‘ଆତ୍ମନିର୍ଭର ନାରୀଶକ୍ତି ସେ ସମ୍ବାଦ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 12th, 12:32 pm
ଏବେ ଯେତେବେଳେ ମୁଁ ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଜଡ଼ିତ ଭଉଣୀମାନଙ୍କ ସହିତ କଥା ହେଉଥିଲି, ସେତେବେଳେ ସେମାନଙ୍କ ଆତ୍ମବିଶ୍ୱାସ ମୁଁ ଅନୁଭବ କରୁଥିଲି, ଆପଣମାନେ ମଧ୍ୟ ଦେଖିଥିବେ, ସେମାନଙ୍କ ମଧ୍ୟରେ ଆଗକୁ ବଢ଼଼ିବା ପାଇଁ କିପରି ଲାଳସା ରହିଛି, କିଛି କରିବା ପାଇଁ କିପରି ଉତ୍ସାହ ରହିଛି, ଏହା ବାସ୍ତବରେ ଆମ ସମସ୍ତଙ୍କ ପାଇଁ ହେଉଛି ପ୍ରେରଣାଦାୟୀ। ଏହାଦ୍ୱାରା ଆମେ ସାରା ଦେଶରେ ଚାଲୁ ରହିଥିବା ନାରୀଶକ୍ତିଙ୍କ ସଶକ୍ତ ଆନ୍ଦୋଳନର ଦର୍ଶନ ହୋଇଥାଏ।ପ୍ରଧାନମନ୍ତ୍ରୀ ‘ଆତ୍ମର୍ନିଭର ନାରୀଶକ୍ତି ସେ ସମ୍ବାଦ'ରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ କଥାବାର୍ତ୍ତା କରିଛନ୍ତି
August 12th, 12:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଆତ୍ମର୍ନିଭର ନାରୀଶକ୍ତି ସେ ସମ୍ବାଦ' ରେ ଅଂଶଗ୍ରହଣ କରିଛନ୍ତି ଏବଂ ଦୀନଦୟାଲ ଅନ୍ତ୍ୟୋଦୟ ଯୋଜନା – ଜାତୀୟ ଗ୍ରାମୀଣ ଜୀବିକା ମିଶନ (ଡିଏୱାଇ-ଏନ୍ଆରଏଲ୍ଏମ୍) ସହ ଜଡିତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି) ସଦସ୍ୟମାନଙ୍କ ସହିତ ଆଲୋଚନା କରିଛନ୍ତି।ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୃଷି ଜୀବିକାର ସର୍ବଭାରତୀୟକରଣ ଉପରେ ଏକ ପୁସ୍ତିକା ସହିତ ଦେଶର ବିଭିନ୍ନ ସ୍ଥାନରୁ ମହିଳା ଏସଏଚଜି ସଦସ୍ୟଙ୍କ ସଫଳତାର କାହାଣୀର ଏକ ସଂକଳନ ଉନ୍ମୋଚନ କରିଛନ୍ତି ।ଔରଙ୍ଗାବାଦଠାରେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ସହିତ ମତବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 07th, 03:31 pm
ମଞ୍ଚରେ ଉପସ୍ଥିତ ସମସ୍ତ ମହାନୁଭବ ଏବଂ ଦୂର-ଦୂରାନ୍ତରରୁ ଏଠାକୁ ଆସିଥିବା ମାଆମାନେ, ଭଉଣୀମାନେ ଏବଂ ସାଥୀଗଣ । ମୁଁ ସେଠାରେ ଦେଖୁଛି, ଅନେକ ଦୂର ପର୍ଯ୍ୟନ୍ତ ଭଉଣୀମାନେ ଠିଆ ହୋଇଛନ୍ତି, ବୋଧହୁଏ ସେମାନଙ୍କୁ କିଛି ଦେଖା ଯାଉ ନଥିବ ମଧ୍ୟ । କିନ୍ତୁ ଏହା ପରେ ମଧ୍ୟ ଏତେ ଅଧିକ ସଂଖ୍ୟାରେ ଆପଣମାନଙ୍କର ଆସି ପହଞ୍ଚିବା, ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରିବା, ମୁଁ ହୃଦୟ ସହିତ ଆପଣମାନଙ୍କୁ ବହୁତ ବହୁତ ଶୁଭେଚ୍ଛା ଜଣାଉଛି ।ନିର୍ଦ୍ଧାରିତ ତାରିଖର 7 ମାସ ପୂର୍ବରୁ 8 କୋଟି ଏଲପିଜି ସଂଯୋଗ ଲକ୍ଷ୍ୟ ହାସଲ କଲା ଉଜ୍ଜ୍ୱଳା ଯୋଜନା
September 07th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଔରଙ୍ଗାବାଦରେ ମହାରାଷ୍ଟ୍ର ପ୍ରଦେଶ ଗ୍ରାମୀଣ ଜୀବିକା ମିଶନ (UMED) ଦ୍ୱାରା ଆୟୋଜିତ ଏକ ରାଜ୍ୟସ୍ତରୀୟ ମହିଳା ସକ୍ଷମ ମେଳାକୁ ସମ୍ବୋଧିତ କରିଛନ୍ତି ।Maha Milawat has lost its ground among the people because of their petty politics: PM Modi
April 26th, 02:16 pm
At a public meeting in Madhya Pradesh’s Sidhi, PM Modi took on the incumbent Congress government in the state for the recent discovery of large amounts of illicit cash from senior leaders and their aides and said that the Congress leaders were still deeply involved in corruption and illegal activities.Congress leaders only worry about their families instead of the people: PM Modi in MP
April 26th, 02:15 pm
Prime Minister Modi addressed two huge rallies in Sidhi and Jabalpur in Madhya Pradesh today. At the rallies, PM Modi took on the incumbent Congress government in the state for the recent discovery of large amounts of illicit cash from senior leaders and their aides and said that the Congress leaders were still deeply involved in corruption and illegal activities.Transportation is a medium for prosperity, empowerment and accessibility: PM Modi
November 19th, 12:00 pm
PM Modi addressed a public meeting in Haryana’s Sultanpur, after inauguration of the Western Peripheral Expressway and Ballabhgarh- Mujesar section of metro link. He also laid the foundation stone of Vishwakarma University. Addressing the gathering, PM Modi mentioned how due to delay of the previous government at Centre had stalled the project for years. The PM also cited various development initiatives of the NDA Government aimed at enhancing the quality of life of citizens.ପଶ୍ଚିମ ପେରିଫେରାଲ ଏକ୍ସପ୍ରେସ ସଡକର କୁଣ୍ଡଲୀ-ମାନେସର ସେକ୍ସନ, ବଲ୍ଲବଗଡ଼-ମୁଜେସର ମେଟ୍ରୋ ଲିଙ୍କର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
November 19th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ଗୁରୁଗ୍ରାମସ୍ଥିତ ସୁଲତାନପୁରଠାରେ କୁଣ୍ଡଲୀ-ମାନେସର-ପଲବଲ (କେଏମପି) ପଶ୍ଚିମ ପେରିଫେରାଲ ଏକ୍ସପ୍ରେସ ସଡକର କୁଣ୍ଡଲୀ-ମାନେସର ସେକ୍ସନର ଉଦଘାଟନ କରିଛନ୍ତି । ସେ ବଲ୍ଲବଗଡ଼-ମୁଜେସର ମେଟ୍ରୋ ଲିଙ୍କର ମଧ୍ୟ ଉଦଘାଟନ କରିଥିଲେ ଏବଂ ଏଥିସହିତ ସେ ଶ୍ରୀ ବିଶ୍ୱକର୍ମା କୌଶଳ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶାର ଝାରସୁଗୁଡ଼ାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି
September 22nd, 02:25 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଝାରସୁଗୁଡ଼ାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ,''ମତେ ଝାରସୁଗୁଡ଼ା ବିମାନବନ୍ଦରର ଉଦ୍ଘାଟନ ଏବଂ ଗର୍ଜନବାହାଲ କୋଇଲା ଖଣିକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାର ସୁଯୋଗ ମିଳିଛି ।''Connectivity has the power to eradicate any form of regional discrimination: PM Modi
September 22nd, 02:25 pm
Prime Minister Shri Narendra Modi today addressed a public meeting in Jharsuguda in Odisha. At the event, PM Modi said, “I was blessed to get the opportunity to launch the Jharsuguda Airport and dedicate the Garjanbahal coal mines to the nation.”ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ କୃତୀ ପାଇଁ ଆସନ୍ତା କାଲି ପୁରସ୍କାର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ; ସିଭିଲ ସର୍ଭେଣ୍ଟମାନଙ୍କୁ କରିବେ ସମ୍ବୋଧନ
April 20th, 03:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 21 ତାରିଖ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଅନୁଷ୍ଠିତ ହେବାକୁ ଥିବା ଏକ ସମାରୋହରେ ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ କୃତି ପାଇଁ ବିଭିନ୍ନ ଶ୍ରେଣୀରେ ପୁରସ୍କାରମାନ ପ୍ରଦାନ କରିବେ । ବିଶେଷକରି କେନ୍ଦ୍ର, ରାଜ୍ୟ ଓ ଜିଲ୍ଲା ସ୍ତରର ସରକାରୀ ଅନୁଷ୍ଠାନଗୁଡିକ ଅଗ୍ରାଧିକାର କାର୍ଯ୍ୟକ୍ରମଗୁଡିକୁ କିଭଳି ସଫଳତାର ସହ ରୂପାୟିତ କରିଛନ୍ତି ଏବଂ ସୃଜନାତ୍ମକ ଢଙ୍ଗରେ ଏହିସବୁ ବଛା ବଛା ଫ୍ଲାଗସିପ୍ କାର୍ଯ୍ୟକ୍ରମକୁ ସୁଚାରୁ ଢଙ୍ଗରେ କାର୍ଯ୍ୟକାରୀ କରିଛନ୍ତି ସେସବୁ ଭିତ୍ତିକରି ଏହି ପୁରସ୍କାରମାନ ପ୍ରଦାନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସଭିଲ ସର୍ଭେଣ୍ଟମାନଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।