People of Karnataka must be wary of both JD(S) and Congress. Both are corrupt and promote dynastic politics: PM in Chitradurga
May 02nd, 11:30 am
Prime Minister Narendra Modi today addressed a public meeting in Karnataka’s Chitradurga.. PM Modi congratulated the Karnataka BJP on their Sankalp Patra, stating that it outlines a roadmap for the state to become the leading state in the country with modern infrastructure. The Sankalp Patra also prioritizes the welfare of the underprivileged, including the poor, downtrodden, exploited, deprived, tribals, and backward communities.PM Modi’s high-octane speeches in Karnataka's Chitradurga, Hosapete and Sindhanur
May 02nd, 11:00 am
Prime Minister Narendra Modi today addressed public meetings in Karnataka’s Chitradurga, Hosapete and Sindhanur. PM Modi congratulated the Karnataka BJP on their Sankalp Patra, stating that it outlines a roadmap for the state to become the leading state in the country with modern infrastructure. The Sankalp Patra also prioritizes the welfare of the underprivileged, including the poor, downtrodden, exploited, deprived, tribals, and backward communities.ଗ୍ରାମାଞ୍ଚଳର ଘରଗୁଡିକୁ ୬୦ ପ୍ରତିଶତ ପାଇପ ପାଣି ସଂଯୋଗ ହୋଇଥିବାରୁ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
April 04th, 07:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଗ୍ରାମାଞ୍ଚଳର ଘରଗୁଡିକୁ ୬୦ ପ୍ରତିଶତ ପାଇପ ପାଣି ସଂଯୋଗ ସଫଳତାରେ ସନ୍ତୋଷ ବ୍ୟକ୍ତ କରିବା ସହ କହିଛନ୍ତି ଏହା ଏକ ଉଲ୍ଲେଖନୀୟ ଉପଲବ୍ଧି ଓ ବହୁ ଜୀବନ ସଶକ୍ତ ହେବ । ଶ୍ରୀ ମୋଦୀ କହିଛନ୍ତି, ଆଗାମୀ ଦିନରେ ଏହି କଭରେଜ ଆହୁରି ତୀବ୍ର ଗତିରେ ଆଗେଇ ନେବା ପାଇଁ ସମସ୍ତ ଉଦ୍ୟମ କରୁଛୁ ।ଜାତୀୟ ଗଙ୍ଗା ପରିଷଦ ବୈଠକରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
December 30th, 10:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ଜାତୀୟ ଗଙ୍ଗା ପରିଷଦ ବୈଠକରେ ଯୋଗ ଦେଇଥିଲେ ।ହରିୟାଣାର ଫରିଦାବାଦଠାରେ ଅମୃତା ହସ୍ପିଟାଲର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 24th, 11:01 am
ଅମୃତା ହସ୍ପିଟାଲ ରୂପରେ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରୁଥିବା ମାଆ ଅମୃତାନନ୍ଦମୟୀ ମହାଶୟାଙ୍କୁ ମୁଁ ପ୍ରଣାମ କରୁଛି । ସ୍ୱାମୀ ଅମୃତାସ୍ୱରୂପାନନ୍ଦ ପୁରୀ ମହୋଦୟ, ହରିୟାଣାର ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତାତ୍ରେୟ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ମହାଶୟ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ କୃଷ୍ଣପାଲ ମହାଶୟ, ହରିୟାଣାର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଦୁଷ୍ମନ୍ତ ଚୌତାଲା ମହାଶୟ, ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଫରିଦାବାଦରେ ଅତ୍ୟାଧୁନିକ ହସ୍ପିଟାଲ ଉଦ୍ଘାଟିତ
August 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୪.୦୮.୨୦୨୨) ଫରିଦାବାଦଠାରେ ଅତ୍ୟାଧୁନିକ ଅମ୍ରିତ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି । ହରିୟାଣା ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତ୍ତାତ୍ରେୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହାର ଲାଲ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ଦୁଷ୍ମନ୍ତ ଚୌଥାଲା, କେନ୍ଦ୍ରମନ୍ତ୍ରୀ ଶ୍ରୀ କ୍ରିଷନ ପାଲ ଗୁଜ୍ଜର, ଶ୍ରୀ ମାତା ଅମ୍ରିତାନନ୍ଦ ମୟୀ ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ।ମଧ୍ୟପ୍ରଦେଶର ବୁରହାନପୁର ଦେଶର ପ୍ରଥମ ହର ଘର ଜଳ ପ୍ରମାଣିତ ଜିଲ୍ଲା ହୋଇଥିବାରୁ ସେଠାକାର ନାଗରିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 22nd, 09:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ବୁରହାନପୁର ନାଗରିକଙ୍କୁ ଦେଶର ପ୍ରଥମ ହର ଘର ଜଳ ପ୍ରମାଣିତ ଜିଲ୍ଲା ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।Our policy-making is based on the pulse of the people: PM Modi
July 08th, 06:31 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.PM Modi addresses the first "Arun Jaitley Memorial Lecture" in New Delhi
July 08th, 06:30 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.ଗୁଜରାଟର ନବସାରୀଠାରେ ଗୁଜରାଟ ଗୌରବ ଅଭିଯାନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 10th, 10:16 am
ଭାରତମାତା କୀ- ଜୟ, ଭାରତମାତା କୀ- ଜୟ, ଭାରତମାତା କୀ- ଜୟ, ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମିଷ୍ଟଭାଷୀ ଏବଂ ସଫଳ ଶ୍ରୀ ଭୂପେନ୍ଦ୍ର ପଟେଲ, ସଂସଦରେ ମୋର ବରିଷ୍ଠ ସହଯୋଗୀ ଓ ନବସାରୀର ସାଂସଦ ଏବଂ ଆପଣମାନେ ଗତ ନିର୍ବାଚନରେ ହିନ୍ଦୁସ୍ଥାନରେ ଯାହାଙ୍କୁ ସର୍ବାଧିକ ଭୋଟ ଦେଇ ବିଜୟୀ କରାଇଥିଲେ ଓ ନବସାରୀର ନାମକୁ ଗୌରବାନ୍ୱିତ କରିଥିଲେ, ଆପଣ ସମସ୍ତଙ୍କର ପ୍ରତିନିଧି ଶୀ ସି.ଆର ପାଟିଲ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଭଉଣୀ ଦର୍ଶନା ମହୋଦୟା, ଭାରତ ସରକାରଙ୍କର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ, ରାଜ୍ୟ ସରକାରଙ୍କର ସମସ୍ତ ମନ୍ତ୍ରୀଗଣ ଏବଂ ବହୁତ ସଂଖ୍ୟାରେ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀଗଣ!PM Launches Multiple Development Projects During 'Gujarat Gaurav Abhiyan' in Navsari
June 10th, 10:15 am
PM Modi participated in a programme 'Gujarat Gaurav Abhiyan’, where he launched multiple development initiatives. The pride of Gujarat is the rapid and inclusive development in the last two decades and a new aspiration born out of this development. The double engine government is sincerely carrying forward this glorious tradition, he said.Congress is not even ready to consider India a nation: PM Modi
February 12th, 01:31 pm
Continuing his election campaigning spree, PM Modi addressed an election rally in Uttarakhand’s Rudrapur. Praising the people of the state, PM Modi reiterated, “Uttarakhand has achieved 100% single dose vaccination in record time. I congratulate the people here for this awareness and loyalty. I congratulate your young Chief Minister Dhami ji. Your CM’s work has shut the mouth of such people who used to say that vaccine cannot reach in hilly areas.”PM Modi addresses a Vijay Sankalp Rally in Uttarakhand’s Rudrapur
February 12th, 01:30 pm
Continuing his election campaigning spree, PM Modi addressed an election rally in Uttarakhand’s Rudrapur. Praising the people of the state, PM Modi reiterated, “Uttarakhand has achieved 100% single dose vaccination in record time. I congratulate the people here for this awareness and loyalty. I congratulate your young Chief Minister Dhami ji. Your CM’s work has shut the mouth of such people who used to say that vaccine cannot reach in hilly areas.”ବିଭିନ୍ନ ଜିଲ୍ଲାର ଡିଏମଙ୍କ ସହିତ କଥାବାର୍ତ୍ତା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 22nd, 12:01 pm
ଜିଲ୍ଲାପାଳମାନେ ବିଭିନ୍ନ ସୁଧାର ସୂଚକାଙ୍କର ଉଦାହରଣ ଦେଇ ସେମାନଙ୍କର ଜିଲ୍ଲାର ଉନ୍ନତିକରଣ ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲ । ଜିଲ୍ଲାପାଳମାନେ ଗ୍ରହଣ କରିଥିବା ପ୍ରମୁଖ ପଦକ୍ଷେପ ଜିଲ୍ଲାସ୍ତରରେ କିଭଳି ସଫଳତା ହାସଲ କରିଛି ଏବଂ ଏହାକୁ କାର୍ଯ୍ୟକାରୀ କରିବା ସମୟରେ ସେମାନେ କେଉଁ ଭଳି ବାଧାର ସମ୍ମୁଖିନ ହୋଇଛନ୍ତି ସେ ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଭୂତି ଖୋଲାଖୋଲି ଭାବେ ପ୍ରକାଶ କରିବା ଲାଗି ପ୍ରଧାନମନ୍ତ୍ରୀ ସବୁ ଜିଲ୍ଲାପାଳମାନଙ୍କୁ କହିଥିଲେ।ପ୍ରମୁଖ ସରକାରୀ ଯୋଜନାର କାର୍ଯ୍ୟକାରିତାକୁ ନେଇ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
January 22nd, 11:59 am
ଜିଲ୍ଲାପାଳମାନେ ବିଭିନ୍ନ ସୁଧାର ସୂଚକାଙ୍କର ଉଦାହରଣ ଦେଇ ସେମାନଙ୍କର ଜିଲ୍ଲାର ଉନ୍ନତିକରଣ ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲ । ଜିଲ୍ଲାପାଳମାନେ ଗ୍ରହଣ କରିଥିବା ପ୍ରମୁଖ ପଦକ୍ଷେପ ଜିଲ୍ଲାସ୍ତରରେ କିଭଳି ସଫଳତା ହାସଲ କରିଛି ଏବଂ ଏହାକୁ କାର୍ଯ୍ୟକାରୀ କରିବା ସମୟରେ ସେମାନେ କେଉଁ ଭଳି ବାଧାର ସମ୍ମୁଖିନ ହୋଇଛନ୍ତି ସେ ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଭୂତି ଖୋଲାଖୋଲି ଭାବେ ପ୍ରକାଶ କରିବା ଲାଗି ପ୍ରଧାନମନ୍ତ୍ରୀ ସବୁ ଜିଲ୍ଲାପାଳମାନଙ୍କୁ କହିଥିଲେ।ମଣିପୁରରେ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 04th, 09:45 am
କାର୍ଯ୍ୟକ୍ରମରେ ଉପସ୍ଥିତ ମଣିପୁରର ରାଜ୍ୟପାଳ ଲା. ଗଣେଶନ ମହୋଦୟ, ମୁଖ୍ୟମନ୍ତ୍ରୀ ଶ୍ରୀ ଏନ. ବିରେନ ସିଂହ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ୱାୟ. ଜୋୟ କୁମାର ସିଂହ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଭୁପେନ୍ଦ୍ର ଯାଦବ ମହାଶୟ, ରାଜକୁମାର ରଂଜନ ସିଂହ ମହାଶୟ, ମଣିପୁର ସରକାରଙ୍କ ମନ୍ତ୍ରୀ ବିଶ୍ୱଜିତ ସିଂହ ମହାଶୟ, ଲୋସି ଦିଖୋ ମହାଶୟ, ଲେତ୍ପାଓ ହାଓକିପ ମହାଶୟ, ଅବାଙ୍ଗବାଓ ନ୍ୟୁମାଈ ମହାଶୟ, ଏସ. ରାଜେନ ସିଂହ ମହାଶୟ, ବୁଙ୍ଗଜାଗିନ ୱାଲେ ମହାଶୟ, ସତ୍ୟବ୍ରତେ ସିଂହ ମହାଶୟ, ଔ ଲୁଖୋଈ ସିଂହ ମହାଶୟ, ସଂସଦରେ ମୋର ସହଯୋଗୀଗଣ, ବିଧାୟକଗଣ, ଅନ୍ୟ ଜନ-ପ୍ରତିନିଧିଗଣ, ଏବଂ ମଣିପୁରର ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଖୁରୁମଜରୀ!ମଣିପୁରର ଇମ୍ପାଲଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
January 04th, 09:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୧.୨୦୨୨) ୧୮୫୦ କୋଟି ଟଙ୍କାର ୧୩ଟି ପ୍ରକଳ୍ପ ଉଦ୍ଘାଟନ କରିଥିବାବେଳେ, ୨ହଜାର ୯୫୦କୋଟି ଟଙ୍କାର ନଅଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ଏହି ଉନ୍ନୟନ ପ୍ରକଳ୍ପଗୁଡିକ ମଧ୍ୟରେ ସଡକ ଭିତ୍ତିଭୂମି, ପାନୀୟ ଜଳ ଯୋଗାଣ, ସହରାଂଚଳ ଉନ୍ନୟନ, ପୂୂର୍ତ୍ତ, ସୂଚନା ପ୍ରଯୁକ୍ତି ବିଦ୍ୟା, କୌଶଳ ବିକାଶ, କଳା ଓ ସଂସ୍କୃତି ଅନ୍ତର୍ଭୁକ୍ତ ।୪ ଜାନୁଆରୀରେ ମଣିପୁର ଏବଂ ତ୍ରିପୁରା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 02nd, 03:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪ ଜାନୁଆରୀ, ୨୦୨୨ରେ ମଣିପୁର ଏବଂ ତ୍ରିପୁରା ରାଜ୍ୟକୁ ଗସ୍ତ କରିବେ । ସକାଳ ପ୍ରାୟ ୧୧ଟା ବେଳେ ଇମ୍ଫାଲ୍ଠାରେ ପ୍ରଧାନମନ୍ତ୍ରୀ ୪୮୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୨୨ଟି ବିକାଶ ପ୍ରକଳ୍ପର ଉଦ୍ଘାଟନ କରିବେ ଓ ଶିଳାନ୍ୟାସ କରିବେ । ଏହା ପରେ ଦ୍ୱିପ୍ରହରରେ ପାଖାପାଖି ୨ଟା ବେଳକୁ ଅଗରତାଲାରେ ସେ ମହାରାଜା ବୀର ବିକ୍ରମ ବିମାନ ବନ୍ଦରଠାରେ ନୂତନ ସମନ୍ୱିତ ଟର୍ମିନାଲ୍ ଭବନର ଉଦ୍ଘାଟନ କରିବେ ଏବଂ ଦୁଇଟି ପ୍ରମୁଖ ବିକାଶ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।This is Uttarakhand's decade: PM Modi in Haldwani
December 30th, 01:55 pm
Prime Minister Narendra Modi inaugurated and laid the foundation stone of 23 projects worth over Rs 17500 crore in Uttarakhand. In his remarks, PM Modi said, The strength of the people of Uttarakhand will make this decade the decade of Uttarakhand. Modern infrastructure in Uttarakhand, Char Dham project, new rail routes being built, will make this decade the decade of Uttarakhand.ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡରେ ୧୭ହଜାର ୫୦୦କୋଟି ଟଙ୍କାର ୨୩ଟି ପ୍ରକଳ୍ପର କଲେ ଶିଳାନ୍ୟାସ ଓ ଉଦ୍ଘାଟନ
December 30th, 01:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୩୦-୧୨-୨୦୨୧) ଉତ୍ତରାଖଣ୍ଡର ୧୭ହଜାର ୫୦୦ କୋଟିରୁ ଅଧିକ ଟଙ୍କାର ୨୩ଟି ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଥିଲେ । ଏହି ପ୍ରକଳ୍ପର ଅବଧାରଣା ପ୍ରଥମେ ୧୯୭୬ ମସିହାରେ ହୋଇଥିଲେ ମଧ୍ୟ ଦୀର୍ଘଦିନ ଧରି ପଡି ରହିଥିଲା । ସେ ୮୭୦୦ କୋଟି ଟଙ୍କାର ସଡକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ମଧ୍ୟ କରିଥିଲେ । ଦୁର୍ଗମ,ଗ୍ରାମାଞ୍ଚଳ ଓ ସୀମାନ୍ତ ଅଞ୍ଚଳରେ ସଂଯୋଗୀକରଣ ଦିଗରେ ଏହି ପ୍ରକଳ୍ପଗୁଡିକ ସହାୟକ ହେବ । କୈଳାସ ମାନସରୋବର ଯାତ୍ରାର ସଂଯୋଗୀକରଣ ମଧ୍ୟ ଉନ୍ନତ ହେବ । ସେ ମଧ୍ୟ ଉଦ୍ଦମସିଂ ନଗରରେ ଏମ୍ସ, ଋଷିକେଶର ଉପଗ୍ରହ କେନ୍ଦ୍ର ଓ ପିଥୋରାଗଡରେ ଜଗଜ୍ଜୀବନ ରାମ ସରକାରୀ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ସମଗ୍ର ଦେଶରେ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଦେବା ନେଇ ପ୍ରଧାନମନ୍ତ୍ରୀଙ୍କ ଚିନ୍ତାଧାରାରେ ଏହା ଏକ ଅଂଶବିଶେଷ । ସେ କାଶୀପୁରଠାରେ ସୁଗନ୍ଧିତ ଗୁଳ୍ମରାଜି ଉଦ୍ୟାନ ଓ ସିତାରଗଞ୍ଜଠାରେ ପ୍ଲାଷ୍ଟିକ ଶିଳ୍ପ ଉଦ୍ୟାନର ଶିଳାନ୍ୟାସ କରିଥିଲେ । ଏହାଛଡା ରାଜ୍ୟବ୍ୟାପୀ ଅନ୍ୟାନ୍ୟ ବହୁମୁଖୀ ଗୃହନିର୍ମାଣ ପରିମଳ ଓ ପାନୀୟ ଜଳଯୋଗାଣ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରିଥିଲେ ।