Government is committed towards providing air connectivity to smaller cities through UDAN Yojana: PM
March 09th, 01:17 pm
PM Modi today launched various development works pertaining to connectivity and power sectors from Greater Noida Uttar Pradesh. PM Modi flagged off metro service which would enhance connectivity in the region. He also laid down the foundation stone of 1,320 MW thermal power plant in Khurja, Uttar Pradesh and 1,320 MW power plant in Buxar, Bihar via video link.ଗ୍ରେଟର ନୋଏଡ଼ାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
March 09th, 01:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡ଼ା ଗସ୍ତ କରିବା ସହିତ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ କରିଥିଲେ ।ଗ୍ରାମାଞ୍ଚଳ ବିଦ୍ୟୁତକରଣ, ସୌଭାଗ୍ୟ ଯୋଜନାର ହିତାଧିକାରୀମାନଙ୍କ ସହ ଭିଡିଓ ବ୍ରିଜ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
July 19th, 10:30 am
2014 ମସିହା ପରେ ଦେଶବ୍ୟାପୀ ବିଦ୍ୟୁତକରଣ ହୋଇଥିବା ଗ୍ରାମଗୁଡ଼ିକର ଲୋକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମତ ବିନିମୟ କରିଛନ୍ତି । ପ୍ରଧାନମନ୍ତ୍ରୀ ଜାତୀୟ ଭିଡିଓ ବ୍ରିଜ୍ କାର୍ଯ୍ୟକ୍ରମ ଜରିଆରେ ‘ପ୍ରଧାନମନ୍ତ୍ରୀ ସହଜ ବିଜଲି ହର ଘର ଯୋଜନା’ – ‘ସୌଭାଗ୍ୟ’ ଯୋଜନାର ହିତାଧିକାରୀମାନଙ୍କ ସହ କଥା ହୋଇଥିଲେ । ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ଶୃଙ୍ଖଳାର ଏହା ଥିଲା ଦଶମ ପର୍ଯ୍ୟାୟ ।ଗ୍ରାମାଂଚଳ ବିଦ୍ୟୁତକରଣ ଏବଂ ସୌଭାଗ୍ୟ ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କାଳରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 19th, 10:30 am
ଆଜି ମୋତେ ଦେଶର ସେହି 18 ହଜାର ଗାଁ’ର ବନ୍ଧୁ, ଆପଣମାନଙ୍କ ସହ ସାକ୍ଷାତ କରିବାର ସୁଯୋଗ ମିଳିଛି, ଯେଉଁଠି ପ୍ରଥମଥର ପାଇଁ ବିଦ୍ୟୁତ ସଂଯୋଗ ପ୍ରଦାନ କରାଯାଇଛି । ଅନ୍ଧକାରରେ ଶତାବ୍ଦୀ ଶତାବ୍ଦୀ ବିତିଗଲା ଏବଂ ବୋଧହୁଏ ଚିନ୍ତା ମଧ୍ୟ କରି ନ ଥିବେ ଯେ ଆପଣମାନଙ୍କ ଗାଁ କେବେ ଆଲୋକିତ ହେବ କି ନ ହେବ । ଆଜି ମୋ ପାଇଁ ଏହା ମଧ୍ୟ ଖୁସିର କଥା ଯେ ମୋତେ ଆପଣମାନଙ୍କ ଖୁସିରେ ସାମିଲ ହେବାର ସୁଯୋଗ ମିଳୁଛି ।BJP lives in the hearts of people of Gujarat: PM Modi
December 11th, 06:30 pm
PM Narendra Modi today highlighted several instances of Congress’ mis-governance and their ignorance towards people of Gujarat.125 crore Indians are our high command, says PM Narendra Modi
December 04th, 08:05 pm
Prime Minister Narendra Modi today attacked the Congress party for defaming Gujarat. He said that Congress cannot tolerate or accept leaders from Gujarat and hence always displayed displeasure towards them and the people of the state.ଭାରତର କୋଟି କୋଟି ଜୀବନକୁ ଆଲୋକିତ କରିବ ସୌଭାଗ୍ୟ ଯୋଜନା :ପ୍ରଧାନମନ୍ତ୍ରୀ ମୋଦୀ
September 25th, 08:34 pm
ପ୍ରଧାନମନ୍ତ୍ରୀ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ସହଜ ବିଜଲି ହର ଘର ଯୋଜନା (ସୌଭାଗ୍ୟ)ର ଶୁଭାରମ୍ଭ କରିଛନ୍ତି । ପ୍ରତିଘରେ ବିଦ୍ୟୁତ ସେବା ପହଂଚାଇବା ଏହି ଯୋଜନାର ଉଦ୍ଦେଶ୍ୟ । ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମବାର୍ଷିକୀ ଅବସରରେ, ପ୍ରଧାନମନ୍ତ୍ରୀ ମଧ୍ୟ ଓଏନଜିସିର ନୂଆ କୋଠା - ଦୀନଦୟାଲ ଉର୍ଜା ଭବନର ଲୋକାର୍ପଣ କରିଥିଲେ ।ପ୍ରଧାନମନ୍ତ୍ରୀ ମଧ୍ୟ ବାସେନ୍ ଗ୍ୟାସ ଫିଲ୍ଡ ଠାରେ ବୁଷ୍ଟର କମ୍ପ୍ରେସର ବ୍ୟବସ୍ଥାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ ।ପ୍ରଧାନମନ୍ତ୍ରୀ ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା, ବୀମା ଯୋଜନା, ମୁଦ୍ରା ଯୋଜନା, ଉଜ୍ଜ୍ୱଳା ଯୋଜନା ଏବଂ ଉଡାନ୍ ଆଦିର ସଫଳତା ସମ୍ପର୍କରେ ଉଲ୍ଲେଖ କରିଥିଲେ ।“ସୌଭାଗ୍ୟ” ଯୋଜନା ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ସମର୍ପିତ କଲେ ଦୀନଦୟାଲ ଉର୍ଜା ଭବନ
September 25th, 08:28 pm
ପ୍ରଧାନମନ୍ତ୍ରୀ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ସହଜ ବିଜଲି ହର ଘର ଯୋଜନା (ସୌଭାଗ୍ୟ)ର ଶୁଭାରମ୍ଭ କରିଛନ୍ତି । ପ୍ରତିଘରେ ବିଦ୍ୟୁତ ସେବା ପହଂଚାଇବା ଏହି ଯୋଜନାର ଉଦ୍ଦେଶ୍ୟ ।ପ୍ରଶାସନିକ ସେବା ଦିବସରେ ଶ୍ରେଷ୍ଠତା ପୁରସ୍କାର ପ୍ରଦାନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
April 21st, 12:44 pm
ସର୍ବ ଭାରତୀୟ ପ୍ରଶାସନିକ ଦିବସ ରୂପେ ଆଜିର ଏହି ଦିବସ ଗୋଟିଏ ପ୍ରକାରେ ପୁନଃସମର୍ପଣ ଦିବସ । ସାରା ଦେଶରେ ବର୍ତ୍ତମାନ ସୁଦ୍ଧା ଯେଉଁ ମହାନୁଭବମାନେ ଏହି କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ କରିଛନ୍ତି, ଆଜି ଦେଶର ପ୍ରତ୍ୟେକ କୋଣରେ ଏହି ସେବା ଅନ୍ତର୍ଗତ କାର୍ଯ୍ୟରତ ଆପଣ ସମସ୍ତଙ୍କୁ ବହୁତ-ବହୁତ ଅଭିନନ୍ଦନ, ବହୁତ-ବହୁତ ଶୁଭକାମନା ।ପ୍ରଶାସନିକ ସେବା ଦିବସରେ ପୁରସ୍କାର ପ୍ରଦାନ ସହ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
April 21st, 12:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକାଦଶ ପ୍ରଶାସନିକ ସେବା ଦିବସରେ ଉଲ୍ଲେଖନୀୟ ସେବା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ପୁରସ୍କାର ପ୍ରଦାନ ସହ ସେମାନଙ୍କୁ ସମ୍ବୋଧିତ କରିଥିଲେ ।Address by the President of India, Shri Pranab Mukherjee to members of both houses of Parliament
January 31st, 03:44 pm
President Pranab Mukherjee addressed a joint session of Parliament today. President Mukherjee appreciated the Government for its policies aimed at welfare of the countrymen. The President said, “Indians today have a deep sense of pride in the awakening of India caused by the momentous steps my government has undertaken.”Narendra Modi’s missions
August 14th, 12:17 pm
Text of PM’s address at the launch of Deendayal Upadhyaya Gram Jyoti Yojana and various developmental projects at Patna
July 25th, 02:30 pm
PM launches various development projects in Patna
July 25th, 12:28 pm