ଭିଡିଓ କନଫରେନ୍ସିଂ ଜରିଆରେ 'ଇଣ୍ଡିଆଜ୍ ଟେକେଡ ଚିପ୍ସ ଫର୍ ବିକଶିତ ଭାରତ'ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 13th, 11:30 am
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର କ୍ୟାବିନେଟ୍ ସହଯୋଗୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ରାଜୀବ ଚନ୍ଦ୍ରଶେଖରଜୀ, ଆସାମ ଓ ଗୁଜରାଟର ମୁଖ୍ୟମନ୍ତ୍ରୀ, ଟାଟା ଗ୍ରୁପର ଅଧ୍ୟକ୍ଷ ଶ୍ରୀ ଏନ ଚନ୍ଦ୍ରଶେଖରନ, ସିଜି ପାୱାରର ଅଧ୍ୟକ୍ଷ ଭେଲାୟାନ ସୁବିୟା ଏବଂ କେନ୍ଦ୍ର, ରାଜ୍ୟ ଏବଂ ଶିଳ୍ପ ସହିତ ଜଡିତ ଅନ୍ୟ ସମସ୍ତ ବିଶିଷ୍ଟ ବ୍ୟକ୍ତି । ମହିଳା ଏବଂ ଭଦ୍ର ବ୍ୟକ୍ତି ମାନେ!'ଇଣ୍ଡିଆଜ୍ ଟେକ୍ଏଡ୍: ଚିପ୍ସ ଫର୍ ବିକଶିତ ଭାରତ' କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
March 13th, 11:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ 'ଇଣ୍ଡିଆଜ୍ ଟେକ୍ଏଡ୍: ଚିପ୍ସ ଫର୍ ବିକଶିତ ଭାରତ' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ସହ ପ୍ରାୟ ୧.୨୫ ଲକ୍ଷ କୋଟି ଟଙ୍କାର ତିନୋଟି ସେମିକଣ୍ଡକ୍ଟର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜି ଉଦ୍ଘାଟିତ ହୋଇଥିବା ସୁବିଧାଗୁଡ଼ିକ ହେଲା- ଗୁଜରାଟର ଧୋଲେରା ସ୍ୱତନ୍ତ୍ର ପୁଞ୍ଜି ନିବେଶ କ୍ଷେତ୍ର (ଡିଏସ୍ଆଇଆର)ରେ ସେମିକଣ୍ଡକ୍ଟର ଫେବ୍ରିକେସନ୍ ସୁବିଧା, ଆସାମର ମୋରିଗାଓଁରେ ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲିଂ ଆଣ୍ଡ ଟେଷ୍ଟ (ଓଏସ୍ଏଟି) ସୁବିଧା ଏବଂ ଗୁଜରାଟର ସାନନ୍ଦ ଠାରେ ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲିଂ ଆଣ୍ଡ ଟେଷ୍ଟ (ଓଏସ୍ଏଟି) ସୁବିଧା ।ଧରୱାର୍ଡରେ ଇଲେକଟ୍ରୋନିକ ଉତ୍ପାଦନ କ୍ଲଷ୍ଟର ଧରୱାଡ ଏବଂ ଏହାର ଆଖପାଖ ଅଞ୍ଚଳର ଲୋକଙ୍କୁ ବହୁଳ ଭାବେ ଉପକୃତ କରିବ: ପ୍ରଧାନମନ୍ତ୍ରୀ
March 25th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଧରୱାଡରେ ଥିବା ଇଲେକ୍ଟ୍ରୋନିକ୍ ଉତ୍ପାଦନ କ୍ଲଷ୍ଟର ଧରୱାର୍ଡ ଏବଂ ଏହାର ଆଖପାଖ ଅଞ୍ଚଳର ଲୋକଙ୍କୁ ବହୁତ ଲାଭଦାୟକ ହେବ । ଏହା ଉତ୍ପାଦନ ଏବଂ ନବସୃଜନ ଜଗତରେ କର୍ଣ୍ଣାଟକର ପଦକ୍ଷେପକୁ ମଧ୍ୟ ଆଗକୁ ନେବ ବୋଲି ଶ୍ରୀ ମୋଦୀ କହିଛନ୍ତି ।ବଜେଟ ପରବର୍ତ୍ତୀ ‘ସବୁଜ ଅଭିବୃଦ୍ଧି’ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମର୍ମାନୁବାଦ
February 23rd, 10:22 am
୨୦୧୪ ମସିହା ପରଠାରୁ ଭାରତର ସମସ୍ତ ବଜେଟରେ ଗୋଟିଏ ଲେଖାଏଁ ଢାଞ୍ଚା ରହିଛି । ସେବେଠାରୁ ଆମ ସରକାରଙ୍କ ପ୍ରତ୍ୟକ ବଜେଟରେ ନୂତନ ବର୍ଷର ସଂସ୍କାର ସହ ବର୍ତ୍ତମାନର ଆହ୍ୱାନଗୁଡ଼ିକର ମୁକାବିଲା ନେଇ ମଧ୍ୟ ବ୍ୟବସ୍ଥା ରହିଛି । ଭାରତୀୟ ସବୁଜ ଅଭିବୃଦ୍ଧି ଓ ଶକ୍ତିର ଅବସ୍ଥାନ୍ତର ଦେଇ ତିନିଟି ମୁଖ୍ୟ ସ୍ତମ୍ଭ ରହିଛି । ପ୍ରଥମ ହେଲା ଅକ୍ଷୟ ଶକ୍ତି ଉତ୍ପାଦନ ବୃଦ୍ଧି, ଦ୍ୱିତୀୟରେ ଆମ ଅର୍ଥନୀତିରେ ଜୀବାଶ୍ମ ଇନ୍ଧନ ବ୍ୟବହାର ହ୍ରାସ ଓ ତୃତୀୟତରେ ଦେଶ ମଧ୍ୟରେ ଦ୍ରୁତ ଗତିରେ ଗ୍ୟାସଭିତ୍ତିକ ଅର୍ଥନୀତି ସହ ଆଗକୁ ବଢ଼ିବା । ସେ ଇଥାନଲ ମିଶ୍ରଣ ହେଉ ବା ପିଏମ କୁସୁମ ଯୋଜନା, ସୌର ଶକ୍ତି ପାଇଁ ପ୍ରୋତ୍ସାହନ, ଛାତ ଉପରେ ସୌର ଶକ୍ତି ଯୋଜନା, କୋଇଲା ବାଷ୍ପୀକରଣ ବା ବ୍ୟାଟେରୀ ଭଣ୍ଡାରଣ ଏହି ରଣନୀତି ସ୍ୱରୂପ ପରସ୍ପର ବଜେଟରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା ମାନ ହୋଇଛି । ଚଳିତ ବର୍ଷର ବଜେଟରେ ମଧ୍ୟ ଶିଳ୍ପ ପାଇଁ ସବୁଜ ଋଣ ଓ ଚାଷୀମାନଙ୍କ ନିମନ୍ତେ ପିଏମ ପ୍ରଣାମ ଯୋଜନାର ପରିକଳ୍ପନା କରାଯାଇଛି । ଗ୍ରାମାଞ୍ଚଳ ନିମନ୍ତେ ଗୋବର୍ଦ୍ଧନ ଯୋଜନା କରାଯାଇଥିବା ବେଳେ ସହରାଞ୍ଚଳ ନିମନ୍ତେ ରଦି ଯାନବାହନ ନୀତି ଘୋଷଣା କରାଯାଇଛି । ସବୁଜ ଉଦଜାନ ଓ ଆର୍ଦ୍ରଭୂମି ସଂରକ୍ଷଣ ଉପରେ ଗୁରୁତ୍ୱ ଆରୋପ କରାଯାଇଛି । ଚଳିତ ବର୍ଷ ବଜେଟରେ ସବୁଜ ଅଭିବୃଦ୍ଧି ପାଇଁ ବ୍ୟବସ୍ଥା ଗୋଟିଏ ପକ୍ଷରେ କହିବାକୁ ଗଲେ ଆମ ଭାବୀ ବଂଶଧରମାନଙ୍କ ପାଇଁ ଏକ ଉନ୍ନତ ଭବିଷ୍ୟତର ଭିତ୍ତିଭୂମି ରଖିବ ।ସବୁଜ ଅଭିବୃଦ୍ଧି ସଂକ୍ରାନ୍ତ ବଜେଟ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
February 23rd, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ଗ୍ରୀନ ଗ୍ରୋଥ ବା ସବୁଜ ଅଭିବୃଦ୍ଧି ସଂକ୍ରାନ୍ତ ଏକ ବଜେଟ୍ ପରବର୍ତ୍ତୀ ୱେବିନାରରେ ଉଦ୍ବୋଧନ ଦେଇଛନ୍ତି । ଚଳିତ ବର୍ଷର ବଜେଟ ଉପରେ ସରକାର ଯେଉଁ ୧୨ଟି ୱେବିନାର ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ସେ ଶୃଙ୍ଖଳାରେ ଏହା ପ୍ରଥମ । ୨୦୨୩ ବଜେଟ୍ରେ ଯେଉଁ ସବୁ ପ୍ରସ୍ତାବନା ରହିଛି ସେ ସମ୍ପର୍କରେ ବିଚାର ଆଲୋଚନା କରିବା ସହିତ ସେସବୁର ସଫଳ ରୂପାୟନ କରିବା ନିମନ୍ତେ ଏହି ୱେବିନାର ଶୃଙ୍ଖଳାର ପରିକଳ୍ପନା କରାଯାଇଛି ।The whole world is looking at India’s youth with hope: PM Modi
July 29th, 12:42 pm
PM Modi addressed the 42nd Convocation of Anna University in Chennai. The Prime Minister remarked, “The whole world is looking at India’s youth with hope. Because you are the growth engines of the country and India is the world’s growth engine.”PM addresses 42nd Convocation of Anna University, Chennai
July 29th, 09:48 am
PM Modi addressed the 42nd Convocation of Anna University in Chennai. The Prime Minister remarked, “The whole world is looking at India’s youth with hope. Because you are the growth engines of the country and India is the world’s growth engine.”ଗୁଜରାଟର ଗାନ୍ଧିନଗରରେ ଡିଜିଟାଲ ଭାରତ ସପ୍ତାହ ୨୦୨୨ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 04th, 10:57 pm
ନମସ୍ତେ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ମହାଶୟ, କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଶ୍ରୀ ରାଜୀବ ଚନ୍ଦ୍ରଶେଖର ମହାଶୟ, ଭିନ୍ନ -ଭିନ୍ନ ରାଜ୍ୟମାନଙ୍କରୁ ସାମିଲ ହୋଇଥିବା ହୋଇଥିବା ସମସ୍ତ ପ୍ରତିନିଧି, ଡିଜିଟାଲ ଇଣ୍ଡିଆର ସମସ୍ତ ହିତାଧିକାରୀ, ଷ୍ଟାର୍ଟ ଅପ୍ସ ଏବଂ ଉଦ୍ୟୋଗ ସହିତ ଜଡିତ ସମସ୍ତ ସାଥୀ, ବିଶେଷଜ୍ଞଗଣ, ଶିକ୍ଷାଦାତା, ଗବେଷକଗଣ ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ଗାନ୍ଧୀନଗରରେ ଡିଜିଟାଲ୍ ଇଣ୍ଡିଆ ସପ୍ତାହ ୨୦୨୨ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
July 04th, 04:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗର ଠାରେ ଡିଜିଟାଲ୍ ଇଣ୍ଡିଆ ସପ୍ତାହ ୨୦୨୨ର ଉଦ୍ଘାଟନ କରିଛନ୍ତି, ଯାହାର ବିଷୟ ହେଉଛି ନୂତନ ଭାରତରେ ପ୍ରଯୁକ୍ତିର ତ୍ୱରିତ ବିକାଶ । ଏହି କାର୍ଯ୍ୟକ୍ରମ ଅବସରରେ, ସେ ପ୍ରଯୁକ୍ତିର ବ୍ୟାପକତାକୁ ବୃଦ୍ଧି କରିବା, ଜୀବନକୁ ସହଜ ଏବଂ ସୁଗମ କରିବା ନିମନ୍ତେ ଡିଜିଟାଲ୍ ସେବା ବିତରଣକୁ ସୁବ୍ୟବସ୍ଥିତ କରିବା ଏବଂ ଷ୍ଟାର୍ଟଅପ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଅନେକ ଡିଜିଟାଲ୍ ପଦକ୍ଷେପ ଆରମ୍ଭ କରିଥିଲେ ।ଦେଶବ୍ୟାପୀ ବିଭିନ୍ନ ଡିଜିଟାଲ ଇଣ୍ଡିଆ ଯୋଜନାର ହିତାଧିକାରୀଙ୍କ ସହିତ ଭିଡ଼ିଓ ବ୍ରିଜ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
June 15th, 10:56 am
ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବ୍ରିଜ ଜରିଆରେ ସାରା ଦେଶରେ ଥିବା ବିଭିନ୍ନ ଡିଜିଟାଲ ଇଣ୍ଡିଆ ଅଭିଯାନ ଯୋଜନାଗୁଡ଼ିକର ହିତାଧିକାରୀମାନଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି । ଭିଡିଓ ବ୍ରିଜ ଜରିଆରେ ଜନସେବା କେନ୍ଦ୍ର, ଏନଆଇସି କେନ୍ଦ୍ର, ଜାତୀୟ ନଲେଜ ନେଟୱାର୍କ, ବିପିଓ, ମୋବାଇଲ ଉତ୍ପାଦକ ୟୁନିଟ ଏବଂ ମାଇଗଭ ସ୍ୱେଚ୍ଛାସେବୀ ଆଦିର 50 ଲକ୍ଷରୁ ଉର୍ଦ୍ଧ୍ଵ ହିତାଧିକାରୀ ପ୍ରଧାନମନ୍ତ୍ରୀଙ୍କ ସହ ଯୋଡ଼ି ହୋଇଥିଲେ । ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀମାନଙ୍କ ସହିତ ଭିଡିଓ ବ୍ରିଜ ଜରିଆରେ ଏହା ଥିଲା ପ୍ରଧାନମନ୍ତ୍ରୀଙ୍କ ଷଷ୍ଠ ବାର୍ତ୍ତାଳାପ ।ଡିଜିଟାଲ ଇଣ୍ଡିଆର ହିତାଧିକାରୀମାନଙ୍କ ସହ ମତବିନିମୟ ବେଳେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
June 15th, 10:56 am
ବିଗତ କିଛି ଦିନ ହେବ ମୋତେ ସରକାରଙ୍କର ବିଭିନ୍ନ ଯୋଜନା ଅଧୀନରେ ସମଗ୍ର ଦେଶରେ ଯେଉଁ ହିତାଧିକାରୀ ଅଛନ୍ତି ସେମାନଙ୍କ ସହିତ ସାକ୍ଷାତ କରିବା, କଥାବାର୍ତ୍ତା ହେବା, ସେମାନଙ୍କୁ ଶୁଣିବାର ସୁଯୋଗ ମିଳିଲା, ଆଉ ମୁଁ କହିପାରୁଛି କି ଏହା ମୋ ପାଇଁ ହେଉଛି ଏକ ଅଦ୍ଭୁତ ଅନୁଭବ । ଆଉ ମୁଁ ସବୁବେଳେ ଏହିଭଳି ସାହସ ପାଇଁ ଆଗ୍ରହୀ । କାରଣ ଫାଇଲର ବାହାରେ ମଧ୍ୟ ଜୀବନ ରହିଛି । ଆଉ ଜୀବନରେ ଯେଉଁ ପରିବର୍ତ୍ତନ ଆସିଛି । ଯେତେବେଳେ ତାହାକୁ ସିଧାସଳଖ ଲୋକମାନଙ୍କଠାରୁ ଶୁଣିଲି । ସେମାନଙ୍କର ଅନୁଭବକୁ ଜାଣିଲି ତ ମନକୁ ଏକ ବହୁତ ଆତ୍ମସନ୍ତୋଷ ମିଳୁଛି । ଆଉ କାମ କରିବାର ଏକ ନୂତନ ଉର୍ଜ୍ଜା ମଧ୍ୟ ମୋତେ ଆପଣମାନଙ୍କଠାରୁ ମିଳିଛି । ଆଜି ଡିଜିଟାଲ ଇଣ୍ଡିଆର କିଛି ଯୋଜନାର ହିତାଧିକାରୀମାନଙ୍କ ସହିତ କଥାବାର୍ତ୍ତା କରିବାର ସୁଯୋଗ ମୋତେ ମିଳିଛି ।Pradhan Mantri Awas Yojana is a way to help the poor realise their dreams: PM Modi in Chhattisgarh
February 21st, 10:51 am
PM in Naya Raipur
February 21st, 10:50 am