ଗୁଜରାଟର ଦେହଗାମରେ ବୁଡ଼ି ଯାଇ ଲୋକ ପ୍ରାଣ ହରାଇବା ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୋକ
September 14th, 02:26 pm
ଗୁଜରାଟର ଦେହଗାମରେ ବୁଡ଼ିଯାଇ ଲୋକଙ୍କ ମୃତ୍ୟୁ ହେବା ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।ଗୁଜରାଟର ଦେହଗାମ ଅଞ୍ଚଳରେ ବୁଡ଼ିଯିବା ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହାୟତା ଘୋଷଣା
September 14th, 02:25 pm
ଗୁଜରାଟର ଦେହଗାମ ଅଞ୍ଚଳରେ ବୁଡ଼ିଯିବା ଘଟଣାରେ ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।