January 02nd, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ତିରୁଚିରାପଲ୍ଲୀଠାରେ ୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ତାମିଲନାଡୁରେ ରେଳ, ସଡକ, ତୈଳ, ଓଗ୍ୟାସ ଏବଂ ଜାହାଜ ଚଳାଚଳ୍ ଆଦି କ୍ଷେତ୍ରକୁ ଏହି ବିକାଶ ପ୍ରକଳ୍ପରେ ଅନ୍ତର୍ଭୁକ୍ତ କରାଯାଇଛି ।କେନ୍ଦ୍ର – ରାଜ୍ୟ ବିଜ୍ଞାନ ସମ୍ମିଳନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୂଳପାଠ
September 10th, 10:31 am
‘କେନ୍ଦ୍ର ରାଜ୍ୟ ବିଜ୍ଞାନ ସମ୍ମିଳନୀ’ର ଏହି ଗୁରୁତ୍ୱପୂର୍ଣ୍ଣ ସମାରୋହକୁ ମୁଁ ଆପଣମାନଙ୍କୁ ସ୍ୱାଗତ କରୁଛି, ଅଭିନନ୍ଦନ ଜଣାଉଛି । ଆଜିର ନବ ଭାରତରେ ‘ସବକା ପ୍ରୟାସ’ ର ଯେଉଁ ଭାବନା ସହ ଆମେ ଅଗ୍ରସର ହେଉଛୁ, ଏହି ଆୟୋଜନ ତାହାର ଏକ ଜୀବନ୍ତ ଉଦାହରଣ ଅଟେ ।PM inaugurates ‘Centre-State Science Conclave’ in Ahmedabad via video conferencing
September 10th, 10:30 am
PM Modi inaugurated the ‘Centre-State Science Conclave’ in Ahmedabad. The Prime Minister remarked, Science is like that energy in the development of 21st century India, which has the power to accelerate the development of every region and the development of every state.ମନର କଥା ୨.୦ (ଏକବିଂଶ ଅଧ୍ୟାୟ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର
February 28th, 11:00 am
During Mann Ki Baat, PM Modi, while highlighting the innovative spirit among the country's youth to become self-reliant, said, Aatmanirbhar Bharat has become a national spirit. PM Modi praised efforts of inpiduals from across the country for their innovations, plantation and biopersity conservation in Assam. He also shared a unique sports commentary in Sanskrit.India is committed to provide 'ease of doing business' to its youth, so they can focus on bringing ‘ease of living’ to the countrymen: PM
November 07th, 11:00 am
PM Modi addressed convocation ceremony of IIT Delhi via video conferencing. In his remarks, PM Modi said that quality innovation by the country's youth will help build 'Brand India' globally. He added, COVID-19 has taught the world that while globalisation is important, self reliance is also equally important. We are now heavily focussed on ease of doing business in India so that youth like you can bring transformation to our people’s lives.ଆଇଆଇଟି ଦିଲ୍ଲୀର 51ତମ ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
November 07th, 10:59 am
ଆଇଆଇଟିର ସଦ୍ୟ ସ୍ନାତକ ଉପାଧିପ୍ରାପ୍ତ ବିଦ୍ୟାର୍ଥୀମାନେ ଦେଶର ଆବଶ୍ୟକତାକୁ ଚିହ୍ନଟ କରି ତାହାର ସମାଧାନର ପନ୍ଥା ବାହାର କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆହ୍ୱାନ ଜଣାଇଛନ୍ତି । ସେ କହିଛନ୍ତି ଯେ ଏହି ବଦ୍ୟାର୍ଥୀମାନେ ସାଧାରଣ ମଣିଷର ଆଶା ଆକାଂକ୍ଷାକୁ ଚିହ୍ନଟ କରି ଆତ୍ମନିର୍ଭର ଭାରତ ଗଠନ ପରିପ୍ରେକ୍ଷୀରେ ସେ ଦିଗରେ କାର୍ଯ୍ୟ କରିବା ଉଚିତ । ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଆଇଆଇଟି ଦିଲ୍ଲୀର 51ତମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମୁଖ୍ୟଅତିଥି ରୂପେ ଯୋଗଦେଇ ପ୍ରଧାନମନ୍ତ୍ରୀ ଏହା କହିଛନ୍ତି ।‘ପଞ୍ଚମ ଭାରତ ଅନ୍ତର୍ଜାତୀୟ ବିଜ୍ଞାନ ମହୋତ୍ସବ’ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ (ଭିଡିଓ କନଫରେନ୍ସିଂ ଜରିଆରେ)
November 05th, 03:40 pm
ଭାରତ ଆନ୍ତର୍ଜାତୀୟ ବିଜ୍ଞାନ ମହୋତ୍ସବର 5ମ ସଂସ୍କରଣ ଏଭଳି ସ୍ଥାନରେ ହେଉଛି, ଯିଏକି ଜ୍ଞାନ ବିଜ୍ଞାନର ପ୍ରତ୍ୟେକ କ୍ଷେତ୍ରରେ ମାନବତାର ସେବା କରିବା ଭଳି ମହାନ ପ୍ରତିଭାଙ୍କୁ ଜନ୍ମ ଦେଇଛି । ଏହି ମହୋତ୍ସବ ଏଭଳି ସମୟରେ ହେଉଛି, ଯେତେବେଳେ ନଭେମ୍ବର 7 ତାରିଖରେ ସିଭି ରମଣ ଏବଂ ନଭେମ୍ବର 30 ତାରିଖରେ ଜଗଦିଶ ଚନ୍ଦ୍ର ବୋଷଙ୍କର ଜନ୍ମଜୟନ୍ତୀ ପାଳନ କରାଯିବ ।କୋଲକାତାରେ ପଞ୍ଚମ ଭାରତ ଆନ୍ତର୍ଜାତିକ ବିଜ୍ଞାନ ଉତ୍ସବକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
November 05th, 03:35 pm
କୋଲକାତାଠାରେ ଅନୁଷ୍ଠିତ ପଞ୍ଚମ ଭାରତ ଆନ୍ତର୍ଜାତିକ ବିଜ୍ଞାନ ଉତ୍ସବକୁ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିଛନ୍ତି ।ସତର୍କ ରହିବା ଏବଂ ନିୟମର ପାଳନ କରିବା ଗୁରୁତ୍ୱପୂର୍ଣ୍ଣ :'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
February 25th, 11:00 am
ପ୍ରଧାନମନ୍ତ୍ରୀ ମୋଦୀ 'ମନ କି ବାତ' ଅବସରରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହ କଥାବାର୍ତ୍ତା କରିଥିଲେ । ନିଜ କାର୍ଯ୍ୟକ୍ରମରେ ସେ ଔଦ୍ୟୋଗିକଠାରୁ ନେଇ ଆପଦ ପ୍ରବନ୍ଧନ ପର୍ଯ୍ୟନ୍ତ ,'ସ୍ୱଚ୍ଛ ଭାରତ' ରୁ ନେଇ ' ଗୋବର-ଧନ ଯୋଜନା ପର୍ଯ୍ୟନ୍ତ ବିଭିନ୍ନ ପ୍ରସଙ୍ଗରେ ନିଜ ବିଚାର ବାଣ୍ଟିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ମହିଳା ନେତୃତ୍ୱରେ ବିକାଶକୁ ପ୍ରୋତ୍ସାହନ ଦେବା ବିଷୟରେ କହିଥିଲେ ଏବଂ କିପରି ମହିଳା ବିଭିନ୍ନ କ୍ଷେତ୍ରରେ 'ନ୍ୟୁ ଇଣ୍ଡିଆ' ର ଫାଉଣ୍ଡେସନକୁ ମଜବୁତ କରିବାର କାମ କରୁଛନ୍ତି ସେ ଉପରେ କହୁଥିଲେ ।ଜାତୀୟ ବିଜ୍ଞାନ ଦିବସରେ ବୈଜ୍ଞାନିକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
February 28th, 12:40 pm
PM Modi greeted the scientists on National Science Day. The Prime Minister also saluted Sir CV Raman for his contribution to the science. “On National Science Day, my greetings and best wishes to our scientific community. Their role in nation building and advancement is paramount. We salute Sir CV Raman for his pioneering contribution to science, which continues to inspire generations of science enthusiasts’’, the Prime Minister said.PM greets the scientists and science lovers, on National Science Day; remembers Sir CV Raman for his contribution to the science
February 28th, 12:07 pm
Set your targets and pursue them with a tension free mind: PM Modi to students during Mann Ki Baat
February 28th, 11:40 am