ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ବସ୍ଥ୍ୟସେବା କର୍ମଚାରୀଙ୍କ ସହ ମତ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 18th, 10:31 am
ଗୋଆର ଉର୍ଜାବାନ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରମୋଦ ସାୱନ୍ତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ, ଗୋଆର ସୁପୁତ୍ର ଶ୍ରୀପଦ ନାୟକ ମହାଶୟ, କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ପରିଷଦରେ ମୋର ସହକର୍ମୀ ଡକ୍ଟର ଭାରତୀ ପାୱାର ମହାଶୟା, ଗୋଆର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକ, ଅନ୍ୟ ଜନ ପ୍ରତିନିଧି, ସମସ୍ତ କରୋନା ଯୋଦ୍ଧା, ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ବାର୍ତ୍ତାଳାପ କଲେ
September 18th, 10:30 am
ଗୋଆରେ ସମସ୍ତ ପ୍ରାପ୍ତ ବୟସ୍କ ଲୋକଙ୍କର ୧୦୦% ଟିକାକରଣ ଶେଷ ହେବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ କନଫରେନ୍ସ ଜରିଆରେ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।ହିମାଚଳ ପ୍ରଦେଶରେ ସ୍ୱାସ୍ଥ୍ୟକର୍ମୀ ଏବଂ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ କଥାବାର୍ତାର ମୁଖ୍ୟାଂଶ
September 06th, 11:01 am
ହିମାଚଳ ପ୍ରଦେଶ ଆଜି ମତେ କେବଳ ପ୍ରଧାନ ସେବକ ଭାବରେ ନହେଁ, ବରଂ ଜଣେ ପରିବାର ସଦସ୍ୟ ଭାବରେ ମଧ୍ୟ ଗର୍ବିତ ହେବାର ସୁଯୋଗ ଦେଇଛି । ମୁଁ ଛୋଟ ଛୋଟ ସୁବିଧା ପାଇଁ ସଂଘର୍ଷରତ ହିମାଚଳକୁ ବି ଦେଖିଛି ଏବଂ ଆଜି ବିକାଶର ଗାଥା ଲେଖୁଥିବା ହିମାଚଳକୁ ମଧ୍ୟ ଦେଖୁଛି । ଏସବୁ ଦେବୀ ଦେବତାଙ୍କ ଆଶୀର୍ବାଦରୁ, ହିମାଚଳ ସରକାରଙ୍କ କର୍ମକୁଶଳତାରୁ ଏବଂ ହିମାଚଳର ପ୍ରତ୍ୟେକ ବ୍ୟକ୍ତିଙ୍କର ସଚେତନତା ଯୋଗୁଁ ସମ୍ଭବ ହୋଇ ପାରିଛି । ଯେଉଁମାନଙ୍କ ସହ ମତେ କଥାବାର୍ତା କରିବାର ସୁଯୋଗ ମିଳିଲା ଏବଂ ଯେଉଁଭଳି ଭାବରେ ସେମାନେ ସମସ୍ତେ ନିଜ ନିଜ କଥାସବୁ ବଖାଣିଲେ ସେଥିପାଇଁ ମୁଁ ପୁଣି ଥରେ ସେମାନଙ୍କୁ କୃତଜ୍ଞତା ଜଣାଉଛି । ମୁଁ ସମଗ୍ର ଟିମକୁ ଧନ୍ୟବାଦ ଦେଉଛି । ହିମାଚଳ ଏକ ଟିମ ଭାବରେ କାମ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛି । ମୋ ତରଫରୁ ଆପଣ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା!!ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶର ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ବାର୍ତ୍ତାଳାପ କଲେ
September 06th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଙ୍ଗ ଜରିଆରେ ହିମାଚଳ ପ୍ରଦେଶର ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି । ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଶ୍ରୀ ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର, ସାଂସଦ, ବିଧାୟକ, ପଞ୍ଚାୟତ ନେତାଙ୍କ ସମେତ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।ଗତ 7 ବର୍ଷ ମଧ୍ୟରେ ଆମେ ସମସ୍ତେ 'ଟିମ୍ ଇଣ୍ଡିଆ' ଭାବେ କାର୍ଯ୍ୟ କରିଛୁ : ମନ୍ କି ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
May 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆହ୍ୱାନ ଯେତେ ବଡ଼ ହୋଇଥାଉ ନା କାହିଁକି, ଭାରତର ବିଜୟ ସଂକଳ୍ପ ମଧ୍ୟ ସର୍ବଦା ସେତିକି ବିଶାଳ ହୋଇଛି । ଦେଶର ସାମୁହିକ ଶକ୍ତି ଏବଂ ଆମର ସେବା ମନୋଭାବ ଦେଶକୁ ପ୍ରତ୍ୟେକ ବିପର୍ଯ୍ୟୟରୁ ଉଦ୍ଧାର କରିଛି । ବିଗତ ଦିନମାନଙ୍କରେ ଆମେ ଦେଖିଲୁ, କେଉଁଭଳି ଭାବେ ଆମ ଡାକ୍ତରମାନେ, ନର୍ସମାନେ ଏବଂ ଅଗ୍ରଣୀ କରୋନା ଯୋଦ୍ଧାମାନେ ନିଜ କଥା ଚିନ୍ତା ନ କରି ଦିନରାତି କାମ କଲେ ଏବଂ ଆଜି ମଧ୍ୟ କରୁଛନ୍ତି । ଏମାନଙ୍କ ମଧ୍ୟରେ ଅନେକ ଏଭଳି ମଧ୍ୟ ଅଛନ୍ତି, ଯେଉଁମାନଙ୍କର କରୋନା ଦ୍ୱିତୀୟ ଲହରୀ ସହ ସଂଗ୍ରାମରେ ଭୂମିକା ଖୁବ୍ ଗୁରୁତ୍ୱପୂର୍ଣ୍ଣ ରହିଛି । ଏହି କରୋନା ଯୋଦ୍ଧାମାନଙ୍କ ସମ୍ପର୍କରେ ଆଲୋଚନା କରିବା ପାଇଁ ମନ୍ କି ବାତ୍ ର ଅନେକ ଶ୍ରୋତା ନମୋ ଆପ୍ ଏବଂ ଚିଠି ମାଧ୍ୟମରେ ମୋତେ ଅନୁରୋଧ କରିଛନ୍ତି ।ଦେଶବ୍ୟାପୀ କୋଭିଡ୍-୧୯ ଟିକାକରଣ ଅଭିଯାନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 16th, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଦେଶବ୍ୟାପୀ କୋଭିଡ-19 ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଦେଶର କୋଣଅନୁକୋଣରେ ପହଞ୍ଚିବାକୁ ଥିବା ଏହା ହେଉଛି ବିଶ୍ୱର ସର୍ବବୃହତ ଟୀକାକରଣ କାର୍ଯ୍ୟକ୍ରମ । ଏହାର ଶୁଭାରମ୍ଭ ଅବସରରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର 3006ରୁ ଊର୍ଦ୍ଧ୍ୱ ଟୀକାକରଣ କେନ୍ଦ୍ର ଭର୍ଚୁଆଲ ମାଧ୍ୟମରେ ଯୋଡ଼ି ହୋଇଥିଲେ ।ଦେଶବ୍ୟାପୀ କୋଭିଡ-19 ଟୀକାକରଣ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
January 16th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଦେଶବ୍ୟାପୀ କୋଭିଡ-19 ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଦେଶର କୋଣଅନୁକୋଣରେ ପହଞ୍ଚିବାକୁ ଥିବା ଏହା ହେଉଛି ବିଶ୍ୱର ସର୍ବବୃହତ ଟୀକାକରଣ କାର୍ଯ୍ୟକ୍ରମ । ଏହାର ଶୁଭାରମ୍ଭ ଅବସରରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର 3006ରୁ ଊର୍ଦ୍ଧ୍ୱ ଟୀକାକରଣ କେନ୍ଦ୍ର ଭର୍ଚୁଆଲ ମାଧ୍ୟମରେ ଯୋଡ଼ି ହୋଇଥିଲେ ।ଗୁଜରାଟର ରାଜକୋଟଠାରେ ଏମ୍ସର ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 31st, 11:34 am
କେମିତି ଅଛନ୍ତି, ଗୁଜରାଟରେ ଥଣ୍ଡା–ଫଣ୍ଡା ହେଉଛି କି ନାହିଁ, ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ବିଜୟ ରୂପାଣୀ ମହାଶୟ, ବିଧାନସଭା ବାଚସ୍ପତି ଶ୍ରୀ ରାଜେନ୍ଦ୍ର ତ୍ରିବେଦୀ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ମହାଶୟ, ଉପ–ମୁଖ୍ୟମନ୍ତ୍ରୀ ଭାଇ ନୀତିନ ପଟେଲ ମହାଶୟ, ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଶ୍ରୀମାନ ଅଶ୍ୱିନୀ ଚୌବେ ମହାଶୟ, ମନସୁଖ ଭାଇ ମାଣ୍ଡଭିୟା ମହାଶୟ, ପୁରୁଷୋତମ ରୂପାଲା ମହାଶୟ, ଗୁଜରାଟ ସରକାରରେ ମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ସିଂହ ଚୁଡାସମା ମହାଶୟ, ଶ୍ରୀ କିଶୋର କନାନୀ ମହାଶୟ, ଅନ୍ୟ ସମସ୍ତ ମନ୍ତ୍ରୀଗଣ, ସାଂସଦଗଣ, ଧାରାସଭ୍ୟଗଣ, ଅନ୍ୟ ସମସ୍ତ ମହାନୁଭବ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ରାଜକୋଟ ଏମ୍ସର ଭିତ୍ତିପ୍ରସ୍ତର ସ୍ଥାପ
December 31st, 11:33 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଗୁଜରାଟର ରାଜକୋଟଠାରେ ନିର୍ମିତ ହେବାକୁ ଥିବା ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ ବା ଏମ୍ସର ଶିଳାନ୍ୟାସ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣି ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା ବିରୋଧୀ ସଂଗ୍ରାମରେ ସାମିଲ ହୋଇଥିବା ନିୟୁତ ନିୟୁତ ଚିକିତ୍ସକ, ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଏବଂ ଅନ୍ୟାନ୍ୟ ସମ୍ମୁଖ ଧାଡିର କରୋନା ଯୋଦ୍ଧାଙ୍କୁ ମନେ ପକାଇଛନ୍ତି । ନିଜ ଜୀବନକୁ ବିପନ୍ନ କରି ମାନବ ସମାଜକୁ ସୁରକ୍ଷିତ ରଖିବା ପାଇଁ ନିରନ୍ତର କାର୍ଯ୍ୟ କରି ଆସୁଥିବା ଏହି ଯୋଦ୍ଧାମାନଙ୍କର ଅବଦାନକୁ ପ୍ରଧାନମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି । ଏହାଛଡା କରୋନା ମହାମାରୀକାଳରେ ବୈଜ୍ଞାନିକଗଣ ଯେଉଁ ଅବଦାନ ରଖିଛନ୍ତି ଏବଂ ବିଶେଷକରି ଯେଉଁ ଲୋକମାନେ ଗରିବ ଲୋକଙ୍କ ଘରେ ପହଞ୍ଚି ସେମାନଙ୍କୁ ଖାଦ୍ୟ ଯୋଗାଇ ଦେଇଛନ୍ତି ସେମାନଙ୍କ ଭୂମିକାକୁ ମଧ୍ୟ ଭୂରିଭୂରି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ।Better connectivity benefits tourism sector the most: PM Modi
December 07th, 12:21 pm
PM Narendra Modi on Monday inaugurated the construction of the Agra metro project via video conferencing. He said Agra has always had a very ancient identity but now with new dimensions of modernity, the city has joined the 21st century. He added in the six years after 2014, more than 450km of metro lines have become operational in the country and about 1000km of metro lines are in progress.PM inaugurates construction work of Agra Metro project in Agra
December 07th, 12:20 pm
PM Narendra Modi on Monday inaugurated the construction of the Agra metro project via video conferencing. He said Agra has always had a very ancient identity but now with new dimensions of modernity, the city has joined the 21st century. He added in the six years after 2014, more than 450km of metro lines have become operational in the country and about 1000km of metro lines are in progress.Vaccination campaign will kickstart in India as soon as the vaccine is approved by the scientists: PM
December 04th, 01:01 pm
PM Modi chaired a virtual meeting with leaders of all parties to discuss Covid-19 situation in the country. He said three vaccines are in trial stage in India and when ready, healthcare and frontline workers, and elderly persons with serious ailments will be given priority in vaccination.PM holds All Party Meeting to discuss Covid-19 vaccination strategy
December 04th, 01:00 pm
PM Modi chaired a virtual meeting with leaders of all parties to discuss Covid-19 situation in the country. He said three vaccines are in trial stage in India and when ready, healthcare and frontline workers, and elderly persons with serious ailments will be given priority in vaccination.ଉତ୍ତର ପ୍ରଦେଶର ପିଏମ ସ୍ୱନିଧି ଯୋଜନା ହିତାଧିକାରୀମାନଙ୍କ ସହିତ ଭାବବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 27th, 10:35 am
ପୂର୍ବରୁ ଚାକିରି ପେସାରେ ଥିବା ଲୋକମାନଙ୍କୁ ମଧ୍ୟ ଋଣ ନେବା ପାଇଁ ବ୍ୟାଙ୍କ ଦ୍ୱାରକୁ ବାରମ୍ବାର ଦୌଡ଼ିବାକୁ ପଡ଼ୁଥିଲା। ଗରିବ ଜନତା, ଉଠାଦୋକାନୀ ବ୍ୟାଙ୍କ ଭିତରକୁ ଯିବା ଲାଗି ସାହସ ମଧ୍ୟ କରିପାରୁନଥିଲେ । କିନ୍ତୁ ଆଜି ବ୍ୟାଙ୍କଗୁଡ଼ିକ ନିଜ ଆଡ଼ୁ ପଦକ୍ଷେପ ନେଉଛନ୍ତି । ବିନାକୌଣସି ଧାଁ ଧପଡ଼ରେ ନିଜ କାମ ଆରମ୍ଭ କରିବା ଲାଗି ଋଣ ମିଳୁଛି । ଆପଣମାନଙ୍କ ମୁଖମଣ୍ଡଳରେ ଖୁସି ଦେଖି ମୁଁ ମଧ୍ୟ ଅତ୍ୟନ୍ତ ସନ୍ତୋଷ ଅନୁଭବ କରୁଛି । ଆପଣମାନଙ୍କୁ ଆପଣଙ୍କ କାମ ପାଇଁ, ଆତ୍ମନିର୍ଭର ହୋଇ ଆଗକୁ ବଢ଼ିବା ଲାଗି, ଉତ୍ତର ପ୍ରଦେଶ ଏବଂ ଦେଶକୁ ଆଗକୁ ନେବା ଲାଗି ମୁଁ ଅନେକ ଅନେକ ଶୁଭକାମନା ଜଣାଉଛି ।PM Modi interacts with beneficiaries of PM SVANidhi Scheme from Uttar Pradesh
October 27th, 10:34 am
PM Narendra Modi interacted with beneficiaries of PM SVANIDHI Yojana from Uttar Pradesh through video conferencing. The Prime Minister said for the first time since independence street vendors are getting unsecured affordable loans. He said the maximum applications of urban street vendors have come from UP.ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟରେ ତିନୋଟି ପ୍ରମୁଖ ପ୍ରକଳ୍ପ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 24th, 10:49 am
ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ନିତିନ ପଟେଲ ମହାଶୟ, ଗୁଜରାଟ ଭାଜପା ପ୍ରଦେଶ ଅଧ୍ୟକ୍ଷ ଏବଂ ସାଂସଦ, ଶ୍ରୀ ସି. ଆର. ପାଟିଲ ମହାଶୟ, ଅନ୍ୟ ସମସ୍ତ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ମୋର କୃଷକ ସାଥୀମାନେ, ଗୁଜରାଟର ସମସ୍ତ ଭାଇ ଓ ଭଉଣୀମାନେ!ଗୁଜରାଟରେ 3ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
October 24th, 10:48 am
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଦ୍ୱାରା ଗୁଜରାଟର ଚାଷୀମାନଙ୍କ ପାଇଁ କିଷାନ ସୂର୍ଜ୍ୟୋଦୟ ଯୋଜନା ଉଦ୍ଘାଟିତ ହୋଇଛି । ଏହି ଯୋଜନାରେ ଚାଷୀମାନଙ୍କୁ 16 ଘଣ୍ଟା ପର୍ଯ୍ୟନ୍ତ ଦୈନିକ ବିଜୁଳି ଯୋଗାଇ ଦିଆଯିବ । ସେ ମଧ୍ୟ ୟୁଏନ୍ ମେହେତା ହୃଦ୍ରୋଗ ଓ ଗବେଷଣା ପ୍ରତିଷ୍ଠାନ ସହିତ ସଂଯୁକ୍ତ ଥିବା ଏକ ଶିଶୁ ହୃଦ୍ ଚିକିତ୍ସାଳୟକୁ ଉଦ୍ଘାଟନ କରିଛନ୍ତି । ଏହା ସହିତ ଟେଲି କାର୍ଡିଓଲଜି ସେବା ଯୋଗାଣ ପାଇଁ ଅହମ୍ମଦାବାଦ ସିଭିଲ ହସ୍ପିଟାଲରେ ଏକ ମୋବାଇଲ ଆପ୍ଳିକେସନର ଶୁଭାରମ୍ଭ କରିଛନ୍ତି । ଏହାଛଡା ଗିରନାରଠାରେ ନବନିର୍ମିତ ଏକ ରଜୁପଥ ବା ରୋପୱେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି ।PM launches public movement and appeals everyone to unite in fight against corona
October 08th, 11:07 am
PM Modi launched a public movement today and appealed everyone to unite in the fight against Coronavirus. The campaign is being launched with the aim to encourage people’s participation. Under the campaign, a COVID-19 pledge will be taken by all. A concerted action plan will be implemented by Central Government Ministries/ Departments and State Governments/ Union Territories.କୃଷି ବିଲ ଛୋଟ ଏବଂ ସୀମାନ୍ତ କୃଷକମାନଙ୍କୁ ସବୁଠାରୁ ଅଧିକ ଲାଭାନ୍ୱିତ କରିବ: ପ୍ରଧାନମନ୍ତ୍ରୀ ମୋଦୀ
September 25th, 11:10 am
ଦୀନ ଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ଅବସରରେ ଏକ କାର୍ଯ୍ୟକ୍ରମରେ ବିଜେପି କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, ଭାରତକୁ ଏକବିଂଶ ଶତାବ୍ଦୀର ବିଶ୍ୱ ନେତା ଭାବେ ପରିଣତ କରିବା ପାଇଁ ଆଜି ଯାହା ଘଟୁଛି, ତାହାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କର ପ୍ରମୁଖ ଯୋଗଦାନ ରହିଛି । ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ନୂତନ କୃଷି ବିଲ ଉପରେ ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ରହିଛି ।ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ବିଜେପି କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରିଛନ୍ତି
September 25th, 11:09 am
ଦୀନ ଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ଅବସରରେ ଏକ କାର୍ଯ୍ୟକ୍ରମରେ ବିଜେପି କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, ଭାରତକୁ ଏକବିଂଶ ଶତାବ୍ଦୀର ବିଶ୍ୱ ନେତା ଭାବେ ପରିଣତ କରିବା ପାଇଁ ଆଜି ଯାହା ଘଟୁଛି, ତାହାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କର ପ୍ରମୁଖ ଯୋଗଦାନ ରହିଛି । ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ନୂତନ କୃଷି ବିଲ ଉପରେ ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ରହିଛି ।