ଗତ 7 ବର୍ଷ ମଧ୍ୟରେ ଆମେ ସମସ୍ତେ 'ଟିମ୍ ଇଣ୍ଡିଆ' ଭାବେ କାର୍ଯ୍ୟ କରିଛୁ : ମନ୍ କି ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
May 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆହ୍ୱାନ ଯେତେ ବଡ଼ ହୋଇଥାଉ ନା କାହିଁକି, ଭାରତର ବିଜୟ ସଂକଳ୍ପ ମଧ୍ୟ ସର୍ବଦା ସେତିକି ବିଶାଳ ହୋଇଛି । ଦେଶର ସାମୁହିକ ଶକ୍ତି ଏବଂ ଆମର ସେବା ମନୋଭାବ ଦେଶକୁ ପ୍ରତ୍ୟେକ ବିପର୍ଯ୍ୟୟରୁ ଉଦ୍ଧାର କରିଛି । ବିଗତ ଦିନମାନଙ୍କରେ ଆମେ ଦେଖିଲୁ, କେଉଁଭଳି ଭାବେ ଆମ ଡାକ୍ତରମାନେ, ନର୍ସମାନେ ଏବଂ ଅଗ୍ରଣୀ କରୋନା ଯୋଦ୍ଧାମାନେ ନିଜ କଥା ଚିନ୍ତା ନ କରି ଦିନରାତି କାମ କଲେ ଏବଂ ଆଜି ମଧ୍ୟ କରୁଛନ୍ତି । ଏମାନଙ୍କ ମଧ୍ୟରେ ଅନେକ ଏଭଳି ମଧ୍ୟ ଅଛନ୍ତି, ଯେଉଁମାନଙ୍କର କରୋନା ଦ୍ୱିତୀୟ ଲହରୀ ସହ ସଂଗ୍ରାମରେ ଭୂମିକା ଖୁବ୍ ଗୁରୁତ୍ୱପୂର୍ଣ୍ଣ ରହିଛି । ଏହି କରୋନା ଯୋଦ୍ଧାମାନଙ୍କ ସମ୍ପର୍କରେ ଆଲୋଚନା କରିବା ପାଇଁ ମନ୍ କି ବାତ୍ ର ଅନେକ ଶ୍ରୋତା ନମୋ ଆପ୍ ଏବଂ ଚିଠି ମାଧ୍ୟମରେ ମୋତେ ଅନୁରୋଧ କରିଛନ୍ତି ।ବାତ୍ୟା ୟାସ ଜନିତ କ୍ଷୟକ୍ଷତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
May 28th, 03:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର, 28 ମେ, 2021ରେ ବାତ୍ୟା ୟାସ ଯୋଗୁ ପ୍ରଭାବିତ ହୋଇଥିବା ଓଡ଼ିଶା ଓ ପଶ୍ଚିମବଙ୍ଗରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ସେ ଓଡ଼ିଶାର ବାଲେଶ୍ବର ଓ ଭଦ୍ରକ ଜିଲ୍ଲା ସମେତ ପଶ୍ଚିମବଙ୍ଗର ପୂର୍ବ ମେଦିନିପୁରର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ ନିରୀକ୍ଷଣ କରିଥିଲେ।ବାତ୍ୟା ୟାସର ପ୍ରଭାବ ସମୀକ୍ଷା ପାଇଁ ମେ 28ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
May 27th, 04:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 28 ମେ, 2021ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ। ସେ ୟାସ ଘୁର୍ଣ୍ଣିବାତ୍ୟା ଯୋଗୁ ଏହି ଦୁଇ ରାଜ୍ୟରେ ପଡ଼ିଥିବା ପ୍ରଭାବର ଆକଳନ କରିବେ। ପ୍ରଧାନମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ଦୁଇ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି।ବାତ୍ୟା ୟାସ ଜନିତ କ୍ଷୟକ୍ଷତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
May 27th, 04:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର, 28 ମେ, 2021ରେ ବାତ୍ୟା ୟାସ ଯୋଗୁ ପ୍ରଭାବିତ ହୋଇଥିବା ଓଡ଼ିଶା ଓ ପଶ୍ଚିମବଙ୍ଗରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ସେ ଓଡ଼ିଶାର ବାଲେଶ୍ବର ଓ ଭଦ୍ରକ ଜିଲ୍ଲା ସମେତ ପଶ୍ଚିମବଙ୍ଗର ପୂର୍ବ ମେଦିନିପୁରର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ ନିରୀକ୍ଷଣ କରିଥିଲେ।