ଗୁୟାନାରେ ଭାରତୀୟ ସମୁଦାୟଙ୍କୁ ଉଦବୋଧନ କଲେ ପ୍ରଧାନମନ୍ତ୍ରୀ
November 22nd, 03:02 am
ଆଜି ମୁଁ ଆପଣମାନଙ୍କ ସହ ଥିବାରୁ ବହୁତ ଖୁସି । ପ୍ରଥମତ ଆମ ସହ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ । ମୁଁ ଆସିବା ଦିନରୁ ମିଳୁଥିବା ଭଲପାଇବା ଓ ସ୍ନେହରେ ମୁଁ ଅଭିଭୂତ । ରାଷ୍ଟ୍ରପତି ଅଲ୍ଲୀ ତାଙ୍କର ଘରର ଦ୍ୱାର ମୋ ପାଇଁ ଖୋଲିଥିବାରୁ ଧନ୍ୟବାଦ । ଦୟାଳୁ ଭାବନା ଓ ଉତ୍ସାହ ପାଇଁ ତାଙ୍କ ପରିବାରଙ୍କୁ ଧନ୍ୟବାଦ । ଆତିଥେୟତାର ଆତ୍ମା ଆମ ସଂସ୍କୃତିର ହୃଦୟରେ ରହିଛି । ବିଗତ ଦୁଇ ଦିନ ଧରି ମୁଁ ତାହା ଅନୁଭବ କରିପାରୁଛି । ରାଷ୍ଟ୍ରପତି ଅଲ୍ଲୀ ଏବଂ ତାଙ୍କ ଜେଜେ ମା’ଙ୍କ ସହ ଆମେ ଏକ ବୃକ୍ଷରୋପଣ କରିଛୁ । ଏହା ‘ଏକ ପେଡ଼୍ ମା କେ ନାମ୍’ ତଥା ‘ମାଆଙ୍କ ନାମରେ ଗୋଟିଏ ଗଛ’ ଅଭିଯାନର ଅଂଶବିଶେଷ । ଏହା ଏକ ଆବେଗିକ ମୁହୂର୍ତ୍ତ ଥିଲା ଯାହା କି ସର୍ବଦା ମୋର ମନେ ରହିବ ।ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 22nd, 03:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ୍ ଅଲି, ପ୍ରଧାନମନ୍ତ୍ରୀ ମାର୍କ ଫିଲିପ୍ସ, ଉପରାଷ୍ଟ୍ରପତି ଭାରତ ଜଗଦେବ, ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ରାମୋତାରଙ୍କ ସହିତ ଅନ୍ୟାନ୍ୟ ଗଣମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଗମନରେ ବିଶେଷ ଉତ୍ସାହ ସହ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବାରୁ ଖୁସି ବ୍ୟକ୍ତ କରିଥିଲେ । ସେ ଆହୁରି ମଧ୍ୟ ରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ସେମାନଙ୍କର ଆତିଥ୍ୟ ଏବଂ ସହୃଦୟତା ପାଇଁ ଧନ୍ୟବାଦ ଦେଇଥିଲେ । ଶ୍ରୀ ମୋଦୀ କହିଛନ୍ତି ଯେ, ଆତିଥ୍ୟର ଭାବନା ଆମ ସଂସ୍କୃତିର ଆତ୍ମାରେ ରହିଛି । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ସେ ଭାରତ ସରକାରଙ୍କର ‘ଏକ୍ ପେଡ୍ ମାଁ କେ ନାମ୍’ (ଗୋଟିଏ ଗଛ ମାଆଙ୍କ ନାମରେ) ଅଭିଯାନର ଅଂଶ ଭାବରେ ରାଷ୍ଟ୍ରପତି ଏବଂ ତାଙ୍କର ଜେଜେମାଆଙ୍କ ସହ ଏକ ବୃକ୍ଷ ରୋପଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଭାବପ୍ରମଣ ମୁହୂର୍ତ୍ତ, ଯାହାକୁ ସେ ସବୁଦିନ ପାଇଁ ମନେ ରଖିବେ ।ଗୁୟାନାର ରାଷ୍ଟ୍ରପତିଙ୍କ ସହ ସରକାରୀ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
November 21st, 04:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ନଭେମ୍ବରରେ ଜର୍ଜଟାଉନ୍ ସ୍ଥିତ ଷ୍ଟେଟ୍ ହାଉସ୍ରେ ଡକ୍ଟର ମହମ୍ମଦ ଇରଫାନ୍ ଅଲିଙ୍କୁ ସାକ୍ଷାତ କରିଥିଲେ । ଷ୍ଟେଟ୍ ହାଉସରେ ପହଞ୍ଚିବା ପରେ ରାଷ୍ଟ୍ରପତି ଅଲି ତାଙ୍କୁ ସ୍ୱାଗତ କରିଥିଲେ ଏବଂ ଗାର୍ଡ ଅଫ୍ ଅନର୍ ପ୍ରଦାନ କରିଥିଲେ ।ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 21st, 02:15 am
ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ
November 21st, 02:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -ଚିଲୀ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 20th, 08:36 pm
ବ୍ରାଜିଲର ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ନଭେମ୍ବର ୧୯ ତାରିଖରେ ଚିଲୀର ରାଷ୍ଟ୍ରପତି ମହାମହିମ ଶ୍ରୀ ଗାବ୍ରିଏଲ ବୋରିକ ଫଣ୍ଟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭେଟିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ।ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି, ଏଆଇ ଏବଂ ଶାସନ ପାଇଁ ଡାଟା ଉପରେ ଘୋଷଣାନାମା - ବିଭିନ୍ନ ଜି-୨୦ ଦେଶ, ଅତିଥି ଦେଶ ଏବଂ ଅନ୍ତର୍ଜାତୀୟ ସଂଗଠନ ସମର୍ଥନରେ ଜି-୨୦ ଟ୍ରୋଇକା (ଭାରତ, ବ୍ରାଜିଲ ଏବଂ ଦକ୍ଷିଣ ଆଫ୍ରିକା) ଦ୍ୱାରା ମିଳିତ ବିବୃତ୍ତି
November 20th, 07:52 am
ବିଶ୍ୱର ଅଭିବୃଦ୍ଧି ହାର ମହାମାରୀ ପୂର୍ବ ସମୟ ପର୍ଯ୍ୟନ୍ତ ହାରାହାରୀ ୪ ପ୍ରତିଶତ ରହିଥିଲା, ବର୍ତ୍ତମାନ ଏହା ୩ପ୍ରତିଶତରୁ ସାମାନ୍ୟ ଉପରେ ରହିଛି ଯାହାକି ଚଳିତ ଶତାବ୍ଦୀ ଆରମ୍ଭ ପରଠାରୁ ସର୍ବନିମ୍ନ। ଏହାସହିତ ପ୍ରଯୁକ୍ତିବିଦ୍ୟା ଦ୍ରୁତ ଗତିରେ ଆଗକୁ ବଢ଼ୁଛି ଏବଂ ଏହାକୁ ଯଦି ସମାନ ଭାବରେ ପ୍ରୟୋଗ କରାଯାଏ, ତେବେ ଏହା ଆମକୁ ବିକାଶହାର ବୃଦ୍ଧି କରିବା, ଅସମାନତା ହ୍ରାସ କରିବା ଏବଂ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି) ହାସଲ କରିବାରେ ଥିବା ବ୍ୟବଧାନକୁ ଦୂର କରିବା ଦିଗରେ ଏକ ବିଶାଳ ପଦକ୍ଷେପ ନେବା ପାଇଁ ଏକ ଐତିହାସିକ ସୁଯୋଗ ପ୍ରଦାନ କରିବ।ସମାବେଶୀ ଅଭିବୃଦ୍ଧି ହାସଲ କରିବା ଏବଂ ବିଶ୍ୱସ୍ତରରେ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ଡିଜିଟାଲ୍ ସାର୍ବଜନୀନ ଭିତ୍ତିଭୂମି, ଏଆଇ ଏବଂ ପ୍ରଶାସନ ପାଇଁ ତଥ୍ୟ ଗୁରୁତ୍ୱପୂର୍ଣ୍ଣ : ପ୍ରଧାନମନ୍ତ୍ରୀ
November 20th, 05:04 am
“ଆପଣଙ୍କର ସମର୍ଥନ ଏବଂ ମୂଲ୍ୟବାନ ଜ୍ଞାନ ପାଇଁ ଧନ୍ୟବାଦ । ଶାସନ ପାଇଁ ସମାବେଶୀ ଅଭିବୃଦ୍ଧି ହାସଲ କରିବା ଏବଂ ବିଶ୍ୱସ୍ତରରେ ଜୀବନରେ ପରିବର୍ତ୍ତନ ଆଣିବାକୁ ଡିଜିଟାଲ୍ ପବ୍ଲିକ ଇନ୍ଫ୍ରାଷ୍ଟ୍ରକ୍ଚର, ଏଆଇ ଏବଂ ତଥ୍ୟ ଗୁରୁତ୍ୱପୂର୍ଣ୍ଣ । @NOIweala”ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଓ ଦାରିଦ୍ର୍ୟ ମୁକାବିଲା ଉପରେ ଜି୨୦ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବିବୃତି
November 18th, 08:00 pm
ପ୍ରାରମ୍ଭରେ, ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ଜି-୨୦ ଶିଖର ସମ୍ମିଳନୀର ଆୟୋଜନ ଏବଂ ତାଙ୍କର ସଫଳ ଜି-୨୦ ଅଧ୍ୟକ୍ଷତା ପାଇଁ କରାଯାଇଥିବା ଭବ୍ୟ ବ୍ୟବସ୍ଥା ପାଇଁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି ।ପ୍ରଧାନମନ୍ତ୍ରୀ ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ ଉପରେ ଜି-୨୦ ଅଧିବେଶନକୁ ସମ୍ବୋଧିତ କରିଛନ୍ତି
November 18th, 07:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ' ଶୀର୍ଷକ ଜି-୨୦ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ବ୍ରାଜିଲ ରାଷ୍ଟ୍ରପତି ମହାମହିମ ଲୁଇସ ଇନାସିଓ ଲୁଲା ଡା ସିଲଭାଙ୍କୁ ଶିଖର ସମ୍ମିଳନୀ ଆୟୋଜନ କରିଥିବାରୁ ଏବଂ ତାଙ୍କର ଉଦାର ଆତିଥ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ । ନିରନ୍ତର ବିକାଶ ଲକ୍ଷ୍ୟ ଉପରେ ଗୁରୁତ୍ୱ ଦେଇ ବ୍ରାଜିଲର ଜି-୨୦ ଏଜେଣ୍ଡାକୁ ସେ ପ୍ରଶଂସା କରି କହିଥିଲେ ଯେ ଏହି ଆଭିମୁଖ୍ୟ ଦକ୍ଷିଣ ବିଶ୍ୱର ସମସ୍ୟାଗୁଡିକ ଉପରେ ଆଲୋକପାତ କରିଛି ଏବଂ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ଲୋକାଭିମୁଖୀ ନିଷ୍ପତ୍ତିକୁ ଆଗେଇ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତୀୟ ଜି-୨୦ ଅଧ୍ୟକ୍ଷତାରେ 'ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ' ଆହ୍ୱାନ ରିଓ ଆଲୋଚନାରେ ପ୍ରତିଫଳିତ ହେଉଛି।ଜର୍ମାନ ବ୍ୟବସାୟସମୂହର ୧୮ତମ ଏସିଆ - ପ୍ରଶାନ୍ତ ମହାସାଗରୀୟ ସମ୍ମିଳନୀ (ଏପିକେ ୨୦୨୪)ରେ ପ୍ରଧାନମନ୍ତ୍ରୀ
October 25th, 11:20 am
ମେୟର ଥିବା ସମୟରେ ତାଙ୍କର ପ୍ରଥମ ଭାରତ ଗସ୍ତ ଥିଲା ଏବଂ ପରବର୍ତ୍ତୀ ତିନି ଥର ଚାନସେଲର ଭାବରେ ତାଙ୍କ କାର୍ଯ୍ୟକାଳ ସମୟରେ ସେ ଆସିଛନ୍ତି, ଯାହା ଭାରତ-ଜର୍ମାନୀ ସମ୍ପର୍କ ଉପରେ ତାଙ୍କର ଗୁରୁତ୍ଵକୁ ଦର୍ଶାଏ ।ଡିଜିଟାଲ ରୂପାନ୍ତରଣକୁ ଆଗେଇ ନେବା ପାଇଁ ଏସିଆନ-ଭାରତ ମିଳିତ ବିବୃତି
October 10th, 05:42 pm
10.10.2024 : ୧୦ ଅକ୍ଟୋବର ୨୦୨୪ରେ ଲାଓ ପିଡିଆରର ଭିଏଣ୍ଟିଆନେଠାରେ ୨୧ତମ ଏସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ଏସିଆନ୍ ଆସୋସିଏସନ୍ ଅଫ୍ ସାଉଥଇଷ୍ଟ ଏସିଆନ୍ ନେସନ୍ସ (ଏସିଆନ) ଏବଂ ଭାରତ ଗଣତନ୍ତ୍ରର ସଦସ୍ୟ ରାଷ୍ଟ୍ର ଭାବରେ ଆମେ; ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀକୁ ପ୍ରୋତ୍ସାହିତ କରିବା ପାଇଁ ତଥା ୧୯୯୨ ମସିହାରେ ଏସିଆନ-ଭାରତ ଆଲୋଚନା ସମ୍ପର୍କ ପ୍ରତିଷ୍ଠା ପରଠାରୁ ଏସିଆନ-ଭାରତ ଆଲୋଚନା ସମ୍ପର୍କକୁ ଆଗେଇ ନେଉଥିବା ମୌଳିକ ନୀତି, ଅଂଶୀଦାର ମୂଲ୍ୟବୋଧ ଏବଂ ମାନଦଣ୍ଡ ଦ୍ୱାରା ପରିଚାଳିତ, ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଭିଜନ ଷ୍ଟେଟମେଣ୍ଟ (୨୦୧୨), ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଦିଲ୍ଲୀ ଘୋଷଣାନାମା (୨୦୧୮), ଏହି ଅଞ୍ଚଳରେ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ପାଇଁ ଭାରତ-ପ୍ରଶାନ୍ତ ମହାସାଗରରେ ଏସିଆନ୍ ଦୃଷ୍ଟିକୋଣରେ ସହଯୋଗ ଉପରେ ଏସିଆନ୍-ଭାରତ ମିଳିତ ବିବୃତି (୨୦୨୧), ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀ ଉପରେ ମିଳିତ ବିବୃତି (୨୦୨୨), ସାମୁଦ୍ରିକ ସହଯୋଗ ଉପରେ ଏସିଆନ-ଭାରତ ମିଳିତ ବିବୃତି (୨୦୨୩) ଏବଂ ସଙ୍କଟର ପ୍ରତିକ୍ରିୟାରେ ଖାଦ୍ୟ ସୁରକ୍ଷା ଏବଂ ପୋଷଣକୁ ସୁଦୃଢ଼ କରିବା ଉପରେ ଆସିଆନ-ଭାରତ ଯୁଗ୍ମ ନେତାଙ୍କ ବିବୃତି (୨୦୨୩); ଆମର ପ୍ରତିବଦ୍ଧତାକୁ ଦୋହରାଉଛୁ।ଫଳାଫଳ ତାଲିକା : ଜାମାଇକା ପ୍ରଧାନମନ୍ତ୍ରୀ ଆଣ୍ଡ୍ର୍ୟୁ ହୋଲ୍ନେସ୍ଙ୍କ ଭାରତକୁ ସରକାରୀ ଗସ୍ତ (ସେପ୍ଟେମ୍ବର ୩୦ - ଅକ୍ଟୋବର ୩, ୨୦୨୪)
October 01st, 12:30 pm
ଆର୍ଥିକ ସମାବେଶୀ ଏବଂ ସାମାଜିକ ଅର୍ଥନୈତିକ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବା ପାଇଁ ସଫଳ ଜିଡିଟାଲ୍ ପବ୍ଲିକ୍ ଇନ୍ଫ୍ରାଷ୍ଟ୍ରକ୍ଚର କ୍ଷେତ୍ରରେ ସହଯୋଗ ଉପରେ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ମାଧ୍ୟମରେ କାର୍ଯ୍ୟ କରୁଥିବା ଭାରତ ସରକାର ଏବଂ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ମାଧ୍ୟମରେ କାର୍ଯ୍ୟ କରୁଥିବା ଜାମାଇକା ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର ।ଜାମାଇକା ପ୍ରଧାନମନ୍ତ୍ରୀଙ୍କ ସହ ସଂଯୁକ୍ତ ପ୍ରେସ୍ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ ବିବୃତି
October 01st, 12:00 pm
ପ୍ରଧାନମନ୍ତ୍ରୀ ହୋଲନେସ୍ ଓ ତାଙ୍କ ପ୍ରତିନିଧିଦଳଙ୍କୁ ଭାରତରେ ସ୍ୱାଗତ କରି ମୁଁ ବହୁତ ଖୁସି ହେଉଛି । ଜାମାଇକାର ପ୍ରଧାନମନ୍ତ୍ରୀ ପ୍ରଥମ ଥର ଆଜି ଦ୍ୱିପାକ୍ଷିକ ଗସ୍ତରେ ଆସିଛନ୍ତି । ତେଣୁ ଏହି ଯାତ୍ରା ଆମ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ।Success of Humanity lies in our collective strength, not in the battlefield: PM Modi at UN Summit
September 23rd, 09:32 pm
Prime Minister Narendra Modi addressed the 'Summit of the Future' at the United Nations in New York, advocating for a human-centric approach to global peace, development, and prosperity. He highlighted India's success in lifting 250 million people out of poverty, expressed solidarity with the Global South, and called for balanced tech regulations. He also emphasized the need for UN Security Council reforms to meet global ambitions.Prime Minister’s Address at the ‘Summit of the Future’
September 23rd, 09:12 pm
Prime Minister Narendra Modi addressed the 'Summit of the Future' at the United Nations in New York, advocating for a human-centric approach to global peace, development, and prosperity. He highlighted India's success in lifting 250 million people out of poverty, expressed solidarity with the Global South, and called for balanced tech regulations. He also emphasized the need for UN Security Council reforms to meet global ambitions.ଆମେରିକାର ନ୍ୟୁୟର୍କରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 10:00 pm
ନମସ୍କାର ଆମେରିକା ! ବର୍ତ୍ତମାନ ମୋର ‘ନମସ୍ତେ’ ମଧ୍ୟ ବିଶ୍ୱସ୍ତରୀୟ ହୋଇଯାଇଛି, ସ୍ଥାନୀୟ ଠାରୁ ଆରମ୍ଭ କରି ବିଶ୍ୱସ୍ତରରେ ପରିଣତ ହୋଇଯାଇଛି, ଏବଂ ଏସବୁ ଆପଣମାନେ କରିଛନ୍ତି । ଭାରତକୁ ନିଜ ହୃଦୟରେ ସ୍ଥାନ ଦେଇଥିବା ପ୍ରତ୍ୟେକ ଭାରତୀୟ ଏହା କରିଛନ୍ତି।ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ
September 22nd, 09:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁୟର୍କର ଲଙ୍ଗ ଆଇଲ୍ୟାଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଏକ ବିଶାଳ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ୧୫ ହଜାରରୁ ଅଧିକ ଲୋକ ଯୋଗ ଦେଇଥିଲେ।The Wilmington Declaration Joint Statement from the Leaders of Australia, India, Japan, and the United States
September 22nd, 11:51 am
PM Modi joined leaders from the U.S., Australia, and Japan for the fourth Quad Leaders Summit in Wilmington, Delaware. The Quad reaffirmed its commitment to a free, open, and inclusive Indo-Pacific, opposing destabilizing actions and supporting regional peace, security, and sustainable development. The leaders emphasized respect for international law, democratic values, and regional institutions like ASEAN and the Pacific Islands Forum.କ୍ୱାଡ ନେତାମାନଙ୍କର କ୍ୟାନ୍ସର ମୁନ୍ଶଟ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି
September 22nd, 06:25 am
ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ଆୟୋଜନ ପାଇଁ ମୁଁ ରାଷ୍ଟ୍ରପତି ବାଇଡେନ୍ଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି । ଏହି ସୁଲଭ, ସୁଗମ ଏଂବ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଆମର ଦୃଢ଼ ସହଭାଗିତାକୁ ପ୍ରତିଫଳିତ କରୁଛି । କୋଭିଡ୍ ମହାମାରୀ ସମୟରେ, ଆମେ ଇଣ୍ଡୋ-ପାସିଫିକ୍ ପାଇଁ “କ୍ୱାଡ ଭ୍ୟାକ୍ସିନ୍ ଇନିସିଏଟିଭ୍” (କ୍ୱାଡ୍ ଟିକା ପଦକ୍ଷେପ) ଗ୍ରହଣ କରିଥିଲୁ ଏବଂ ମୁଁ ଖୁସି ଯେ କ୍ୱାଡରେ ଆମେ ଗର୍ଭାଶୟ କର୍କଟ ପରି ଆହ୍ୱାନକୁ ମିଳିତ ଭାବେ ସମ୍ମୁଖୀନ ହେବାକୁ ନିଷ୍ପତ୍ତି ନେଇଛୁ ।