For us, MSME means- Maximum Support to Micro Small and Medium Enterprises: PM Modi
June 30th, 10:31 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.PM participates in ‘Udyami Bharat’ programme
June 30th, 10:30 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.Start-ups are reflecting the spirit of New India: PM Modi during Mann Ki Baat
May 29th, 11:30 am
During Mann Ki Baat, Prime Minister Narendra Modi expressed his joy over India creating 100 unicorns. PM Modi said that start-ups were reflecting the spirit of New India and he applauded the mentors who had dedicated themselves to promote start-ups. PM Modi also shared thoughts on Yoga Day, his recent Japan visit and cleanliness.ଭାରତୀୟ ରିଜର୍ଭ ବ୍ୟାଙ୍କର ଦୁଇଟି ଅଭିନବ ଗ୍ରାହକ କେନ୍ଦ୍ରିକ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 12th, 11:01 am
ନମସ୍କାର ଆଜ୍ଞା, ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ମହାଶୟା, ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସ ମହାଶୟ, କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ମହାନୁଭବ, ଭଦ୍ର ମହିଳା ଏବଂ ଭଦ୍ର ବ୍ୟକ୍ତିଗଣ, କରୋନାର ଏହି ଆହ୍ୱାନପୂର୍ଣ୍ଣ ସମୟରେ ଦେଶର ଅର୍ଥ ମନ୍ତ୍ରଣାଳୟ, ଆରବିଆଇ ଏବଂ ଅନ୍ୟ ଆର୍ଥିକ ସଂସ୍ଥା ଗୁଡିକ ବହୁତ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି । ଅମୃତ ମହୋତ୍ସବର ଏହି କାଳଖଣ୍ଡରେ, ଏକବିଂଶ ଶତାବ୍ଦୀର ଏହି ଗୁରୁତ୍ୱପୂର୍ଣ୍ଣ ଦଶକ ଦେଶର ବିକାଶ ପ।ଇଁ ବହୁତ ଗୁରୁତ୍ୱ ରଖୁଛି । ଏଭଳି ସମୟରେ ଆରବିଆଇର ଭୂମିକା ମଧ୍ୟ ହେଉଛି ବହୁତ ବଡ଼ ଗୁରୁତ୍ବପୂର୍ଣ୍ଣ । ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଯେ ଟିମ୍ ଆରବିଆଇ, ଦେଶର ଆଶା ଆକାଂକ୍ଷା ଆଗରେ ସଠିକ୍ ପ୍ରମାଣିତ ହେବ।ଆରବିଆଇର ଦୁଇଟି ଅଭିନବ ଗ୍ରାହକ କୈନ୍ଦ୍ରିକ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
November 12th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଦୁଇଟି ଅଭିନବ ଗ୍ରାହକ କୈନ୍ଦ୍ରିକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଦୁଇଟି ଯୋଜନା ହେଲା- ରିଟେଲ୍ ଡାଇରେକ୍ଟ ଯୋଜନା ଏବଂ ରିଜର୍ଭ ବ୍ୟାଙ୍କ – ସମନ୍ୱିତ ଲୋକପାଳ ଯୋଜନା। ପ୍ରଧାନମନ୍ତ୍ରୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଜନା ଦୁଇଟିର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସ ଉପସ୍ଥିତ ଥିଲେ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 15th, 07:38 am
ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:37 am
ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।କେରଳରେ ଏକ ପୂର୍ଣ୍ଣାଙ୍ଗ ଅନ୍ତରାଷ୍ଟ୍ରୀୟ କ୍ରୁଜ ଟର୍ମିନାଲ ଉଦ୍ଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଭାଷଣ
February 14th, 04:40 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚି ଠାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବା ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କେରଳ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟ, ଶ୍ରୀ ଭି. ମୁରଲୀଧରନ୍ ଏହି ଅବସରରେ ଉପସ୍ଥିତ ଥିଲେ।କେରଳର କୋଚିରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
February 14th, 04:39 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚି ଠାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବା ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କେରଳ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟ, ଶ୍ରୀ ଭି. ମୁରଲୀଧରନ୍ ଏହି ଅବସରରେ ଉପସ୍ଥିତ ଥିଲେ।Global investment sentiment has shifted from ‘Why India’ to 'Why not India': PM Modi
December 19th, 10:27 am
PM Modi delivered the keynote address at ASSOCHAM Foundation Week 2020, today via video conferencing. Addressing the gathering the PM commended the business community for their contribution to nation-building. He said now the industry has complete freedom to touch the sky and urged them to take full advantage of it.PM Modi's keynote address at ASSOCHAM Foundation Week
December 19th, 10:26 am
PM Modi delivered the keynote address at ASSOCHAM Foundation Week 2020, today via video conferencing. Addressing the gathering the PM commended the business community for their contribution to nation-building. He said now the industry has complete freedom to touch the sky and urged them to take full advantage of it.There is no reason for mistrust in the recent agricultural reforms: PM Modi
December 18th, 02:10 pm
PM Narendra Modi addressed a Kisan Sammelan in Madhya Pradesh through video conferencing. PM Modi accused the opposition parties of misleading the farmers and using them as a vote bank and political tool. He also reiterated that the system of MSP will remain unaffected by the new agricultural laws.PM Modi addresses Kisan Sammelan in Madhya Pradesh
December 18th, 02:00 pm
PM Narendra Modi addressed a Kisan Sammelan in Madhya Pradesh through video conferencing. PM Modi accused the opposition parties of misleading the farmers and using them as a vote bank and political tool. He also reiterated that the system of MSP will remain unaffected by the new agricultural laws.ଝାଡ଼ଖଣ୍ଡର ରାଞ୍ଚିରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 12th, 12:20 pm
ନୂତନ ସରକାର ପ୍ରତିଷ୍ଠା ହେବା ପରେ ଯେଉଁ କେତେକ ରାଜ୍ୟକୁ ମୋତେ ପ୍ରଥମେ ଯିବାର ସୁଯୋଗ ମିଳିଲା, ସେମାନଙ୍କ ମଧ୍ୟରୁ ଝାଡ଼ଖଣ୍ଡ ମଧ୍ୟ ହେଉଛି ଗୋଟିଏ ରାଜ୍ୟ । ଏହି ପ୍ରଖ୍ୟାତ ମୈଦାନ, ପ୍ରଭାତ ତାରା ମୈଦାନ, ସକାଳର ସମୟ ଆଉ ଆମେ ସମସ୍ତେ ଯୋଗ କରୁଥିଲେ ଏବଂ ବର୍ଷା ମଧ୍ୟ ଆମ ଉପରେ ଆଶୀର୍ବାଦ ଢାଳୁଥିଲା । ଆଜି ଯେତେବେଳେ ପୁଣି ଏହି ମୈଦାନକୁ ଆସିଛି ତ ଅନେକ ପୁରୁଣା ସ୍ମୃତି ସତେଜ ହୋଇ ଉଠୁଛି । ଏହା ହେଉଛି ସେହି ମୈଦାନ ଯେଉଁଠାରୁ ଆୟୁଷ୍ମାନ ଭାରତ ଯୋଜନା ଗତ ସେପ୍ଟେମ୍ବର ମାସରେ ଆରମ୍ଭ ହୋଇଥିଲା।ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
September 12th, 12:11 pm
କୃଷକଙ୍କ ଜୀବନକୁ ସୁରକ୍ଷିତ କରିବା ଲାଗି ଏକ ବୃହତ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ରାଂଚିଠାରେ ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନାର ଶୁଭାରମ୍ଭ କରିଛନ୍ତି ।BJP in Haryana is focused on development and ensuring a transparent governance system: PM Modi
May 08th, 11:32 am
At a rally in Haryana’s Kurukshetra, PM Modi said, “The BJP government in Haryana has been continuously carrying out development and providing a clean and transparent government for every community in the state.” He added how in the last five years, the government had worked extensively on stepping up national security.No country can emerge as a superpower in the absence of a strong national security policy: PM Modi
May 08th, 11:31 am
At a rally in Fatehabad, Haryana, PM Modi said, “No country can emerge as a superpower in the absence of a strong national security policy. We have spent the last five years in infusing vigour and strength in our armed forces and developing a coherent policy on national security that ensures greater security for all Indians while allowing no tolerance for terrorists and their sympathizers.”PM Modi addressed public meetings in Haryana
May 08th, 11:30 am
Prime Minister Narendra Modi addressed two large public meetings in Fatehabad and Kurukshetra in Haryana today. Addressing the jam-packed rallies, PM Modi lashed out the national security policy of the Congress party saying it was too soft on addressing national security issues thereby ‘betraying’ the soldiers of India.ଯୁବ ଉଦ୍ଭାବକ, ଷ୍ଟାର୍ଟ-ଅପ ଉଦ୍ୟୋଗୀଙ୍କ ସହ ଭିଡିଓ ବ୍ରିଜ ଜରିଆରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
June 06th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବ୍ରିଜ କାର୍ଯ୍ୟକ୍ରମ ଜରିଆରେ ଦେଶର ବିଭିନ୍ନ ସ୍ଥାନରେ ଥିବା ଯୁବ ଉଦ୍ଭାବକ ଏବଂ ଷ୍ଟାର୍ଟ ଅପ ଉଦ୍ୟୋଗୀମାନଙ୍କ ସହ ଆଲୋଚନା କରିଛନ୍ତି । ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ହିତାଧିକାରୀମାନଙ୍କ ସହ ଭିଡିଓ ବ୍ରିଜ ଜରିଆରେ ମତ ବିନିମୟ କରିବା – ପ୍ରଧାନମନ୍ତ୍ରୀଙ୍କ ଏହା ଚତୁର୍ଥ କାର୍ଯ୍ୟକ୍ରମ ।