ଶାରୀରିକ ଏବଂ ମାନସିକ ସୁସ୍ଥତା ପାଇଁ ଯୋଗ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ବିଶ୍ୱ ସ୍ୱୀକାର କରିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
September 25th, 11:00 am
ବିଗତ ଦିନରେ ଯେଉଁ କଥା ଆମ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ତାହା ହେଲା ଚିତା । ଚିତା ଉପରେ କଥା ହେବା ପାଇଁ ବହୁତ ଗୁଡ଼ିଏ ଆସିଛି । ଉତ୍ତରପ୍ରଦେଶର ଅରୁଣ କୁମାର ଗୁପ୍ତା ହୁଅନ୍ତୁ କି ତେଲଙ୍ଗାନାର ଏନ୍.ରାମଚନ୍ଦ୍ରନ ରଘୁରାମ୍ ଜୀ, ଗୁଜରାଟର ରାଜନ୍ ଜୀ ହୋଇଥାଆନ୍ତୁ କିମ୍ବା ଦିଲ୍ଲୀର ସୁବ୍ରତ୍ ଜୀ । ଦେଶର କୋଣ ଅନୁକୋଣରୁ ଲୋକେ ଚିତା ଭାରତକୁ ଫେରିବା ନେଇ ଆନନ୍ଦ ପ୍ରକାଶ କରିଛନ୍ତି । ୧୩୦ କୋଟି ଭାରତବାସୀ ଆନନ୍ଦିତ, ଗର୍ବିତ । ଏହାହିଁ ହେଉଛି ଭାରତର ପ୍ରକୃତି ପ୍ରେମ । ଏ ବିଷୟରେ ଲୋକଙ୍କର ଗୋଟିଏ ହିଁ ପ୍ରଶ୍ନ, ମୋଦିଜୀ ଆମକୁ ଚିତା ଦେଖିବାର ସୁଯୋଗ କେବେ ମିଳିବ ?ସ୍ୱାମୀ ଚିଦ୍ଭବାନନ୍ଦ ମହୋଦୟଙ୍କ ରଚିତ ଭଗବଦ୍ ଗୀତାର ଇ-ସଂସ୍କରଣର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
March 11th, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଯୋଗେ ସ୍ୱାମୀ ଚିଦଭବାନନ୍ଦଜୀଙ୍କ ଭଗବଦ୍ ଗୀତାର କିଣ୍ଡଲ ସଂସ୍କରଣର ଶୁଭାରମ୍ଭ କରିଛନ୍ତିସ୍ୱାମୀ ଚିଦଭବାନନ୍ଦଜୀଙ୍କ ଭଗବଦ୍ ଗୀତାର କିଣ୍ଡଲ ସଂସ୍କରଣର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଯୋଗେ ସ୍ୱାମୀ ଚିଦଭବାନନ୍ଦଜୀଙ୍କ ଭଗବଦ୍ ଗୀତାର କିଣ୍ଡଲ ସଂସ୍କରଣର ଶୁଭାରମ୍ଭ କରିଛନ୍ତିThis nation belongs to each and every Indian: PM Modi
April 17th, 02:37 pm
At Dadra and Nagar Haveli, PM Modi inaugurated several government projects, distributed sanction letters to beneficiaries of PMAY Gramin and Urban, and gas connections to beneficiaries of Ujjwala Yojana. PM Modi also laid out his vision of a developed India by 2022 where everyone has own houses. PM Modi also emphasized people to undertake digital transactions and make mobile phones their banks.ପ୍ରଧାନମନ୍ତ୍ରୀ ଦାଦ୍ରା ଓ ନଗର ହାବେଳୀରେ ସରକାରୀ ପ୍ରକଳ୍ପ ସମୂହକୁ କଲେ ଉଦ୍ଘାଟନ
April 17th, 02:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦାଦ୍ରା ଓ ନଗର ହାବେଳୀର ସିଲଭାସାଠାରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିମଧ୍ୟରେ ରହିଛି ସରକାରୀ କୋଠା, ସୌର ପ୍ରକଳ୍ପ, ଜନ ଔଷଧୀ କେନ୍ଦ୍ର ଏବଂ ପାସପୋର୍ଟ ସେବା କେନ୍ଦ୍ର ।An e-book on PM's Mann Ki Baat especially dedicated to students
January 30th, 07:11 pm
PM Modi in his Mann Ki Baat interacted with students appearing for exams and urged them to take exams as pleasure and not as pressure. The PM gave the mantra – smile more to score more. He also prescribed “P for prepare and P for Play”, “deep breathing” and “adequate sleep” for students to relax themselves.Reform to Transform - E-book
November 06th, 11:52 pm
Read Now! E-book on PM Modi’s US visit
October 30th, 10:29 am
Exclusive: Read E-Book on PM Modi's speech at Samvad, Global Hindu-Buddhist Initiative
September 04th, 09:30 am
Exclusive: Read Books penned by PM Narendra Modi
August 24th, 09:22 pm
Book release programme of books penned by PM
August 10th, 04:38 pm
Read E-Books on PM's visit to France, Germany & Canada
May 10th, 06:16 pm
E-book on PM's speech at ET Global Business Summit
January 16th, 10:15 pm
E-book on PM's speech at ET Global Business Summit