ସି-୨୯୫ ବିମାନ କାରଖାନାର ଉଦ୍ ଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 28th, 10:45 am
ମହାମହିମ ପେଡ୍ରୋ ସାଞ୍ଚେଜ୍, ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଜୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀ ଏସ ଜୟଶଙ୍କର ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ସ୍ପେନ୍ ଏବଂ ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ଏୟାରବସ୍ ଏବଂ ଟାଟା ଟିମ୍ର ସମସ୍ତ ସହଯୋଗୀ, ମହିଳା ଏବଂ ଭଦ୍ରଲୋକ!ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ଶ୍ରୀ ପେଡ୍ରୋ ସାଞ୍ଚେଜ୍ ମିଳିତ ଭାବେ ଗୁଜରାଟର ଭଦୋଦରା ଠାରେ ସି- ୨୯୫ ବିମାନ ଉତ୍ପାଦନ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସକୁ ଉଦଘାଟନ କରିଛନ୍ତି
October 28th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ଶ୍ରୀ ପେଡ୍ରୋ ସାଞ୍ଚେଜ୍ ଆଜି ଗୁଜରାଟର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ୍ ସିଷ୍ଟମ୍ ଲିମିଟେଡ୍ (ଟିଏଏସଏଲ) କ୍ୟାମ୍ପସରେ ସି- ୨୯୫ ବିମାନ ଉତ୍ପାଦନ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସକୁ ମିଳିତ ଭାବେ ଉଦଘାଟନ କରିଛନ୍ତି । ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ଉଭୟ ପ୍ରଧାନମନ୍ତ୍ରୀ ମଧ୍ୟ ବୁଲି ଦେଖିଥିଲେ।ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ମଲ୍ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି-୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ 'ମିଶନ ଦିବ୍ୟାସ୍ତ୍ର'କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
March 11th, 06:56 pm
ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ମଲ୍ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି-୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ ମିଶନ ଦିବ୍ୟାସ୍ତ୍ର ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିଆରଡିଓ ବୈଜ୍ଞାନିକମାନଙ୍କୁ ପ୍ରଶଂସା କରିଛନ୍ତି।ରାମ ସମସ୍ତଙ୍କ ହୃଦୟରେ ଅଛନ୍ତି : ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 28th, 11:30 am
ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଦେଶର କୋଟି କୋଟି ଲୋକଙ୍କୁ ସତେ ଯେମିତି ଗୋଟିଏ ସୂତ୍ରରେ ବାନ୍ଧି ଦେଇଥିଲା । ସମସ୍ତଙ୍କ ଭାବନା ଏକ, ସମସ୍ତଙ୍କ ଭକ୍ତି ଏକ, ସମସ୍ତଙ୍କ ମୁଖରେ ରାମ, ସମସ୍ତଙ୍କ ହୃଦୟରେ ଥିଲେ ରାମ । ଦେଶର ଅନେକ ଲୋକ ଏହି ସମୟରେ ରାମଙ୍କ ଭଜନ ଗାନ କରି ତାହାକୁ ଶ୍ରୀ ରାମଙ୍କ ଚରଣରେ ସମର୍ପିତ କରିଥିଲେ । ଜାନୁଆରୀ ୨୨ ତାରିଖ ସନ୍ଧ୍ୟାରେ ସମଗ୍ର ଦେଶ ରାମଜ୍ୟୋତି ପ୍ରଜ୍ଜ୍ୱଳିତ କରି ଦୀପାବଳୀ ପାଳନ କରିଥିଲା । ଏହି ସମୟରେ ଦେଶ ଏକତାର ଶକ୍ତି ଦେଖିଲା, ଯାହା ବିକଶିତ ଭାରତର ଆମର ସଂକଳ୍ପର ମଧ୍ୟ ଏକ ବଡ଼ ଆଧାର । ମୁଁ ଦେଶବାସୀଙ୍କୁ ଅନୁରୋଧ କରିଥିଲି ଯେ, ମକର ସଂକ୍ରାନ୍ତି ଠାରୁ ଜାନୁଆରୀ ୨୨ ଯାଏଁ ଏକ ସ୍ୱଚ୍ଛତା ଅଭିଯାନ ପାଳନ କରାଯାଉ । ଲକ୍ଷ ଲକ୍ଷ ଲୋକେ ସଶ୍ରଦ୍ଧ ଭାବରେ ଯୋଡ଼ିହୋଇ ନିଜ ନିଜ ଅଞ୍ଚଳରେ ଥିବା ଧାର୍ମିକ ସ୍ଥାନଗୁଡ଼ିକରେ ସଫେଇ ଅଭିଯାନ ଚଳାଇଥିବାରୁ ମୋତେ ଭଲ ଲାଗିଲା । ଅନେକ ଲୋକ ମୋତେ ଏହାର ଛବିଗୁଡ଼ିକ ପଠାଇଛନ୍ତି, ଭିଡିଓମାନ ପଠାଇଛନ୍ତି । ଏହି ଭାବନା ବାଧାପ୍ରାପ୍ତ ନ ହେଉ, ଏହି ଅଭିଯାନ ଅଟକି ନ ଯାଉ । ଏକତାର ଏହି ଶକ୍ତି, ଆମ ଦେଶକୁ ସଫଳତାର ନୂତନ ଶିଖରକୁ ପହଞ୍ଚାଇବ ।Aatmanirbharta in Defence: India First Soars as PM Modi Takes Flight in LCA Tejas
November 28th, 03:40 pm
Prime Minister Narendra Modi visited Hindustan Aeronautics Limited (HAL) in Bengaluru today, as the state-run plane maker experiences exponential growth in manufacturing prowess and export capacities. PM Modi completed a sortie on the Indian Air Force's multirole fighter jet Tejas.ଭାରତୀୟ ବାୟୁସେନାର ମଲ୍ଟିରୋଲ ଯୁଦ୍ଧବିମାନ ତେଜସରେ ଉଡ଼ାଣ ଭରିଲେ ପ୍ରଧାନମନ୍ତ୍ରୀ
November 25th, 01:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ବାୟୁସେନାରମଲ୍ଟିରୋଲ ଯୁଦ୍ଧବିମାନ ତେଜସରେ ସଫଳତାର ସହ ଉଡ଼ାଣଭରିଛନ୍ତି ।କେରଳର କୋଚିଠାରେ ଆଇଏନଏସ ବିକ୍ରାନ୍ତର ଶୁଭ ଉଦଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ
September 02nd, 01:37 pm
ଏହି ଐତିହାସିକ କାର୍ଯ୍ୟକ୍ରମରେ ଉପସ୍ଥିତ କେରଳର ରାଜ୍ୟପାଳ ଶ୍ରୀମାନ ଅରିଫ୍ ମହମ୍ମଦ ଖାନ୍, କେରଳର ମୁଖ୍ୟମନ୍ତ୍ରୀ ଶ୍ରୀମାନ୍ ପିନାରାଇ ବିଜୟନଜୀ, ଦେଶର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀମାନ୍ ରାଜନାଥ ସିଂହଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସହଯୋଗୀଗଣ, ଚିଫ୍ ଅଫ୍ ନାଭାଲ ଷ୍ଟାଫ୍ ଆଡମିରାଲ ଆର ହରିକୁମାରଜୀ, କୋଚିନ ସିପ୍ୟାର୍ଡର ପରିଚାଳନା ନିର୍ଦ୍ଦେଶକ, ସମସ୍ତ ବିଶିଷ୍ଟ ଗଣ୍ୟମାନ୍ୟ ଅତିଥିବୃନ୍ଦ ଏବଂ ଏହି କାର୍ଯ୍ୟକ୍ରମ ସହିତ ଜଡ଼ିତ ମୋର ପ୍ରିୟ ଦେଶବାସୀଗଣ !ପ୍ରଥମ ସ୍ୱଦେଶୀ ଏୟାରକ୍ରାଫ୍ଟ କ୍ୟାରିଅର ଆଇଏନଏସ ବିକ୍ରାନ୍ତକୁ ରାଷ୍ଟ୍ର ସେବାରେ ସମର୍ପିତ କଲେ ପ୍ରଧାନମନ୍ତ୍ରୀ
September 02nd, 09:46 am
ପ୍ରଧାନମନ୍ତ୍ରୀ ଆଜି ଦେଶର ପ୍ରଥମ ସ୍ୱଦେଶୀ ଏୟାରକ୍ରାଫ୍ଟ କ୍ୟାରିଅର ଆଇଏନଏସ ବିକ୍ରାନ୍ତକୁ ରାଷ୍ଟ୍ର ସେବାରେ ସମର୍ପିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପନିବେଶବାଦ କାଳର ନୌସେନା ପତାକା ବଦଳରେ ଭାରତୀୟ ସାମୁଦ୍ରିକ ଐତିହ୍ୟ ଦ୍ୱାରା ସମୃଦ୍ଧ ନୂତନ ପତାକାକୁ ମଧ୍ୟ ଉନ୍ମୋଚନ କରିଛନ୍ତି । ସମବେତ ଜନତାଙ୍କୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ଆଜି କହିଛନ୍ତି ଯେ କେରଳର ଉପକୂଳ, ଭାରତ ଓ ପ୍ରତ୍ୟେକ ଭାରତୀୟ ଆଜି ଏକ ନୂତନ ଭବିଷ୍ୟତର ସୂର୍ୟୋଦୟ ଅବଲୋକନ କରୁଛନ୍ତି ।ହର ଘର ତ୍ରିରଙ୍ଗା ଅଭିଯାନ ପ୍ରତି ଆଗ୍ରହର ବହୁ ଦୃଷ୍ଟାନ୍ତ ଶେୟାର କଲେ ପ୍ରଧାନମନ୍ତ୍ରୀ
August 14th, 02:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାରା ଦେଶରେ ହର ଘର ତ୍ରିରଙ୍ଗା ଅଭିଯାନ ପାଳନର ବହୁ ଉଦାହରଣ ଶେୟାର କରିଛନ୍ତି ।ନୂଆଦିଲ୍ଲୀ ଠାରେ ଏନଆଇଆଇଓ ଆଲୋଚନାଚକ୍ର ସ୍ୱାବଲମ୍ବନ’ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
July 18th, 04:31 pm
ଭାରତୀୟ ସୈନ୍ୟବାହିନୀରେ ଆତ୍ମନିର୍ଭରତାର ଲକ୍ଷ୍ୟ, ଏକବିଂଶ ଶତାବ୍ଦୀର ଭାରତ ପାଇଁ ବହୁତ ଜରୁରୀ ଅଟେ, ବହୁତ ଅନିବାର୍ଯ୍ୟ ଅଟେ । ଆତ୍ମନିର୍ଭର ନୌସେନା ପାଇଁ ପ୍ରଥମେ ସ୍ୱାବଲମ୍ବନ ଆଲୋଚନାଚକ୍ରର ଆୟୋଜନ ହେବା, ମୁଁ ବୁଝିପାରୁଛି ଯେ ଏହା ନିଜେ ଗୋଟିଏ ବହୁତ ବଡ଼ ମହତ୍ୱପୂର୍ଣ୍ଣ କଥା ଅଟେ ଏବଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଅଟେ ଏବଂ ଏଥିପାଇଁ ଆପଣ ସମସ୍ତଙ୍କୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି । ଆପଣ ସମସ୍ତଙ୍କୁ ଅନେକ ଅନେକ ଶୁଭକାମନା ଜଣାଉଛି ।ପ୍ରଧାନମନ୍ତ୍ରୀଙ୍କ ଏନ୍ଆଇଆଇଓ ଆଲୋଚନା ଚକ୍ର ‘ସ୍ୱାବଲମ୍ବନ’ରେ ଅଭିଭାଷଣ
July 18th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ NIIO (ନୌସେନା ନବୋନ୍ମେଷ ଏବଂ ସ୍ୱଦେଶୀକରଣ ସଂଗଠନ) ଆଲୋଚନାଚକ୍ର ‘ସ୍ୱାବଲମ୍ବନ’ର ଅଭିଭାଷଣ ପ୍ରଦାନ କରିଛନ୍ତି ।କେନ୍ଦ୍ରୀୟ ବଜେଟ ପରବର୍ତ୍ତୀ ୱେବିନାରରେ “ଡିଫେନ୍ସ-କଲ୍ ଟୁ ଆକ୍ସନରେ ଆତ୍ମନିର୍ଭରତା” ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
February 25th, 02:46 pm
ଆଜିର ୱେବିନାରର ବିଷୟ, Atma-Nirbharta in Defence - Call to Action, ଦେଶର ଉଦେଶ୍ୟକୁ ସ୍ପଷ୍ଟ କରିଥାଏ । ଗତ କିଛି ବର୍ଷ ଧରି ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଆତ୍ମନିର୍ଭରତା ଉପରେ ଯେଉଁ ସହଯୋଗ ଦେଉଛି ତାହାର ପ୍ରତିବଦ୍ଧତା ଚଳିତ ବର୍ଷ ବଜେଟରେ ମଧ୍ୟ ଦେଖିବେ ।ବଜେଟର ପ୍ରତିରକ୍ଷା କ୍ଷେତ୍ରରେ ବ୍ୟୟବରାଦ ସଂକ୍ରାନ୍ତ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 25th, 10:32 am
ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ଭାରତ କାର୍ଯ୍ୟର ଆହ୍ୱାନ ଶୀର୍ଷକ ଏକ ବଜେଟ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଅଭିଭାଷଣ ରଖିଛନ୍ତି । ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ୱେବିନାର ଆୟୋଜିତ ହୋଇଛି । ବଜେଟର ଘୋଷଣା କ୍ରମ ଅନୁସାରେ ପ୍ରଧାନମନ୍ତ୍ରୀ ଅଭିଭାଷଣ ରଖିଥିବା ଏହା ହେଉଛି ବଜେଟ ପର ଚତୁର୍ଥ ୱେବିନାର ।୪ ଜାନୁଆରୀରେ ମଣିପୁର ଏବଂ ତ୍ରିପୁରା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 02nd, 03:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪ ଜାନୁଆରୀ, ୨୦୨୨ରେ ମଣିପୁର ଏବଂ ତ୍ରିପୁରା ରାଜ୍ୟକୁ ଗସ୍ତ କରିବେ । ସକାଳ ପ୍ରାୟ ୧୧ଟା ବେଳେ ଇମ୍ଫାଲ୍ଠାରେ ପ୍ରଧାନମନ୍ତ୍ରୀ ୪୮୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୨୨ଟି ବିକାଶ ପ୍ରକଳ୍ପର ଉଦ୍ଘାଟନ କରିବେ ଓ ଶିଳାନ୍ୟାସ କରିବେ । ଏହା ପରେ ଦ୍ୱିପ୍ରହରରେ ପାଖାପାଖି ୨ଟା ବେଳକୁ ଅଗରତାଲାରେ ସେ ମହାରାଜା ବୀର ବିକ୍ରମ ବିମାନ ବନ୍ଦରଠାରେ ନୂତନ ସମନ୍ୱିତ ଟର୍ମିନାଲ୍ ଭବନର ଉଦ୍ଘାଟନ କରିବେ ଏବଂ ଦୁଇଟି ପ୍ରମୁଖ ବିକାଶ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।ଉତ୍ତର ପ୍ରଦେଶର ଝାନ୍ସି ଠାରେ ‘ରାଷ୍ଟ୍ର ରକ୍ଷା ସମର୍ପଣ ପର୍ବ’ ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 19th, 05:39 pm
ଯେଉଁ ଭୂମିରେ ଆମର ରାଣୀ ଲକ୍ଷ୍ମୀବାଇ ସ୍ବାଧୀନତା ପାଇଁ ନିଜର ସବୁକିଛି ଉତ୍ସର୍ଗ କରିଛନ୍ତି, ସେହି ଭୂମିର ଲୋକମାନଙ୍କୁ ମୁଁ ହାତ ଯୋଡ଼ି ପ୍ରଣାମ କରୁଛି। ଝାନ୍ସୀ ସ୍ବାଧୀନତାର ଭାବନା ଜାଗ୍ରତ କରିଛି। ଏହାର ମାଟିର ପ୍ରତି କଣିକାରେ ବୀରତା ଓ ଦେଶ ପ୍ରେମ ଭରି ରହିଛି। ଝାନ୍ସିର ସାହସୀ ରାଣୀ ଲକ୍ଷ୍ମୀବାଇଙ୍କ ନିକଟରେ ମୋର କୋଟି କୋଟି ପ୍ରଣାମ।ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ଝାନସିରେ " ରାଷ୍ଟ୍ର ରକ୍ଷା ସମର୍ପଣ ପର୍ବ” ରେ ଯୋଗ ଦେଇଛନ୍ତି
November 19th, 05:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଝାନସିରେ ଚାଲିଥିବା ରାଷ୍ଟ୍ର ରକ୍ଷା ସମର୍ପଣ ପର୍ବ” ରେ ଯୋଗ ଦେଇଥିଲେ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାନସି ଦୁର୍ଗ ପରିସରରେ ଆୟୋଜିତ ରାଷ୍ଟ୍ର ରକ୍ଷା ସମର୍ପଣ ପର୍ବ” କୁ ପାଳନ କରୁଥିବା ଏକ ବିଶାଳ ସମାରୋହରେ ପ୍ରତିରକ୍ଷା ମନ୍ତ୍ରଣାଳୟର ଅନେକ ନୂତନ ପଦକ୍ଷେପକୁ ରାଷ୍ଟ୍ରକୁ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକରେ ଏନସିସି ପୁରାତନ ଛାତ୍ର ସଂଘର ଶୁଭାରମ୍ଭ ଅର୍ନ୍ତଭୁକ୍ତ ଥିବାବେଳେ ପ୍ରଧାନମନ୍ତ୍ରୀ ସଂଘର ପ୍ରଥମ ସଦସ୍ୟ ଭାବରେ ପଞ୍ଜୀକୃତ ହୋଇଥିଲେ; ଏନସିସି କ୍ୟାଡେଟ୍ ପାଇଁ ମହାକାଶ ତାଲିମ ଜାତୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ; ଜାତୀୟ ଯୁଦ୍ଧ ସ୍ମାରକୀରେ ଥିବା ହିରୋମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ କିଓସ୍କ; ଜାତୀୟ ଯୁଦ୍ଧ ସ୍ମାରକୀର ମୋବାଇଲ୍ ଆପ୍; ଭାରତୀୟ ନୌଜାହାଜ ପାଇଁ ଡିଆରଡିଓ ଦ୍ୱାରା ବିକଶିତ ଉନ୍ନତ ଇଲେକ୍ଟ୍ରୋନିକ୍ ୱାରଫେୟାର ସୁଟ୍ ‘ଶକ୍ତି’; ହାଲୁକା ଯୁଦ୍ଧ ହେଲିକପ୍ଟର ଏବଂ ଡ୍ରୋନ୍ ଆଦି ରହିଛି । ସେ ଉତ୍ତରପ୍ରଦେଶ ଡିଫେନ୍ସ ଇଣ୍ଡଷ୍ଟ୍ରିଆଲ କରିଡରର ଝାନସି ନୋଡରେ ଭାରତ ଡାଇନାମିକ୍ସ ଲିମିଟେଡର ୪୦୦ କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 15th, 07:38 am
ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:37 am
ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।ଆସନ୍ତାକାଲି ବାରଣାସୀର ଡାକ୍ତର, ପାରାମେଡିକାଲ ଏବଂ ଅନ୍ୟାନ୍ୟ ସମ୍ମୁଖ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ସହ ମତ ବିନିମୟ କରିବେ ପ୍ରଧାନମନ୍ତ୍ରୀ
May 20th, 09:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଅର୍ଥାତ 21 ମେ, 2021 ସକାଳ 11 ଘଟିକା ସମୟରେ ଭିଡିଓ କନଫରେନ୍ସ ମାଧ୍ୟମରେ ବାରଣାସୀର ଡାକ୍ତର, ପାରାମେଡିକାଲ ଏବଂ ଅନ୍ୟାନ୍ୟ ସମ୍ମୁଖ ସ୍ୱାସ୍ଥ୍ୟ କର୍ମୀମାନଙ୍କ ସହ ମତ ବିନିମୟ କରିବେ ।