ନୂଆଦିଲ୍ଲୀରେ କର୍ତବ୍ୟ ପଥର ଉଦଘାଟନତ୍ତଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୂଳ ପାଠ

September 08th, 10:41 pm

ଆଜିର ଏହି ଐତିହାସିକ କାର୍ଯ୍ୟକ୍ରମ ଉପରେ ସମଗ୍ର ଦେଶର ଦୃଷ୍ଟି ନିବିଦ୍ଧ ରହିଛି, ସମସ୍ତ ଦେଶବାସୀ ଏବେ ଏହି କାର୍ଯ୍ୟକ୍ରମ ସହ ଯୋଡି ହୋଇଛନ୍ତି । ଏହି ଐତିହାସିକ ମୁହୂର୍ତର ସାକ୍ଷୀ ପାଲଟୁଥିବା ସମସ୍ତ ଦେଶବାସୀଙ୍କୁ ମୁଁ ହୃଦୟରୁ ସ୍ୱାଗତ କରୁଛି, ଅଭିନନ୍ଦନ ଜଣାଉଛି । ଏହି ଐତିହାସିକ ମୁହୂର୍ତରେ ମୋ ସହ ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଶ୍ରୀ ହରଦୀପ ପୁରୀ ଜୀ, ଶ୍ରୀ ଜୀ କିଶନ ରେଡ୍ଡୀ ଜୀ, ଶ୍ରୀ ଅର୍ଜୁନ ରାମ ମେଘୱାଲ ଜୀ, ଶ୍ରୀମତି ମିନାକ୍ଷୀ ଲେଖି ଜୀ, ଶ୍ରୀ କୌଶଲ କିଶୋର ଜୀ, ଆଜି ମୋ ସହ ମଧ୍ୟ ମଂଚ ଉପରେ ଉପସ୍ଥିତ ଅଛନ୍ତି । ଦେଶର ଅନେକ ମାନ୍ୟଗଣ୍ୟ ଅତିଥି ଗଣ, ସେମାନେ ମଧ୍ୟ ଆଜି ଏଠାରେ ଉପସ୍ଥିତ ଅଛନ୍ତି ।

PM inaugurates 'Kartavya Path' and unveils the statue of Netaji Subhas Chandra Bose at India Gate

September 08th, 07:00 pm

PM Modi inaugurated Kartavya Path and unveiled the statue of Netaji Subhas Chandra Bose. Kingsway i.e. Rajpath, the symbol of colonialism, has become a matter of history from today and has been erased forever. Today a new history has been created in the form of Kartavya Path, he said.

ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଂଚଳର ଶ୍ରମ ମନ୍ତ୍ରୀମାନଙ୍କର ରାଷ୍ଟ୍ରୀୟ ଶ୍ରମ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 25th, 04:31 pm

ଚଣ୍ଡିଗଡ଼ର ପ୍ରଶାସକ ଶ୍ରୀମାନ ବନୱାରୀ ଲାଲ ପୁରୋହିତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଭୁପେନ୍ଦ୍ର ଯାଦବ ମହାଶୟ, ଶ୍ରୀ ରାମେଶ୍ୱର ତେଲୀ ମହାଶୟ, ସବୁ ରାଜ୍ୟର ଆଦରଣୀୟ ଶ୍ରମ ମନ୍ତ୍ରୀଗଣ, ଶ୍ରମ ସଚିବଗଣ, ଅନ୍ୟ ମହାନୁଭବ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତିଗଣ, ସର୍ବପ୍ରଥମେ ମୁଁ ଭଗବାନ ତିରୁପତି ବାଲାଜୀଙ୍କ ଚରଣରେ ପ୍ରଣାମ ଜଣାଉଛି। ଯେଉଁ ପବିତ୍ର ସ୍ଥାନରେ ଆପଣମାନେ ସମସ୍ତେ ଉପସ୍ଥିତ ଅଛନ୍ତି, ତାହା ହେଉଛି ଭାରତର ଶ୍ରମ ଏବଂ ସାମର୍ଥ୍ୟର ସାକ୍ଷୀ। ମୋର ବିଶ୍ୱାସ ରହିଛି ଯେ, ଏହି କନଫରେନ୍ସ ସମ୍ମିଳନୀରୁ ବାହାରିଥିବା ବିଚାରଧାରା ଦେଶର ଶ୍ରମ- ସାମର୍ଥ୍ୟକୁ ସୁଦୃଢ଼ କରିବ। ମୁଁ ଆପଣ ସମସ୍ତଙ୍କୁ, ଆଉ ବିଶେଷ ରୂପେ ଶ୍ରମ ମନ୍ତ୍ରଣାଳୟକୁ ଏହି ଆୟୋଜନ ପାଇଁ ଶୁଭେଚ୍ଛା ଜଣାଉଛି।

ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶ୍ରମ ମନ୍ତ୍ରୀମାନଙ୍କର ଜାତୀୟ ଶ୍ରମ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

August 25th, 04:09 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଶ୍ରମ ମନ୍ତ୍ରୀଙ୍କ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଭୁପେନ୍ଦର ଯାଦବ ଏବଂ ଶ୍ରୀ ରାମେଶ୍ୱର ଟେଲି ଏବଂ ରାଜ୍ୟ ଶ୍ରମ ମନ୍ତ୍ରୀମାନେ ଉପସ୍ଥିତ ଥିଲେ ।