‘ଜନଔଷଧି ଦିବସ’ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 07th, 10:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ଆଜି ଜନଔଷଧୀ ଦିବସ ଉତ୍ସବ ପାଳନ ଅବସରରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଦେଶର ୭୫୦୦ତମ ଜନଔଷଧୀ କେନ୍ଦ୍ରକୁ ଶିଲଂର ନିଗ୍ରିହିମ୍ସ ଠାରେ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ସେ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୀ ପରି ଯୋଜନାର ହିତାଧିକାରୀମାନଙ୍କ ସହିତ ମତବିନିମୟ କରିଥିଲେ । ଏହାଛଡା ସେ ମଧ୍ୟ ଏହି ଯୋଜନାର ସଂପୃକ୍ତ ପକ୍ଷମାନଙ୍କୁ ସେମାନଙ୍କର ଉତ୍ତମକାର୍ଯ୍ୟ ପାଇଁ ସମ୍ମାନିତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ବି.ଭି. ସଦାନନ୍ଦ ଗୌଡା, ଶ୍ରୀ ମନସୁଖ ମାଣ୍ଡବୀୟ, ଶ୍ରୀ ଅନୁରାଗ ଠାକୁର, ହିମାଚଳ ପ୍ରଦେଶ, ମେଘାଳୟର ମୁଖ୍ୟମନ୍ତ୍ରୀ ତଥା ମେଘାଳୟ ଓ ଗୁଜରାଟର ଉପମୁଖ୍ୟମନ୍ତ୍ରୀ ଦ୍ୱୟ ଉପସ୍ଥିତ ଥିଲେ ।ଜନଔଷଧୀ ଦିବସ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 07th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ଆଜି ଜନଔଷଧୀ ଦିବସ ଉତ୍ସବ ପାଳନ ଅବସରରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଦେଶର ୭୫୦୦ତମ ଜନଔଷଧୀ କେନ୍ଦ୍ରକୁ ଶିଲଂର ନିଗ୍ରିହିମ୍ସ ଠାରେ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ସେ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୀ ପରି ଯୋଜନାର ହିତାଧିକାରୀମାନଙ୍କ ସହିତ ମତବିନିମୟ କରିଥିଲେ । ଏହାଛଡା ସେ ମଧ୍ୟ ଏହି ଯୋଜନାର ସଂପୃକ୍ତ ପକ୍ଷମାନଙ୍କୁ ସେମାନଙ୍କର ଉତ୍ତମକାର୍ଯ୍ୟ ପାଇଁ ସମ୍ମାନିତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ବି.ଭି. ସଦାନନ୍ଦ ଗୌଡା, ଶ୍ରୀ ମନସୁଖ ମାଣ୍ଡବୀୟ, ଶ୍ରୀ ଅନୁରାଗ ଠାକୁର, ହିମାଚଳ ପ୍ରଦେଶ, ମେଘାଳୟର ମୁଖ୍ୟମନ୍ତ୍ରୀ ତଥା ମେଘାଳୟ ଓ ଗୁଜରାଟର ଉପମୁଖ୍ୟମନ୍ତ୍ରୀ ଦ୍ୱୟ ଉପସ୍ଥିତ ଥିଲେ ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ସଂକ୍ରାନ୍ତ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ଉତର
February 08th, 08:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିଛନ୍ତି । ଆଲୋଚନାରେ ଅଂଶଗ୍ରହଣ କରିବା ସହ ନିଜ ନିଜ ବକ୍ତବ୍ୟ ରଖିବା ନେଇ ସେ ରାଜ୍ୟସଭା ସଦସ୍ୟମାନଙ୍କୁ ଧନ୍ୟବାଦ ମଧ୍ୟ ଅର୍ପଣ କରିଛନ୍ତି । ବିଶ୍ୱ ସମ୍ମୁଖୀନ ହେଉଥିବା କଠିନ ସମସ୍ୟା ରାଷ୍ଟ୍ରପତିଙ୍କ ଅଭିଭାଷଣ ଯୋଗୁଁ ଆଶ୍ୱସ୍ତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ।ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ପ୍ରଧାନମନ୍ତ୍ରୀଙ୍କ ରାଜ୍ୟସଭାରେ ଉତ୍ତର
February 08th, 11:27 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିଛନ୍ତି । ଆଲୋଚନାରେ ଅଂଶଗ୍ରହଣ କରିବା ସହ ନିଜ ନିଜ ବକ୍ତବ୍ୟ ରଖିବା ନେଇ ସେ ରାଜ୍ୟସଭା ସଦସ୍ୟମାନଙ୍କୁ ଧନ୍ୟବାଦ ମଧ୍ୟ ଅର୍ପଣ କରିଛନ୍ତି । ବିଶ୍ୱ ସମ୍ମୁଖୀନ ହେଉଥିବା କଠିନ ସମସ୍ୟା ରାଷ୍ଟ୍ରପତିଙ୍କ ଅଭିଭାଷଣ ଯୋଗୁଁ ଆଶ୍ୱସ୍ତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ।West Bengal will play a significant role in ‘Purvodaya’: PM Modi
October 22nd, 10:58 am
Prime Minister Narendra Modi joined the Durga Puja celebrations in West Bengal as he inaugurated a puja pandal in Kolkata via video conferencing today. The power of maa Durga and devotion of the people of Bengal is making me feel like I am present in the auspicious land of Bengal. Blessed to be able to celebrate with you, PM Modi said as he addressed the people of Bengal.PM Modi inaugurates Durga Puja Pandal in West Bengal
October 22nd, 10:57 am
Prime Minister Narendra Modi joined the Durga Puja celebrations in West Bengal as he inaugurated a puja pandal in Kolkata via video conferencing today. The power of maa Durga and devotion of the people of Bengal is making me feel like I am present in the auspicious land of Bengal. Blessed to be able to celebrate with you, PM Modi said as he addressed the people of Bengal.ଆଜାଦ ହିନ୍ଦ ସରକାର ଗଠନର 75ତମ ବାର୍ଷିକୀ ଉତ୍ସବରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
October 21st, 11:15 am
ନେତାଜୀ ସୁବାସ ଚନ୍ଦ୍ର ବୋଷ ଗଠନ କରିଥିବା ଆଜାଦ ହିନ୍ଦ ସରକାରର 75ତମ ବାର୍ଷିକୀକୁ ସ୍ମରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ଆଜି ଲାଲ କିଲ୍ଲାଠାରେ ଜାତୀୟ ପତାକା ଉତୋଳନ କରିଛନ୍ତି ।ବିହାରର ମୋତିହାରୀରେ ଚମ୍ପାରଣ ସତ୍ୟାଗ୍ରହ ଶତବାର୍ଷିକୀ ସମାରୋହର ଉଦ୍ଯାପନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
April 10th, 01:32 pm
ଚମ୍ପାରଣର ଏହି ପରମ-ପବିତ୍ର ମାଟିରେ ଦେଶର କୋଣଅନୁକୋଣରୁ ଆସିଥିବା ସ୍ୱଚ୍ଛାଗ୍ରହୀ ଭାଇ-ଭଉଣୀ, ସମସ୍ତ ସ୍ନେହୀ, ଉପସ୍ଥିତ ସମ୍ମାନିତ ଲୋକମାନଙ୍କୁ ମୁଁ ପ୍ରଣାମ କରୁଛି । ଆପଣମାନେ ସମସ୍ତେ ଜାଣିଥିବେ ଯେ ଏହି ପବିତ୍ର ମାଟିରୁ ବାପୁ ସତ୍ୟାଗ୍ରହ ଆନ୍ଦୋଳନ ଆରମ୍ଭ କରିଥିଲେ । ଇଂରେଜମାନଙ୍କ ଗୋଲାମୀରୁ ମୁକ୍ତି ପାଇଁ ଏକ ମଜବୁତ ଅହିଂସା ଅସ୍ତ୍ର ସତ୍ୟାଗ୍ରହ ରୂପରେ ଆମକୁ ମିଳିଥିଲା । ସତ୍ୟାଗ୍ରହକୁ 100 ବର୍ଷ ପୂରଣ ହୋଇଛି । ତାହା କେତେ ପ୍ରଭାବଶାଳୀ ଥିଲା, ତାହା ସବୁ ସମୟରେ ପ୍ରଭାବଶାଳୀ ରହିଛି । ସତ୍ୟାଗ୍ରହରୁ ସ୍ୱଚ୍ଛାଗ୍ରହ ଆଜିର ସମୟର ଆବଶ୍ୟକତା ।ଜାତୀୟ ସ୍ୱଚ୍ଛାଗ୍ରହୀ ସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ;
April 10th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୋତିହାରୀରେ ଅନୁଷ୍ଠିତ ସ୍ୱଚ୍ଛାଗ୍ରହୀମାନଙ୍କ ଜାତୀୟ ସମ୍ମେଳନରେ ଉଦ୍ବୋଧନ ଦେଇଛନ୍ତି । ଚମ୍ପାରଣରେ ମହାତ୍ମା ଗାନ୍ଧୀଙ୍କ ସତ୍ୟାଗ୍ରହର ଶତବାର୍ଷିକୀ ସମାରୋହର ଉପଲକ୍ଷେ ଆୟୋଜିତ ହୋଇଥିବା ବର୍ଷବ୍ୟାପୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଆଜି ଏହି ଉତ୍ସବ ଆୟୋଜନ କରାଯାଇଛି ।The nerve centre of India's development lies in eastern India: PM Modi
March 12th, 03:52 pm
PM unveils plaques for railway bridge projects in Bihar
March 12th, 03:51 pm