ଜାନୁଆରୀ ୬-୭ରେ ପୋଲିସ ମହାନିର୍ଦ୍ଦେଶକ/ ପୋଲିସ ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
January 04th, 12:04 pm
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୬-୭, ୨୦୨୪ରେ ଜୟପୁରସ୍ଥିତ ରାଜସ୍ଥାନ ଅନ୍ତର୍ଜାତୀୟ କେନ୍ଦ୍ରରେ ପୋଲିସ ମହାନିର୍ଦ୍ଦେଶକ / ଆଇଜିଙ୍କ ସର୍ବଭାରତୀୟ ସମ୍ମିଳନୀ ୨୦୨୩ରେ ଯୋଗଦେବେ ।ଜାନୁଆରୀ ୨୧-୨୨ ତାରିଖରେ ସର୍ବ ଭାରତୀୟ ପୋଲିସ୍ ଡିଜି/ଆଇଜି ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
January 20th, 07:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୧-୨୨ ଜାନୁଆରୀ, ୨୦୨୩ ରେ ନୂଆଦିଲ୍ଲୀ ସ୍ଥିତ ଜାତୀୟ କୃଷି ବିଜ୍ଞାନ ସୌଧ, ପୁଷା, ଠାରେ ଅନୁଷ୍ଠିତ ସର୍ବ ଭାରତୀୟ ପୋଲିସ୍ ଡାଇରେକ୍ଟର ଜେନେରାଲ / ଇନ୍ସପେକ୍ଟର ଜେନେରାଲ୍ ସମ୍ମିଳନୀରେ ଯୋଗଦେବେ ।ପ୍ରଧାନମନ୍ତ୍ରୀ ନଭେମ୍ବର ୨୦ ଓ ୨୧ରେ ଲକ୍ଷ୍ନୌରେ ଆୟୋଜିତ ୫୬ତମ ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗଦେବେ
November 18th, 02:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଚଳିତମାସ ୨୦ ଓ ୨୧ ତାରିଖରେ ଲକ୍ଷ୍ନୌରେ ଅନୁଷ୍ଠିତ ପୁଲିସ ମହାନିର୍ଦ୍ଦେଶକଙ୍କ ୫୬ତମ ସମ୍ମିଳନୀରେ ଯୋଗଦେବେ । ଏହି ସମ୍ମିଳନୀ ଲକ୍ଷ୍ନୌର ପୁଲିସ ସଦର କାର୍ଯ୍ୟାଳୟରେ ଅନୁଷ୍ଠିତ ହେଉଛି । ଏଥିରେ ବିଭିନ୍ନ ପୁଲିସ ବାହିନୀର ଡିଜିପି ସହିତ ଆଇଜିପି(ଇନ୍ସପେକ୍ଟର ଜେନେରାଲ) ମାନେ ଭାଗ ନେବେ ।ଜାତୀୟ ସଂହତି ପାଇଁ ସର୍ଦ୍ଦାର ପଟେଲ ପୁରସ୍କାର ଘୋଷଣା କଲେ ପ୍ରଧାନମନ୍ତ୍ରୀ
December 23rd, 05:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି କେବାଡିଆଠାରେ ଅନୁଷ୍ଠିତ ଡିଜିପି/ଆଇଜିପି ସମ୍ମିଳନୀରେ ଜାତୀୟ ସଂହତି ପାଇଁ ପ୍ରତିବର୍ଷ ସର୍ଦ୍ଦାର ପଟେଲ ପୁରସ୍କାର ପ୍ରଦାନ କରାଯିବା ନେଇ ଘୋଷଣା କରିଛନ୍ତି । ଜାତୀୟ ସଂହତିକୁ ସୁଦୃଢ଼ କରିବା ଦିଗରେ ଅସାଧାରଣ ଓ ଉଲ୍ଲେଖନୀୟ ପ୍ରୟାସ ନିମନ୍ତେ ଏହି ପୁରସ୍କାର ପ୍ରଦାନ କରାଯିବ ।"କେଭାଡିଆଠାରେ ଡିଜିପି/ଆଇଜିପି ସମ୍ମିଳନୀର ବିଦାୟକାଳୀନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ "
December 22nd, 09:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆଠାରେ ଅନୁଷ୍ଠିତ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଏବଂ ମହାନିରୀକ୍ଷକ (ଆଇଜିପି)ମାନଙ୍କ ସମ୍ମିଳନୀର ବିଦାୟକାଳୀନ ସମାରୋହରେ ଉଦ୍ବୋଧନ ଦେଇଛନ୍ତି ।PM arrives at Kevadiya, attends Conference of DGsP and IGsP
December 21st, 09:57 pm
The Prime Minister, Shri Narendra Modi today arrived at Kevadiya in Gujarat, for the Conference of Director Generals of Police and Inspector Generals of Police.ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଓ ମହାନିରୀକ୍ଷକମାନଙ୍କ ସମ୍ମିଳନୀର ଊଦ୍ଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ;
January 08th, 05:22 pm
ଆଜି ତେକାନପୁରସ୍ଥିତ ବିଏସଏଫ ଏକାଡେମୀଠାରେ ଅନୁଷ୍ଠିତ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଏବଂ ମହାନିରୀକ୍ଷକ (ଆଇଜିପି)ମାନଙ୍କ ସମ୍ମିଳନୀର ବିଦାୟକାଳୀନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦ୍ବୋଧନ ଦେଇଥିଲେ ।ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 7, 2018
January 07th, 07:09 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ତେକାନପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ପୁଲିସ ମହାନିର୍ଦ୍ଦେଶକ ଓ ନିରୀକ୍ଷକଙ୍କ ସମ୍ମିଳନୀରେ ଯୋଗଦେଲେ
January 07th, 06:17 pm
ପୁଲିସ ମହାନିର୍ଦ୍ଦେଶକ ଏବଂ ନିରୀକ୍ଷକମାନଙ୍କ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ତେକାନପୁରସ୍ଥିତ ବିଏସଏଫ ଏକାଡେମୀରେ ପହଞ୍ଚିଛନ୍ତି ।ତେକାନପୁର ବିଏସଏଫ ଏକାଡେମୀଠାରେ ପୁଲିସ ମହାନିର୍ଦ୍ଦେଶକମାନଙ୍କ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
January 06th, 01:09 pm
ରାଜ୍ୟଗୁଡିକର ପୁଲିସ ମହାନିର୍ଦ୍ଦେଶକ ଏବଂ ମହାନିରୀକ୍ଷକମାନଙ୍କ ସମ୍ମିଳନୀ ଜାନୁୟାରୀ 7 ଓ 8 ତାରିଖ ଦୁଇଦିନ ଧରି ମଧ୍ୟପ୍ରଦେଶର ତେକାନପୁରର ବିଏସଏଫ ଏକାଡେମୀଠାରେ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।ସୋସିଆଲ ମିଡିଆ କର୍ଣ୍ଣର 27 ନଭେମ୍ବର 2016
November 27th, 07:12 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ । ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।