'ଏକ ଭାରତ, ଶ୍ରେଷ୍ଠ ଭାରତ'ର ଭାବନା ଆମ ଦେଶକୁ ଶକ୍ତିଶାଳୀ କରୁଛି: 'ମନ୍ କୀ ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ

'ଏକ ଭାରତ, ଶ୍ରେଷ୍ଠ ଭାରତ'ର ଭାବନା ଆମ ଦେଶକୁ ଶକ୍ତିଶାଳୀ କରୁଛି: 'ମନ୍ କୀ ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ

March 26th, 11:00 am

ମୋର ପ୍ରିୟ ଦେଶବାସୀଗଣ, ‘ମନ କି ବାତ୍’ରେ ଆମେ ଏଭଳି ହଜାର ହଜାର ଲୋକଙ୍କ ବିଷୟରେ ଆଲୋଚନା କରିଛୁ, ଯେଉଁମାନେ ଅନ୍ୟମାନଙ୍କ ସେବା ପାଇଁ ନିଜର ଜୀବନକୁ ସମର୍ପିତ କରିଦେଇଥାଆନ୍ତି । ଏଭଳି ଅନେକ ଲୋକ ଥାଆନ୍ତି, ଯେଉଁମାନେ ଝିଅମାନଙ୍କ ଶିକ୍ଷା ପାଇଁ ନିଜର ସାରା ପେନ୍ସନ୍ ଖର୍ଚ୍ଚ କରିଦେଇଥାଆନ୍ତି । କେହି ନିଜ ଜୀବନଯାକର ଉପାର୍ଜନକୁ ପରିବେଶ ଓ ପ୍ରାଣୀ ସେବା ପାଇଁ ସମର୍ପିତ କରିଦେଇଥାଏ । ଆମ ଦେଶରେ ପରମାର୍ଥକୁ ଏତେ ଉଚ୍ଚ ସ୍ଥାନ ଦିଆଯାଇଛି ଯେ, ଅନ୍ୟମାନଙ୍କ ସୁଖ ପାଇଁ ଲୋକେ ନିଜର ସର୍ବସ୍ୱ ଦାନ କରିବାରେ ମଧ୍ୟ କୁଣ୍ଠାବୋଧ କରନ୍ତି ନାହିଁ । ସେଇଥିପାଇଁ ତ ଆମକୁ ପିଲାଦିନେ ଶିବି ଓ ଦଧିଚିଙ୍କ ଭଳି ଦେହ-ଦାନୀଙ୍କ କାହାଣୀ କୁହାଯାଇଥାଏ।

ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

June 05th, 11:05 am

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ନିତୀନ ଗଡ଼କରୀ ମହାଶୟ, ନରେନ୍ଦ୍ର ସିଂହ ତୋମର ମହାଶୟ, ପ୍ରକାଶ ଜାବଡେକର ମହାଶୟ, ପୀୟୂଷ ଗୋୟଲ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଗୁଜରାଟ ଖେଡ଼ାର ସାଂସଦ ଦେବୁସିଂହ ଜେସିଂଭାଇ ଚୌହାନ ମହାଶୟ, ୟୁପିର ହରଦୋଇର ସାଂସଦ ଭାଇ ଜୟପ୍ରକାଶ ରାୱତ ମହାଶୟ, ପୁଣେର ମେୟର ମୁରଲୀଧର ମହୋଲ ମହାଶୟ, ପିମ୍ପିରୀ ଚିଞ୍ଚୱାଡ଼ ମହାନଗର ନିଗମର ମେୟର ଭଉଣୀ ଉଷା ମହାଶୟା, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ,

ବିଶ୍ୱ ପରିବେଶ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍‍ବୋଧନ

ବିଶ୍ୱ ପରିବେଶ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍‍ବୋଧନ

June 05th, 11:04 am

ବିଶ୍ୱ ପରିବେଶ ଦିବସ ଅବସରରେ ଆଜି ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସିଂ ଯୋଗେ ଉଦ୍‍ବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମକୁ ମିଳିତ ଭାବେ ପେଟ୍ରୋଲିୟମ୍‍ ଓ ପ୍ରାକୃତିକ ବାଷ୍ପ ଏବଂ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ମିଳିତ ଭାବେ ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ପୁନେର ଜଣେ କୃଷକଙ୍କ ସହିତ ଭାବ ବିନିମୟ କରିଥିଲେ ଏବଂ ସେହି କୃଷକ ଜୈବ କୃଷି ଓ କୃଷି କ୍ଷେତ୍ରରେ ଜୈବଇନ୍ଧନ ବ୍ୟବହାର ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲେ ।