Divisive politics of Congress kept the poor and backward people away from getting their basic needs fulfilled: PM Modi in Kaprada

November 06th, 03:27 pm

Prime Minister Narendra Modi today, addressed a public meeting at Kaprada, Gujarat. PM Modi started his address by highlighting the rare achievement of the BJP government to remain in service for such a long time and that the people have bestowed their trust in the political party. PM Modi also highlighted how the tribals of the area reaped the benefits from the development that has happened in Gujarat.

ପ୍ରଧାନମନ୍ତ୍ରୀ ମୋଦୀ ଗୁଜୁରାଟର କାପ୍ରଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି

November 06th, 03:26 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟର କାପ୍ରଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ଏତେ ଦିନ ଧରି ସେବାରେ ରହିବା ନେଇ ବିଜେପି ସରକାରଙ୍କ ବିରଳ ସଫଳତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ ଏବଂ ଲୋକମାନେ ରାଜନୈତିକ ଦଳ ଉପରେ ବିଶ୍ୱାସ ପ୍ରଦାନ କରିଛନ୍ତି। ଗୁଜୁରାଟରେ ହୋଇଥିବା ବିକାଶରୁ ଏହି ଅଞ୍ଚଳର ଆଦିବାସୀମାନେ କିପରି ଲାଭ ପାଇଲେ ତାହା ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀ ଆଲୋକପାତ କରିଥିଲେ ।

Welfare of tribal communities is our foremost priority: PM Modi in Vyara, Gujarat

October 20th, 03:33 pm

PM Modi laid the foundation stone of multiple development initiatives in Vyara, Tapi. He said that the country has seen two types of politics regarding tribal interests and the welfare of tribal communities. On the one hand, there are parties which do not care for tribal interests and have a history of making false promises to the tribals while on the other hand there is a party like BJP, which always gave top priority to tribal welfare.

ଗୁଜୁରାଟର ଭାୟାରା, ତାପିରେ ୧୯୭୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ

October 20th, 03:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାପି ର ଭାୟାରା ଠାରେ ୧୯୭୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପଗୁଡିକରେ ବିଚ୍ଚିନ୍ନ ଯୋଗାଯୋଗର ର୍ନିମାଣ ସହିତ ସାପୁତାରା ଠାରୁ ଷ୍ଟାଚ୍ୟୁ ଅଫ୍ ୟୁନିଟି ପର୍ଯ୍ୟନ୍ତ ରାସ୍ତାର ଉନ୍ନତିକରଣ ଏବଂ ତାପି ଏବଂ ନର୍ମଦା ଜିଲ୍ଲାରେ ୩୦୦ କୋଟିରୁ ଅଧିକ ମୂଲ୍ୟର ଜଳ ଯୋଗାଣ ପ୍ରକଳ୍ପ ଅନ୍ତର୍ଭୁକ୍ତ ।

Congress is least bothered about the nation, says PM Modi

December 06th, 01:00 pm

Prime Minister Narendra Modi addressed public meetings at Dhandhuka, Dahod and Netrang in Gujarat. He attacked the Congress for politicizing Ram Mandir issue by linking it with the elections in 2019.