ସମ୍ବିଧାନ ହେଉଛି ଆମର ମାର୍ଗଦର୍ଶକ :ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

December 29th, 11:30 am

ମନ୍ କୀ ବାତ୍ ର ଏହି ଏପିସୋଡ୍ ରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବିଧାନର 75ତମ ବାର୍ଷିକୀ ଏବଂ ପ୍ରୟାଗରାଜରେ ମହାକୁମ୍ଭ ପାଇଁ ପ୍ରସ୍ତୁତି ସମେତ ଭାରତର ସଫଳତା ବିଷୟରେ ପ୍ରତିଫଳନ କରିଥିଲେ। ବସ୍ତର ଅଲିମ୍ପିକ୍ସର ସଫଳତାକୁ ସେ ପ୍ରଶଂସା କରିବା ସହ ମ୍ୟାଲେରିଆ ନିରାକରଣ ଏବଂ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କର୍କଟ ଚିକିତ୍ସା କ୍ଷେତ୍ରରେ ଅଗ୍ରଗତି ଭଳି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସଫଳତା ଉପରେ ଆଲୋକପାତ କରିଥିଲେ । ଏହାବ୍ୟତୀତ ଓଡ଼ିଶାର କଳାହାଣ୍ଡିରେ ହୋଇଥିବା କୃଷି ପରିବର୍ତ୍ତନକୁ ସେ ପ୍ରଶଂସା କରିଥିଲେ।

ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି, ଏଆଇ ଏବଂ ଶାସନ ପାଇଁ ଡାଟା ଉପରେ ଘୋଷଣାନାମା - ବିଭିନ୍ନ ଜି-୨୦ ଦେଶ, ଅତିଥି ଦେଶ ଏବଂ ଅନ୍ତର୍ଜାତୀୟ ସଂଗଠନ ସମର୍ଥନରେ ଜି-୨୦ ଟ୍ରୋଇକା (ଭାରତ, ବ୍ରାଜିଲ ଏବଂ ଦକ୍ଷିଣ ଆଫ୍ରିକା) ଦ୍ୱାରା ମିଳିତ ବିବୃତ୍ତି

November 20th, 07:52 am

ବିଶ୍ୱର ଅଭିବୃଦ୍ଧି ହାର ମହାମାରୀ ପୂର୍ବ ସମୟ ପର୍ଯ୍ୟନ୍ତ ହାରାହାରୀ ୪ ପ୍ରତିଶତ ରହିଥିଲା, ବର୍ତ୍ତମାନ ଏହା ୩ପ୍ରତିଶତରୁ ସାମାନ୍ୟ ଉପରେ ରହିଛି ଯାହାକି ଚଳିତ ଶତାବ୍ଦୀ ଆରମ୍ଭ ପରଠାରୁ ସର୍ବନିମ୍ନ। ଏହାସହିତ ପ୍ରଯୁକ୍ତିବିଦ୍ୟା ଦ୍ରୁତ ଗତିରେ ଆଗକୁ ବଢ଼ୁଛି ଏବଂ ଏହାକୁ ଯଦି ସମାନ ଭାବରେ ପ୍ରୟୋଗ କରାଯାଏ, ତେବେ ଏହା ଆମକୁ ବିକାଶହାର ବୃଦ୍ଧି କରିବା, ଅସମାନତା ହ୍ରାସ କରିବା ଏବଂ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି) ହାସଲ କରିବାରେ ଥିବା ବ୍ୟବଧାନକୁ ଦୂର କରିବା ଦିଗରେ ଏକ ବିଶାଳ ପଦକ୍ଷେପ ନେବା ପାଇଁ ଏକ ଐତିହାସିକ ସୁଯୋଗ ପ୍ରଦାନ କରିବ।

ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

June 30th, 11:00 am

ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।

ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଯୋଗ ଅଭ୍ୟାସକାରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 21st, 12:58 pm

ଆଜି ଯେଉଁ ଦୃଶ୍ୟ ଦେଖିବାକୁ ମିଳୁଛି, ତାହା ସମଗ୍ର ବିଶ୍ୱର ମାନସ ପାଟରେ ଜୀବନ୍ତ ରହିବା ଦୃଶ୍ୟ ଅଟେ। ଯଦି ବର୍ଷା ହୋଇ ନ ଥାନ୍ତା ଏତିକି ହେଲେ ବର୍ଷା ସତ୍ତ୍ୱେ ଯେତିକି ଧ୍ୟାନ ଦିଆଯାଇ ନ ଥାନ୍ତା ଏତିକି ବର୍ଷା ସ୍ଵତେ ମଧ୍ୟ, ଏବଂ ଶ୍ରୀନଗରରେ ବର୍ଷା ହେଲେ ଥଣ୍ଡା ମଧ୍ୟ ବଢିଯାଇଥାଏ। ମୋତେ ଗୋଟିଏ ସ୍ୱେଟର ପିନ୍ଧିବାକୁ ମଧ୍ୟ ପଡିଲା । ଆପଣମାନେ ସମସ୍ତେ ଏଠିକାର ବାସିନ୍ଦା, ଆପଣ ଏହା ସହିତ ଅଭ୍ୟସ୍ତ, ଆପଣଙ୍କ ପାଇଁ କୌଣସି ଅସୁବିଧା ନାହିଁ । କିନ୍ତୁ ବର୍ଷା ଯୋଗୁଁ ସାମାନ୍ୟ ବିଳମ୍ବ ହେବାରୁ ଏହାକୁ ଦୁଇ-ତିନୋଟି ଭାଗରେ ବିଭକ୍ତ କରିବାକୁ ପଡ଼ିଲା। ଏହା ସତ୍ତ୍ୱେ ବିଶ୍ୱ ସମୁଦାୟ ଏବଂ ସମାଜ ପାଇଁ ଯୋଗର ମହତ୍ତ୍ୱ କ'ଣ, ଯୋଗ କିପରି ଜୀବନର ଏକ ସହଜ ଧାରା ରେ ପରିଣତ ହୋଇପାରିବ । ଯେମିତି ଦାନ୍ତ ଘଷିବା ଏକ ନିରନ୍ତର ନିତିଦିନିଆ କଥା ପାଲଟିଯାଇଥାଏ, ସବୁଦିନ ମୁଣ୍ଡ କୁଣ୍ଡାଇବା ଯେମିତି ଗୋଟିଏ କାର୍ଯ୍ୟ ଠିକ୍ ସେମିତି ଜୀବନ ସହ ଯୋଗ ଯୋଡି ହେଲେ ତାହା ଏକ ପ୍ରାକୃତିକ କାର୍ଯ୍ୟରେ ପରିଣତ ହୋଇଥାଏ, ସେମିତି ପ୍ରତି ମୁହୂର୍ତ୍ତରେ ଏହା ଲାଭ ଦେଇ ଚାଲିଥାଏ।

ଜମ୍ମୁ ଓ କଶ୍ମୀରର ଶ୍ରୀନଗରରେ ଅନ୍ତର୍ଜାତୀୟ ଯୋଗ ଦିବସ, ୨୦୨୪ ଅବସରରେ ଡାଲ ହ୍ରଦଠାରେ ଯୋଗ ଅଭ୍ୟାସକାରୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

June 21st, 11:50 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଶ୍ରୀନଗର ଡାଲ ହ୍ରଦଠାରେ ସ୍ଥାନୀୟ ନାଗରିକମାନଙ୍କୁ ସମ୍ବୋଧିତ କରିଛନ୍ତି ।

ଇଜିପ୍ଟର ଝିଅଙ୍କ ଦେଶପ୍ରେମ ଗୀତ ପରିବେଷଣକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

January 29th, 05:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୫ତମ ଗଣତନ୍ତ୍ର ଦିବସ ଉତ୍ସବରେ ଇଜିପ୍ଟର କରିମାନଙ୍କ ଦେଶପ୍ରେମୀ ଗୀତ ଦେଶ ରଙ୍ଗିଲା ର ପରିବେଷଣକୁ ପ୍ରଶଂସା କରିଛନ୍ତି। ସେ ମଧ୍ୟ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ଇଜିପ୍ଟ ରାଷ୍ଟ୍ରପତି ଭାବେ ନିର୍ବାଚିତ ଅବଦେଲ ଫତେହ ଅଲ୍‌ସିସିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

December 18th, 10:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଜିପ୍ଟ ରାଷ୍ଟ୍ରପତି ଭାବେ ନିର୍ବାଚିତ ଅବଦେଲ ଫତେହ ଅଲ୍‌ସିସିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଇଜିପ୍ଟ ରାଷ୍ଟ୍ରପତିଙ୍କ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

October 28th, 08:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଜିପ୍ଟର ରାଷ୍ଟ୍ରପତି ମହାମହିମ ଶ୍ରୀ ଅବଦେଲ୍‌ ଫତ୍ତାହ ଏଲ-ସିସି ଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି ।

ବ୍ରିକ୍‌ସ ସଂପ୍ରସାରଣ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

August 24th, 01:32 pm

ସର୍ବ ପ୍ରଥମେ ରାଷ୍ଟ୍ରପତି, ମୋର ମିତ୍ର ରାମାଫୋସାଜିଙ୍କୁ ବ୍ରିକ୍‌ସ ସମିଟର ସଫଳ ଆୟୋଜନ ପାଇଁ ଅନେକ ଧନ୍ୟବାଦ ଜଣାଉଛି, ତାଙ୍କର ଅଭିନନ୍ଦନ କରୁଛି।

I guarantee that the strictest possible action will be taken against the corrupt: PM Modi

June 27th, 12:04 pm

PM Modi flagged off five Vande Bharat Trains that will connect the six states of India including Madhya Pradesh, Goa, Karnataka, Jharkhand, Maharashtra and Bihar. After this, he addressed a public meeting on ‘Mera Booth Sabse Majboot’ in Bhopal. PM Modi acknowledged the role of the state of Madhya Pradesh in making the BJP the biggest political party in the world.

PM Modi addresses Party Karyakartas during ‘Mera Booth Sabse Majboot’ in Bhopal, Madhya Pradesh

June 27th, 11:30 am

PM Modi flagged off five Vande Bharat Trains that will connect the six states of India including Madhya Pradesh, Goa, Karnataka, Jharkhand, Maharashtra and Bihar. After this, he addressed a public meeting on ‘Mera Booth Sabse Majboot’ in Bhopal. PM Modi acknowledged the role of the state of Madhya Pradesh in making the BJP the biggest political party in the world.

ପ୍ରଧାନମନ୍ତ୍ରୀ ଓ ଇଜିପ୍ଟ ରାଷ୍ଟ୍ରପତିଙ୍କ ମଧ୍ୟରେ ସାକ୍ଷାତ

June 25th, 08:33 pm

ଜାନୁଆରୀ ୨୦୨୩ରେ ଭାରତର ଗଣତନ୍ତ୍ର ଦିବସ ସମାରୋହରେ ରାଷ୍ଟ୍ରପତି ଅଲ୍‌ ସିସି ଅତିଥି ଭାବେ ଯୋଗ ଦେବାକୁ ଦୁଇ ନେତା ଖୁସିର ସହିତ ସ୍ମରଣ କରିଥିଲେ ଏବଂ ଏହାପରେ ଭାରତ-ଇଜିପ୍ଟ ଦ୍ୱିପାକ୍ଷିକ ସମ୍ପର୍କ ତ୍ୱରାନ୍ୱିତ ହେବାକୁ ଉଭୟ ସ୍ୱାଗତ କରିଥିଲେ । ଦ୍ୱିପାକ୍ଷିକ ସହଯୋଗକୁ ଗତିଶୀଳ କରିବା ଲାଗି ଇଜିପ୍ଟ କ୍ୟାବିନେଟ୍‌ରେ ପ୍ରତିଷ୍ଠା କରାଯାଇଥିବା ‘ଇଣ୍ଡିଆ ୟୁନିଟ୍‌’ ବିଶେଷ ଉପଯୋଗୀ ହୋଇଥିବା ନେଇ ସେମାନେ ସହମତ ହୋଇଥିଲେ ।

ଇଜିପ୍ଟର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ ଦ ନାଇଲ୍‌’ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

June 25th, 08:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇଜିପ୍ଟର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍‌ ଦ ନାଇଲ୍‌’ରେ ସମ୍ମାନିତ କରାଯାଇଛି। ଇଜିପ୍ଟ ରାଷ୍ଟ୍ରପତି ମହାମହିମ ଶ୍ରୀ ଅବଦଲ ଫତେହ ଅଲ ସିସି ୨୫ ଜୁନ୍‌ ୨୦୨୩ରେ କାଏରୋସ୍ଥିତ ପ୍ରେସିଡେନ୍ସୀ ଠାରେ ଅନୁଷ୍ଠିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରିଥିଲେ।

ହେଲିଓପଲିସ୍ ଯୁଦ୍ଧ ସ୍ମାରକୀ ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ

June 25th, 04:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଇଜିପ୍ଟ ଗସ୍ତ ସମୟରେ କାଇରୋରେ ଥିବା ହେଲିଓପଲିସ୍ କମନୱେଲଥ ଯୁଦ୍ଧ କବର ସ୍ଥଳୀ ପରିଦର୍ଶନ କରିଥିଲେ ।

ହାସନ ଆଲମ ହୋଲ୍ଡିଂ କମ୍ପାନୀ ସିଇଓ ଶ୍ରୀ ହାସନ ଆଲମଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 25th, 05:22 am

ଉଭୟେ ଅକ୍ଷୟ ଶକ୍ତି, ଗ୍ରୀନ୍ ହାଇଡ୍ରୋଜେନ୍‌, ଭିତ୍ତିଭୂମି ଏବଂ ନିର୍ମାଣ କ୍ଷେତ୍ରରେ ଭାରତୀୟ କମ୍ପାନୀଗୁଡ଼ିକ ସହ ଗଭୀର ସହଯୋଗର ସମ୍ଭାବନା ଉପରେ ଆଲୋଚନା କରିଥିଲେ ।

ଇଜିପ୍ଟର ବିଶିଷ୍ଟ ଯୋଗ ପ୍ରଶିକ୍ଷିକା ରେମ୍ ଜବାକ୍ ଏବଂ ନାଡା ଆଡେଲଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 25th, 05:21 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଜିପ୍ଟର ଦୁଇ ବିଶିଷ୍ଟ ଯୁବ ଯୋଗ ପ୍ରଶିକ୍ଷିକା ରମ୍ ଜବାକ୍ ଏବଂ ନାଡା ଆଡେଲଙ୍କୁ କାଇରୋରେ ୨୦୨୩ ଜୁନ୍ ୨୪ରେ ସାକ୍ଷାତ କରିଛନ୍ତି ।

ଇଜିପ୍ଟ ଲେଖକ ତଥା ପେଟ୍ରୋଲିୟମ ରଣନୀତିଜ୍ଞ ଶ୍ରୀ ତରେକ ହେଗିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 25th, 05:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଜିପ୍ଟର ପ୍ରଖ୍ୟାତ ଲେଖକ ତଥା ପେଟ୍ରୋଲିୟମ ରଣନୀତିଜ୍ଞ ଶ୍ରୀ ତରେକ ହେଗିଙ୍କୁ କାଇରୋରେ ୨୦୨୩ ଜୁନ୍ ୨୪ରେ ସାକ୍ଷାତ କରିଛନ୍ତି ।

ଇଜିପ୍ଟର ଗ୍ରାଣ୍ଡ ମୁଫତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

June 25th, 05:18 am

ପ୍ରଧାନ ଶ୍ରୀ ନରେନ୍ଦ୍ର ମୋଦୀ ୨୪ ଜୁନ୍ ୨୦୨୩ ରେ ଇଜିପ୍ଟ ଗସ୍ତ ସମୟରେ ଇଜିପ୍ଟର ଗ୍ରାଣ୍ଡ ମୁଫତି, ମହାମହିମ ଡକ୍ଟର ସାକି ଇବ୍ରାହିମ୍‍ ଆଲାମଙ୍କୁ ସାକ୍ଷାତ କରିଛନ୍ତି ।

Prime Minister Modi arrives in Cairo, Egypt

June 24th, 06:30 pm

Prime Minister Narendra Modi arrived in Cairo, Egypt a short while ago. In a special gesture he was received by the Prime Minister of Egypt at the airport. PM Modi was given a ceremonial welcome upon arrival.

ଆମେରିକା ଏବଂ ଇଜିପ୍ଟ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

June 20th, 07:00 am

ରାଷ୍ଟ୍ରପତି ଜୋସେଫ ବାଇଡେନ ଏବଂ ପ୍ରଥମ ଲେଡି ଡକ୍ଟର ଜିଲ ବାଇଡେନଙ୍କ ନିମନ୍ତ୍ରଣ କ୍ରମେ ମୁଁ ଆମେରିକା ଯାତ୍ରା କରୁଛି। ଏହି ବିଶେଷ ନିମନ୍ତ୍ରଣ ହେଉଛି ଆମର ଗଣତାନ୍ତ୍ରିକ ରାଷ୍ଟ୍ର ମଧ୍ୟରେ ଭାଗିଦାରୀର ଶକ୍ତି ଏବଂ ସହଯୋଗର ପ୍ରତିଫଳନ।