Augmenting the local strengths of North East
March 27th, 02:58 pm
The government is working on multiple fronts to bring the northeast India at the same level of development as the rest of the country. From infrastructure to tourism sector, the region is gearing up to lead India’s development journey.ଗୌହାଟୀରେ ଏଡଭାଣ୍ଟେଜ ଆସାମ – ବିଶ୍ୱ ନିବେଶକ ସମ୍ମେଳନ-2018ରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଅଭିଭାଷଣ
February 03rd, 02:10 pm
ଏହି ସମ୍ମେଳନରେ ଆପଣ ସମସ୍ତଙ୍କ ଉପସ୍ଥିତି ଏହା ପ୍ରଦର୍ଶିତ କରୁଛି କି ଆସାମ କିପରି ଭାବେ ଆଗକୁ ବଢୁଛି । ବିଶେଷ କରି ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ତୋବଗେଙ୍କ ଉପସ୍ଥିତି ଭାରତ ଏବଂ ଭୁଟାନ ମଧ୍ୟରେ ଅତୁଟ ବନ୍ଧୁତାର ସାକ୍ଷ୍ୟ ପ୍ରମାଣ ବହନ କରୁଛି ।ଏଡଭାଣ୍ଟେଜ ଆସାମ-ବିଶ୍ୱ ନିବେଶକ ସମ୍ମିଳନୀ 2018ର ଉଦ୍ଘାଟନୀ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ;
February 03rd, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୌହାଟୀ ଠାରେ ଏଡଭାଂଟେଜ ଆସାମ-ବିଶ୍ୱ ନିବେଶକ ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ଉଦ୍ବୋଧନ ଦେଇଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର ମେ 28 2017
May 28th, 07:43 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ସୋସିଆଲ ମିଡିଆ କର୍ଣ୍ଣର ମେ 27 2017
May 27th, 07:34 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।NDA Government is committed to development of Northeast, says PM Modi
May 26th, 06:18 pm
As the BJP led NDA Government at Centre completed three years in power, Shri Narendra Modi highlighted several initiatives undertaken to transform people’s lives. At a public meeting in Guwahati, the PM listed the achievements of Government in the last three years and rolled out the roadmap for realizing the dream of a new India by 2022.PM Modi addresses public meeting in Guwahati, Assam
May 26th, 06:17 pm
While addressing a public meeting in Assam, PM Narendra Modi listed out achievements of the Government in the last three years. Prime Minister Modi noted that for the first time, the Government had taken a step to uplift the OBCs by passing the OBC Commission. He urged the countrymen to join him in building the New India by 2022.Infrastructure is extremely important for development: PM Modi
May 26th, 12:26 pm
PM Narendra Modi inaugurated India’s longest bridge – the 9.15 km long Dhola-Sadiya Bridge built over River Brahmaputra in Assam. The Prime Minister said that infrastructure was extremely important for development. He added that the bridge would enhance connectivity between Assam and Arunachal Pradesh, and open the door for economic development on a big scale.ଆସାମରେ ଦେଶର ଦୀର୍ଘତମ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
May 26th, 12:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସାମରେ ଆଜି ବ୍ରହ୍ମପୁତ୍ର ନଦୀ ଉପରେ ନିର୍ମିତ 9.15 କିଲୋମିଟର ଦୀର୍ଘର ଢୋଲା-ସାଦିଆ ସେତୁକୁ ଉଦ୍ଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଭାବେ ଶପଥ ଓ ଦାୟିତ୍ଵ ଗ୍ରହଣ କରିବାର 3 ବର୍ଷ ପୂର୍ତ୍ତି ପାଳନ ଅବସରରେ ଏହା ଥିଲା ଶ୍ରୀ ମୋଦୀଙ୍କର ପ୍ରଥମ ଆନୁଷ୍ଠାନିକ କାର୍ଯ୍ୟକ୍ରମ ।ନବନିର୍ମିତ ଢୋଲା-ସାଦିଆ ସେତୁ ଆସାମ ଓ ଅରୁଣାଚଳ ପ୍ରଦେଶ ମଧ୍ୟରେ ଯାତାୟାତ ସମୟକୁ ଅନେକାଂଶରେ ହ୍ରାସ କରିବ ଏବଂ ସଡକ ଯୋଗାଯୋଗ ବ୍ୟବସ୍ଥାରେ ଉନ୍ନତି ଆଣିବ ।ଦେଶର ଦୀର୍ଘତମ ପୋଲକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
May 25th, 06:41 pm
ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ଦୀର୍ଘତମ ପୋଲକୁ ଉଦଘାଟନ କରିବେ । 9.15 କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ଧୋଲା-ସଦିଆ ପୋଲ ଦେଶର ଉତ୍ତର-ପୂର୍ବାଂଚଳରେ ଯୋଗାଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ହେବ । ବ୍ରହ୍ମପୁତ୍ରର ଏକ ଶାଖା ନଦୀ ଲୋହିତ ନଦୀ ଉପରେ ନିର୍ମିତ ଏହି ପୋଲଟିରେ ତିନି ଥାକିଆ ରାସ୍ତାର ସୁବିଧା କରାଯାଇଛି । ପୋଲଟି ଆସାମର ଧୋଲା ଅଞ୍ଚଳକୁ ଅରୁଣାଚଳ ପ୍ରଦେଶର ସଦିଆ ସହ ସଂଯୋଗ କରୁଛି ।