Now every senior citizen of the country above the age of 70 years will get free treatment: PM Modi
October 29th, 01:28 pm
PM Modi launched, inaugurated and laid the foundation stone for multiple projects related to the health sector worth around Rs 12,850 crore at All India Institute of Ayurveda (AIIA) in New Delhi. Noting that the progress of a nation is directly proportional to the health of its citizens, PM Modi outlined the five pillars of health policy.୧୨,୮୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 29th, 01:00 pm
ଧନନ୍ତରୀ ଜୟନ୍ତୀ ଏବଂ ନବମ ଆୟୁର୍ବେଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନ (ଏଆଇଆଇଏ)ରେ ପ୍ରାୟ ୧୨,୮୫୦ କୋଟି ଟଙ୍କାର ସ୍ୱାସ୍ଥ୍ୟ କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ।ଧନତେରସ୍ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
October 29th, 09:34 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଧନତେରସ୍ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତିThe BJP government in Gujarat has prioritised water from the very beginning: PM Modi in Amreli
October 28th, 04:00 pm
PM Modi laid the foundation stone and inaugurated various development projects worth over Rs 4,900 crores in Amreli, Gujarat. The Prime Minister highlighted Gujarat's remarkable progress over the past two decades in ensuring water reaches every household and farm, setting an example for the entire nation. He said that the state's continuous efforts to provide water to every corner are ongoing and today's projects will further benefit millions of people in the region.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆଜି ଗୁଜରାଟର ଅମରେଲିଠାରେ ୪,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ
October 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅମରେଲିଠାରେ ୪ ହଜାର ୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଆଜିର ଏହି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ମଧ୍ୟରେ ରେଳବାଇ, ସଡ଼କ, ଜଳ ବିକାଶ ଓ ପର୍ଯ୍ୟଟନ ଆଦି କ୍ଷେତ୍ରର ପ୍ରକଳ୍ପଗୁଡ଼ିକ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟର ଅମରେଲି, ଜାମନଗର, ମୋର୍ବି, ଦେବଭୂମି ଦ୍ୱାରକା, ଜୁନାଗଡ଼, ପୋରବନ୍ଦର, କଚ୍ଛ ଏବଂ ବୋଟାଦ ଆଦି ଜିଲ୍ଳାର ଜନସାଧାରଣ ପ୍ରତ୍ୟକ୍ଷ ଭାବରେ ଉପକୃତ ହୋଇପାରିବେ ।Government has given new emphasis to women and youth empowerment: PM Modi in Varanasi
October 20th, 04:54 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.Prime Minister Shri Narendra Modi lays foundation stone and inaugurates multiple development projects in Varanasi, Uttar Pradesh
October 20th, 04:15 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.ଧନତେରସ୍ ଅବସରରେ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
November 10th, 08:56 am
ସ୍ୱାସ୍ଥ୍ୟ, ସୁଖ ଓ ସମୃଦ୍ଧିର ପ୍ରତୀକ ଧନତେରସର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଶୁଭେଚ୍ଛା ଜଣାଇଛନ୍ତି ।ମଧ୍ୟ ପ୍ରଦେଶର ଗ୍ୱାଲିୟରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ସମାରୋହ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 02nd, 09:07 pm
ମୁଖ୍ୟମନ୍ତ୍ରୀ ଶ୍ରୀମାନ ଶିବରାଜ ସିଂହ ଚୌହାନ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ-ଗଣ ଶ୍ରୀମାନ ନରେନ୍ଦ୍ର ସିଂହ ଜୀ ତୋମର, ବୀରେନ୍ଦ୍ର କୁମାର ମହାଶୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ ମହାଶୟ, ଅନ୍ୟ ସମସ୍ତ ମହାନୁଭବ, ଏବଂ ଏଠାକୁ ଏତେ ବିପୁଳ ସଂଖ୍ୟାରେ ଆସିଥିବା ମୋର ସମସ୍ତ ପରିବାରଜନ, ଗ୍ୱାଲିୟରର ଏହି ଐତିହାସିକ ମାଟିକୁ ମୋର ଶତ- ଶତ ପ୍ରଣାମ ।ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ ପ୍ରଧାନମନ୍ତ୍ରୀ ପ୍ରାୟ ୧୯,୨୬୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡିକର ଶିଳାନ୍ୟାସ କରିଛନ୍ତି ଓ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି
October 02nd, 03:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ ପ୍ରାୟ ୧୯,୨୬୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ଦିଲ୍ଲୀ – ଭଦୋଦରା ଏକ୍ସପ୍ରେସୱେର ଲୋକାର୍ପଣ, ପିଏମଏୱାଇ ଅଧୀନରେ ନିର୍ମିତ ୨.୨ ଲକ୍ଷରୁ ଅଧିକ ଘରର ଗୃହ ପ୍ରବେଶ ଏବଂ ପିଏମଏୱାଇ – ସହର ଯୋଜନା ଅଧୀନରେ ନିର୍ମିତ ଗୃହ ଗୁଡ଼ିକର ଲୋକାର୍ପଣ, ଜଳ ଜୀବନ ମିଶନ ପ୍ରକଳ୍ପର ଶିଳାନ୍ୟାସ, ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ ଅଧୀନରେ ୯ଟି ସ୍ୱାସ୍ଥ୍ୟ କେନ୍ଦ୍ର, ଆଇଆଇଟି ଇନ୍ଦୋରର ଏକାଡେମିକ ବିଲ୍ଡିଂର ଲୋକାର୍ପଣ ଏବଂ କ୍ୟାମ୍ପସରେ ହଷ୍ଟେଲ ଏବଂ ଅନ୍ୟାନ୍ୟ କୋଠା ଗୁଡିକର ଶିଳାନ୍ୟାସ ଏବଂ ଇନ୍ଦୋର ଠାରେ ଏକ ମଲ୍ଟି-ମୋଡାଲ୍ ଲଜିଷ୍ଟିକ୍ ପାର୍କ ପ୍ରକଳ୍ପ ଅନ୍ତର୍ଭୁକ୍ତ ।ରୋଜଗାର ମେଳାରେ ପ୍ରାୟ ୭୧,ଠଠଠ ନବନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
November 22nd, 10:31 am
ରୋଜଗାର ମେଳାରେ ଯୋଡ଼ି ହୋଇଥିବା ମୋର ଯୁବ ସାଥୀମାନେ, ଆପଣ ସମସ୍ତଙ୍କୁ ବହୁତ ବହୁତ ଶୁଭେଚ୍ଛା । ଆଜି ଦେଶର ୪୫ଟି ସହରରେ ୭୧ ହଜାରରୁ ଅଧିକ ଯୁବଗୋଷ୍ଠୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରାଯାଉଛି । ଅର୍ଥାତ, ଆଜି ଏକା ସହିତ ହଜାର ହଜାର ଘରେ ଖୁସିର ଏକ ନୂଆ ମାହୋଲ ଆରମ୍ଭ ହୋଇଯାଇଛି । ଗତ ମାସରେ ଆଜିର ଦିନରେ ଧନତେରସରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୭୫ ହଜାର ଯୁବଗୋଷ୍ଠୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରାଯାଇଥିଲା । ବର୍ତ୍ତମାନ ଆଜିର ଏହି ବିଶାଳ ରୋଜଗାର ମେଳା ଦର୍ଶାଉଛି ଯେ ସରକାର କେଉଁଭଳି ଭାବରେ ସରକାରୀ ନିଯୁକ୍ତି ଦେବା ପାଇଁ ମିଶନ ମୋଡରେ କାର୍ଯ୍ୟ କରୁଛି ।ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନୂତନ ନିଯୁକ୍ତଙ୍କୁ ବାଣ୍ଟିଲେ ପ୍ରାୟ ୭୧୦୦୦ ନିଯୁକ୍ତିପତ୍ର
November 22nd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୨.୧୧.୨୦୨୨ ) ଆଭାସୀ ମାଧ୍ୟମରେ ଆୟୋଜିତ ରୋଜଗାର ମେଳାରେ ପ୍ରାୟ ୭୧୦୦୦ ନବନିଯୁକ୍ତିଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି। ଏହି ରୋଜଗାର ମେଳା ଏକ ଉତ୍ପ୍ରେରକ ଭାବେ କର୍ମନିଯୁକ୍ତି ବୃଦ୍ଧି କରିବା ସହ ଜାତୀୟ ବିକାଶରେ ଯୁବାଗୋଷ୍ଠୀଙ୍କୁ ସିଧାସଳଖ ସେମାନଙ୍କ ଅବଦାନ ନିମନ୍ତେ ସଶକ୍ତ କରିବ ।ମହାରାଷ୍ଟ୍ର ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ମୂଳପାଠ
November 03rd, 11:37 am
ଦେଶର ଯୁବଗୋଷ୍ଠୀଙ୍କୁ ସରକାରୀ ବିଭାଗରେ ସାମୁହିକ ଭାବରେ ନିଯୁକ୍ତିପତ୍ର ଦେବା ଅଭିଯାନରେ ଆଜି ମହାରାଷ୍ଟ୍ରର ନାମ ମଧ୍ୟ ଯୋଡ଼ି ହୋଇଛି । ଧନତେରସ ଦିନ କେନ୍ଦ୍ର ସରକାର ୧ଠ ଲକ୍ଷ ରୋଜଗାର ଦେବାର ଅଭିଯାନର ଶୁଭାରମ୍ଭ କରିଥିଲେ । ସେତେବେଳେ ମୁଁ କହିଥିଲି ଯେ ଆଗାମୀ ଦିନରେ ବିଭିନ୍ନ ରାଜ୍ୟ ସରକାରମାନେ ମଧ୍ୟ ଏହିଭଳି ଭାବରେ ରୋଜଗାର ମେଳା କରିବେ । ଏହି ଶୃଙ୍ଖଳାରେ ଆଜି ମହାରାଷ୍ଟ୍ରରେ ଶହ ଶହ ଯୁବଗୋଷ୍ଠୀଙ୍କୁ ଏକା ସାଥୀରେ ନିଯୁକ୍ତିପତ୍ର ପ୍ରଦାନ କରାଯାଉଛି । ଆଜି ଯେଉଁ ଯୁବକ-ଯୁବତୀମାନଙ୍କୁ ନିଯୁକ୍ତିପତ୍ର ମିଳୁଛି, ମୁଁ ସେମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।ମହାରାଷ୍ଟ୍ର ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
November 03rd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ର ସରକାରଙ୍କ ରୋଜଗାର ମେଳାକୁ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ଧନତେରାସରେ ଜାତୀୟ ସ୍ତରରେ ରୋଜଗାର ମେଳାର ଶୁଭାରମ୍ଭ କରିଥିଲେ । କେନ୍ଦ୍ର ସରକାରଙ୍କ ସ୍ତରରେ ୧୦ ଲକ୍ଷ ଚାକିରି ଯୋଗାଇବା ପାଇଁ ଏହି ଅଭିଯାନ ଆରମ୍ଭ ହୋଇଥିଲା । ସେବେଠାରୁ ପ୍ରଧାନମନ୍ତ୍ରୀ ଗୁଜୁରାଟ ଏବଂ ଜାମ୍ମୁ ଓ କାଶ୍ମୀର ସରକାରଙ୍କ ରୋଜଗାର ମେଳାକୁ ସମ୍ବୋଧିତ କରିଛନ୍ତି । ରୋଜଗାର ମେଳାର ଆୟୋଜନ ଏତେ କମ୍ ସମୟ ମଧ୍ୟରେ ହୋଇଥିବାରୁ ଏହା ସ୍ପଷ୍ଟ ଯେ ମହାରାଷ୍ଟ୍ର ସରକାର ଯୁବକମାନଙ୍କୁ ରୋଜଗାର ଯୋଗାଇବା ଦିଗରେ ଦୃଢ ସଂକଳ୍ପ ନେଇ କାର୍ଯ୍ୟ କରୁଛନ୍ତି । ମୁଁ ମଧ୍ୟ ଖୁସି ଯେ ଆଗାମୀ ସମୟରେ ମହାରାଷ୍ଟ୍ରରେ ଏଭଳି ନିଯୁକ୍ତି ମେଳା ଆହୁରି ବ୍ୟାପକ ହେବ ବୋଲି ଶ୍ରୀ ମୋଦୀ କହିଛନ୍ତି । ମହାରାଷ୍ଟ୍ରର ଗୃହ ବିଭାଗ ଏବଂ ରାଜ୍ୟର ଗ୍ରାମୀଣ ବିକାଶ ବିଭାଗରେ ହଜାର ହଜାର ନିଯୁକ୍ତି ହେବ ।PM greets citizens on Dhanteras
October 22nd, 08:40 pm
The Prime Minister, Shri Narendra Modi has greeted the citizens on the auspicious occasion of Dhanteras. Highlighting the close association of Dhanteras with health and wellness, the Prime Minister recognised the global attention drawn towards India’s traditional medicines & Yoga and lauded the efforts of those working in these fields. He also shared his recent speech at the Global Ayush Summit.PM-Awas Yojna has become a tool for social and economic empowerment: PM Modi
October 22nd, 08:28 pm
On the occasion of Dhanteras, the Prime Minister, Shri Narendra Modi participated in ‘Griha Pravesham’ of about 4.51 Lakh beneficiaries of Pradhan Mantri Awaas Yojana - Gramin in Satna, Madhya Pradesh via video conferencing today.PM participates in ‘Griha Pravesham’ of more than 4.5 Lakh beneficiaries of PMAY-G in Madhya Pradesh
October 22nd, 04:14 pm
On the occasion of Dhanteras, the Prime Minister Modi participated in ‘Griha Pravesham’ of about 4.51 Lakh beneficiaries of Pradhan Mantri Awaas Yojana - Gramin in Satna, Madhya Pradesh via video conferencing. “It is a new beginning for 4.5 lakh brothers and sisters of Madhya Pradesh who are performing Grih Pravesh in their new pucca homes”, he said.ପ୍ରଧାନମନ୍ତ୍ରୀ ଧନତରାସ ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଉଛି
November 02nd, 12:09 pm
ଧନତରାସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।Corona period has pushed use and research in Ayurveda products: PM Modi
November 13th, 10:37 am
On Ayurveda Day, PM Modi inaugurated two institutes - Institute of Teaching and Research in Ayurveda (ITRA), Jamnagar and the National Institute of Ayurveda (NIA), Jaipur via video conferencing. PM Modi said India's tradition of Ayurveda is receiving global acceptance and benefitting whole humanity. He said, When there was no effective way to fight against Corona, many immunity booster measures like turmeric, kaadha, etc. worked as immunity boosters.PM dedicates two future-ready Ayurveda institutions to the nation on Ayurveda Day
November 13th, 10:36 am
On Ayurveda Day, PM Modi inaugurated two institutes - Institute of Teaching and Research in Ayurveda (ITRA), Jamnagar and the National Institute of Ayurveda (NIA), Jaipur via video conferencing. PM Modi said India's tradition of Ayurveda is receiving global acceptance and benefitting whole humanity. He said, When there was no effective way to fight against Corona, many immunity booster measures like turmeric, kaadha, etc. worked as immunity boosters.