We have made technology a key tool to impart new strength, speed and scale to the country: PM Modi
May 27th, 03:45 pm
PM Modi inaugurated India's biggest Drone Festival - Bharat Drone Mahotsav 2022 in New Delhi. Addressing the gathering, the Prime Minister conveyed his fascination and interest in the drone sector and said that he was deeply impressed by the drone exhibition and the spirit of the entrepreneurs and innovation in the sector.PM inaugurates India's biggest Drone Festival - Bharat Drone Mahotsav 2022
May 27th, 11:21 am
PM Modi inaugurated India's biggest Drone Festival - Bharat Drone Mahotsav 2022 in New Delhi. Addressing the gathering, the Prime Minister conveyed his fascination and interest in the drone sector and said that he was deeply impressed by the drone exhibition and the spirit of the entrepreneurs and innovation in the sector.ଉତ୍ତର ପ୍ରଦେଶର ମିରଟରେ ମେଜର ଧ୍ୟାନଚାନ୍ଦ କ୍ରୀଡ଼ା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 02nd, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।ଉତ୍ତରପ୍ରଦେଶର ମିରଟ୍ଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
January 02nd, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।ପ୍ରଧାନମନ୍ତ୍ରୀଙ୍କ ରାଷ୍ଟ୍ରକୁ ସମ୍ବୋଧନ
November 19th, 09:10 am
ଆଜି ଦେବ ଦିପାବଳୀର ପବିତ୍ର ପର୍ବ ଅଟେ । ଆଜି ଗୁରୁ ନାନକ ଦେବ ଜୀଙ୍କର ମଧ୍ୟ ପବିତ୍ର ପ୍ରକାଶ ପର୍ବ । ମୁଁ ସମଗ୍ର ବିଶ୍ୱର ସବୁ ଲୋକଙ୍କୁ ଏବଂ ସମସ୍ତ ଦେଶବାସୀଙ୍କୁ ଏହି ପବିତ୍ର ପର୍ବ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ଏହା ମଧ୍ୟ ଅତ୍ୟନ୍ତ ଆନନ୍ଦଦାୟକ ଯେ ଦେଢ ବର୍ଷର ବ୍ୟବଧାନ ପରେ କର୍ତାରପୁର ସାହିବ କରିଡର ଏବେ ପୁଣି ଥରେ ଖୋଲାଯାଇଛି ।ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 19th, 09:09 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି।ଛତିଶଗଡର ରାୟପୁରରେ ବିଶେଷ ଗୁଣସମ୍ପନ୍ନ ୩୫ କିସମ ଫସଲର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 28th, 11:01 am
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ମହୋଦୟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ଅନ୍ୟ ସହକର୍ମୀ ଶ୍ରୀ ପୁରୁଷୋତମ ରୁପାଲା ମହୋଦୟ, ଶ୍ରୀ କୈଳାଶ ଚୌଧୁରୀ ମହୋଦୟ, ଭଉଣୀ ଶୋଭା, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ମହୋଦୟ, ବିରୋଧୀ ଦଳ ନେତା ଶ୍ରୀ ଧର୍ମ ଲାଲ କୌଶିକ ମହୋଦୟ, କୃଷି ଶିକ୍ଷା ସହ ଜଡିତ ସମସ୍ତ କୂଳପତି, ନିର୍ଦ୍ଦେଶକ, ବୈଜ୍ଞାନିକ ସାଥୀ ଏବଂ ମୋର ପ୍ରିୟ କୃଷକ ଭାଇ ଓ ଭଉଣୀମାନେ!ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ପ୍ରଜାତିର ଶସ୍ୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
September 28th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ଟି ବିଭିନ୍ନ ପ୍ରଜାତିର ଶସ୍ୟକୁ ଆଜି ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ସମାରୋହରେ ଶ୍ରୀ ମୋଦୀ ନବନିର୍ମିତ ରାୟପୁର ସ୍ଥିତ ଜାତୀୟ ବାୟୋଟିକ ଷ୍ଟ୍ରେସ ମ୍ୟାନେଜମେଂଟ ପ୍ରତିଷ୍ଠାନକୁ ମଧ୍ୟ ଦେଶ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କୃଷି ବିଶ୍ୱବିଦ୍ୟାଳୟ ଗୁଡିକୁ ଗ୍ରୀନ୍ କ୍ୟାମ୍ପସ ସମ୍ମାନ ମଧ୍ୟ ପ୍ରଦାନ କରିଥିଲେ । ନୂଆ ନୂଆ ପଦ୍ଧତି ଅନୁସରଣ କରୁଥିବା ଚାଷୀମାନଙ୍କ ସହ ମତ ବିନିମୟ କରିବା ଲାଗି ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍ବୋଧନ ଦେଇଥିଲେ ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 15th, 07:38 am
ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:37 am
ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।ଡିଜିଟାଲ ଇଣ୍ଡିଆ ଅଭିଯାନର ୬ଷ୍ଠ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 01st, 11:01 am
କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ରବିଶଙ୍କର ପ୍ରସାଦ ମହାଶୟ, ଶ୍ରୀ ସଞ୍ଜୟ ଧୋତ୍ରେ ମହାଶୟ, ଡିଜିଟାଲ ଇଣ୍ଡିଆ ସମେତ ଭିନ୍ନ-ଭିନ୍ନ ପଦକ୍ଷେପ ସହିତ ସାମିଲ ମୋର ସମସ୍ତ ସାଥୀଗଣ, ଭାଇ ଓ ଭଉଣୀମାନେ ! ଡିଜିଟାଲ ଇଣ୍ଡିଆ ଅଭିଯାନର 6 ବର୍ଷ ପୂରଣ ହେବା ଅବସରରେ ଆପଣମାନଙ୍କୁ ବହୁତ-ବହୁତ ଶୁଭକାମନା !‘ଡିଜିଟାଲ ଇଣ୍ଡିଆ’ ହିତାଧିକାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
July 01st, 11:00 am
ଡିଜିଟାଲ ଇଣ୍ଡିଆ’ ଅଭିଯାନକୁ ଛଅ ବର୍ଷ ପୂରଣ ହେବା ଅବସରରେ ଭିଡିଓ କନଫରେନ୍ସିଂ ଜରିଆରେ ‘ଡିଜିଟାଲ ଇଣ୍ଡିଆ’ ଅଭିଯାନର ହିତାଧିକାରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଶ୍ରୀ ରବି ଶଙ୍କର ପ୍ରସାଦ ଏବଂ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସଞ୍ଜୟ ଶାମରାଓ ଧୋତ୍ରେ ଉପସ୍ଥିତ ଥିଲେ।PM Modi addresses public meeting at Dharapuram, Tamil Nadu
March 30th, 02:04 pm
In his first rally in the state of Tamil Nadu before assembly elections, PM Modi addressed a huge gathering in Dharapuram. “India takes great pride in the culture of Tamil Nadu. One of the happiest moments of my life was when I got a chance to speak a few words in the oldest language in the world, Tamil, at the United Nations,” he said.130 କୋଟି ଦେଶବାସୀଙ୍କ ପାଇଁ ଦିଲ୍ଲୀ ହେଉଛି ବୃହତ ଆର୍ଥିକ ଓ କ୍ଷମତା କେନ୍ଦ୍ର ଓ ଏହାର ମହତ୍ଵ ସୁସ୍ପଷ୍ଟ – ପ୍ରଧାନମନ୍ତ୍ର
December 28th, 11:03 am
ଛୋଟ ବଡ ନିର୍ବିଶେଷରେ ପ୍ରତ୍ୟେକ ସହର ଦେଶର ଆର୍ଥିକ କେନ୍ଦ୍ରବିନ୍ଦୁ ହେବାକୁ ଯାଉଛନ୍ତି । ମାତ୍ର ଦେଶର ରାଜଧାନୀ ହୋଇଥିବା ଦୃଷ୍ଟିରୁ ଦିଲ୍ଲୀର ମହତ୍ଵ ଏକବିଂଶ ଶତାବ୍ଦୀରେ ପ୍ରତିଫଳିତ ହୋଇ ବିଶ୍ଵରେ ତାର ଉତ୍କର୍ଷ ପ୍ରତିପାଦନ କରିବ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ଏହି ପ୍ରାଚୀନ ସହରକୁ ଆଧୁନିକ କରିବା ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ସମ୍ମିଳନୀ ଜରିଆରେ ପ୍ରଥମ ଚାଳକବିହୀନ ମେଟ୍ରୋ ସେବା ଓ ଦିଲ୍ଲୀ ମେଟ୍ରୋର ଏୟାର ପୋର୍ଟ ଏକ୍ସପ୍ରେସଲାଇନ ନ୍ୟାସନାଲ କମନ ମୋବିଲିଟି କାର୍ଡ ସଂପ୍ରସାରଣ ଉଦଘାଟନ କରିବା ଅବସରରେ ଏହା ପ୍ରକାଶ କରିଛନ୍ତି ।PM Elaborates ‘Ek Bharat Shreshtha Bharat’ Through Consolidation of Systems and Processes
December 28th, 11:02 am
The Prime Minister, Shri Narendra Modi, while inaugurating the first-ever driverless Metro operations today also launched the expansion of National Common Mobility Card to the Airport Express Line of Delhi Metro.Urbanization should not be seen as a challenge but used as an opportunity: PM Modi
December 28th, 11:01 am
Prime Minister Narendra Modi inaugurated India’s first-ever driverless train operations on Delhi Metro’s Magenta Line. National Common Mobility Card was expanded to the Airport Express Line of Delhi Metro, which was started in Ahmedabad last year.PM inaugurates India’s first-ever driverless train operations on Delhi Metro’s Magenta Line
December 28th, 11:00 am
Prime Minister Narendra Modi inaugurated India’s first-ever driverless train operations on Delhi Metro’s Magenta Line. National Common Mobility Card was expanded to the Airport Express Line of Delhi Metro, which was started in Ahmedabad last year.Ideology should never be put before national interest: PM Modi
November 12th, 06:31 pm
PM Narendra Modi unveiled a statue of Swami Vivekananda in JNU Campus, New Delhi through video conferencing. Addressing the programme, the Prime Minister said it is natural to be proud of one’s ideology but on the subjects of national interest, our ideology should be seen standing with the nation not against it.PM unveils statue of Swami Vivekananda at JNU Campus
November 12th, 06:30 pm
PM Narendra Modi unveiled a statue of Swami Vivekananda in JNU Campus, New Delhi through video conferencing. Addressing the programme, the Prime Minister said it is natural to be proud of one’s ideology but on the subjects of national interest, our ideology should be seen standing with the nation not against it.