Congress has always followed the formula of divide and get power: PM Modi
October 09th, 01:09 pm
The Prime Minister, Shri Narendra Modi laid the foundation stone for various development projects in Maharashtra worth over Rs 7600 crore via video conference today. The projects of today include the foundation stone laying of the upgradation of Dr Babasaheb Ambedkar International Airport, Nagpur and the New Integrated Terminal Building at Shirdi Airport. Shri Modi also launched the operationalization of 10 Government Medical Colleges in Maharashtra and inaugurated the Indian Institute of Skills (IIS), Mumbai and Vidya Samiksha Kendra (VSK) of Maharashtra.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୭୬୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି
October 09th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୭୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ପ୍ରକଳ୍ପଗୁଡ଼ିକ ମଧ୍ୟରେ ନାଗପୁରସ୍ଥିତ ଡକ୍ଟର ବାବାସାହେବ ଆମ୍ବେଦକର ଅନ୍ତର୍ଜାତୀୟ ବିମାନବନ୍ଦରର ଉନ୍ନତିକରଣ ଏବଂ ଶିରିଡି ବିମାନବନ୍ଦରରେ ନୂତନ ସମନ୍ୱିତ ଟର୍ମିନାଲ କୋଠାର ଶିଳାନ୍ୟାସ ଅନ୍ତର୍ଭୁକ୍ତ । ଶ୍ରୀ ମୋଦୀ ମହାରାଷ୍ଟ୍ରର ୧୦ଟି ସରକାରୀ ମେଡିକାଲ କଲେଜ କାର୍ଯ୍ୟର ଶୁଭାରମ୍ଭ କରିବା ସହ ମୁମ୍ବାଇର ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ସ୍କିଲ୍ସ (ଆଇଆଇଏସ୍) ଏବଂ ମହାରାଷ୍ଟ୍ରର ବିଦ୍ୟା ସମୀକ୍ଷା କେନ୍ଦ୍ର (ଭିଏସକେ)ର ଉଦଘାଟନ କରିଥିଲେ ।ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା
June 05th, 08:04 pm
ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍ ହସିନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟେଲିଫୋନ୍ ମାଧ୍ୟମରେ ଅଭିନନ୍ଦନ ଜଣାଇଛନ୍ତି । ୧୮ତମ ଲୋକସଭା ନିର୍ବାଚନରେ ଏନ୍ଡିଏର ବିଜୟ ପାଇଁ ସେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।Modi is tirelessly working day and night to change your lives: PM Modi in Dharashiv
April 30th, 10:30 am
PM Modi addressed enthusiastic crowds in Dharashiv, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.Under Modi's leadership, it is a guarantee to provide tap water to every sister’s household: PM Modi in Latur
April 30th, 10:15 am
PM Modi addressed enthusiastic crowds in Latur, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.A stable government takes care of the present while keeping in mind the needs of the future: PM Modi in Madha
April 30th, 10:13 am
PM Modi addressed an enthusiastic crowd in Madha, Maharashtra. Addressing the farmers' struggles, PM Modi empathized with their difficulties and assured them of his government's commitment to finding sustainable solutions for their welfare.PM Modi electrifies the crowd at spirited rallies in Madha, Dharashiv & Latur, Maharashtra
April 30th, 10:12 am
PM Modi addressed enthusiastic crowds in Madha, Dharashiv & Latur, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.ପୁନର୍ବାର ନିର୍ବାଚିତ ହୋଇଥିବା ରୁଷ୍ ରାଷ୍ଟ୍ରପତି ପୁଟିନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
March 20th, 03:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ୍ର ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି ।କ୍ରମାଗତ ଚତୁର୍ଥ ଥର ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
January 08th, 07:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ସହ କଥା ହୋଇ ସଂସଦୀୟ ନିର୍ବାଚନରେ କ୍ରମାଗତ ଚତୁର୍ଥ ଥର ପାଇଁ ବିଜୟୀ ହୋଇଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।Today's victory is historic and unprecedented. The idea of 'Sabka Saath, Sabka Vikas' has won today: PM Modi
December 03rd, 06:15 pm
PM Modi led his party's celebrations at the BJP headquarters today after a successful run in the Assembly elections of 2023. Amidst the happiness of winning in Madhya Pradesh, Rajasthan, and Chhattisgarh assembly elections, PM Modi expressed, “Today's triumph is historic and unprecedented. This day signifies the success of the vision for a developed India. It signifies the triumph of state development for the overall progress of India. Today stands as a victory for honesty, transparency, and good governance.PM Modi attends victory celebrations at BJP HQ after triumph in three states
December 03rd, 06:01 pm
PM Modi led his party's celebrations at the BJP headquarters today after a successful run in the Assembly elections of 2023. Amidst the happiness of winning in Madhya Pradesh, Rajasthan, and Chhattisgarh assembly elections, PM Modi expressed, “Today's triumph is historic and unprecedented. This day signifies the success of the vision for a developed India. It signifies the triumph of state development for the overall progress of India. Today stands as a victory for honesty, transparency, and good governance.ନୂଆଦିଲ୍ଲୀରେ ଆୟୋଜିତ ନବମ ଜି-୨୦ ସଂସଦୀୟ ଅଧ୍ୟକ୍ଷ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 13th, 11:22 am
୧୪୦ କୋଟି ଭାରତୀୟଙ୍କ ତରଫରୁ ମୁଁ ଜି-୨୦ ସଂସଦୀୟ ଅଧ୍ୟକ୍ଷ ସମ୍ମିଳନୀରେ ଆପଣମାନଙ୍କୁ ହାର୍ଦ୍ଦିକ ସ୍ୱାଗତ ଜଣାଉଛି। ଏହି ସମ୍ମିଳନୀ ଏକ ପ୍ରକାରରେ ବିଶ୍ୱର ବିଭିନ୍ନ ସଂସଦୀୟ ପ୍ରଥାର ଏକ 'ମହାକୁମ୍ଭ' ବା ବିଶାଳ ସମାବେଶ। ଆପଣଙ୍କ ଭଳି ସମସ୍ତ ପ୍ରତିନିଧି ବିଭିନ୍ନ ସଂସଦର କାର୍ଯ୍ୟଶୈଳୀରେ ଅଭିଜ୍ଞ। ଏତେ ସମୃଦ୍ଧ ଗଣତାନ୍ତ୍ରିକ ଅନୁଭୂତି ନେଇ ଆପଣଙ୍କ ଭାରତ ଗସ୍ତ ଆମ ସମସ୍ତଙ୍କ ପାଇଁ ଏକ ବଡ଼ ଆନନ୍ଦର ବିଷୟ ।ନବମ ଜି - ୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି୨୦) କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
October 13th, 11:06 am
ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତର ୧୪୦ କୋଟି ନାଗରିକ ମାନଙ୍କ ତରଫରୁ ଜି -୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀରେ ଯୋଗ ଦେଇଥିବା ଅତିଥି ମାନଙ୍କୁ ସ୍ୱାଗତ କରିଥିଲେ । ଏହି ଶିଖର ସମ୍ମିଳନୀ ବିଶ୍ୱର ସମସ୍ତ ସଂସଦୀୟ ପ୍ରଥା ଗୁଡିକର ଏକ ‘ମହାକୁମ୍ଭ' ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଆଜି ଉପସ୍ଥିତ ସମସ୍ତ ପ୍ରତିନିଧି ବିଭିନ୍ନ ଦେଶର ସଂସଦୀୟ ଢାଞ୍ଚାର ଅଭିଜ୍ଞତା ରଖିଛନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ ଆଜିର କାର୍ଯ୍ୟକ୍ରମରେ ଅତ୍ୟନ୍ତ ସନ୍ତୋଷ ବ୍ୟକ୍ତ କରିଥିଲେ ।PM Modi's message to the voters of Karnataka
May 09th, 09:00 am
In a letter to the people of Karnataka, PM Modi said, Dream of every citizen of Karnataka is my dream. Your resolve is my resolve. When we come together and set our minds to a goal, no force in the world can stop us. I seek your blessings in the mission of making Karnataka the Number 1 state in the country.Congress has only appeased in the name of governance: PM Modi
April 29th, 11:30 am
Prime Minister Narendra Modi today addressed mega public meetings in Karnataka’s Humnabad and Vijayapura. In the beginning of his address, the Prime Minister expressed gratitude, stating, I consider myself fortunate to commence this election rally from the district of Bidar, where I have been blessed before as well. He emphasized that the upcoming election was not solely about winning, but about elevating Karnataka to become the top state in the nation.PM Modi campaigns in Karnataka’s Humnabad, Vijayapura and Kudachi
April 29th, 11:19 am
Prime Minister Narendra Modi today addressed mega public meetings in Karnataka’s Humnabad and Vijayapura. In the beginning of his address, the Prime Minister expressed gratitude, stating, I consider myself fortunate to commence this election rally from the district of Bidar, where I have been blessed before as well. He emphasized that the upcoming election was not solely about winning, but about elevating Karnataka to become the top state in the nation.Social justice is not means of political sloganeering but an “Article of Faith for us: PM Modi on BJP Sthapana Divas
April 06th, 09:40 am
PM Modi addressed the Foundation Day celebrations of the BJP. He said, “BJP is born as a tribute to India’s democracy and will always strive to strengthen India’s democracy and its Constitutional values. BJP through its progressive mindset has always envisaged Sabka Saath, Sabka Vishwas, and Sabka Prayas.”BJP Commemorates Sthapana Divas, PM Modi appreciates the role, support, and efforts of the party Karyakartas in this journey
April 06th, 09:30 am
PM Modi addressed the Foundation Day celebrations of the BJP. He said, “BJP is born as a tribute to India’s democracy and will always strive to strengthen India’s democracy and its Constitutional values. BJP through its progressive mindset has always envisaged Sabka Saath, Sabka Vishwas, and Sabka Prayas.”ଉତ୍ତର ପୂର୍ବାଞ୍ଚଳରେ ବିତାଇଥିବା ଦିନର ଝଲକ ଶେୟାର କଲେ ପ୍ରଧାନମନ୍ତ୍ରୀ
March 08th, 08:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଉତ୍ତର ପୂର୍ବାଞ୍ଚଳରେ ବିତାଇଥିବା ଦିନର ଝଲକ ଆଜି ଶେୟାର କରିଛନ୍ତି । ମେଘାଳୟ ଓ ନାଗାଲାଣ୍ଡରେ ନୂଆ ସରକାରଙ୍କ ଶପଥ ଗ୍ରହଣରେ ସେ ଯୋଗ ଦେଇଥିଲେ । ଆଜି ସେ ତ୍ରିପୁରା ଠାରେ ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ।ମେଘାଳୟର ପ୍ରତ୍ୟେକ ଭୋଟରଙ୍କ ନିକଟରେ ପହଞ୍ଚିବାକୁ ଉଦ୍ୟମ ପାଇଁ ଇସିଆଇଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
February 26th, 11:07 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମେଘାଳୟରେ ପ୍ରତ୍ୟେକ ଯୋଗ୍ୟ ଭୋଟର ଯେଭଳି ସହଜରେ ଭୋଟ୍ ଦେଇପାରିବେ ତାହା ନିଶ୍ଚିତ କରିବାକୁ ଇସିଆଇ ଦ୍ୱାରା ସ୍ମରଣୀୟ ପ୍ରୟାସରେ ଜଡିତ ସମସ୍ତଙ୍କୁ ପ୍ରଶଂସା କରିଛନ୍ତି ।