ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଂଚଳର ଶ୍ରମ ମନ୍ତ୍ରୀମାନଙ୍କର ରାଷ୍ଟ୍ରୀୟ ଶ୍ରମ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 25th, 04:31 pm
ଚଣ୍ଡିଗଡ଼ର ପ୍ରଶାସକ ଶ୍ରୀମାନ ବନୱାରୀ ଲାଲ ପୁରୋହିତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଭୁପେନ୍ଦ୍ର ଯାଦବ ମହାଶୟ, ଶ୍ରୀ ରାମେଶ୍ୱର ତେଲୀ ମହାଶୟ, ସବୁ ରାଜ୍ୟର ଆଦରଣୀୟ ଶ୍ରମ ମନ୍ତ୍ରୀଗଣ, ଶ୍ରମ ସଚିବଗଣ, ଅନ୍ୟ ମହାନୁଭବ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତିଗଣ, ସର୍ବପ୍ରଥମେ ମୁଁ ଭଗବାନ ତିରୁପତି ବାଲାଜୀଙ୍କ ଚରଣରେ ପ୍ରଣାମ ଜଣାଉଛି। ଯେଉଁ ପବିତ୍ର ସ୍ଥାନରେ ଆପଣମାନେ ସମସ୍ତେ ଉପସ୍ଥିତ ଅଛନ୍ତି, ତାହା ହେଉଛି ଭାରତର ଶ୍ରମ ଏବଂ ସାମର୍ଥ୍ୟର ସାକ୍ଷୀ। ମୋର ବିଶ୍ୱାସ ରହିଛି ଯେ, ଏହି କନଫରେନ୍ସ ସମ୍ମିଳନୀରୁ ବାହାରିଥିବା ବିଚାରଧାରା ଦେଶର ଶ୍ରମ- ସାମର୍ଥ୍ୟକୁ ସୁଦୃଢ଼ କରିବ। ମୁଁ ଆପଣ ସମସ୍ତଙ୍କୁ, ଆଉ ବିଶେଷ ରୂପେ ଶ୍ରମ ମନ୍ତ୍ରଣାଳୟକୁ ଏହି ଆୟୋଜନ ପାଇଁ ଶୁଭେଚ୍ଛା ଜଣାଉଛି।ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶ୍ରମ ମନ୍ତ୍ରୀମାନଙ୍କର ଜାତୀୟ ଶ୍ରମ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
August 25th, 04:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଶ୍ରମ ମନ୍ତ୍ରୀଙ୍କ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଭୁପେନ୍ଦର ଯାଦବ ଏବଂ ଶ୍ରୀ ରାମେଶ୍ୱର ଟେଲି ଏବଂ ରାଜ୍ୟ ଶ୍ରମ ମନ୍ତ୍ରୀମାନେ ଉପସ୍ଥିତ ଥିଲେ ।ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟର ଆଇକନିକ୍ ସପ୍ତାହ ସମାରୋହ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 06th, 10:31 am
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଶ୍ରୀମତୀ ନିର୍ମଳା ସୀତାରମଣ ମହାଶୟା, ଶ୍ରୀ ରାଓ ଇନ୍ଦ୍ରଜିତ ସିଂହ, ପଙ୍କଜ ଚୌଧୂରୀ ମହାଶୟ, ଶ୍ରୀ ଭାଗବତ କୃଷ୍ଣ ରାଓ କରାଡ଼ ମହାଶୟ, ଅନ୍ୟ ସମସ୍ତ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ!PM inaugurates Iconic Week Celebrations of Ministry of Finance & Ministry of Corporate Affairs
June 06th, 10:30 am
PM Modi inaugurated iconic week celebrations of the Ministry of Finance and Ministry of Corporate Affairs. The Prime Minister said the country has borne the brunt of government-centric governance in the past but, today 21st century India is moving ahead with the approach of people-centric governance.ସୂକ୍ଷ୍ମ, ଲଘୁ, ମଧ୍ୟମ ଉଦ୍ୟୋଗ ପାଇଁ ଐତିହାସିକ ସହାୟତା ଓ ସଂପର୍କ ଅଭିଯାନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
November 02nd, 05:51 pm
ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଅରୁଣ ଜେଟଲୀ ମହାଶୟ, ଗିରିରାଜ ସିଂହ ମହାଶୟ, ଶିବ ପ୍ରସାଦ ଶୁକ୍ଳ ମହାଶୟ, ପୋଣ ରାଧାକୃଷ୍ଣନ ମହାଶୟ, ଅନ୍ୟାନ୍ୟ ସହଯୋଗୀଗଣ, ବ୍ୟାଙ୍କିଙ୍ଗ କ୍ଷେତ୍ରରୁ, ଆର୍ଥିକ ସଂସ୍ଥାନମାନଙ୍କରୁ, ବ୍ୟବସାୟ ଏବଂ କାରବାର ଜଗତର ଆପଣମାନେ ସମସ୍ତ ମହାନୁଭବଗଣ, ଏଠାରେ ଉପସ୍ଥିତ ସମସ୍ତ ମହାନୁଭବଗଣ ଏବଂ ସମଗ୍ର ଦେଶରୁ ମୋ ସହିତ ଜଡ଼ିତ ଲଘୁ ଉଦ୍ୟମୀଗଣ, ଭଦ୍ରବ୍ୟକ୍ତି ଓ ଭଦ୍ର ମହିଳାଗଣ!ଏମଏସଏମଇ କ୍ଷେତ୍ର ଲାଗି ଐତିହାସିକ ସହାୟତା ଓ ଜନସମ୍ପର୍କ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
November 02nd, 05:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୂକ୍ଷ୍ମ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମଏସଏମଇ) କ୍ଷେତ୍ର ଲାଗି ଐତିହାସିକ ସହାୟତା ଏବଂ ଜନସମ୍ପର୍କ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ପ୍ରଧାନମନ୍ତ୍ରୀ 12ଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ପ୍ରଚଳନ କରିଛନ୍ତି, ଯାହା ଦେଶରେ ଏମଏସଏମଇ କ୍ଷେତ୍ରର ଅଭିବୃଦ୍ଧି, ସମ୍ପ୍ରସାରଣ ଏବଂ ସୁବିଧା କ୍ଷେତ୍ରରେ ସହାୟକ ହେବ ।I want to make it clear lynching is a crime, no matter the motive: PM Modi
August 11th, 11:06 am
In an interview to TOI, PM Modi explains why job creation is more than what’s reported, ‘mahagathbandhan’ is a mirage, how laws are getting friendlier for the honest and harsher on the dishonest, and the recent crackdown on mob violenceଦହେଜ ONGC ପେଟ୍ରୋ ଏଡିସନ୍ସ ଲିମିଟେଡ(ଓପାଲ) ଶିଳ୍ପଗୋଷ୍ଠୀ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 03:55 pm
PM Narendra Modi today visited of Central Control Room of ONGC Petro Additions Limited. At an industry meet, Shri Modi spoke at length how Dahej SEZ region was being upgraded to benefit the entire nation.ସୋସିଆଲ ମିଡିଆ କର୍ଣ୍ଣର 22 ଫେବୃୟାରୀ 2017
February 22nd, 07:18 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ପ୍ରଗତି ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
October 26th, 07:10 pm
Chairing 16th Pragati interaction, PM Narendra Modi reviewed progress towards handling and resolution of grievances related to the Ministry of Labour and Employment, the e-NAM initiative. The Prime Minister also reviewed the progress of vital infrastructure projects and AMRUT.