Rule of Law has been the basis of our civilization and social fabric: PM
February 06th, 11:06 am
PM Modi addressed Diamond Jubilee celebrations of Gujarat High Court. PM Modi said, Our judiciary has always interpreted the Constitution positively and strengthened it. Be it safeguarding the rights of people or any instance of national interest needed to be prioritised, judiciary has always performed its duty.ଗୁଜରାଟ ହାଇକୋର୍ଟର ହୀରକ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
February 06th, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟ ହାଇକୋର୍ଟ ପ୍ରତିଷ୍ଠାର ହୀରକ ଜୟନ୍ତୀ ଉତ୍ସବରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥା ମାଧ୍ୟମରେ ଉଦ୍ବୋଧନ ଦେଇଛନ୍ତି । ଏହି ଅବସରରେ ଗୁଜରାଟ ହାଇକୋର୍ଟ ପ୍ରତିଷ୍ଠାର 60 ବର୍ଷ ପୂର୍ତ୍ତି ଅବସରରେ ସେ ଏକ ସ୍ମାରକ ଡାକଟିକଟ ମଧ୍ୟ ଉନ୍ମୋଚନ କରିଛନ୍ତି । କେନ୍ଦ୍ର ଆଇନ ଓ ନ୍ୟାୟ ବ୍ୟାପାର ମନ୍ତ୍ରୀ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ବିଚାରପତିଗଣ, ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ବହୁ ଆଇନଜୀବି ଏହି ସମାବେଶରେ ଉପସ୍ଥିତ ଥିଲେ ।ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 6, 2018
July 06th, 07:08 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।Need of the hour is to focus on application of science and technology: PM Modi
May 10th, 12:05 pm
At an event to mark introduction of digital filing as a step towards paperless Supreme Court, PM Narendra Modi emphasized the role of technology. PM urged to put to use latest technologies to provide legal aid to the poor. He added that need of the hour was to focus on application of science and technology.ପେପରମୁକ୍ତ ସୁପ୍ରିମକୋର୍ଟ ପାଇଁ ପ୍ରାରମ୍ଭିକ ପଦକ୍ଷେପ ସ୍ୱରୁପ ଡିଜିଟାଲ୍ ଆବେଦନ କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
May 10th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୁପ୍ରିମକୋର୍ଟରେ ପେପରମୁକ୍ତ କାର୍ଯ୍ୟ କରିବା ଲାଗି ସୁପ୍ରିମକୋର୍ଟ ୱେବସାଇଟରେ ଇଂଟିଗ୍ରେଟେଡ୍ କେସ୍ ମ୍ୟାନେଜମେଣ୍ଟ ଇନଫରମେସନ୍ ବ୍ୟବସ୍ଥାର ଅପଲୋଡ୍ କରିଥିଲେ ।ଏହି ଅବସରରେ ଉଦ୍ବୋଧନ ଦେଇ ଭାରତର ପ୍ରଧାନ ବିଚାରପତି ଶ୍ରୀ ଜଷ୍ଟିସ୍ ଜେଏସ୍ ଖେହର ଗତ ଏପ୍ରିଲ୍ 2 ତାରିଖରେ ଅନୁଷ୍ଠିତ ଆହ୍ଲାବାଦ ହାଇକୋର୍ଟର 150 ବର୍ଷ ପୂର୍ତ୍ତି ଘଟଣାର ଉଲ୍ଲେଖ କରିଥିଲେ । ସେ କହିଥିଲେ ଯେ ଉପରୋକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇ କୋର୍ଟ କାର୍ଯ୍ୟକୁ ଅଧିକ ସହଜ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟେକ୍ନୋଲଜି ବ୍ୟବହାର କରିବା ଲାଗି ଜୋର ଦେଇଥିଲେ ।