You trusted BJD for 25 years, but it broke your trust at every step: PM Modi in Mayurbhanj, Odisha
May 29th, 01:30 pm
Prime Minister Narendra Modi addressed an enthusiastic public meeting in Mayurbhanj, Odisha with a vision of unprecedented development and transformation for the state and the country. PM Modi emphasized the achievements of the last decade under his leadership and laid out ambitious plans for the next five years, promising continued progress and prosperity for all Indians.PM Modi addresses public meetings in Mayurbhanj, Balasore and Kendrapara, Odisha
May 29th, 01:00 pm
Prime Minister Narendra Modi addressed enthusiastic public meetings in Mayurbhanj, Balasore and Kendrapara, Odisha with a vision of unprecedented development and transformation for the state and the country. PM Modi emphasized the achievements of the last decade under his leadership and laid out ambitious plans for the next five years, promising continued progress and prosperity for all Indians.Today, the youth of my village are social media heroes: PM Modi in Lohardaga
May 04th, 11:00 am
Prime Minister Narendra Modi addressed massive gathering Lohardaga, Jharkhand, where he highlighted the achievements of his government and warned against the dangers posed by the Congress and its allies. Speaking to the enthusiastic crowd, PM Modi emphasized the significance of each vote and the transformative impact it can have on the nation.PM Modi addresses public meetings in Palamu & Lohardaga, Jharkhand
May 04th, 10:45 am
Prime Minister Narendra Modi addressed massive gatherings in Palamu and Lohardaga, Jharkhand, where he highlighted the achievements of his government and warned against the dangers posed by the Congress and its allies. Speaking to the enthusiastic crowd, PM Modi emphasized the significance of each vote and the transformative impact it can have on the nation.BJP's resolution is to bring Chhattisgarh among top states in country and protect interests of poor, tribals and backward: PM Modi
November 02nd, 03:30 pm
Addressing the ‘Vijay Sankalp Maharally’ in Chhattisgarh’s Kanker today, Prime Minister Narendra Modi said, “BJP's resolve is to strengthen Chhattisgarh identity. BJP's resolve is to protect the interests of every poor, tribal and backward people. BJP's resolve is to bring Chhattisgarh among the top states of the country. Development cannot take place wherever there is Congress.”PM Modi addresses a public meeting in Kanker, Chhattisgarh
November 02nd, 03:00 pm
Addressing the ‘Vijay Sankalp Maharally’ in Chhattisgarh’s Kanker today, Prime Minister Narendra Modi said, “BJP's resolve is to strengthen Chhattisgarh identity. BJP's resolve is to protect the interests of every poor, tribal and backward people. BJP's resolve is to bring Chhattisgarh among the top states of the country. Development cannot take place wherever there is Congress.”The egoistic I.N.D.I Alliance, indulging in divisive politics intends to eradicate Sanatan Dharma: PM Modi
September 14th, 07:30 pm
Acknowledging a festive fervour across the country, PM Modi addressed a public rally in Raigarh, Chhattisgarh. PM Modi hailed the Indian scientists and their contribution for landing Chandrayaan-3 at the Moon’s South Pole, with India becoming the first country to achieve this feat. He also acknowledged the efforts of the 140 crore Indian people in making the hosting of the People’s G20 a successful endeavour.PM Modi addresses a public rally in Raigarh, Chhattisgarh
September 14th, 04:27 pm
Acknowledging a festive fervour across the country, PM Modi addressed a public rally in Raigarh, Chhattisgarh. PM Modi hailed the Indian scientists and their contribution for landing Chandrayaan-3 at the Moon’s South Pole, with India becoming the first country to achieve this feat. He also acknowledged the efforts of the 140 crore Indian people in making the hosting of the People’s G20 a successful endeavour.ପ୍ରତ୍ୟେକ ଭୋଟ ଆମକୁ ଆଗାମୀ ବିଧାନସଭା ନିର୍ବାଚନରେ ରେକର୍ଡ ବିଜୟ ହାସଲ କରିବା ସାହାଯ୍ୟ କରିବ : ଗାଜିପୁରରେ ପ୍ରଧାନମନ୍ତ୍ରୀ ମୋଦୀ
March 02nd, 12:40 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଗାଜିପୁରରେ ଜନସଭାକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଫସି ରହିଥିବା ନାଗରିକମାନଙ୍କୁ ସ୍ଥାନାନ୍ତର କରିବା ପ୍ରକ୍ରିୟାରେ ଭାରତ ଅଛି ବୋଲି ଆଲୋକପାତ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଅପରେସନ୍ ଗଙ୍ଗା ଅଧୀନରେ ଅନେକ ହଜାର ନାଗରିକଙ୍କୁ ଦେଶକୁ ଫେରାଇ ଅଣାଯାଇଛି। ଏହି ମିଶନକୁ ପ୍ରୋତ୍ସାହନ ଦେବା ପାଇଁ ଭାରତ ଏହାର ଚାରି ଜଣ କ୍ୟାବିନେଟ ମନ୍ତ୍ରୀଙ୍କୁ ମଧ୍ୟ ସେଠାକୁ ପଠାଇଛି । ବିପଦରେ ଥିବା ଭାରତୀୟମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ବାୟୁସେନା ମଧ୍ୟ ନିୟୋଜିତ କରାଯାଇଛି।ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରପ୍ରଦେଶର ସୋନଭଦ୍ରା ଏବଂ ଗାଜିପୁରରେ ପ୍ରଚାର ଅଭିଯାନ କରିଛନ୍ତି
March 02nd, 12:37 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ସୋନଭଦ୍ରାଠାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଫସି ରହିଥିବା ନାଗରିକମାନଙ୍କୁ ସ୍ଥାନାନ୍ତର କରିବା ପ୍ରକ୍ରିୟାରେ ଭାରତ ଅଛି ବୋଲି ଆଲୋକପାତ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଅପରେସନ୍ ଗଙ୍ଗା ଅଧୀନରେ ଅନେକ ହଜାର ନାଗରିକଙ୍କୁ ଦେଶକୁ ଫେରାଇ ଅଣାଯାଇଛି। ଏହି ମିଶନକୁ ପ୍ରୋତ୍ସାହନ ଦେବା ପାଇଁ ଭାରତ ଏହାର ଚାରି ଜଣ କ୍ୟାବିନେଟ ମନ୍ତ୍ରୀଙ୍କୁ ମଧ୍ୟ ସେଠାକୁ ପଠାଇଛି । ବିପଦରେ ଥିବା ଭାରତୀୟମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ବାୟୁସେନାକୁ ମଧ୍ୟ ନିୟୋଜିତ କରାଯାଇଛି।ମଧ୍ୟପ୍ରଦେଶର ଭୋପ।ଳରେ ଜନଜାତୀୟ ମହାସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 15th, 01:05 pm
ମଧ୍ୟପ୍ରଦେଶର ରାଜ୍ୟାଳ ଶ୍ରୀ ମଙ୍ଗୁଭାଇ ପଟେଲ ମହୋଦୟ, ଯିଏ ନିଜର ସମ୍ପୂର୍ଣ୍ଣ ଜୀବନ ଆଦିବାସୀଙ୍କ କଲ୍ୟାଣ ନିମନ୍ତେ ବିନିଯୋଗ କରିଛନ୍ତି । ସେ ଆଜୀବନ ଆଦିବାସୀଙ୍କ କଲ୍ୟାଣ ପାଇଁ ସାମାଜିକ ସଂଗଠନ ରୂପେ, ସରକାରରେ ମନ୍ତ୍ରୀ ଭାବେ ଏକ ସମର୍ପିତ ଆଦିବାସୀଙ୍କ ସେବକ ରୂପେ ରହିଥିଲେ । ଆଉ ମୁଁ ଗର୍ବ ଅନୁଭବ କରୁଛି ଯେ ମଧ୍ୟପ୍ରଦେଶର ପ୍ରଥମ ଆଦିବାସୀ ରାଜ୍ୟପାଳ, ଏହାର ସମ୍ମାନ ଶ୍ରୀ ମଙ୍ଗୁଭାଇ ପଟେଲଙ୍କ ଖାତାକୁ ଯାଉଛି।ଜନଜାତି ଗୌରବ ଦିବସ ମହାସମ୍ମିଳନୀ ଅବସରରେ ଜନଜାତୀୟ ଗୋଷ୍ଠୀଙ୍କ କଲ୍ୟାଣ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ବିବିଧ ପ୍ରୟାସ
November 15th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନଜାତୀୟ ଗୌରବ ଦିବସ ମହାସମ୍ମେଳନରେ ଜନଜାତୀୟ ସମ୍ପ୍ରଦାୟଙ୍କ କଲ୍ୟାଣ ନିମନ୍ତେ ଅନେକ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ଆଜି ଶୁଭାରମ୍ଭ କରିଛନ୍ତି । ମଧ୍ୟ ପ୍ରଦେଶରେ ପ୍ରଧାନମନ୍ତ୍ରୀ ଆଜି ‘ରାସନ ଆପକେ ଗ୍ରାମ’ ଯୋଜନାର ମଧ୍ୟ ଶୁଭାରମ୍ଭ କରିଛନ୍ତି । ସେ ମଧ୍ୟ ପ୍ରଦେଶରେ ସିକଲ ସେଲ ମିଶନକୁ ମଧ୍ୟ ଆନୁଷ୍ଠାନିକ ଭାବେ ଆରମ୍ଭ କରିଛନ୍ତି । ସେହିଭଳି ସମଗ୍ର ଦେଶରେ ଏକାସଙ୍ଗେ ୫୦ଟି ଏକଲବ୍ୟ ମଡ଼େଲ ଆବାସିକ ବିଦ୍ୟାଳୟର ଆଧାରଶିଳା ପ୍ରଧାନମନ୍ତ୍ରୀ ଆଜି ରଖିଛନ୍ତି । ଏହି ଅବସରରେ ମଧ୍ୟ ପ୍ରଦେଶ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ, ଡକ୍ଟର ବୀରେନ୍ଦ୍ର କୁମାର, ଶ୍ରୀ ନରେନ୍ଦ୍ର ସିଂହ ତୋମର, ଶ୍ରୀ ଜ୍ୟୋତିରାଦିତ୍ୟ ଏମ ସିନ୍ଧିଆ ତଥା କେନ୍ଦ୍ରୀୟ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲ୍ଲାଦ ଏସ ପଟେଲ, ଶ୍ରୀ ଫଗନ ସିଂହ କୁଲସ୍ତେ ଏବଂ ଡକ୍ଟର ଏଲ ମୁରୁଗନ ଉପସ୍ଥିତ ଥିଲେ ।Access to piped drinking water would improve the health of poor families: PM Modi
November 22nd, 11:31 am
PM Modi laid foundation stone of rural drinking water supply projects in Mirzapur and Sonbhadra districts of Vindhyachal region of Uttar Pradesh. He said under the Jal Jeevan Mission, the life of our mothers and sisters is getting easier due to easy water access at the comfort of their homes. He added a major benefit of this has also been reduction of many diseases.ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଗ୍ରାମୀଣ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
November 22nd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳ ଅନ୍ତର୍ଗତ ସୋନଭଦ୍ର ଜିଲ୍ଲାର ମିର୍ଜାପୁରଠାରେ ଗ୍ରାମୀଣ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଭିଡିଓ କନଫରେନ୍ସ ଜରିଆରେ ଶିଳାନ୍ୟାସ ସମାରୋହରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଜଳ ଓ ପରିମଳ କମିଟି/ପାଣି କମିଟିର ସଦସ୍ୟମାନଙ୍କ ସହ ମତ ବିନିମୟ ମଧ୍ୟ କରିଥିଲେ । କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂ ଶେଖାୱତ, ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ଥିଲେ ।BJP always delivers on its promises: PM Modi in Dhanbad
December 12th, 11:53 am
Amidst the ongoing election campaigning in Jharkhand, PM Modi’s rally spree continued as he addressed an election rally in Dhanbad today. The Prime Minister expressed his gratitude towards the people for their support and said the double-engine growth of Jharkhand became possible because the party was in power both at the Centre and in the state.ପ୍ରଧାନମନ୍ତ୍ରୀ ମୋଦୀ ଝାଡ଼ଖଣ୍ଡର ଧନବାଦରେ ଜନସଭାକୁ ସମ୍ବୋଧିତ କରିଛନ୍ତି
December 12th, 11:52 am
ଝାଡ଼ଖଣ୍ଡରେ ଚାଲିଥିବା ନିର୍ବାଚନ ପ୍ରଚାର ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ରାଲିର କାର୍ଯ୍ୟକ୍ରମ ଜାରି ରଖି ଆଜି ଧନବାଦରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଜନତାଙ୍କ ସମର୍ଥନ ପାଇଁ ସେମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ଏବଂ କହିଛନ୍ତି ଯେ ଝାଡ଼ଖଣ୍ଡର ଡବଲ ଇଞ୍ଜିନ ବିକାଶ ସମ୍ଭବ ହୋଇଯାଇଛି କାରଣ ଦଳ ଉଭୟ କେନ୍ଦ୍ର ଏବଂ ରାଜ୍ୟରେ ସତ୍ତାରେ ରହିଛି ।BJP Govt will protect Jharkhand’s ‘Jal’, ‘Jungle’, ‘Jameen’: PM Modi in Khunti
December 03rd, 04:05 pm
Prime Minister Shri Narendra Modi today held previous unstable governments responsible for Naxalism in Jharkhand. PM Modi was in Khunti, Jharkhand to address public meetings for the second phase of the Assembly election, which will be held on 7 December.PM Modi addresses public meetings in Khunti & Jamshedpur, Jharkhand
December 03rd, 04:00 pm
Prime Minister Shri Narendra Modi today held previous unstable governments responsible for Naxalism in Jharkhand. PM Modi was in Khunti and Jamshedpur, Jharkhand to address public meetings for the second phase of the Assembly election, which will be held on 7 December.ନୀତି ଆୟୋଗ ପରିଚାଳନା ପରିଷଦର ତୃତୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ଅଭିଭାଷଣ
April 23rd, 06:52 pm
୨୦୨୨ରେ ଭାରତ ସ୍ୱାଧୀନତାର ୭୫ ବର୍ଷ ପୂରଣ କରିବାକୁ ଯାଉଥିବାରୁ ଆମ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ୱପ୍ନର ଭାରତ ଗଠନ ଲାଗି ରାଜ୍ୟ ସରକାରଗୁଡ଼ିକ କେନ୍ଦ୍ର ସରକାରଙ୍କ ସହ ‘ଟିମ୍ ଇଣ୍ଡିଆ’ ଭାବେ କାର୍ଯ୍ୟ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆହ୍ୱାନ ଜଣାଇଛନ୍ତି । ନୀତି ଆୟୋଗ ପରିଚାଳନା ପରିଷଦର ତୃତୀୟ ବୈଠକରେ ଉଦଯାପନୀ ଅଭିଭାଷଣ ରଖି ପ୍ରଧାନମନ୍ତ୍ରୀ ରାଜ୍ୟ ସରକାର, ସ୍ଥାନୀୟ ପ୍ରଶାସନ ଏବଂ ସମସ୍ତ ବେସରକାରୀ ସଂସ୍ଥାଗୁଡ଼ିକୁ ମିଳିତ ଭାବେ ୨୦୨୨ ପାଇଁ ସ୍ୱତନ୍ତ୍ର ଲକ୍ଷ୍ୟ ନିର୍ଦ୍ଧାରଣ କରିବା ଏବଂ ତାହାକୁ ପୂରଣ କରିବା ଦିଗରେ କାର୍ଯ୍ୟ କରିବା ଲାଗି ଆହ୍ୱାନ ଜଣାଇଥିଲେ ।