
India - Croatia Leaders’ Statement
June 19th, 06:06 pm
PM Modi and Croatian PM Plenković had a comprehensive exchange of views on further advancing bilateral relations, India-EU strategic partnership and cooperation in multilateral fora. The two leaders welcomed the signing of MoU on Agriculture, Science and Technology, Cultural Exchanges and to establish a Hindi Chair at the University of Zagreb. Both sides condemned terrorism in all its forms.
ମୁମ୍ୱାଇରେ ୱେଭସ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 01st, 03:35 pm
ୱେଭସ ଶିଖର ସମ୍ମିଳନୀରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଜୀ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଏଲ. ମୁରୁଗନ ଜୀ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ବିଶ୍ୱର କୋଣ ଅନୁକୋଣରୁ ଯୋଡି ହୋଇଥିବା ସୃଜନଶୀଳ ବିଶ୍ୱର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ବିଭିନ୍ନ ଦେଶରୁ ଆସି ଯୋଗଦେଇଥିବା ସୂଚନା, ଯୋଗାଯୋଗ, କଳା ଏବଂ ସଂସ୍କୃତି ବିଭାଗର ମନ୍ତ୍ରୀଗଣ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ବିଶ୍ୱର କୋଣ ଅନୁକୋଣରୁ ଆସି ଏଠାରେ ଯୋଗଦେଇଥିବା ସୃଜନଶୀଳ ବିଶ୍ୱର ବ୍ୟକ୍ତିବିଶେଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!
ୱେଭ୍ସ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 01st, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଭାରତର ପ୍ରଥମ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ-ୱେଭ୍ସ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ସେ ଆଜି ପାଳିତ ହେଉଥିବା ମହାରାଷ୍ଟ୍ର ଦିବସ ଏବଂ ଗୁଜରାଟ ରାଜ୍ୟ ପ୍ରତିଷ୍ଠା ଦିବସ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସମସ୍ତ ଅନ୍ତର୍ଜାତୀୟ ସ୍ତରର ବିଶିଷ୍ଟ ବ୍ୟକ୍ତି, ରାଷ୍ଟ୍ରଦୂତ ଏବଂ ସୃଜନଶୀଳ ଶିଳ୍ପପତିଙ୍କ ଉପସ୍ଥିତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏହି ସମାବେଶର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୧୦୦ ରୁ ଅଧିକ ଦେଶର କଳାକାର, ନବସୃଜନକାରୀ, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନେ ପ୍ରତିଭା ଏବଂ ସୃଜନଶୀଳତାର ଏକ ବିଶ୍ୱ ପରିବେଶ ପାଇଁ ମୂଳଦୁଆ ସ୍ଥାପନ କରିବା ଲାଗି ଏକାଠି ହୋଇଛନ୍ତି। ‘‘ୱେଭ୍ସ କେବଳ ଏକ ସଂକ୍ଷିପ୍ତ ଶବ୍ଦ ନୁହେଁ ବରଂ ସଂସ୍କୃତି, ସୃଜନଶୀଳତା ଏବଂ ସାର୍ବଜନୀନ ସଂଯୋଗକୁ ପ୍ରତିନିଧିତ୍ୱ କରୁଥିବା ଏକ ତରଙ୍ଗ’’ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହି ସମ୍ମିଳନୀ ଚଳଚ୍ଚିତ୍ର, ସଙ୍ଗୀତ, ଗେମିଂ, ଆନିମେସନ୍ ଏବଂ କାହାଣୀ କହିବାର ବ୍ୟାପକ ବିଶ୍ୱକୁ ପ୍ରଦର୍ଶନ କରେ, ଯାହା କଳାକାର ଏବଂ ସ୍ରଷ୍ଟାମାନଙ୍କୁ ସଂଯୋଗ ଏବଂ ସହଯୋଗ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପ୍ଲାଟଫର୍ମ ପ୍ରଦାନ କରେ। ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଅବସରରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଭାରତ ଏବଂ ବିଦେଶର ବିଶିଷ୍ଟ ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ।ଆସନ୍ତାକାଲି ଠାରୁ ଦୁଇ ଦିନିଆ ମହାରାଷ୍ଟ୍ର, କେରଳ ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
April 30th, 03:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଏବଂ ୨ ତାରିଖରେ ମହାରାଷ୍ଟ୍ର, କେରଳ ଏବଂ ଆନ୍ଧ୍ରପ୍ରଦେଶକୁ ଦୁଇ ଦିନିଆ ଗସ୍ତ କରିବେ। ସେ ଆସନ୍ତାକାଲି ମୁମ୍ବାଇ ଯାତ୍ରା କରିବେ ଏବଂ ସକାଳ ପ୍ରାୟ ସାଢ଼େ ୧୦ ଟାରେ, ସେ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ (ୱେଭ୍ସ)କୁ ଉଦଘାଟନ କରିବେ।India is building its own Large Language Model considering our diversity: PM Modi at AI Action Summit
February 11th, 03:15 pm
In his address during the AI Action Summit in Paris, PM Modi highlighted AI’s potential and the need for global governance to ensure ethical, inclusive, and responsible use. He stressed reducing biases, AI-driven innovation in health, education, and sustainability, and the importance of skilling for future jobs. PM Modi also showcased India’s leadership in AI adoption, digital infrastructure, and its commitment to a people-centric AI future.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସଠାରେ ଏଆଇ ଆକ୍ସନ ଶିଖର ସମ୍ମିଳନୀର ସହ ଅଧ୍ୟକ୍ଷତା କଲେ
February 11th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ୟାରିସଠାରେ ଫ୍ରାନ୍ସ ର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ ମାକ୍ରୋନଙ୍କ ସହ ଏଆଇ ଆକ୍ସନ ଶିଖର ସମ୍ମିଳନୀର ସହ-ଅଧ୍ୟକ୍ଷତା କରିଥିଲେ । ଫେବ୍ରୁଆରି ୬ରୁ ୭ ତାରିଖ ପର୍ଯ୍ୟନ୍ତ ବିଜ୍ଞାନ ଦିବସରୁ ଆରମ୍ଭ ହୋଇଥିବା ସପ୍ତାହବ୍ୟାପୀ ଏହି ସମ୍ମିଳନୀ ପରେ ଫେବ୍ରୁଆରି ୮ରୁ ୯ ତାରିଖ ପର୍ଯ୍ୟନ୍ତ ସାଂସ୍କୃତିକ ସପ୍ତାହ ସହ ଶେଷ ହୋଇଥିଲା। ବିଶ୍ୱସ୍ତରୀୟ ନେତା, ନୀତି ନିର୍ମାତା ଏବଂ ଶିଳ୍ପ ବିଶେଷଜ୍ଞଙ୍କ ଉପସ୍ଥିତିରେ ଏକ ଉଚ୍ଚସ୍ତରୀୟ ବିଭାଗରେ ଏହା ଶେଷ ହୋଇଥିଲା।ଭାରତୀୟ ପାଣିପାଗ ବିଭାଗ ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 10:45 am
କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଡବ୍ଲୁଏମଓ ର ମହାସଚିବ ପ୍ରଫେସର ସେଲେସ୍ତେ ସାଓଲୋ ଜୀ, ବିଦେଶରୁ ଆସିଥିବା ଆମର ଅତିଥିବୃନ୍ଦ, ଆର୍ଥ ସାଇନ୍ସ ମନ୍ତ୍ରଣାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ୍ ଜୀ, ଆଇଏମଡିର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଜୀ, ଅନ୍ୟ ମହାନୁଭବ, ସମସ୍ତ ବୈଜ୍ଞାନିକ ଓ ବିଭିନ୍ନ ବିଭାଗ ଏବଂ ସଂସ୍ଥାନର ଅଧିକାରୀ, ସଜ୍ଜନ ମଣ୍ଡଳୀ …ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 10:30 am
ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।