ଭିଡିଓ ବାର୍ତ୍ତା ମାଧ୍ୟମରେ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ଉପରେ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟର ମୂଳ ପାଠ୍ୟ
April 04th, 09:46 am
ସମସ୍ତଙ୍କୁ ମୋର ଶୁଭେଚ୍ଛା । ଭାରତରେ ଆପଣ ସମସ୍ତଙ୍କୁ ସ୍ୱାଗତ! ସର୍ବପ୍ରଥମେ, ମୁଁ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ପାଇଁ ମିଳିତ ମଂଚକୁ ଅଭିନନ୍ଦନ ଜଣାଉଛି । ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି, ଆଇସିଡିଆର୍ଆଇ - ୨୦୨୩ର ଆନ୍ତର୍ଜାତିକ ସମ୍ମିଳନୀର ୫ମ ସଂସ୍କରଣର ଅବସର ପ୍ରକୃତରେ ଏକ ବିଶେଷ ଅବସର ଅଟେ ।ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ସଂକ୍ରାନ୍ତ ପଞ୍ଚମ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 04th, 09:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୪.୨୦୨୩ ) ପଂଚମ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ସଂକ୍ରାନ୍ତ ଆନ୍ତର୍ଜାତିକ ସମ୍ମିଳନୀ ଆଇସିଡିଆରଆଇ-୨୦୨୩କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି ।‘ୟାସ’ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଓ ଯୋଜନାର ସମୀକ୍ଷା ଲାଗି ଆୟୋଜିତ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ର
May 23rd, 01:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା ‘ୟାସ’ ଜନିତ ପରିସ୍ଥିତିର ମୁକାବିଲା ଲାଗି ହୋଇଥିବା ପ୍ରସ୍ତୁତି ଓ ଯୋଜନାର ସମୀକ୍ଷା କରିଛନ୍ତି। ଏଥିରେ ସେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରୀୟ ମନ୍ତ୍ରଣାଳୟ/ସଂସ୍ଥାର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଥିଲେ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି ଯେ ‘ୟାସ’ ବାତ୍ୟା 26 ତାରିଖ ସନ୍ଧ୍ୟାରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବ।