ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ସେମିକନ୍ ଇଣ୍ଡିଆ ୨୦୨୪ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 11th, 12:00 pm
ସେମିର ସମସ୍ତ ସହଯୋଗୀଙ୍କୁ ମୁଁ ବିଶେଷ ଭାବରେ ସ୍ୱାଗତ ଜଣାଉଛି । ଗ୍ଲୋବାଲ ସେମିକଣ୍ଡକ୍ଟର ଇଣ୍ଡଷ୍ଟ୍ରି ସହ ଜଡିତ ଏହି ଭବ୍ୟ କାର୍ଯ୍ୟକ୍ରମଆୟୋଜନ କରିବାରେ ଭାରତ ବିଶ୍ୱର ଅଷ୍ଟମ ଦେଶ । ଏବଂ ମୁଁ କହିପାରିବି ଯେ ଭାରତରେ ରହିବା ପାଇଁ ଏହା ହେଉଛି ଉପଯୁକ୍ତ ସମୟ । ଆପଣ ସଠିକ୍ ସମୟରେ, ସଠିକ୍ ସ୍ଥାନରେ ଅଛନ୍ତି । ଏକବିଂଶ ଶତାବ୍ଦୀର ଭାରତରେ ଚିପ୍ସ କେବେ ବି କମିନଥାଏ! ଖାଲି ସେତିକି ନୁହେଁ, ଆଜିର ଭାରତ ବିଶ୍ୱକୁ ଆଶ୍ୱାସନା ଦେଉଛି- ଚିପ୍ସ ଖସିଗଲେ ଆପଣ ଭାରତ ଉପରେ ବାଜି ଲଗାଇପାରିବେ!ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାଠାରେ ସେମିକନ୍ ଇଣ୍ଡିଆ ୨୦୨୪କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 11th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଗ୍ରେଟର ନୋଏଡାସ୍ଥିତ ଇଣ୍ଡିଆ ଏକ୍ସପୋ ମାର୍ଟରେ ସେମିକନ୍ ଇଣ୍ଡିଆ ୨୦୨୪କୁ ଉଦଘାଟନ କରିଛନ୍ତି । ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ଶ୍ରୀ ମୋଦୀ ବୁଲି ଦେଖିଥିଲେ। ସେପ୍ଟେମ୍ବର ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ତିନି ଦିନିଆ ସମ୍ମିଳନୀରେ ଭାରତର ସେମିକଣ୍ଡକ୍ଟର ରଣନୀତି ଏବଂ ନୀତି ପ୍ରଦର୍ଶିତ ହୋଇଛି, ଯେଉଁଥିରେ ଭାରତକୁ ସେମିକଣ୍ଡକ୍ଟର ପାଇଁ ଏକ ବିଶ୍ୱସ୍ତରୀୟ କେନ୍ଦ୍ରରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଛି।ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 5, 2017
September 05th, 07:24 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।