୨୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ୫୦୮ଟି ରେଳ ଷ୍ଟେସନର ପୁନର୍ବିକାଶର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 06th, 11:30 am

ନମସ୍କାର, ଦେଶର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, କାର୍ଯ୍ୟକ୍ରମରେ ଦେଶର କୋଣ ଅନୁକୋଣରୁ ଯୋଡ଼ି ହୋଇଥିବା କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟାନ୍ୟ ସଦସ୍ୟଗଣ, ବିଭିନ୍ନ ରାଜ୍ୟମାନଙ୍କର ରାଜ୍ୟପାଳଗଣ, ମୁଖ୍ୟମନ୍ତ୍ରୀଗଣ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଅନ୍ୟ ସମସ୍ତ ମହାନୁଭବ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ସମଗ୍ର ଦେଶର ୫୦୮ ରେଳ ଷ୍ଟେସନର ପୁନଃବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ

August 06th, 11:05 am

ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାରା ଦେଶରେ ୫୦୮ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ୨୪,୪୭୦ କୋଟିରୁ ଅଧିକ ଟଙ୍କା ମୂଲ୍ୟରେ ପୁନଃ ବିକାଶ ହେବାକୁ ଥିବା ଏହି ୫୦୮ ଷ୍ଟେସନ ୨୭ ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ରହିଛି, ସେଥିମଧ୍ୟରେ ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ୫୫ଟି କରି, ବିହାରରେ ୪୯, ମହାରାଷ୍ଟ୍ରରେ ୪୪, ପଶ୍ଚିମବଙ୍ଗରେ ୩୭, ମଧ୍ୟପ୍ରଦେଶରେ ୩୪, ଅ।ସାମରେ ୩୨, ଓଡିଶାରେ ୨୫, ପଞ୍ଜାବରେ ୨୨, ଗୁଜୁରାଟ ଏବଂ ତେଲେଙ୍ଗାନାରେ ୨୧ଟି କରି, ଝାଡଡଖଣ୍ଡରେ ୨୦, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ୧୮ଟି କରି, ହରିୟାଣାରେ ୧୫, କର୍ଣ୍ଣାଟକରେ ୧୩ ଟି ରହିଛି ।

ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଛାଡ଼ିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

May 29th, 12:22 pm

ଆସାମର ରାଜ୍ୟପାଳ ଶ୍ରୀମାନ ଗୁଲାବ ଚାନ୍ଦ କଟାରିୟା ଜୀ, ମୁଖ୍ୟମନ୍ତ୍ରୀ ଭାଇ ହେମନ୍ତ ବିଶ୍ୱା ଶର୍ମା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସଦସ୍ୟ ଅଶ୍ୱିନୀ ବୈଷ୍ଣବ ଜୀ, ସର୍ବାନନ୍ଦ ସୋନୱାଲ ଜୀ, ରାମେଶ୍ୱର ତେଲି ଜୀ, ନିଶିଥ ପରମାଣିକ ଜୀ, ଜନ୍ ବାରଲା ଜୀ, ଅନ୍ୟ ସମସ୍ତ ମନ୍ତ୍ରୀଗଣ, ସାଂସଦ ଗଣ, ବିଧାୟକ ଏବଂ ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ,

ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

May 29th, 12:21 pm

ପ୍ରଧାନମନ୍ତ୍ରୀ ଆଜି (୨୯-୦୫-୨୦୨୩) ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ଆଭାସୀ ମାଧ୍ୟମରେ ପତାକା ଦେଖାଇ ଯାତ୍ରାରମ୍ଭ କରିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଗୌହାଟୀ ସହ ନ୍ୟୁ ଜଳପାଇଗୁଡ଼ିକୁ ଯୋଡ଼ିବ ଓ ଏହାର ଯାତ୍ରା ଅବଧି ସାଢ଼େ ପାଞ୍ଚ ଘଣ୍ଟା ରହିବ । ପ୍ରଧାନମନ୍ତ୍ରୀ ମଧ୍ୟ ୧୮୨ କିଲୋମିଟର ଦୀର୍ଘ ବିଦ୍ୟୁତକରଣ ହୋଇଥିବା ରେଳପଥ ସେକ୍ସନ ଜାତି ଉଦେଶ୍ୟରେ ଉତ୍ସର୍ଗ କରିବା ସହ ଆସାମର ଲାମଡିଙ୍ଗ ଠାରେ ନବନିର୍ମିତ ଡେମୁ/ମେମୁର ମଧ୍ୟ ଉଦଘାଟନ କରିଥିଲେ ।

ଭୋପାଳ ଏବଂ ନୂଆଦିଲ୍ଲୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 01st, 03:51 pm

ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଭାଇ ଶିବରାଜ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ମହାଶୟ, ଅନ୍ୟ ସମସ୍ତ ମହାନୁଭବ, ଆଉ ବିଶାଳ ସଂଖ୍ୟାରେ ଆସିଥିବା ଭୋପାଳର ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ମଧ୍ୟପ୍ରଦେଶର ଭୋପାଳ କମଳାପତି ଷ୍ଟେସନଠାରେ ପ୍ରଧାନମନ୍ତ୍ରୀ ପତାକା ଦେଖାଇ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରାର କଲେ ଶୁଭାରମ୍ଭ

April 01st, 03:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୦୧.୦୪.୨୦୨୩) ମଧ୍ୟପ୍ରଦେଶର ଭୋପାଳସ୍ଥିତ ରାଣୀକମଳପତି ଷ୍ଟେସନରୁ ଭୋପାଳ-ନୂଆଦିଲ୍ଲୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ ସ୍ଥଳରେ ପହଞ୍ଚି ରାଣୀ କମଳାପତି -ନୂଆଦିଲ୍ଳୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ନିରୀକ୍ଷଣ କରିବା ସହ ପିଲା ଓ ଟ୍ରେନର କର୍ମଚାରୀଙ୍କ ସହ ମତ ବିନିମୟ କରିଥିଲେ ।

This nation belongs to each and every Indian: PM Modi

April 17th, 02:37 pm

At Dadra and Nagar Haveli, PM Modi inaugurated several government projects, distributed sanction letters to beneficiaries of PMAY Gramin and Urban, and gas connections to beneficiaries of Ujjwala Yojana. PM Modi also laid out his vision of a developed India by 2022 where everyone has own houses. PM Modi also emphasized people to undertake digital transactions and make mobile phones their banks.

ପ୍ରଧାନମନ୍ତ୍ରୀ ଦାଦ୍ରା ଓ ନଗର ହାବେଳୀରେ ସରକାରୀ ପ୍ରକଳ୍ପ ସମୂହକୁ କଲେ ଉଦ୍ଘାଟନ

April 17th, 02:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦାଦ୍ରା ଓ ନଗର ହାବେଳୀର ସିଲଭାସାଠାରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିମଧ୍ୟରେ ରହିଛି ସରକାରୀ କୋଠା, ସୌର ପ୍ରକଳ୍ପ, ଜନ ଔଷଧୀ କେନ୍ଦ୍ର ଏବଂ ପାସପୋର୍ଟ ସେବା କେନ୍ଦ୍ର ।