The bond between India & Guyana is of soil, of sweat, of hard work: PM Modi
November 21st, 08:00 pm
Prime Minister Shri Narendra Modi addressed the National Assembly of the Parliament of Guyana today. He is the first Indian Prime Minister to do so. A special session of the Parliament was convened by Hon’ble Speaker Mr. Manzoor Nadir for the address.ଗୁୟାନାର ସଂସଦକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
November 21st, 07:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନା ସଂସଦର ଜାତୀୟ ଆସେମ୍ବଲିକୁ ସମ୍ବୋଧିତ କରିଛନ୍ତି । ଏପରି କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ। ଅଭିଭାଷଣ ପାଇଁ ମାନ୍ୟବର ବାଚସ୍ପତି ମଞ୍ଜୁର ନାଦିର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିଥିଲେ।ଆଜି ସାରା ବିଶ୍ୱବାସୀ ଭାରତ ବିଷୟରେ ଅଧିକ ଜାଣିବାକୁ ଚାହୁଁଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
October 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ । ଆପଣ ଯଦି ମୋତେ ପଚାରନ୍ତି ଯେ, ମୋ ଜୀବନର ସବୁଠାରୁ ସ୍ମରଣୀୟ ମୁହୂର୍ତ୍ତ କ’ଣ ଥିଲା, ତେବେ ମୋର ଅନେକ କଥା ମନେପଡ଼େ । କିନ୍ତୁ, ତନ୍ମଧ୍ୟରୁ ଗୋଟିଏ ମୁହୂର୍ତ୍ତ ହେଉଛି ସବୁଠାରୁ ବିଶିଷ୍ଟ, ସେହି କ୍ଷଣଟି ଥିଲା – ଯେତେବେଳେ ଗତବର୍ଷ ନଭେମ୍ବର ୧୫ ତାରିଖ ଦିନ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଅବସରରେ ତାଙ୍କ ଜନ୍ମସ୍ଥାନ ଝାଡ଼ଖଣ୍ଡର ଉଲିଆତୁ ଗାଁକୁ ଯାଇଥିଲି । ଏହି ଯାତ୍ରା ମୋତେ ବହୁମାତ୍ରାରେ ପ୍ରଭାବିତ କରିଥିଲା । ଏହି ପବିତ୍ର ଭୂମିର ମାଟିକୁ ମସ୍ତକରେ ଲଗାଇବାର ସୌଭାଗ୍ୟ ପ୍ରାପ୍ତ କରିବାରେ ମୁଁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ । ସେତେବେଳେ ମୁଁ କେବଳ ଯେ ସ୍ୱାଧୀନତା ସଂଗ୍ରାମର ଶକ୍ତିକୁ ଅନୁଭବ କଲି ତା’ ନୁହେଁ, ବରଂ ଏହି ଭୂମିର ଶକ୍ତି ସହ ଜଡ଼ିତ ହେବାର ସୁଯୋଗ ମଧ୍ୟ ମିଳିଲା । ମୁଁ ଏ କଥା ଅନୁଭବ କଲି ଯେ, କିଭଳି ଗୋଟିଏ ସଂକଳ୍ପକୁ ସମ୍ପୂର୍ଣ୍ଣ କରିବାର ସାହସ ଦେଶର କୋଟି କୋଟି ଲୋକଙ୍କ ଭାଗ୍ୟକୁ ବଦଳାଇ ଦେଇପାରେ ।When the forces of good cooperate, the forces of crime cannot operate: PM Modi
October 18th, 01:40 pm
Prime Minister Modi addressed the INTERPOL General Assembly in New Delhi. He said, There are many harmful globalised threats that the world faces. Terrorism, corruption, drug trafficking, poaching and organised crime. The pace of change of these dangers is faster than earlier. When threats are global, the response cannot be just local! It is high time that the world comes together to defeat these threats.ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଆୟୋଜିତ ଇଣ୍ଟରପୋଲ୍ର ୯୦ତମ ସାଧାରଣ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 18th, 01:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଅନୁଷ୍ଠିତ ଇଣ୍ଟରପୋଲରେ ୯୦ ତମ ସାଧାରଣ ପରିଷଦ(ଜେନେରାଲ ଆସେମ୍ଲି)ରେ ଉଦ୍ବୋଧନ ଦେଇଛନ୍ତି । ସେ ତାଙ୍କ ଉଦ୍ବୋଧନ ଅବସରରେ ଏହି ସମାବେଶରେ ଭାଗ ନେଇଥିବା ସମସ୍ତ ପ୍ରତିନିଧି ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।ତଥ୍ୟ ସୂଚୀ: କ୍ୱାଦ୍ ନେତୃ ସମ୍ମିଳନୀ
September 25th, 11:53 am
ସେପ୍ଟେମ୍ବର ୨୪ ତାରିଖ ଦିନ ରାଷ୍ଟ୍ରପତି ବାଇଡେନ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କର୍ଟ ମୋରିସନ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଏବଂ ଜାପାନ ପ୍ରଧାନମନ୍ତ୍ରୀ ୟୋସିହିଡ଼େ ସୁଗାଙ୍କ ସହ ହ୍ୱାଇଟ୍ ହାଉସଠାରେ କ୍ୱାଦ୍ ସଦସ୍ୟଭୁକ୍ତ ରାଷ୍ଟ୍ରର ନେତୃବର୍ଗଙ୍କ ସହିତ ପ୍ରଥମ ବ୍ୟକ୍ତିଗତ ଶିଖର ସମ୍ମିଳନୀର ଆୟୋଜନ କରିଥିଲେ । ଏହି ସମ୍ମିଳନୀ ଅବସରରେ କ୍ୱାଦ୍ ନେତୃବର୍ଗ ସେମାନଙ୍କର ମହାତ୍ତ୍ୱାକାଂକ୍ଷୀ ପ୍ରୟାସମାନ ଉପସ୍ଥାପନ କରିଥିଲେ ଯାହାକି ଏକବିଂଶ ଶତାବ୍ଦୀରେ ଆମର ପାରସ୍ପରିକ ସମ୍ପର୍କକୁ ଅଧିକ ନିବିଡ଼ କରିବା ତଥା ବାସ୍ତବ ସହଯୋଗକୁ ଆଗକୁ ଆଗେଇ ନେବା ଦିଗରେ ସହାୟକ ହୋଇପାରିବ । ସେଥି ମଧ୍ୟରେ କୋଭିଡ଼ – ୧୯ ବୈଶ୍ୱିକ ମହାମାରୀର ମୂଳୋତ୍ପାଟନ, ଏଥି ସହିତ ଏହାକୁ ନିଃଶେଷ କରିବା ସକାଶେ ଅଧିକରୁ ଅଧିକ ନିରାପଦ ତଥା ଫଳପ୍ରସୂ ପ୍ରତିଷେଧକ ଟିକା ଉତ୍ପାଦନ କରିବା; ଉଚ୍ଚ ମାନଯୁକ୍ତ ଭିତ୍ତିଭୂମିର ବିକାଶକୁ ପ୍ରୋତ୍ସାହନ ଯୋଗାଇବା, ଜଳବାୟୁ ପରିବର୍ତ୍ତନ ଜନିତ ସଂକଟ ବିରୋଧରେ ଲଢ଼େଇ କରିବା; ମୁଣ୍ଡ ଟେକୁଥିବା ନୂଆ ନୂଆ ପ୍ରଯୁକ୍ତି, ମହାକାଶ ଓ ସାଇବର ନିରାପତ୍ତା କ୍ଷେତ୍ରରେ ସହଭାଗୀ ହେବା; ଏବଂ ନିଜ ନିଜ ଦେଶରେ ପରବର୍ତ୍ତୀ ପିଢ଼ିର ମେଧା ସୃଷ୍ଟି କରିବା ଆଦି ଅନ୍ୟତମ ।ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀରେ ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 31st, 11:02 am
ଆପଣମାନଙ୍କ ସହିତ କଥା ହୋଇ ମୋତେ ବହୁତ ଭଲ ଲାଗିଲା । ପ୍ରତ୍ୟେକ ବର୍ଷ ମୋର ଏହି ପ୍ରୟାସ ରହିଥାଏ ଯେ ଆପଣମାନଙ୍କ ଭଳି ଯୁବ ସାଥୀମାନଙ୍କ ସହିତ କଥା ହୁଏ, ଆପଣମାନଙ୍କ ଚିନ୍ତାଧାରା ସଂପର୍କରେ କ୍ରମାଗତ ଭାବେ ଜାଣୁଥାଏ। ଆପଣମାନଙ୍କର କଥା, ଆପଣମାନଙ୍କର ପ୍ରଶ୍ନ, ଆପଣମାନଙ୍କର ଉତ୍ସୁକତା, ମୋତେ ମଧ୍ୟ ଭବିଷ୍ୟତର ଆହ୍ୱାନ ମୁକାବିଲା କରିବାରେ ସହାୟତା କରିଥାଏ।ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀରେ ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 31st, 11:01 am
ଆପଣମାନଙ୍କ ସହିତ କଥା ହୋଇ ମୋତେ ବହୁତ ଭଲ ଲାଗିଲା । ପ୍ରତ୍ୟେକ ବର୍ଷ ମୋର ଏହି ପ୍ରୟାସ ରହିଥାଏ ଯେ ଆପଣମାନଙ୍କ ଭଳି ଯୁବ ସାଥୀମାନଙ୍କ ସହିତ କଥା ହୁଏ, ଆପଣମାନଙ୍କ ଚିନ୍ତାଧାରା ସଂପର୍କରେ କ୍ରମାଗତ ଭାବେ ଜାଣୁଥାଏ। ଆପଣମାନଙ୍କର କଥା, ଆପଣମାନଙ୍କର ପ୍ରଶ୍ନ, ଆପଣମାନଙ୍କର ଉତ୍ସୁକତା, ମୋତେ ମଧ୍ୟ ଭବିଷ୍ୟତର ଆହ୍ୱାନ ମୁକାବିଲା କରିବାରେ ସହାୟତା କରିଥାଏ।ସର୍ଦ୍ଦାର ବଲ୍ଲଭଭାଇ ରାଷ୍ଟ୍ରୀୟ ପୁଲିସ୍ ଏକାଡେମୀର ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତାଳାପ
July 31st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀର ଆପିଏସ ପ୍ରଶିକ୍ଷାର୍ଥୀ ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଇପିଏସ ପ୍ରଶିକ୍ଷାର୍ଥୀ ଅଧିକାରୀମାନଙ୍କ ସହିତ ଭାବ ବିନିମୟ ମଧ୍ୟ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା ଏବଂ ସ୍ୱରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରାୟ ଉପସ୍ଥିତ ଥିଲେ ।ଜି7 ଶିଖର ସମ୍ମିଳନୀର ଦ୍ବିତୀୟ ଦିନରେ ଦୁଇଟି ଅଧିବେଶରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
June 13th, 08:06 pm
ଜି7 ଶିଖର ସମ୍ମିଳନୀର ଜନସମ୍ପର୍କ ଅଧିବେଶନର ଦ୍ବିତୀୟ ଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଇଟି ଅଧିବେଶନରେ ଅଂଶଗ୍ରହଣ କରିଥିଲେ। ଏହି ଅଧିବେଶନଗୁଡ଼ିକର ଶୀର୍ଷକ ଥିଲା ‘ମିଳିତ ଭାବେ ନିର୍ମାଣ କରିବା-ମୁକ୍ତ ସମାଜ ଓ ଅର୍ଥବ୍ୟବସ୍ଥା’ ଏବଂ ‘ସବୁଜ: ଜଳବାୟୁ ଓ ପ୍ରକୃତି ନିର୍ମାଣ କରିବା’।List of the documents announced/signed during India - Australia Virtual Summit
June 04th, 03:54 pm
List of the documents announced/signed during India - Australia Virtual Summit, June 04, 2020ନୂଆଦିଲ୍ଲୀଠାରେ ପ୍ରଥମ ଅନ୍ତର୍ଜାତୀୟ ବିଚାର ବିଭାଗୀୟ ସମ୍ମିଳନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 22nd, 10:35 am
ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ବୋବଡେ, ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ମହାଶୟ, ମଞ୍ଚରେ ଉପସ୍ଥିତ ସୁପ୍ରିମକୋର୍ଟର ବିଚାରପତି ଗଣ, ଭାରତର ଆଟର୍ଣ୍ଣି ଜେନେରାଲ, ଏହି ସମ୍ମିଳନୀରେ ଯୋଗ ଦେବାକୁ ଆସିଥିବା ବିଶ୍ୱର ଅନ୍ୟାନ୍ୟ ଉଚ୍ଚ ନ୍ୟାୟଳୟଗୁଡିକର ବିଚାରପତି, ଭାରତର ସୁପ୍ରିମକୋର୍ଟ ଏବଂ ହାଇକୋର୍ଟର ସମ୍ମାନିତ ବିଚାରପତି ଗଣ, ଅତିଥିଗଣ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତି ଗଣ !!ଅନ୍ତର୍ଜାତୀୟ ନ୍ୟାୟିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 22nd, 10:34 am
ନୂଆଦିଲ୍ଲୀ ଠାରେ ଅନ୍ତର୍ଜାତୀୟ ନ୍ୟାୟିକ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ସୁପ୍ରିମକୋର୍ଟ ଓ ହାଇକୋର୍ଟର ସମ୍ମାନିତ ବିଚାରପତି ବୃନ୍ଦ, ବିଶିଷ୍ଟ ଆଇନଜୀବୀମାନେ ଓ ବିଦେଶାଗତ ପ୍ରତିନିଧିମାନେ ଏହି ସମ୍ମିଳନୀରେ ଭାଗ ନେଇଥିଲେ ।ଲକ୍ଷ୍ନୌରେ ଡିଫେନ୍ସଏକ୍ସପୋ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
February 05th, 01:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲକ୍ଷ୍ନୌ, ଉତ୍ତରପ୍ରଦେଶରେ ଡିଫେନ୍ସଏକ୍ସପୋର 11ତମ ସଂସ୍କରଣକୁ ଉଦ୍ଘାଟନ କରିଛନ୍ତି । ଏହି ଦ୍ୱିବାର୍ଷିକ ସାମରିକ ପ୍ରଦର୍ଶନୀରେ ବିଶ୍ୱସ୍ତରୀୟ ପ୍ରତିରକ୍ଷା କେନ୍ଦ୍ର ଭାବରେ ଭାରତର ସମ୍ଭାବନା ପ୍ରଦର୍ଶିତ କରାଯାଉଛି । ଡିଫେନ୍ସଏକ୍ସପୋ 2020 ଭାରତର ସବୁଠାରୁ ବଡ଼ ପ୍ରତିରକ୍ଷା ପ୍ରଦର୍ଶନ ମଞ୍ଚ ହେବା ସହିତ ବିଶ୍ୱର ପ୍ରମୁଖ ଡିଫେନ୍ସଏକ୍ସପୋ ପାଲଟିଛି । ଚଳିତ ଏକ୍ସପୋରେ ବିଶ୍ୱର ଏକ ହଜାରରୁ ଅଧିକ ପ୍ରତିରକ୍ଷା ନିର୍ମାତା ଓ 150 କମ୍ପାନୀ ଭାଗ ନେଇଛନ୍ତି ।