ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
September 04th, 08:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ଦୁଗ୍ଧ ଚାଷୀ ଏବଂ ଗ୍ରାମୀଣ ଅର୍ଥବ୍ୟବସ୍ଥା ପ୍ରତି ସରକାରଙ୍କ ଅଟଳ ପ୍ରତିବଦ୍ଧତାକୁ ପୁନରୁଚ୍ଚାରଣ କରି, ପୁଷ୍ଟି ସୁରକ୍ଷା ସୁନିଶ୍ଚିତ କରିବା ଓ ସମାବେଶୀ ବିକାଶକୁ ଅଗ୍ରସର କରିବାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ୱୀକାର କରିଛନ୍ତି।In Rugby terms, India and New Zealand are ready to 'Front up' and step up together for a strong and successful partnership: PM Modi
March 17th, 01:05 pm
PM Modi welcomed New Zealand's PM Christopher Luxon to India, emphasizing strong bilateral ties. They discussed defense, trade, renewable energy, and education. Both sides agreed to enhance security cooperation, boost mobility for skilled workers, and strengthen counterterrorism efforts. New Zealand joined the Indo-Pacific Ocean Initiative and CDRI. PM Modi called for a match-winning partnership for both nations.ସିଲଭାସାରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 03:00 pm
ଆପଣମାନେ ସମସ୍ତେ କେମିତି ଅଛନ୍ତି। ଆଜିର ଏହି କାର୍ଯ୍ୟକ୍ରମ ବହୁତ ଉତ୍ସାହ ରହିଛି ଓ ଭଲ ଲାଗୁଛି। ମୁଁ କେନ୍ଦ୍ର ଶାସିତ ଅଞ୍ଚଳର ସମସ୍ତ କର୍ମୀଙ୍କୁ ଧନ୍ୟବାଦ ଜଣାଉଛି, ଯେଉଁମାନେ ମୋତେ ଆପଣମାନଙ୍କ ଠାରୁ ଊର୍ଦ୍ଧ୍ୱକୁ ଉଠିବାର ସୁଯୋଗ ଦେଇଛନ୍ତି। ଆଜି ଅନେକ ପରିଚିତ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ ଜଣାଇବାର ସୁଯୋଗ ପାଇଛି।PM Modi inaugurates and launches various development works worth over ₹2580 crore in Silvassa
March 07th, 02:45 pm
PM Modi launched various development works worth over ₹2580 crore in Silvassa. He also inaugurated the Namo Hospital in Silvassa earlier to the event. PM highlighted the significance of healthcare projects launched in Silvassa on Jan Aushadhi Diwas. He remarked that developments like the Ram Setu, Namo Path, Tent City in Daman, and the popular Night Market are enhancing the region's appeal.କୃଷି ଏବଂ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 01:00 pm
ବଜେଟ୍ ପରେ, ବଜେଟ୍ ସମ୍ବନ୍ଧୀୟ ୱେବିନାରରେ ଆପଣ ସମସ୍ତଙ୍କର ଉପସ୍ଥିତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବାରୁ ଆପଣ ସମସ୍ତଙ୍କୁ ଧନ୍ୟବାଦ।କୃଷି ଏବଂ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 01st, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କୃଷି ଓ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି । ବଜେଟ୍ ପରବର୍ତ୍ତୀ ୱେବିନାରରେ ଅଂଶଗ୍ରହଣର ବିଶେଷତ୍ୱ ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ଏବଂ ଆଲୋକପାତ କରିଥିଲେ ଯେ ଚଳିତ ବର୍ଷର ବଜେଟ୍ ହେଉଛି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍, ଯାହା ନୀତିର ନିରନ୍ତରତା ଏବଂ ବିକଶିତ ଭାରତ ପାଇଁ ଦୃଷ୍ଟିକୋଣର ନୂତନ ସମ୍ପ୍ରସାରଣକୁ ପ୍ରତିଫଳିତ କରୁଛି । ବଜେଟ ପୂର୍ବରୁ ସମସ୍ତ ଅଂଶୀଦାରଙ୍କଠାରୁ ମିଳିଥିବା ମୂଲ୍ୟବାନ ସୂଚନା ଏବଂ ପରାମର୍ଶକୁ ସେ ସ୍ୱୀକାର କରିଥିଲେ, ଯାହା ଅତ୍ୟନ୍ତ ଉପଯୋଗୀ ହୋଇଛି । ଏହି ବଜେଟକୁ ଅଧିକ ପ୍ରଭାବଶାଳୀ କରିବାରେ ଅଂଶୀଦାରଙ୍କ ଭୂମିକା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇଛି ବୋଲି ସେ ଗୁରୁତ୍ୱାରୋପ କରିଥିଲେ ।The BJP government in Gujarat has prioritised water from the very beginning: PM Modi in Amreli
October 28th, 04:00 pm
PM Modi laid the foundation stone and inaugurated various development projects worth over Rs 4,900 crores in Amreli, Gujarat. The Prime Minister highlighted Gujarat's remarkable progress over the past two decades in ensuring water reaches every household and farm, setting an example for the entire nation. He said that the state's continuous efforts to provide water to every corner are ongoing and today's projects will further benefit millions of people in the region.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆଜି ଗୁଜରାଟର ଅମରେଲିଠାରେ ୪,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ
October 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅମରେଲିଠାରେ ୪ ହଜାର ୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଆଜିର ଏହି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ମଧ୍ୟରେ ରେଳବାଇ, ସଡ଼କ, ଜଳ ବିକାଶ ଓ ପର୍ଯ୍ୟଟନ ଆଦି କ୍ଷେତ୍ରର ପ୍ରକଳ୍ପଗୁଡ଼ିକ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟର ଅମରେଲି, ଜାମନଗର, ମୋର୍ବି, ଦେବଭୂମି ଦ୍ୱାରକା, ଜୁନାଗଡ଼, ପୋରବନ୍ଦର, କଚ୍ଛ ଏବଂ ବୋଟାଦ ଆଦି ଜିଲ୍ଳାର ଜନସାଧାରଣ ପ୍ରତ୍ୟକ୍ଷ ଭାବରେ ଉପକୃତ ହୋଇପାରିବେ ।ସମବାୟ କ୍ଷେତ୍ରରେ ଥିବା ବହୁମୁଖୀ ଉଦ୍ୟୋଗର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ମୋଦୀ
February 24th, 10:36 am
ଆଜି ଭାରତ ମଣ୍ଡପମ ବିକଶିତ ଭାରତର ଅମୃତ ଯାତ୍ରା ଅବସରରେ ମିଳିଥିବା ଅଭିଜ୍ଞତାର ଏକ ସାକ୍ଷୀ। ସମବାୟରୁ ସମୃଦ୍ଧିର ଯେଉଁ ସଂକଳ୍ପ ଦେଇ ନେଇଛି, ଏହାକୁ ସାକାର କରିବା ଦିଗରେ ଆମେ ଆଜି ଆଗକୁ ବଢ଼ିଚାଲିଛୁ। କୃଷି ଏବଂ କୃଷକଙ୍କ ମୂଳଦୁଆ ମଜଭୁତ କରିବା ପାଇଁ ସମବାୟର ଶକ୍ତି ବହୁତ ବଡ଼ ଭୂମିକା ଗ୍ରହଣ କରିଥାଏ। ଏହି ବିଚାରକୁ ନେଇ ଆମେ ଅଲଗା ସମବାୟ ମନ୍ତ୍ରଣାଳୟ ଗଠନ କରିଛୁ। ଏବେ ଏହି ବିଚାରଧାରାକୁ ନେଇ ଆଜିର ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଆଜି ଆମେ ଆମ କୃଷକମାନଙ୍କ ପାଇଁ ବିଶ୍ବର ସବୁଠାରୁ ବଡ଼ ଶସ୍ୟ ଭଣ୍ଡାର ଯୋଜନା ଅନ୍ୟ ଅର୍ଥରେ ଭଣ୍ଡାରଣ ଯୋଜନା ଆରମ୍ଭ କରୁଛୁ। ଏହା ପରେ ପରେ ଦେଶର ପ୍ରତି କୋଣରେ ହଜାର ହଜାର ଓୟାର ହାଉସ (ଭଣ୍ଡାର ଗୃହ) ନିର୍ମାଣ କରାଯିବ। ହଜାର ହଜାର ଗୋଦାମ ମଧ୍ୟ ନିର୍ମାଣ କରାଯିବ। ଆଜି 18 ହଜାର ପେକ୍ସର କମ୍ପ୍ୟୁଟର ଶିକ୍ଷା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଛି। ଏହି ସମସ୍ତ କାର୍ଯ୍ୟ ଦେଶର କୃଷିକୁ ଆଧୁନିକ ବୈଷୟିକ ଜ୍ଞାନକୌଶଳ ସହିତ ସଂଯୁକ୍ତ କରିବ। ମୁଁ ଏହି ସମସ୍ତ ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ଏବଂ ଭବିଷ୍ୟତଦ୍ରଷ୍ଟା ପରିଣାମ ରହିଥବା କାର୍ଯ୍ୟକୁ ନେଇ ଆପଣମାନଙ୍କୁ ବହୁତ ବହୁତ ଧନ୍ୟବାଦ ଦେଉଛି ଏବଂ ଅନେକ ଶୁଭକାମନା ମଧ୍ୟ ଦେଉଛି।ପ୍ରଧାନମନ୍ତ୍ରୀ ସମବାୟ କ୍ଷେତ୍ର ପାଇଁ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପର ଉଦଘାଟନ କରିଛନ୍ତି ଏବଂ ଶିଳାନ୍ୟାସ କରିଛନ୍ତି
February 24th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ସମବାୟ କ୍ଷେତ୍ର ପାଇଁ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ୧୧ ଟି ରାଜ୍ୟର ୧୧ଟି ପ୍ରାଥମିକ କୃଷି ଋଣ ସମିତି (ପ୍ୟାକ୍ସ)ରେ ଚାଲିଥିବା 'ସମବାୟ କ୍ଷେତ୍ରରେ ବିଶ୍ୱର ସର୍ବବୃହତ ଶସ୍ୟ ସଂରକ୍ଷଣ ଯୋଜନା' ର ପାଇଲଟ୍ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ଉଦ୍ଘାଟନ କରିଥିଲେ । ଏହି ପଦକ୍ଷେପ ଅଧୀନରେ ଗୋଦାମ ଏବଂ ଅନ୍ୟାନ୍ୟ କୃଷି ଭିତ୍ତିଭୂମି ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ସମଗ୍ର ଦେଶରେ ଅତିରିକ୍ତ ୫୦୦ଟି ପ୍ୟାକ୍ସର ଶିଳାନ୍ୟାସ କରିଥିଲେ ।ଜିସିଏମଏମ୍ଏଫ୍, ଅମୁଲ ଫେଡେରେସନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 22nd, 11:30 am
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ପୁରୁଷୋତ୍ତମ ରୁପାଲା ଜୀ, ସଂସଦରେ ମୋର ସହକର୍ମୀ ସି ଆର ପାଟିଲ, ଅମୁଲର ଅଧ୍ୟକ୍ଷ ଶ୍ରୀ ଶ୍ୟାମଲ ଭାଇ ଏବଂ ଏତେ ସଂଖ୍ୟାରେ ଏଠାକୁ ଆସିଥିବା ମୋର ଭାଇ ଓ ଭଉଣୀମାନେ!ଗୁଜରାଟର ଅହମ୍ମଦାବାଦଠାରେ ଗୁଜୁରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ
February 22nd, 10:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦର ମୋତେରାସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘ (ଜିସିଏମ୍ଏମ୍ଏଫ୍)ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ଦେଖିବା ସହ ସୁବର୍ଣ୍ଣ ଜୟନ୍ତୀ କଫି ଟେବୁଲ ପୁସ୍ତକ ଉନ୍ମୋଚନ କରିଛନ୍ତି। ଜିସିଏମଏମଏଫ ସମବାୟ ସମିତିର ସ୍ଥିରତା, ସେମାନଙ୍କର ଉଦ୍ୟୋଗୀ ମନୋଭାବ ଏବଂ କୃଷକମାନଙ୍କର ଦୃଢ଼ ସଂକଳ୍ପର ଏକ ପ୍ରମାଣ, ଯାହା ଅମୁଲକୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦୁଗ୍ଧ ବ୍ରାଣ୍ଡରେ ପରିଣତ କରିଛି ।ଉତ୍ତରପ୍ରଦେଶର ବାରଣାସୀରେ ସ୍ୱରଭେଦ ମନ୍ଦିର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 18th, 12:00 pm
ଉତ୍ତର ପ୍ରଦେଶର ମାନ୍ୟବର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ମହେନ୍ଦ୍ର ନାଥ ପାଣ୍ଡେଜୀ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀ ଅନୀଲ ଜୀ, ସଦଗୁରୁ ଆଚାର୍ଯ୍ୟ ପୂଜ୍ୟ ଶ୍ରୀ ସ୍ୱାଧୀନ ଦେବ ଜୀ ମହାରାଜ, ପୂଜ୍ୟ ଶ୍ରୀ ବିଜ୍ଞାନ ଦେବ ଜୀ ମହାରାଜ, ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି, ଦେଶବ୍ୟାପୀ ଏକାଠି ହୋଇଥିବା ସମସ୍ତ ଭକ୍ତଗଣ ଏବଂ ମୋ ପରିବାର ସଦସ୍ୟମାନେ!ଉତ୍ତର ପ୍ରଦେଶର ବାରାଣାସୀରେ ସ୍ୱରଭେଦ ମହାମନ୍ଦିର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ
December 18th, 11:30 am
ଉତ୍ତର ପ୍ରଦେଶର ବାରାଣାସୀର ଉମରାହ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୮-୧୨-୨୦୨୩) ସ୍ୱରଭେଦ ମହାମନ୍ଦିରର ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ଅବସରରେ ମହର୍ଷି ସଦାଫଲ ଦେବଜୀ ମହାରାଜଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ମନ୍ଦିର ପରିସର ଚତୁଃପାଶ୍ୱର୍ ବୁଲି ଦେଖିଥିଲେ ।Gujarat has given the nation the practice of elections based on development: PM Modi in Jambusar
November 21st, 12:31 pm
In his second rally for the day at Jambusar, PM Modi enlightened people on how Gujarat has given the nation the practice of elections based on development and doing away with elections that only talked about corruption and scams. PM Modi further highlighted that Gujarat is able to give true benefits of schemes to the correct beneficiaries because of the double-engine government.There was a time when Gujarat didn't even manufacture cycles, today the state make planes: PM Modi in Surendranagar
November 21st, 12:10 pm
Continuing his election campaigning spree, Prime Minister Narendra Modi today addressed a public meeting in Gujarat’s Surendranagar. Highlighting the ongoing wave of pro-incumbency in the state, PM Modi said, “Gujarat has given a new culture to the country's democracy. In the decades after independence, whenever elections were held, there was a lot of discussion about anti-incumbency. But Gujarat changed this tradition to pro-incumbency.”PM Modi campaigns in Gujarat’s Surendranagar, Jambusar & Navsari
November 21st, 12:00 pm
Continuing his election campaigning spree, Prime Minister Narendra Modi today addressed a public meeting in Gujarat’s Surendranagar, Jambusar & Navsari. Highlighting the ongoing wave of pro-incumbency in the state, PM Modi said, “Gujarat has given a new culture to the country's democracy. In the decades after independence, whenever elections were held, there was a lot of discussion about anti-incumbency. But Gujarat changed this tradition to pro-incumbency.”ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ସଂକ୍ରାନ୍ତ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ଉତର
February 08th, 08:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିଛନ୍ତି । ଆଲୋଚନାରେ ଅଂଶଗ୍ରହଣ କରିବା ସହ ନିଜ ନିଜ ବକ୍ତବ୍ୟ ରଖିବା ନେଇ ସେ ରାଜ୍ୟସଭା ସଦସ୍ୟମାନଙ୍କୁ ଧନ୍ୟବାଦ ମଧ୍ୟ ଅର୍ପଣ କରିଛନ୍ତି । ବିଶ୍ୱ ସମ୍ମୁଖୀନ ହେଉଥିବା କଠିନ ସମସ୍ୟା ରାଷ୍ଟ୍ରପତିଙ୍କ ଅଭିଭାଷଣ ଯୋଗୁଁ ଆଶ୍ୱସ୍ତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ।ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ପ୍ରଧାନମନ୍ତ୍ରୀଙ୍କ ରାଜ୍ୟସଭାରେ ଉତ୍ତର
February 08th, 11:27 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିଛନ୍ତି । ଆଲୋଚନାରେ ଅଂଶଗ୍ରହଣ କରିବା ସହ ନିଜ ନିଜ ବକ୍ତବ୍ୟ ରଖିବା ନେଇ ସେ ରାଜ୍ୟସଭା ସଦସ୍ୟମାନଙ୍କୁ ଧନ୍ୟବାଦ ମଧ୍ୟ ଅର୍ପଣ କରିଛନ୍ତି । ବିଶ୍ୱ ସମ୍ମୁଖୀନ ହେଉଥିବା କଠିନ ସମସ୍ୟା ରାଷ୍ଟ୍ରପତିଙ୍କ ଅଭିଭାଷଣ ଯୋଗୁଁ ଆଶ୍ୱସ୍ତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ।ଜାମ୍ମୁର ଶେର-ଇ-କାଶ୍ମୀର କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
May 19th, 06:16 pm
ସାଥୀଗଣ, ଆଜି ସକାଳେ ଜାମ୍ମୁ-କାଶ୍ମୀରର ଭିନ୍ନ-ଭିନ୍ନ ଭାଗକୁ ଯିବାର ମୋତେ ସୁଯୋଗ ମିଳିଥିଲା । ମୋର ଏଠାକୁ ଆସିବାରେ ବିଳମ୍ବ ହେଲା, ଆମ୍ଭେମାନେ ପ୍ରାୟ ଏକ ଘଂଟା ବିଳମ୍ବରେ ପହଂଚିଲୁ, ଆଉ ସର୍ବ ପ୍ରଥମେ ତ ମୁଁ ଆପଣ ମାନଙ୍କଠାରୁ କ୍ଷମା ମାଗିବାକୁ ଚାହିଁବି କାରଣ ଆମ୍ଭମାନଙ୍କର ଆସିବାରେ ବିଳମ୍ବ ହୋଇଗଲା ।