ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତି

ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତି

April 03rd, 03:01 pm

ମାର୍ଚ୍ଚ ୨୮ରେ ଘଟିତ ଭୂମିକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିବିଶେଷଙ୍କ ପରିବାରବର୍ଗଙ୍କୁ ମୁଁ ଭାରତବାସୀଙ୍କ ତରଫରୁ ଗଭୀର ସମବେଦନା ଜଣାଉଛି । ଆମେ ସମସ୍ତେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ।

କୁଏତରେ ଶ୍ରମିକ ଶିବିର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

କୁଏତରେ ଶ୍ରମିକ ଶିବିର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

December 21st, 07:00 pm

କୁଏତ ଗସ୍ତର ପ୍ରଥମ କାର୍ଯ୍ୟକ୍ରମ ଭାବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁଏତର ମୀନା ଅବଦୁଲ୍ଲା ଅଞ୍ଚଳରେ ଏକ ଶ୍ରମ ଶିବିର ପରିଦର୍ଶନ କରିଛନ୍ତି ଯେଉଁଥିରେ ପାଖାପାଖି ୧୫୦୦ ଭାରତୀୟ ନାଗରିକ କାମ କରୁଛନ୍ତି । ପ୍ରଧାନମନ୍ତ୍ରୀ ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ଭାରତୀୟ ଶ୍ରମିକଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ।