ତିରୁଚିରାପଲ୍ଲୀସ୍ଥିତ ଭାରତୀଦାସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 02nd, 11:30 am
ତାମିଲନାଡୁ ର ରାଜ୍ୟପାଳ ଶ୍ରୀ ଥିରୁ ଆରଏନ ରବି ଜୀ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଜୀ, ଭାରତୀଦାସନ ବିଶ୍ୱବିଦ୍ୟାଳୟର କୁଳପତି ଥିରୁ ଏମ ସେଲଭମ ଜୀ, ବିଶ୍ବବିଦ୍ୟାଳୟା ମୋର ଯୁବ ବନ୍ଧୁ, ଶିକ୍ଷକଗଣ ଏବଂ ସହାୟକ କର୍ମଚାରୀମାନେ,ତାମିଲନାଡୁର ତିରୁଚିରାପଲ୍ଲୀସ୍ଥିତ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 02nd, 10:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ତିରୁଚିରାପଲ୍ଲୀଠାରେ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହରେ ଉଦ୍ବୋଧନ ଦେଇଥିଲେ । ସେ ବିଶ୍ୱବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି।ଆଇନ ମନ୍ତ୍ରୀ ଓ ସଚିବଙ୍କ ସର୍ବଭାରତୀୟ ସମ୍ମିଳନୀର ଉଦଘାଟନ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 15th, 12:42 pm
ଦେଶର ଏବଂ ସମସ୍ତ ରାଜ୍ୟଗୁଡ଼ିକର ଆଇନମନ୍ତ୍ରୀ ଏବଂ ସଚିବମାନଙ୍କର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ, ଷ୍ଟାଚ୍ୟୁ ଅଫ ୟୁନିଟିର ଭବ୍ୟତା ମଧ୍ୟରେ ହେଉଛି । ଆଜି ଯେତେବେଳେ ଦେଶ ଆଜାଦୀର ଅମୃତ ମହୋତ୍ସବ ପାଳନ କରୁଛି, ସେତେବେଳେ ଜନହିତକୁ ନେଇ ସର୍ଦ୍ଦାର ପଟେଲଙ୍କର ପ୍ରେରଣା, ଆମକୁ ସଠିକ ଦିଗରେ ମଧ୍ୟ ନେଇଯିବ ଆଉ ଆମକୁ ଲକ୍ଷ୍ୟସ୍ଥଳ ପର୍ଯ୍ୟନ୍ତ ପହଂଚାଇବ।ସର୍ବଭାରତୀୟ ଆଇନ ମନ୍ତ୍ରୀ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 15th, 12:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସର୍ବଭାରତୀୟ ଆଇନ ମନ୍ତ୍ରୀ ଓ ଆଇନ ସଚିବଙ୍କ ସମ୍ମିଳନୀରେ ଆଜି ଭିଡିଓ ବାର୍ତ୍ତା ଜରିଆରେ ଉଦବୋଧନ ଦେଇଛନ୍ତି ।ହିମାଚଳ ପ୍ରଦେଶରେ ସ୍ୱାସ୍ଥ୍ୟକର୍ମୀ ଏବଂ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ କଥାବାର୍ତାର ମୁଖ୍ୟାଂଶ
September 06th, 11:01 am
ହିମାଚଳ ପ୍ରଦେଶ ଆଜି ମତେ କେବଳ ପ୍ରଧାନ ସେବକ ଭାବରେ ନହେଁ, ବରଂ ଜଣେ ପରିବାର ସଦସ୍ୟ ଭାବରେ ମଧ୍ୟ ଗର୍ବିତ ହେବାର ସୁଯୋଗ ଦେଇଛି । ମୁଁ ଛୋଟ ଛୋଟ ସୁବିଧା ପାଇଁ ସଂଘର୍ଷରତ ହିମାଚଳକୁ ବି ଦେଖିଛି ଏବଂ ଆଜି ବିକାଶର ଗାଥା ଲେଖୁଥିବା ହିମାଚଳକୁ ମଧ୍ୟ ଦେଖୁଛି । ଏସବୁ ଦେବୀ ଦେବତାଙ୍କ ଆଶୀର୍ବାଦରୁ, ହିମାଚଳ ସରକାରଙ୍କ କର୍ମକୁଶଳତାରୁ ଏବଂ ହିମାଚଳର ପ୍ରତ୍ୟେକ ବ୍ୟକ୍ତିଙ୍କର ସଚେତନତା ଯୋଗୁଁ ସମ୍ଭବ ହୋଇ ପାରିଛି । ଯେଉଁମାନଙ୍କ ସହ ମତେ କଥାବାର୍ତା କରିବାର ସୁଯୋଗ ମିଳିଲା ଏବଂ ଯେଉଁଭଳି ଭାବରେ ସେମାନେ ସମସ୍ତେ ନିଜ ନିଜ କଥାସବୁ ବଖାଣିଲେ ସେଥିପାଇଁ ମୁଁ ପୁଣି ଥରେ ସେମାନଙ୍କୁ କୃତଜ୍ଞତା ଜଣାଉଛି । ମୁଁ ସମଗ୍ର ଟିମକୁ ଧନ୍ୟବାଦ ଦେଉଛି । ହିମାଚଳ ଏକ ଟିମ ଭାବରେ କାମ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛି । ମୋ ତରଫରୁ ଆପଣ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା!!ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶର ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ବାର୍ତ୍ତାଳାପ କଲେ
September 06th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଙ୍ଗ ଜରିଆରେ ହିମାଚଳ ପ୍ରଦେଶର ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି । ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଶ୍ରୀ ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର, ସାଂସଦ, ବିଧାୟକ, ପଞ୍ଚାୟତ ନେତାଙ୍କ ସମେତ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀରେ ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 31st, 11:02 am
ଆପଣମାନଙ୍କ ସହିତ କଥା ହୋଇ ମୋତେ ବହୁତ ଭଲ ଲାଗିଲା । ପ୍ରତ୍ୟେକ ବର୍ଷ ମୋର ଏହି ପ୍ରୟାସ ରହିଥାଏ ଯେ ଆପଣମାନଙ୍କ ଭଳି ଯୁବ ସାଥୀମାନଙ୍କ ସହିତ କଥା ହୁଏ, ଆପଣମାନଙ୍କ ଚିନ୍ତାଧାରା ସଂପର୍କରେ କ୍ରମାଗତ ଭାବେ ଜାଣୁଥାଏ। ଆପଣମାନଙ୍କର କଥା, ଆପଣମାନଙ୍କର ପ୍ରଶ୍ନ, ଆପଣମାନଙ୍କର ଉତ୍ସୁକତା, ମୋତେ ମଧ୍ୟ ଭବିଷ୍ୟତର ଆହ୍ୱାନ ମୁକାବିଲା କରିବାରେ ସହାୟତା କରିଥାଏ।ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀରେ ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 31st, 11:01 am
ଆପଣମାନଙ୍କ ସହିତ କଥା ହୋଇ ମୋତେ ବହୁତ ଭଲ ଲାଗିଲା । ପ୍ରତ୍ୟେକ ବର୍ଷ ମୋର ଏହି ପ୍ରୟାସ ରହିଥାଏ ଯେ ଆପଣମାନଙ୍କ ଭଳି ଯୁବ ସାଥୀମାନଙ୍କ ସହିତ କଥା ହୁଏ, ଆପଣମାନଙ୍କ ଚିନ୍ତାଧାରା ସଂପର୍କରେ କ୍ରମାଗତ ଭାବେ ଜାଣୁଥାଏ। ଆପଣମାନଙ୍କର କଥା, ଆପଣମାନଙ୍କର ପ୍ରଶ୍ନ, ଆପଣମାନଙ୍କର ଉତ୍ସୁକତା, ମୋତେ ମଧ୍ୟ ଭବିଷ୍ୟତର ଆହ୍ୱାନ ମୁକାବିଲା କରିବାରେ ସହାୟତା କରିଥାଏ।ସର୍ଦ୍ଦାର ବଲ୍ଲଭଭାଇ ରାଷ୍ଟ୍ରୀୟ ପୁଲିସ୍ ଏକାଡେମୀର ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତାଳାପ
July 31st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀର ଆପିଏସ ପ୍ରଶିକ୍ଷାର୍ଥୀ ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଇପିଏସ ପ୍ରଶିକ୍ଷାର୍ଥୀ ଅଧିକାରୀମାନଙ୍କ ସହିତ ଭାବ ବିନିମୟ ମଧ୍ୟ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା ଏବଂ ସ୍ୱରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରାୟ ଉପସ୍ଥିତ ଥିଲେ ।India has a rich legacy in science, technology and innovation: PM Modi
December 22nd, 04:31 pm
Prime Minister Narendra Modi delivered the inaugural address at India International Science Festival (IISF) 2020. PM Modi said, All our efforts are aimed at making India the most trustworthy centre for scientific learning. At the same time, we want our scientific community to share and grow with the best of global talent.PM delivers inaugural address at IISF 2020
December 22nd, 04:27 pm
Prime Minister Narendra Modi delivered the inaugural address at India International Science Festival (IISF) 2020. PM Modi said, All our efforts are aimed at making India the most trustworthy centre for scientific learning. At the same time, we want our scientific community to share and grow with the best of global talent.ଜାପାନର ‘କୋବେ’ଠାରେ ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 27th, 03:48 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ପ୍ରତି ସମ୍ପନ୍ନ 2019 ସାଧାରଣ ନିର୍ବାଚନରେ ସରକାରଙ୍କୁ ମିଳିଥିବା ବିପୁଳ ଜନାଦେଶ ବିଷୟରେ ଉଲ୍ଲେଖ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାମୀ ବିବେକାନନ୍ଦ ,ଗୁରୁଦେବ ରବିନ୍ଦ୍ରନାଥ ଟାଗୋର ,ମହାତ୍ମା ଗାନ୍ଧୀ ,ନେତାଜୀ ସୁବାଷ ଚନ୍ଦ୍ର ବୋଷ ,ଜଷ୍ଟିସ ରାଧାବିନୋଦ ପାଲଙ୍କ ଭଳି ମହାନ ବ୍ୟକ୍ତିଙ୍କୁ ସ୍ମରଣ କରିଥିଲେ ଏବଂ ଜାପାନ ସହିତ ଭାରତର ସମ୍ପର୍କକୁ ମଜବୁତ କରିବା ପାଇଁ ସେମାନଙ୍କର ଅମୁଲ୍ୟ ଯୋଗଦାନ ଉପରେ ଉଲ୍ଲେଖ କରିଥିଲେ ।ମହାରାଷ୍ଟ୍ରର ପୁଣେରେ ମେଟ୍ରୋ ପର୍ଯ୍ୟାୟ-3ର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 18th, 04:55 pm
ଏଠାକୁ ଆସିଥିବା ଭାଇ ଓ ଭଉଣୀମାନେ, ମହାରାଷ୍ଟ୍ରରେ ଆଜି ଏହା ହେଉଛି ମୋର ଚତୁର୍ଥ କାର୍ଯ୍ୟକ୍ରମ । ଏହା ପୂର୍ବରୁ ମୁଁ ଥାଣେରେ ଥିଲି । ସେଠାରେ ମଧ୍ୟ ହଜାର ହଜାର କୋଟିର ବିକାଶ କାର୍ଯ୍ୟର ଶିଳାନ୍ୟାସ ଏବଂ ଲୋକାର୍ପଣ କରାଯାଇଛି ।ମହାରାଷ୍ଟ୍ରରେ ଗୃହନିର୍ମାଣ ଓ ସହରାଞ୍ଚଳ ବିକାଶର ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 18th, 02:30 pm
ମୁମ୍ବାଇ ଓ ଥାଣେ ଦେଶର ଏଭଳି ଏକ ଅଂଶ ଯାହା ଦେଶର ସ୍ୱପ୍ନକୁ ସାକାର କରିବା ସକାଶେ ବେଶ୍ ସହଯୋଗ କରିଆସିଛନ୍ତି । ଦେଶର ଛୋଟ ଛୋଟ ଗାଁ ଓ ବସ୍ତିମାନଙ୍କରୁ ଆସିଥିବା ସାଧାରଣ ଲୋକ ଏଠାରେ ବଡ଼ ସୁନାମ ଅର୍ଜନ କରିଛନ୍ତି, ନିଜକୁ ଓ ଦେଶକୁ ଗୌରବାନ୍ୱିତ କରିଛନ୍ତି । ଏଠାରେ ଜନ୍ମଗ୍ରହଣ କରିଥିବା ଲୋକ, ଏଠାରେ ବସବାସ କରୁଥିବା ଲୋକଙ୍କ ହୃଦୟ ଏତେ ବିଶାଳ ଯେ ସେମାନେ ସମସ୍ତେ ନିଜ ହୃଦୟରେ ସମସ୍ତଙ୍କୁ ଗ୍ରହଣ କରିନିଅନ୍ତି । ସେଇଥିପାଇଁ ତ ଏହି ଗୋଟିଏ ସ୍ଥାନରେ ସମଗ୍ର ଭାରତର ସ୍ୱରୂପ ଦେଖିବାକୁ ମିଳିଥାଏ । ଯେଉଁମାନେ ବି ଏଠାକୁ ଆସନ୍ତି ସେମାନେ ମୁମ୍ବଇଆ ରଙ୍ଗରେ ରଙ୍ଗୀନ ହୋଇ ଯାଇଥାନ୍ତି । ମରାଠୀ ପରମ୍ପରାର ଅଂଶବିଶେଷ ପାଲଟି ଯାଇଥାନ୍ତି ।ମହାରାଷ୍ଟ୍ରରେ ଆବାସ ଏବଂ ସହରାଂଚଳ ପରିବହନ ସଂକ୍ରାନ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପସମୂହର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
December 18th, 12:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ର ଗସ୍ତ ଅବସରରେ ଆବାସ ଏବଂ ସହରାଂଚଳ ପରିବହନ ସହ ଜଡ଼ିତ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦଘାଟନ କରିଥିଲେ ।PM Modi interacts with party workers from Kanyakumari, Coimbatore, Nilgiris, Namakkal and Salem
December 15th, 04:30 pm
Prime Minister Narendra Modi interacted with booth-level Karyakartas of BJP in Tamil Nadu today. The video interaction is one of the many such interactions of PM Modi with the booth level Karyakartas.ଡିଜିଟାଲ ଇଣ୍ଡିଆର ହିତାଧିକାରୀମାନଙ୍କ ସହ ମତବିନିମୟ ବେଳେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
June 15th, 10:56 am
ବିଗତ କିଛି ଦିନ ହେବ ମୋତେ ସରକାରଙ୍କର ବିଭିନ୍ନ ଯୋଜନା ଅଧୀନରେ ସମଗ୍ର ଦେଶରେ ଯେଉଁ ହିତାଧିକାରୀ ଅଛନ୍ତି ସେମାନଙ୍କ ସହିତ ସାକ୍ଷାତ କରିବା, କଥାବାର୍ତ୍ତା ହେବା, ସେମାନଙ୍କୁ ଶୁଣିବାର ସୁଯୋଗ ମିଳିଲା, ଆଉ ମୁଁ କହିପାରୁଛି କି ଏହା ମୋ ପାଇଁ ହେଉଛି ଏକ ଅଦ୍ଭୁତ ଅନୁଭବ । ଆଉ ମୁଁ ସବୁବେଳେ ଏହିଭଳି ସାହସ ପାଇଁ ଆଗ୍ରହୀ । କାରଣ ଫାଇଲର ବାହାରେ ମଧ୍ୟ ଜୀବନ ରହିଛି । ଆଉ ଜୀବନରେ ଯେଉଁ ପରିବର୍ତ୍ତନ ଆସିଛି । ଯେତେବେଳେ ତାହାକୁ ସିଧାସଳଖ ଲୋକମାନଙ୍କଠାରୁ ଶୁଣିଲି । ସେମାନଙ୍କର ଅନୁଭବକୁ ଜାଣିଲି ତ ମନକୁ ଏକ ବହୁତ ଆତ୍ମସନ୍ତୋଷ ମିଳୁଛି । ଆଉ କାମ କରିବାର ଏକ ନୂତନ ଉର୍ଜ୍ଜା ମଧ୍ୟ ମୋତେ ଆପଣମାନଙ୍କଠାରୁ ମିଳିଛି । ଆଜି ଡିଜିଟାଲ ଇଣ୍ଡିଆର କିଛି ଯୋଜନାର ହିତାଧିକାରୀମାନଙ୍କ ସହିତ କଥାବାର୍ତ୍ତା କରିବାର ସୁଯୋଗ ମୋତେ ମିଳିଛି ।ଦେଶବ୍ୟାପୀ ବିଭିନ୍ନ ଡିଜିଟାଲ ଇଣ୍ଡିଆ ଯୋଜନାର ହିତାଧିକାରୀଙ୍କ ସହିତ ଭିଡ଼ିଓ ବ୍ରିଜ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
June 15th, 10:56 am
ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବ୍ରିଜ ଜରିଆରେ ସାରା ଦେଶରେ ଥିବା ବିଭିନ୍ନ ଡିଜିଟାଲ ଇଣ୍ଡିଆ ଅଭିଯାନ ଯୋଜନାଗୁଡ଼ିକର ହିତାଧିକାରୀମାନଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି । ଭିଡିଓ ବ୍ରିଜ ଜରିଆରେ ଜନସେବା କେନ୍ଦ୍ର, ଏନଆଇସି କେନ୍ଦ୍ର, ଜାତୀୟ ନଲେଜ ନେଟୱାର୍କ, ବିପିଓ, ମୋବାଇଲ ଉତ୍ପାଦକ ୟୁନିଟ ଏବଂ ମାଇଗଭ ସ୍ୱେଚ୍ଛାସେବୀ ଆଦିର 50 ଲକ୍ଷରୁ ଉର୍ଦ୍ଧ୍ଵ ହିତାଧିକାରୀ ପ୍ରଧାନମନ୍ତ୍ରୀଙ୍କ ସହ ଯୋଡ଼ି ହୋଇଥିଲେ । ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀମାନଙ୍କ ସହିତ ଭିଡିଓ ବ୍ରିଜ ଜରିଆରେ ଏହା ଥିଲା ପ୍ରଧାନମନ୍ତ୍ରୀଙ୍କ ଷଷ୍ଠ ବାର୍ତ୍ତାଳାପ ।A Digital India guarantees transparency, effective service delivery and good governance: PM Modi
October 07th, 06:15 pm
PM Narendra Modi today dedicated new campus building of IIT Gandhinagar to the nation and launched Pradhan Mantri Gramin Digital Saksharta Scheme. Speaking at the event, the PM said, Work is underway to spread digital literacy to every part of India, among all age groups and sections of society.ଗାନ୍ଧୀନଗର ଆଇଆଇଟି ରାଷ୍ଟ୍ରକୁ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ
October 07th, 06:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଆଇଟି, ଗାନ୍ଧୀନଗର ପରିସର କୋଠା ଦେଶବାସୀଙ୍କୁ ସମର୍ପିତ କରିଛନ୍ତି ।