ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦ୍ୱାରା ଆନ୍ତର୍ଜାତିକ ଚିନ୍ତା ରୂପରେ ଜନସ୍ୱାସ୍ଥ୍ୟ ଜରୁରୀ ପରିସ୍ଥିତି ଘୋଷଣାକୁ ଦୃଷ୍ଟିରେ ରଖି ଏମପକ୍ସ ସ୍ଥିତି ଉପରେ ନଜର ରଖିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 18th, 07:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପରାମର୍ଶ କ୍ରମେ ତାଙ୍କର ପ୍ରମୁଖ ସଚିବ ଡକ୍ଟର ପିକେ ମିଶ୍ର ଦେଶରେ ଏମ-ପକ୍ସ ମୁକାବିଲା ପାଇଁ ପ୍ରସ୍ତୁତିର ସ୍ଥିତି ଏବଂ ଆନୁସଙ୍ଗିକ ଜନସ୍ୱାସ୍ଥ୍ୟ ପଦକ୍ଷେପର ସମୀକ୍ଷା କରିବା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଥିଲେ ।

କଳା ଜ୍ୱର ରୋଗ ହ୍ରାସ ପାଉଥିବାରୁ ପ୍ରଧାନମନ୍ତ୍ରୀଙ୍କ ସନ୍ତୋଷ ବ୍ୟକ୍ତ

January 06th, 05:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଳାଜ୍ୱର ରୋଗ ମାମଲା ହ୍ରାସ ପାଉଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି । କଳା ଜର ରୋଗ ସମ୍ପର୍କରେ ସେ ମନ କି ବାତ କାର୍ଯ୍ୟକ୍ରମର କିଛି ଅଂଶ ମଧ୍ୟ ଶ୍ରୀ ମୋଦୀ ଶେୟାର କରିଛନ୍ତି ।

ଜାମନଗର ଠାରେ ଡବ୍ଲୁଏଚଓ ଗ୍ଲୋବାଲ ସେଣ୍ଟର ଫର ଟ୍ରାଡିସନାଲ ମେଡିସିନର ଶିଳାନ୍ୟାସ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

April 19th, 03:49 pm

ମରିସସର ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ ଜୀ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଡାଇରେକ୍ଟର ଜେନେରାଲ ଟେଡ୍ରୋସ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଶ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଡକ୍ଟର ମନସୁଖ ମାଣ୍ଡଭିୟ, ଶ୍ରୀ ମୁଞ୍ଜପାରା ମହେନ୍ଦ୍ରଭାଇ, ଏଠାରେ ଉପସ୍ଥିତ ଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଉଣୀମାନେ ଏବଂ ଭଦ୍ର ବ୍ୟକ୍ତିମାନେ ।

ଜାମନଗରଠାରେ ପାରମ୍ପାରିକ ଔଷଧକୁ ବୈଶ୍ୱିକ କେନ୍ଦ୍ରର ଶିଳାନ୍ୟାସ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସମ୍ପନ୍ନ

April 19th, 03:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୯.୪.୨୦୨୧) ଗୁଜରାଟର ଜାମନଗରଠାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ) ବୈଶ୍ୱିକ ପାରମ୍ପାରିକ ଭେଷଜ କେନ୍ଦ୍ର (ଜିସିଟିଏମ୍‌) ଶିଳାନ୍ୟାସ କରିଛନ୍ତି । ମରିସସ୍ ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମହାନିର୍ଦ୍ଦେଶକ ଡକ୍ଟର ଟେଡ୍ରସ ଘାବିୟେସସ୍‌ଙ୍କ ଉପସ୍ଥିତିରେ ଏହି ଶିଳାନ୍ୟାସ କାର୍ଯ୍ୟ ସମ୍ପନ୍ନ ହୋଇଛି । ଜିସିଟିଏମ ବିଶ୍ୱରେ ପ୍ରଥମ ଓ ଏକମାତ୍ର ପାରମ୍ପରିକ ଭେଷଜ କେନ୍ଦ୍ର ହେବ । ଏହା ଆନ୍ତର୍ଜାତିକ ବୈଶ୍ୱିକ ସୁଧାର କେନ୍ଦ୍ର ଭାବେ ବିବେଚିତ ହେବ । ବଙ୍ଗଳାଦେଶ, ଭୁଟାନ, ନେପାଳର ପ୍ରଧାନମନ୍ତ୍ରୀ ଓ ମାଲଡାଭିସ ରାଷ୍ଟ୍ରପତିଙ୍କ ଭିଡିଓ ବାର୍ତ୍ତା ଏହି ଅବସରରେ ପ୍ରସାରିତ ହୋଇଥିଲା । କେନ୍ଦ୍ରମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡବ୍ୟ, ଶ୍ରୀ ସର୍ବାନନ୍ଦ ସୋନୱାଲ, ଶ୍ରୀ ମଞ୍ଜପାରା ମହେନ୍ଦ୍ର ଭାଇ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଏହି ଅବସରରେ ଉପସ୍ଥିତ ଥିଲେ ।

ଉତ୍ତରପ୍ରଦେଶରେ ନଅଟି ମେଡିକାଲ କଲେଜର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 25th, 10:31 am

ଉତ୍ତର ପ୍ରଦେଶର ରାଜ୍ୟାଳ ଶ୍ରୀମତୀ ଆନନ୍ଦୀ ବେନ ପଟେଲ ମହାଶୟା, ୟୁପିର ଯଶସ୍ୱୀ ଏବଂ କର୍ମଯୋଗୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, କେନ୍ଦ୍ରୀୟ ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭ୍ୟ ମହାଶୟ, ମଞ୍ଚ ଉପରେ ବିରାଜମାନ ୟୁପି ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ଅନ୍ୟ ଯେଉଁ ସ୍ଥାନମାନଙ୍କରେ ମେଡିକାଲ କଲେଜ ସ୍ଥାପିତ ହୋଇଛି, ସେଠାରେ ଉପସ୍ଥିତ ୟୁପି ସରକାରଙ୍କ ମନ୍ତ୍ରୀଗଣ, କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ସାଂସଦଗଣ, ବିଧାୟକ, ଅନ୍ୟ ଜନପ୍ରତିନିଧି, ଆଉ ମୋର ପ୍ରିୟ ଭାଇ ଓ ଭଉଣୀମାନେ,

ପ୍ରଧାନମନ୍ତ୍ରୀ ମୋଦି ଉତ୍ତରପ୍ରଦେଶର ସିଦ୍ଧାର୍ଥ ନଗରରେ ୯ ଟି ମେଡିକାଲ କଲେଜକୁ ଉଦଘାଟନ କରିଛନ୍ତି

October 25th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ସିଦ୍ଧାର୍ଥ ନଗରରେ ୯ ଟି ମେଡିକାଲ କଲେଜ ଉଦଘାଟନ କରିଛନ୍ତି । ଏହି ନଅଟି ମେଡିକାଲ କଲେଜ ସିଦ୍ଧାର୍ଥନଗର, ଏଟା, ହାରଦୋଇ, ପ୍ରତାପଗଡ, ଫତେପୁର, ଦେଓରିଆ, ଘାଜିପୁର, ମିର୍ଜାପୁର ଏବଂ ଜଉନପୁର ଜିଲ୍ଲାରେ ଅଛି । ଏହି ଅବସରରେ ଉତ୍ତରପ୍ରଦେଶର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।

ପାଦ ଓ ମୁଖ ରୋଗ ଓ ବୃସେଲୋସିଶ ଲାଗି ରାଷ୍ଟ୍ରୀୟ ପଶୁ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

September 09th, 06:17 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 11, 2019ରେ ମଥୁରାରେ ପାଦ ଓ ମୁଖ ରୋଗ ଓ ବୃସେଲୋସିଶ ପାଇଁ ରାଷ୍ଟ୍ରୀୟ ପଶୁ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃତ୍ରିମ ପ୍ରଜନନ କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ କରିବେ ।