ପ୍ରଯୁକ୍ତିବିଦ୍ୟାକୁ ଏକୀକୃତ କରିବା ପାଇଁ ଭାରତ ସ୍ୱାସ୍ଥ୍ୟ କ୍ଷେତ୍ରରେ ସକ୍ରିୟ ଭାବେ କାର୍ଯ୍ୟ କରୁଛି : ପ୍ରଧାନମନ୍ତ୍ରୀ

November 20th, 05:02 am

ଏକ ସୁସ୍ଥ ପୃଥିବୀ ହିଁ ଏକ ଉତ୍ତମ ପୃଥିବୀ ବୋଲି ଆଲୋକପାତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି ଯେ ପ୍ରଯୁକ୍ତିବିଦ୍ୟାକୁ ଏକୀକୃତ କରିବା ପାଇଁ ଭାରତ ସ୍ୱାସ୍ଥ୍ୟ କ୍ଷେତ୍ରରେ ସକ୍ରିୟ ଭାବେ କାର୍ଯ୍ୟ କରୁଛି । ଏହି ପରିପ୍ରେକ୍ଷୀରେ ଭାରତ ବିଶ୍ୱସ୍ତରୀୟ ଉଦ୍ୟମକୁ ଆହୁରି ମଜବୁତ କରିବ ବୋଲି ସେ ଗୁରୁତ୍ୱ ଦେଇ କହିଛନ୍ତି ।

PM Modi receives congratulatory messages from leaders of global organizations on successful completion of 10 years of Swachh Bharat Mission

October 02nd, 02:03 pm

Prime Minister Narendra Modi received congratulatory messages from global leaders on the 10th anniversary of the Swachh Bharat Mission. Leaders from the WHO, World Bank, and ADB praised the initiative's transformative impact on India's sanitation and cleanliness under PM Modi’s leadership.

ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ଡାଇରେକ୍ଟର ଜେନେରାଲ୍ ଡ. ଟେଡ୍ରୋସ୍ ଆଧାନୋମ୍ ଘେବ୍ରେୟେସସ୍ ଙ୍କୁ ଭାରତରେ ସ୍ବାଗତ କରିଛନ୍ତି ପ୍ରଧାନମନ୍ତ୍ରୀ

August 16th, 02:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଡାଇରେକ୍ଟର ଜେନେରାଲ୍‌ ଡକ୍ଟର ଟେଡ୍ରୋସ ଆଧାନୋମ୍ ଘେବ୍ରେୟେସସ୍ ଙ୍କୁ ଭାରତକୁ ସ୍ୱାଗତ କରିଛନ୍ତି। ଡକ୍ଟର ଟେଡ୍ରୋସଙ୍କ ପାଇଁ ଶ୍ରୀ ମୋଦୀ 'ତୁଲସୀ ଭାଇ' ନାମ ବ୍ୟବହାର କରିଥିଲେ, ଯାହା ପ୍ରଧାନମନ୍ତ୍ରୀ ତାଙ୍କର ଶେଷ ଗସ୍ତରେ ଡାଇରେକ୍ଟର ଜେନେରାଲଙ୍କୁ ଦେଇଥିଲେ।

ଡବ୍ଲ୍ୟୁଏଚ୍ଓର ମହାନିର୍ଦ୍ଦେଶକ ଡକ୍ଟର ଟେଡ୍ରୋସ୍ ଘେବ୍ରେୟେସୁସଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ

April 19th, 09:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‍ଓ)ର ମହାନିର୍ଦ୍ଦେଶକ ଡକ୍ଟର ଟେଡ୍ରୋସ୍ ଘେବ୍ରେୟେସୁସଙ୍କୁ ଆଜି ଜାମନଗର ଠାରେ ସାକ୍ଷାତ କରିଛନ୍ତି । ଏହାପୂର୍ବରୁ ଉଭୟ ପାରମ୍ପାରିକ ଔଷଧ ପାଇଁ ଡବ୍ଲ୍ୟୁଏଚ୍‍ଓ ଗ୍ଲୋବାଲ୍ ସେଣ୍ଟରର ଉଦଘାଟନୀ ଉତ୍ସବରେ ଭେଟିଥିଲେ ।

ପ୍ରଧାନମନ୍ତ୍ରୀ ଏପ୍ରିଲ ୧୮ରୁ ୨୦ଯାଏ ଗୁଜରାଟ ଗସ୍ତରେ ଯିବେ

April 16th, 02:36 pm

ପ୍ରଧାନମନ୍ତୀ ଶ୍ରୀ ନରେନ୍ଦ୍ର ମୋଦୀ ଚଳିତମାସ ୧୮ରୁ ୨୦ତାରିଖ ପର୍ଯ୍ୟନ୍ତ ତିନିଦିନିଆ ଗୁଜରାଟ ଗସ୍ତରେ ଯିବେ। ଏପ୍ରିଲ ୧୮ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ସମୟରେ ପ୍ରଧାନମନ୍ତ୍ରୀ ଗାନ୍ଧିନଗରରେ ସ୍କୁଲ ସମୂହ ପାଇଁ ନିର୍ମିତ ‘କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ସେଣ୍ଟର’କୁ ବୁଲି ଦେଖିବେ । ଏପ୍ରିଲ ୧୯ତାରିଖ ପୂର୍ବାହ୍ନ ପ୍ରାୟ୯ଟା ୪୦ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ ବନାସକାଣ୍ଠା ଜିଲ୍ଲାର ଦିୟୋଦରଠାରେ ‘ବନାସ ଡେରୀ ସଂକୁଳ’ ର ବିବିଧ ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ଶୁଭ ଦେବେ । ଏହାପରେ ସେଦିନ ଅପରାହ୍ନ ପ୍ରାୟ ସାଢେ ତିନିଟା ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଜାମନଗରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପାରମ୍ପରିକ ଔଷଧର ବୈଶ୍ୱିକ କେନ୍ଦ୍ରର ଶୁଭ ଦେବାର କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି ।

Corona period has pushed use and research in Ayurveda products: PM Modi

November 13th, 10:37 am

On Ayurveda Day, PM Modi inaugurated two institutes - Institute of Teaching and Research in Ayurveda (ITRA), Jamnagar and the National Institute of Ayurveda (NIA), Jaipur via video conferencing. PM Modi said India's tradition of Ayurveda is receiving global acceptance and benefitting whole humanity. He said, When there was no effective way to fight against Corona, many immunity booster measures like turmeric, kaadha, etc. worked as immunity boosters.

PM dedicates two future-ready Ayurveda institutions to the nation on Ayurveda Day

November 13th, 10:36 am

On Ayurveda Day, PM Modi inaugurated two institutes - Institute of Teaching and Research in Ayurveda (ITRA), Jamnagar and the National Institute of Ayurveda (NIA), Jaipur via video conferencing. PM Modi said India's tradition of Ayurveda is receiving global acceptance and benefitting whole humanity. He said, When there was no effective way to fight against Corona, many immunity booster measures like turmeric, kaadha, etc. worked as immunity boosters.

ପ୍ରଧାନମନ୍ତ୍ରୀ ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ମହାନିର୍ଦ୍ଦେଶକ ଡ. ଟେଡ୍ରୋସ ଆଢାନମ ଘେବ୍ରିୟେସୁସଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ

November 11th, 09:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଟେଲିଫୋନ କଲ ଯୋଗେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ମହାନିର୍ଦ୍ଦେଶକ ଡ. ଟେଡ୍ରୋସ ଆଢାନମ ଘେବ୍ରିୟେସୁସଙ୍କ ସହ କଥା ହୋଇଛନ୍ତି ।