PM Modi's candid interaction with students on board Namo Bharat train
January 05th, 08:50 pm
PM Modi took a ride on the Namo Bharat Train, interacted with young children, praised their artwork and poems, and engaged with female loco pilots, wishing them success in their roles.PM Modi shares his interaction on Namo Bharat train
January 05th, 08:48 pm
PM Modi took a ride on the Namo Bharat Train, interacted with young children, praised their artwork and poems, and engaged with female loco pilots, wishing them success in their roles.ଭାରତର ପ୍ରତିଭାଶାଳୀ ଯୁବପୀଢ଼ି ବିଭିନ୍ନ କ୍ଷେତ୍ରରେ ଅଭୂତପୂର୍ବ ଅଭିବୃଦ୍ଧି କରୁଛନ୍ତି : ପ୍ରଧାନମନ୍ତ୍ରୀ
January 04th, 04:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ କ୍ଷେତ୍ରରେ ଭାରତର ଉଲ୍ଲେଖନୀୟ ସଫଳତାକୁ ପ୍ରଶଂସା କରିବା ସହ ଏହି ସଫଳତା ଦେଶର ଯୁବପୀଢ଼ିଙ୍କର ଶକ୍ତି ଏବଂ ପ୍ରତିଭା ବୋଲି କହିଛନ୍ତି ।ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ବେତୱାଠାରେ ୨୫ ଡିସେମ୍ବରରେ କେନ୍ – ବେତୱା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ
December 24th, 11:46 am
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ଡିସେମ୍ବରରେ ମଧ୍ୟପ୍ରଦେଶ ଗସ୍ତ କରିବେ । ମଧ୍ୟାହ୍ନ ପ୍ରାୟ ୧୨:୩୦ ସମୟରେ ସେ ଖଜୁରାହୋରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରୀ କୁଏତ ଗସ୍ତର ମିଳିତ ବାର୍ତ୍ତା (ଡିସେମ୍ବର ୨୧-୨୨, ୨୦୨୪)
December 22nd, 07:46 pm
କୁଏତର ଅମୀର ଶେଖ ମେସାଲ ଅଲ-ଅହମଦ ଅଲ-ଜାବେର ଅଲ-ସବାହଙ୍କ ଆମନ୍ତ୍ରଣ କ୍ରମେ ଡିସେମ୍ବର ୨୧ରୁ ୨୨ ତାରିଖ ଯାଏ ଦୁଇ ଦିନିଆ ସରକାରୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥିଲେ । ଏହା ତାଙ୍କର ପ୍ରଥମ କୁଏତ ଗସ୍ତ । ଡିସେମ୍ବର ୨୧ ତାରିଖରେ ଆରମ୍ଭ ହୋଇଥିବା ୨୬ତମ ଆରବିଆନ ଗଲଫ କପ ଉଦଘାଟନୀ ମ୍ୟାଚରେ କୁଏତର ଅମୀରଙ୍କ ସମ୍ମାନିତ ଅତିଥି ଭାବେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗ ଦେଇଥିଲେ ।The relationship between India and Kuwait is one of civilizations, seas and commerce: PM Modi
December 21st, 06:34 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.କୁଏତରେ ‘ହାଲା ମୋଦୀ’ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଶେଖ ସାଦ ଅଲ ଅବଦୁଲ୍ଲା ଇଣ୍ଡୋର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ 'ହାଲା ମୋଦୀ'ରେ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କୁଏତରେ ସମ୍ପ୍ରଦାୟର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ଭାରତୀୟ ନାଗରିକମାନେ ଯୋଗ ଦେଇଥିଲେ।PM Modi's departure statement ahead of his visit to Kuwait
December 21st, 09:21 am
PM Modi will visit Kuwait on 21-22 December 2024, at the invitation of His Highness Sheikh Meshal Al-Ahmad Al-Jaber Al-Sabah, the Amir of the State of Kuwait. This will be the first visit of an Indian PM to Kuwait in 43 years. During the visit, PM Modi will hold discussions with the leadership of Kuwait. He will also interact with the Indian community in Kuwait.ଡିସେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ
December 16th, 03:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୭ ତାରିଖରେ ରାଜସ୍ଥାନ ଗସ୍ତରେ ଯିବେ । ଏହି ଅବସରରେ ରାଜସ୍ଥାନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମ ‘ଏକ ବର୍ଷ-ପରିଣାମ ଉତ୍କର୍ଷ’ରେ ସେ ସାମିଲ ହେବେ । ଗସ୍ତ କାଳରେ ସେ ରାଜସ୍ଥାନର ଜୟପୁରଠାରେ ୪୬,୩୦୦ କୋଟି ଟଙ୍କାର ଶକ୍ତି, ସଡ଼କ, ରେଲୱେ ଏବଂ ଜଳ ସମ୍ପର୍କିତ ୨୪ଟି ପ୍ରକଳ୍ପର ଉଦଘାଟନ କିମ୍ବା ଶିଳାନ୍ୟାସ କରିବେ ।ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବିବୃତ୍ତି
December 16th, 01:00 pm
ମୁଁ ରାଷ୍ଟ୍ରପତି ଦିଶାନାୟକଙ୍କୁ ଭାରତକୁ ସ୍ୱାଗତ କରୁଛି । ମୁଁ ଆନନ୍ଦିତ ଯେ ଆପଣ ରାଷ୍ଟ୍ରପତି ଭାବରେ ନିଜର ପ୍ରଥମ ବିଦେଶ ଗସ୍ତ ପାଇଁ ଭାରତକୁ ବାଛିଛନ୍ତି । ରାଷ୍ଟ୍ରପତି ଦିଶାନାୟକଙ୍କ ଗସ୍ତ ଆମ ସମ୍ପର୍କରେ ନୂତନ ଗତିଶୀଳତା ଏବଂ ଶକ୍ତି ସୃଷ୍ଟି କରିଛି । ଆମର ଭାଗିଦାରୀ ପାଇଁ ଆମେ ଏକ ଭବିଷ୍ୟତ ଦୃଷ୍ଟିକୋଣ ଗ୍ରହଣ କରିଛୁ । ଆମେ ଆମର ଅର୍ଥନୈତିକ ଭାଗିଦାରୀରେ ନିବେଶ ଭିତ୍ତିକ ଅଭିବୃଦ୍ଧି ଏବଂ ଯୋଗାଯୋଗ ଉପରେ ଗୁରୁତ୍ୱ ଦେଇଛୁ ଏବଂ ସ୍ଥିର କରିଛୁ ଯେ ଭୌତିକ, ଡିଜିଟାଲ ଏବଂ ଶକ୍ତି ସଂଯୋଗ ଆମର ଭାଗିଦାରୀର ମୁଖ୍ୟ ସ୍ତମ୍ଭ ହେବ । ଆମେ ଉଭୟ ଦେଶ ମଧ୍ୟରେ ବିଦ୍ୟୁତ-ଗ୍ରିଡ୍ ସଂଯୋଗ ଏବଂ ମଲ୍ଟି-ପ୍ରଡକ୍ଟ ପେଟ୍ରୋଲିୟମ ପାଇପଲାଇନ ସ୍ଥାପନ ଦିଗରେ କାର୍ଯ୍ୟ କରିବୁ । ସାମପୁର ସୌର ଶକ୍ତି ପ୍ରକଳ୍ପକୁ ତ୍ୱରାନ୍ୱିତ କରାଯିବ । ଏହାବ୍ୟତୀତ ଶ୍ରୀଲଙ୍କାର ପାୱାର ପ୍ଲାଣ୍ଟ ପାଇଁ ଏଲଏନଜି ଯୋଗାଇ ଦିଆଯିବ । ଦ୍ୱିପାକ୍ଷିକ ବାଣିଜ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଉଭୟ ପକ୍ଷ ଖୁବଶୀଘ୍ର ଇଟିସିଏ ସମ୍ପୂର୍ଣ୍ଣ କରିବାକୁ ପ୍ରୟାସ କରିବେ ।ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ରୀନ୍ ଏନର୍ଜି ଭିଜନ୍ ଭାରତ ପାଇଁ ଏକ ଗେମ୍ ଚେଞ୍ଜର। ଏଠାରେ ପରିସଂଖ୍ୟାନ କ'ଣ କହୁଛି
December 13th, 01:58 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ଅକ୍ଷୟ ଶକ୍ତି କ୍ଷେତ୍ରରେ ଏକ ପରିବର୍ତନମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ଏବଂ ଦେଶକୁ ସ୍ଥାୟୀ ଶକ୍ତି ପଦକ୍ଷେପରେ ଏକ ବିଶ୍ୱସ୍ତରୀୟ ନେତୃତ୍ୱ ଭାବରେ ସ୍ଥାନିତ କରିଛନ୍ତି ।ୟୁଏଇର ଉପପ୍ରଧାନମନ୍ତ୍ରୀ ଓ ବିଦେଶ ମନ୍ତ୍ରୀଙ୍କୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ ମୋଦୀ
December 12th, 08:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁନାଇଟେଡ ଆରବ ଏମିରେଟ୍ସର ଉପପ୍ରଧାନମନ୍ତ୍ରୀ ଏବଂ ବିଦେଶମନ୍ତ୍ରୀ ମହାମାନ୍ୟ ଶେଖ୍ ଅବଦୁଲ୍ଲା ବିନ୍ ଜାୟଦ ଅଲ୍ ନହୟାନଙ୍କୁ ସ୍ୱାଗତ କରିଛନ୍ତି ।ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.କୁୱେତ ବିଦେଶମନ୍ତ୍ରୀଙ୍କୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ
December 04th, 08:39 pm
କୁୱେତ ବିଦେଶମନ୍ତ୍ରୀ ମହାମାନ୍ୟ ଅବଦୁଲ୍ଲା ଅଲ୍ଲୀ ଅଲ୍-ୟାହୟା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ତୈଳ କ୍ଷେତ୍ର (ବିନୟମନ ଏବଂ ବିକାଶ) ଅଧିନିୟମ ୧୯୪୮ର ପ୍ରସ୍ତାବିତ ସଂଶୋଧନ ଗୃହୀତ ହୋଇଥିବାରୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
December 03rd, 08:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ତେଲ କ୍ଷେତ୍ର (ବିନିୟମନ ଏବଂ ବିକାଶ) ଅଧିନିୟମ ୧୯୪୮ର ପ୍ରସ୍ତାବିତ ସଂଶୋଧନ ଗୃହୀତ ହୋଇଥିବାରୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତିି, ଏହା ଏକ ଗୁରୁତ୍ୱପୂର୍ଣ୍ଣ ଆଇନ, ଯାହାକି ଶକ୍ତି କ୍ଷେତ୍ରରେ ସୁରକ୍ଷା ବଢ଼ାଇବା ସହ ସମୃଦ୍ଧ ଭାରତ ପାଇଁ ଯୋଗଦାନ ଦେବ ।ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 24th, 08:48 pm
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଆ ସମାଜ ଅନୁଷ୍ଠାନର ସଭାପତି ଶ୍ରୀ ସିଦ୍ଧାର୍ଥ ପ୍ରଧାନ ଜୀ, ଓଡ଼ିଆ ସମାଜର ଅନ୍ୟ କର୍ମକର୍ତ୍ତା, ଓଡିଶାର ସମସ୍ତ କଳାକାର, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିଗଣ ।‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 24th, 08:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଓଡ଼ିଶାର ସମସ୍ତ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ କରାଯିବା ସମ୍ପର୍କରେ ଉଲ୍ଲେଖ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ ଏବଂ ଓଡ଼ିଆ ଭାଗବତର ଲେଖକ ଶ୍ରୀଜଗନ୍ନାଥ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଗୁୟାନାରେ ଭାରତୀୟ ସମୁଦାୟଙ୍କୁ ଉଦବୋଧନ କଲେ ପ୍ରଧାନମନ୍ତ୍ରୀ
November 22nd, 03:02 am
ଆଜି ମୁଁ ଆପଣମାନଙ୍କ ସହ ଥିବାରୁ ବହୁତ ଖୁସି । ପ୍ରଥମତ ଆମ ସହ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ । ମୁଁ ଆସିବା ଦିନରୁ ମିଳୁଥିବା ଭଲପାଇବା ଓ ସ୍ନେହରେ ମୁଁ ଅଭିଭୂତ । ରାଷ୍ଟ୍ରପତି ଅଲ୍ଲୀ ତାଙ୍କର ଘରର ଦ୍ୱାର ମୋ ପାଇଁ ଖୋଲିଥିବାରୁ ଧନ୍ୟବାଦ । ଦୟାଳୁ ଭାବନା ଓ ଉତ୍ସାହ ପାଇଁ ତାଙ୍କ ପରିବାରଙ୍କୁ ଧନ୍ୟବାଦ । ଆତିଥେୟତାର ଆତ୍ମା ଆମ ସଂସ୍କୃତିର ହୃଦୟରେ ରହିଛି । ବିଗତ ଦୁଇ ଦିନ ଧରି ମୁଁ ତାହା ଅନୁଭବ କରିପାରୁଛି । ରାଷ୍ଟ୍ରପତି ଅଲ୍ଲୀ ଏବଂ ତାଙ୍କ ଜେଜେ ମା’ଙ୍କ ସହ ଆମେ ଏକ ବୃକ୍ଷରୋପଣ କରିଛୁ । ଏହା ‘ଏକ ପେଡ଼୍ ମା କେ ନାମ୍’ ତଥା ‘ମାଆଙ୍କ ନାମରେ ଗୋଟିଏ ଗଛ’ ଅଭିଯାନର ଅଂଶବିଶେଷ । ଏହା ଏକ ଆବେଗିକ ମୁହୂର୍ତ୍ତ ଥିଲା ଯାହା କି ସର୍ବଦା ମୋର ମନେ ରହିବ ।ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 22nd, 03:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ୍ ଅଲି, ପ୍ରଧାନମନ୍ତ୍ରୀ ମାର୍କ ଫିଲିପ୍ସ, ଉପରାଷ୍ଟ୍ରପତି ଭାରତ ଜଗଦେବ, ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ରାମୋତାରଙ୍କ ସହିତ ଅନ୍ୟାନ୍ୟ ଗଣମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଗମନରେ ବିଶେଷ ଉତ୍ସାହ ସହ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବାରୁ ଖୁସି ବ୍ୟକ୍ତ କରିଥିଲେ । ସେ ଆହୁରି ମଧ୍ୟ ରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ସେମାନଙ୍କର ଆତିଥ୍ୟ ଏବଂ ସହୃଦୟତା ପାଇଁ ଧନ୍ୟବାଦ ଦେଇଥିଲେ । ଶ୍ରୀ ମୋଦୀ କହିଛନ୍ତି ଯେ, ଆତିଥ୍ୟର ଭାବନା ଆମ ସଂସ୍କୃତିର ଆତ୍ମାରେ ରହିଛି । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ସେ ଭାରତ ସରକାରଙ୍କର ‘ଏକ୍ ପେଡ୍ ମାଁ କେ ନାମ୍’ (ଗୋଟିଏ ଗଛ ମାଆଙ୍କ ନାମରେ) ଅଭିଯାନର ଅଂଶ ଭାବରେ ରାଷ୍ଟ୍ରପତି ଏବଂ ତାଙ୍କର ଜେଜେମାଆଙ୍କ ସହ ଏକ ବୃକ୍ଷ ରୋପଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଭାବପ୍ରମଣ ମୁହୂର୍ତ୍ତ, ଯାହାକୁ ସେ ସବୁଦିନ ପାଇଁ ମନେ ରଖିବେ ।