ଯେତେବେଳେ ଭାରତରେ ବିକାଶ ଘଟୁଛି, ବିଶ୍ୱ ବିକଶିତ ହେଉଛି , ଯେତେବେଳେ ଭାରତରେ ସଂସ୍କାର ଆସୁଛି, ସେତେବେଳେ ଦୁନିଆ ବଦଳୁଛି : ପ୍ରଧାନମନ୍ତ୍ରୀ ମୋଦୀ
September 25th, 06:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଳିତ ଜାତିସଂଘ ସାଧାରଣ ସଭାର 76ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ମନ୍ତବ୍ୟରେ କୋଭିଡ-19 ମହାମାରୀ, ଆତଙ୍କବାଦ ଏବଂ ଜଳବାୟୁ ପରିବର୍ତ୍ତନ ଦ୍ୱାରା ସୃଷ୍ଟି ହୋଇଥିବା ବିଶ୍ୱସ୍ତରୀୟ ଆହ୍ୱାନ ଉପରେ ଧ୍ୟାନ ଦେଇଛନ୍ତି । ମହାମାରୀ ମୁକାବିଲା ରେ ବିଶ୍ୱ ସ୍ତରରେ ଭାରତ ଦ୍ୱାରା ଗ୍ରହଣ କରାଯାଇଥିବା ଭୂମିକା ଉପରେ ସେ ଆଲୋକପାତ କରିଛନ୍ତି ଏବଂ ଭାରତରେ ଟିକା ତିଆରି କରିବା ପାଇଁ ବିଶ୍ୱକୁ ଆମନ୍ତ୍ରଣ କରିଛନ୍ତି ।ମିଳିତ ଜାତିସଂଘ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିଭାଷଣ
September 25th, 06:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଳିତ ଜାତିସଂଘ ସାଧାରଣ ସଭାର ୭୬ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ମନ୍ତବ୍ୟରେ କୋଭିଡ-19 ମହାମାରୀ, ଆତଙ୍କବାଦ ଏବଂ ଜଳବାୟୁ ପରିବର୍ତ୍ତନ ଦ୍ୱାରା ସୃଷ୍ଟି ହୋଇଥିବା ବିଶ୍ୱସ୍ତରୀୟ ଆହ୍ୱାନ ଉପରେ ଧ୍ୟାନ ଦେଇଛନ୍ତି । ମହାମାରୀ ମୁକାବିଲା ରେ ବିଶ୍ୱ ସ୍ତରରେ ଭାରତ ଦ୍ୱାରା ଗ୍ରହଣ କରାଯାଇଥିବା ଭୂମିକା ଉପରେ ସେ ଆଲୋକପାତ କରିଛନ୍ତି ଏବଂ ଭାରତରେ ଟିକା ତିଆରି କରିବା ପାଇଁ ବିଶ୍ୱକୁ ଆମନ୍ତ୍ରଣ କରିଛନ୍ତି ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 15th, 07:38 am
ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:37 am
ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।ଗୁଜରାଟରେ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 13th, 11:01 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ନିତୀନ ଗଡ଼କରୀ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୁପାଣୀ ମହାଶୟ, ଅଟୋ ଉଦ୍ୟୋଗ ସହିତ ଜଡିତ ସମସ୍ତ ହିତଧାରକ, ସମସ୍ତ ଓଇଏମ ଆସୋସିଏସନ, ମେଟଲ ଏବଂ ସ୍କ୍ରାପିଂ ଉଦ୍ୟାଗର ସମସ୍ତ ସଦସ୍ୟ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ!ପ୍ରଧାନମନ୍ତ୍ରୀ ଗୁଜୁରାଟରେ ନିବେଶକ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି
August 13th, 11:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଅଟୋମୋବାଇଲ ସ୍କ୍ରାପିଂ ନୀତିର ଶୁଭାରମ୍ଭ ଅବସରରେ କହିଛନ୍ତି ଯେ, ଏହି ନୀତି ଅଟୋମୋବାଇଲ କ୍ଷେତ୍ର ଏବଂ ନୂତନ ଭାରତର ଗତିଶୀଳତାକୁ ଏକ ନୂତନ ପରିଚୟ ଦେବାକୁ ଯାଉଛି । ସେ କହିଛନ୍ତି, ଗତିଶୀଳତାରେ ଆଧୁନିକତା କେବଳ ଭ୍ରମଣ ଏବଂ ପରିବହନର ବୋଝକୁ ହ୍ରାସ କରେ ନାହିଁ, ବରଂ ଅର୍ଥନୈତିକ ବିକାଶ ପାଇଁ ମଧ୍ୟ ସହାୟକ ବୋଲି ପ୍ରମାଣିତ ହୁଏ । ଏକବିଂଶ ଶତାବ୍ଦୀର ଭାରତ ସ୍ୱଚ୍ଛ, ଭିଡ଼ ମୁକ୍ତ ଏବଂ ସୁବିଧାଜନକ ଗତିଶୀଳତା ପାଇଁ ଲକ୍ଷ୍ୟ ହେଉଛି ସମୟର ଆବଶ୍ୟକତା।ଭାରତର ବିକାଶ ଯାତ୍ରାରେ ବାହାନ ସ୍କ୍ରାପିଂ ନୀତି ଆରମ୍ଭ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ: ପ୍ରଧାନମନ୍ତ୍ରୀ
August 13th, 10:22 am
ଭାରତର ବିକାଶ ଯାତ୍ରାରେ ଆଜି ଆରମ୍ଭ ହୋଇଥିବା ବାହାନ ସ୍କ୍ରାପିଂ ନୀତି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।ଅଗଷ୍ଟ ୧୩ରେ ଗୁଜୁରାଟ ଠାରେ ନିବେଶକଙ୍କ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 11th, 09:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୧୩, ୨୦୨୧ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜୁରାଟରେ ଆୟୋଜିତ ନିବେଶକ ଶିଖର ସମ୍ମିଳନୀରେ ଉଦବୋଧନ ଦେବେ । ସ୍ୱେଚ୍ଛାକୃତ ବାହାନଭେଳା ଆଧୁନିକୀକରଣ କାର୍ଯ୍ୟକ୍ରମ ବା ବାହାନ ସ୍କ୍ରାପିଂ ନୀତି ଅନୁଯାୟୀ ବାହାନ ସ୍କ୍ରାପିଂ ଭିତ୍ତିଭୂମି ପ୍ରତିଷ୍ଠା ପାଇଁ ନିବେଶ ଆହ୍ୱାନ ପାଇଁ ଏହି ସମ୍ମିଳନୀର ଆୟୋଜନ ହୋଇଛି । ଏକୀକୃତ ସ୍କ୍ରାପିଂ ହବ ବିକାଶ ପାଇଁ ଅଲଙ୍ଗ ଠାରେ ଜାହାଜଭଙ୍ଗା ଉଦ୍ୟୋଗ ଦ୍ୱାରା ପ୍ରସ୍ତୁତ ସମନ୍ୱୟ ପ୍ରତି ମଧ୍ୟ ଧ୍ୟାନ ଆକର୍ଷଣ କରିବ ।ମିଳିତ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ ଆୟୋଜିତ “ସାମୁଦ୍ରିକ ନିରାପତ୍ତା ସମ୍ପ୍ରସାରଣ: ଅନ୍ତରାଷ୍ଟ୍ରୀୟ ସହଯୋଗର ଏକ ପରିସର” ସଂପର୍କୀତ ଉଚ୍ଚସ୍ତରୀୟ ମୁକ୍ତ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ଅଭିଭାଷଣ
August 09th, 05:41 pm
ସାମୁଦ୍ରିକ ନିରାପତ୍ତା ସଂପର୍କୀତ ଏହି ବିଶେଷ ଆଲୋଚନାରେ ସାମିଲ ହୋଇଥିବାରୁ ଆପଣମାନଙ୍କୁ ସମସ୍ତଙ୍କୁ ମୁଁ ଧନ୍ୟବାଦ ଜ୍ଞାପନ କରୁଛି । ମୁଁ ନିରାପତ୍ତା ପରିଷଦରେ ସକାରାତ୍ମକ ବାର୍ତ୍ତା ଏବଂ ୟୁଏନଓଡିସିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ଦ୍ୱାରା କରାଯାଇଥିବା ସୂଚନା ପ୍ରଦାନ ନିମନ୍ତେ ତାଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରୁଛି । କଙ୍ଗୋ ଗଣତାନ୍ତ୍ରିକ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ଆଫ୍ରିକୀୟ ସଂଘର ଅଧ୍ୟକ୍ଷ ଭାବେ ନିଜର ବାର୍ତ୍ତା ଏହି କାର୍ଯ୍ୟକ୍ରମକୁ ପଠାଇଛନ୍ତି । ମୁଁ ବିଶେଷ ଭାବେ ତାଙ୍କ ପ୍ରତି କୃତଜ୍ଞ । ମୁଁ ରୁଷ ରାଷ୍ଟ୍ରପତି, କେନିଆ ରାଷ୍ଟ୍ରପତି ଏବଂ ଭିଏତନାମର ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତି ନିମନ୍ତେ ହୃଦୟର ସହ ସେମାନଙ୍କ ପ୍ରତି ମଧ୍ୟ ମୋର କୃତଜ୍ଞତା ଜଣାଉଛି ।