ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଂଚଳର ଶ୍ରମ ମନ୍ତ୍ରୀମାନଙ୍କର ରାଷ୍ଟ୍ରୀୟ ଶ୍ରମ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 25th, 04:31 pm
ଚଣ୍ଡିଗଡ଼ର ପ୍ରଶାସକ ଶ୍ରୀମାନ ବନୱାରୀ ଲାଲ ପୁରୋହିତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଭୁପେନ୍ଦ୍ର ଯାଦବ ମହାଶୟ, ଶ୍ରୀ ରାମେଶ୍ୱର ତେଲୀ ମହାଶୟ, ସବୁ ରାଜ୍ୟର ଆଦରଣୀୟ ଶ୍ରମ ମନ୍ତ୍ରୀଗଣ, ଶ୍ରମ ସଚିବଗଣ, ଅନ୍ୟ ମହାନୁଭବ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତିଗଣ, ସର୍ବପ୍ରଥମେ ମୁଁ ଭଗବାନ ତିରୁପତି ବାଲାଜୀଙ୍କ ଚରଣରେ ପ୍ରଣାମ ଜଣାଉଛି। ଯେଉଁ ପବିତ୍ର ସ୍ଥାନରେ ଆପଣମାନେ ସମସ୍ତେ ଉପସ୍ଥିତ ଅଛନ୍ତି, ତାହା ହେଉଛି ଭାରତର ଶ୍ରମ ଏବଂ ସାମର୍ଥ୍ୟର ସାକ୍ଷୀ। ମୋର ବିଶ୍ୱାସ ରହିଛି ଯେ, ଏହି କନଫରେନ୍ସ ସମ୍ମିଳନୀରୁ ବାହାରିଥିବା ବିଚାରଧାରା ଦେଶର ଶ୍ରମ- ସାମର୍ଥ୍ୟକୁ ସୁଦୃଢ଼ କରିବ। ମୁଁ ଆପଣ ସମସ୍ତଙ୍କୁ, ଆଉ ବିଶେଷ ରୂପେ ଶ୍ରମ ମନ୍ତ୍ରଣାଳୟକୁ ଏହି ଆୟୋଜନ ପାଇଁ ଶୁଭେଚ୍ଛା ଜଣାଉଛି।ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶ୍ରମ ମନ୍ତ୍ରୀମାନଙ୍କର ଜାତୀୟ ଶ୍ରମ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
August 25th, 04:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଶ୍ରମ ମନ୍ତ୍ରୀଙ୍କ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଭୁପେନ୍ଦର ଯାଦବ ଏବଂ ଶ୍ରୀ ରାମେଶ୍ୱର ଟେଲି ଏବଂ ରାଜ୍ୟ ଶ୍ରମ ମନ୍ତ୍ରୀମାନେ ଉପସ୍ଥିତ ଥିଲେ ।ବାରଣାସୀରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 22nd, 12:34 pm
PM Narendra Modi laid foundation stone of the ESIC Super Speciality Hospital in Varanasi. He also inaugurated the new Trade Facilitation Centre and Crafts Museum. Speaking at the event, the PM said that land of Kashi is of spiritual importance and has tremendous tourism potential. He also urged that sports must be made an essential part of our lives.ପ୍ରଗତି ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
October 26th, 07:10 pm
Chairing 16th Pragati interaction, PM Narendra Modi reviewed progress towards handling and resolution of grievances related to the Ministry of Labour and Employment, the e-NAM initiative. The Prime Minister also reviewed the progress of vital infrastructure projects and AMRUT.