ଦକ୍ଷିଣ ଅଫ୍ରିକାର ରାଷ୍ଟ୍ରପତି ଭାବେ ପୁନଃ ନିର୍ବାଚିତ ହୋଇଥିବାରୁ ସିରିଲ୍ ରାମଫୋସାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

June 17th, 05:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଭାବରେ ପୁନଃନିର୍ବାଚିତ ହୋଇଥିବାରୁ ସିରିଲ୍ ରାମଫୋସାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସହଭାଗିତାକୁ ଅଧିକ ମଜବୁତ କରିବା ପାଇଁ ରାଷ୍ଟ୍ରପତି ରାମଫୋସାଙ୍କ ସହ କାମ କରିବାକୁ ସେ ଆଗ୍ରହୀ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ପ୍ରକାଶ କରିଛନ୍ତି ।

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

August 23rd, 03:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ୨୩ ଅଗଷ୍ଟ ୨୦୨୩ ରେ ଜୋହାନ୍ସବର୍ଗ ଠାରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ସିରିଲ୍ ରାମାଫୋସାଙ୍କୁ ସାକ୍ଷାତ କରିଛନ୍ତି ।

ବ୍ରିକ୍ସ ନେତାଙ୍କ ରିଟ୍ରିଟ୍ ବୈଠକରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ

August 22nd, 11:58 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୨ରେ ଜୋହାନ୍ସବର୍ଗର ସମର ପ୍ଲେସରେ ବ୍ରିକ୍ସ ନେତାଙ୍କ ରିଟ୍ରିଟ୍ ବୈଠକରେ ଭାଗ ନେଇଛନ୍ତି ।

ଦକ୍ଷିଣ ଆଫ୍ରିକା ଓ ଗ୍ରୀସ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି

August 22nd, 06:17 am

ଦକ୍ଷିଣ ଆଫ୍ରିକା ଅଧ୍ୟକ୍ଷତାରେ ଜୋହାନ୍ସବର୍ଗଠାରେ ଆୟୋଜିତ ୧୫ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ସିରିଲ ରାମାଫୋସାଙ୍କ ନିମନ୍ତ୍ରଣକ୍ରମେ ମୁଁ ୨୨-୨୪ ଅଗଷ୍ଟ ୨୦୨୩ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ଗସ୍ତ କରୁଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତିଙ୍କ ସହ କଥା ହୋଇଛନ୍ତି

August 03rd, 08:26 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ମାନ୍ୟବର ରାଷ୍ଟ୍ରପତି ଶ୍ରୀ ମାଟେମେଲା ସାଇରିଲ ରାମାଫୋସାଙ୍କ ସହ ଟେଲିଫୋନେ ଯୋଗେ କଥା ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ସହ କଥାବାର୍ତ୍ତା

June 10th, 10:13 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦକ୍ଷିଣ ଆଫ୍ରିକା ସାଧାରଣତନ୍ତ୍ରର ରାଷ୍ଟ୍ରପତି ମହାମହିମ ଶ୍ରୀ ମାଟମେଲା ସିରିଲ ରାମଫୋସାଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି ।

ଜି -୭ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

June 27th, 09:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍‍ ୨୭, ୨୦୨୨ ରେ ଜର୍ମାନୀର ସ୍ଲୋସ୍‍ ଏଲାମୁ ଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ସିରିଲ୍ ରାମାଫୋସାଙ୍କୁ ଭେଟିଛନ୍ତି ।

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମହାମହିମ ମାଟେମେଲା ସିରିଲ ରାମଫୋସାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

February 04th, 09:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମହାମହିମ ମାଟେମେଲା ସିରିଲ ରାମଫୋସାଙ୍କ ସହ ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।

ଦ୍ୱାଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଭାରତ ତରଫରୁ ନେତୃତ୍ୱ ନେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 17th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 17 ନଭେମ୍ବର 2020ରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଭାରତ ତରଫରୁ ଭର୍ଚୁଆଲ ଫର୍ମାଟରେ ନେତୃତ୍ୱ ନେଇଛନ୍ତି । ସମ୍ମିଳନୀର ଶୀର୍ଷକ ଥିଲା ‘ଅନ୍ତର୍ଜାତୀୟ ସ୍ଥିରତା, ନିରାପତ୍ତା ଏବଂ ଅଭିନବ ଅଭିବୃଦ୍ଧି’ । ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋ, ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ପ୍ରମୁଖ ମଧ୍ୟ ସମ୍ମିଳନୀରେ ଯୋଗଦେଇଥିଲେ ।

Telephone Conversation between PM and President of the Republic of South Africa

April 17th, 08:58 pm

Prime Minister Shri Narendra Modi had a telephone conversation today with H.E. Cyril Ramaphosa, President of the Republic of South Africa.

PM Modi's remarks at BRICS Dialogue with Business Council and New Development Bank

November 14th, 09:40 pm

PM Modi addressed the Dialogue with BRICS Business Council and New Development Bank. The PM said the BRICS Business Council should make a roadmap of achieving the target of $500 billion Intra-BRICS trade. He also urged BRICS nations and New Development Bank to join coalition for disaster resilient infrastructure.

ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀର ପୂର୍ଣ୍ଣାଙ୍ଗ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 14th, 08:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲରେ ଅନ୍ୟ ସଦସ୍ୟ ରାଷ୍ଟ୍ରମୁଖ୍ୟଙ୍କ ସହିତ ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀର ପୂର୍ଣ୍ଣକାଳୀନ ଅଧିବେଶନକୁ ସମ୍ବୋଧିତ କରିଥିଲେ ।

ବ୍ରିକ୍ସ ବାଣିଜ୍ୟ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଟିପ୍ପଣୀ

November 14th, 11:24 am

ବ୍ରିକ୍ସ ବାଣିଜ୍ୟ ମଞ୍ଚରେ ଅଂଶଗ୍ରହଣ କରିଥିବାରୁ ମୁଁ ଆନନ୍ଦିତ । ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀ କାର୍ଯ୍ୟକ୍ରମର ଆରମ୍ଭ ଏହି ମଞ୍ଚ ମାଧ୍ୟମରେ ହୋଇଛି । ବାଣିଜ୍ୟକୁ ପ୍ରାଥମିକତା ଦେଇଥିବାରୁ ମୁଁ ବ୍ରାଜିଲ ରାଷ୍ଟ୍ରପତି, ଏହି ମଞ୍ଚର ଆୟୋଜକ ଏବଂ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଧନ୍ୟବାଦ ଜଣାଉଛି ।

ବ୍ରିକ୍ସ ବ୍ୟବସାୟିକ ମଞ୍ଚକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 14th, 11:23 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରାଜିଲଠାରେ ଅନୁଷ୍ଠିତ ବ୍ରିକ୍ସ ଶିଖର ସମ୍ମିଳନୀ ସମୟରେ ବ୍ରିକ୍ସ ବ୍ୟବସାୟିକ ମଞ୍ଚକୁ ସମ୍ବୋଧିତ କରିଛନ୍ତି । ବ୍ରିକ୍ସ ରାଷ୍ଟ୍ର ପ୍ରମୁଖ ମାନେ ମଧ୍ୟ ଏହି ବ୍ୟବସାୟିକ ମଞ୍ଚକୁ ସମ୍ବୋଧିତ କରିଥିଲେ ।

Prime Minister's visit to Brasilia, Brazil

November 12th, 01:07 pm

PM Modi will be visiting Brasilia, Brazil during 13-14 November to take part in the BRICS Summit. The PM will also hold bilateral talks with several world leaders during the visit

ନଭେମ୍ବର 13-14 ବ୍ରାଜିଲରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ

November 11th, 07:30 pm

ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 13ରୁ 14 ତାରିଖ ପର୍ଯ୍ୟନ୍ତ ବ୍ରାଜିଲର ବ୍ରାସିଲିଆ ଗସ୍ତ କରିବେ । ଚଳିତ ବର୍ଷ ବ୍ରିକ୍ସ ଶିଖର ସମ୍ମିଳନୀର ବିଷୟବସ୍ତୁ “ଏକ ଅଭିନବ ଭବିଷ୍ୟତ ପାଇଁ ଆର୍ଥିକ ଅଭିବୃଦ୍ଧି” ରଖାଯାଇଛି ।

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି

January 25th, 01:00 pm

ଆମ ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ ଯେ ଭାରତର ଅଭିନ୍ନ ବନ୍ଦୁ, ରାଷ୍ଟ୍ରପତି ରାମାଫୋସା ଆଜି ଆମ ଗହଣରେ ଉପସ୍ଥିତ ରହିଛନ୍ତି । ତାଙ୍କ ପାଇଁ ଭାରତ ନୂଆ ନୁହେଁ, କିନ୍ତୁ ରାଷ୍ଟ୍ରପତି ଭାବେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ । ଆହୁରି ତାଙ୍କର ଏହି ଭାରତ ଗସ୍ତ ଆମ ସମ୍ପର୍କର ଏକ ସ୍ୱତନ୍ତ୍ର ପର୍ଯ୍ୟାୟରେ ହେଉଛି । ଚଳିତ ବର୍ଷ ମହାତ୍ମା ଗାନ୍ଧୀଜୀଙ୍କର 150ତମ ଜନ୍ମବାର୍ଷିକୀ ପାଳିତ ହେଉଛି । ଗତବର୍ଷ ନେଲସନ ମାଣ୍ଡେଲାଙ୍କ ଜନ୍ମଶତବାର୍ଷିକୀ ବର୍ଷ ଥିଲା । ଏବଂ ଗତ ବର୍ଷ ଆମ ରାଜନୈତିକ ସମ୍ପର୍କର ରୌପ୍ୟ ଜୟନ୍ତୀ ମଧ୍ୟ ଥିଲା । ମୁଁ ଅତ୍ୟନ୍ତ ଆନନ୍ଦିତ ଯେ ଏହି ବିଶେଷ ମୁହୂର୍ତ୍ତରେ ରାଷ୍ଟ୍ରପତି ରାମାଫୋସା ଭାରତ ଆସିଛନ୍ତି । ଏବଂ ତାଙ୍କର ଏହି ଭାରତ ଗସ୍ତ ଆମ ପାଇଁ ଆହୁରି ଅଧିକ ଗୁରୁତ୍ୱ ରଖୁଛି, କାରଣ ଆସନ୍ତାକାଲି ସେ ଭାରତୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ । ଏହି ସମ୍ମାନ ଏବଂ ଗୌରବ ସେ ଆମକୁ ଦେଇଥିବାରୁ, ସେଥିପାଇଁ ସମସ୍ତ ଭାରତ ତାଙ୍କ ନିକଟରେ କୃତଜ୍ଞ ।

ଦଶମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସ୍ଵାକ୍ଷରିତ ବୁଝାମଣାର ତାଲିକା

July 26th, 11:57 pm

ଦଶମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସ୍ଵାକ୍ଷରିତ ବୁଝାମଣାର ତାଲିକା

ଦକ୍ଷିଣ ଆଫ୍ରିକାରେ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ବିଭିନ୍ନ ଦେଶର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱିପାକ୍ଷିକ ବୈଠକ

July 26th, 09:02 pm

ଜୋହାନ୍ସବର୍ଗ, ଦକ୍ଷିଣ ଆଫ୍ରିକାରେ ଦଶମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ବିଭିନ୍ନ ଦେଶର ନେତାମାନଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି ।