ଗୁୟାନାରେ ଭାରତୀୟ ସମୁଦାୟଙ୍କୁ ଉଦବୋଧନ କଲେ ପ୍ରଧାନମନ୍ତ୍ରୀ
November 22nd, 03:02 am
ଆଜି ମୁଁ ଆପଣମାନଙ୍କ ସହ ଥିବାରୁ ବହୁତ ଖୁସି । ପ୍ରଥମତ ଆମ ସହ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ । ମୁଁ ଆସିବା ଦିନରୁ ମିଳୁଥିବା ଭଲପାଇବା ଓ ସ୍ନେହରେ ମୁଁ ଅଭିଭୂତ । ରାଷ୍ଟ୍ରପତି ଅଲ୍ଲୀ ତାଙ୍କର ଘରର ଦ୍ୱାର ମୋ ପାଇଁ ଖୋଲିଥିବାରୁ ଧନ୍ୟବାଦ । ଦୟାଳୁ ଭାବନା ଓ ଉତ୍ସାହ ପାଇଁ ତାଙ୍କ ପରିବାରଙ୍କୁ ଧନ୍ୟବାଦ । ଆତିଥେୟତାର ଆତ୍ମା ଆମ ସଂସ୍କୃତିର ହୃଦୟରେ ରହିଛି । ବିଗତ ଦୁଇ ଦିନ ଧରି ମୁଁ ତାହା ଅନୁଭବ କରିପାରୁଛି । ରାଷ୍ଟ୍ରପତି ଅଲ୍ଲୀ ଏବଂ ତାଙ୍କ ଜେଜେ ମା’ଙ୍କ ସହ ଆମେ ଏକ ବୃକ୍ଷରୋପଣ କରିଛୁ । ଏହା ‘ଏକ ପେଡ଼୍ ମା କେ ନାମ୍’ ତଥା ‘ମାଆଙ୍କ ନାମରେ ଗୋଟିଏ ଗଛ’ ଅଭିଯାନର ଅଂଶବିଶେଷ । ଏହା ଏକ ଆବେଗିକ ମୁହୂର୍ତ୍ତ ଥିଲା ଯାହା କି ସର୍ବଦା ମୋର ମନେ ରହିବ ।ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 22nd, 03:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ୍ ଅଲି, ପ୍ରଧାନମନ୍ତ୍ରୀ ମାର୍କ ଫିଲିପ୍ସ, ଉପରାଷ୍ଟ୍ରପତି ଭାରତ ଜଗଦେବ, ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ରାମୋତାରଙ୍କ ସହିତ ଅନ୍ୟାନ୍ୟ ଗଣମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଗମନରେ ବିଶେଷ ଉତ୍ସାହ ସହ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବାରୁ ଖୁସି ବ୍ୟକ୍ତ କରିଥିଲେ । ସେ ଆହୁରି ମଧ୍ୟ ରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ସେମାନଙ୍କର ଆତିଥ୍ୟ ଏବଂ ସହୃଦୟତା ପାଇଁ ଧନ୍ୟବାଦ ଦେଇଥିଲେ । ଶ୍ରୀ ମୋଦୀ କହିଛନ୍ତି ଯେ, ଆତିଥ୍ୟର ଭାବନା ଆମ ସଂସ୍କୃତିର ଆତ୍ମାରେ ରହିଛି । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ସେ ଭାରତ ସରକାରଙ୍କର ‘ଏକ୍ ପେଡ୍ ମାଁ କେ ନାମ୍’ (ଗୋଟିଏ ଗଛ ମାଆଙ୍କ ନାମରେ) ଅଭିଯାନର ଅଂଶ ଭାବରେ ରାଷ୍ଟ୍ରପତି ଏବଂ ତାଙ୍କର ଜେଜେମାଆଙ୍କ ସହ ଏକ ବୃକ୍ଷ ରୋପଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଭାବପ୍ରମଣ ମୁହୂର୍ତ୍ତ, ଯାହାକୁ ସେ ସବୁଦିନ ପାଇଁ ମନେ ରଖିବେ ।ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଓ ଦାରିଦ୍ର୍ୟ ମୁକାବିଲା ଉପରେ ଜି୨୦ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବିବୃତି
November 18th, 08:00 pm
ପ୍ରାରମ୍ଭରେ, ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ଜି-୨୦ ଶିଖର ସମ୍ମିଳନୀର ଆୟୋଜନ ଏବଂ ତାଙ୍କର ସଫଳ ଜି-୨୦ ଅଧ୍ୟକ୍ଷତା ପାଇଁ କରାଯାଇଥିବା ଭବ୍ୟ ବ୍ୟବସ୍ଥା ପାଇଁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି ।ପ୍ରଧାନମନ୍ତ୍ରୀ ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ ଉପରେ ଜି-୨୦ ଅଧିବେଶନକୁ ସମ୍ବୋଧିତ କରିଛନ୍ତି
November 18th, 07:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ' ଶୀର୍ଷକ ଜି-୨୦ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ବ୍ରାଜିଲ ରାଷ୍ଟ୍ରପତି ମହାମହିମ ଲୁଇସ ଇନାସିଓ ଲୁଲା ଡା ସିଲଭାଙ୍କୁ ଶିଖର ସମ୍ମିଳନୀ ଆୟୋଜନ କରିଥିବାରୁ ଏବଂ ତାଙ୍କର ଉଦାର ଆତିଥ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ । ନିରନ୍ତର ବିକାଶ ଲକ୍ଷ୍ୟ ଉପରେ ଗୁରୁତ୍ୱ ଦେଇ ବ୍ରାଜିଲର ଜି-୨୦ ଏଜେଣ୍ଡାକୁ ସେ ପ୍ରଶଂସା କରି କହିଥିଲେ ଯେ ଏହି ଆଭିମୁଖ୍ୟ ଦକ୍ଷିଣ ବିଶ୍ୱର ସମସ୍ୟାଗୁଡିକ ଉପରେ ଆଲୋକପାତ କରିଛି ଏବଂ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ଲୋକାଭିମୁଖୀ ନିଷ୍ପତ୍ତିକୁ ଆଗେଇ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତୀୟ ଜି-୨୦ ଅଧ୍ୟକ୍ଷତାରେ 'ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ' ଆହ୍ୱାନ ରିଓ ଆଲୋଚନାରେ ପ୍ରତିଫଳିତ ହେଉଛି।India is not a follower but a first mover: PM Modi in Bengaluru
April 20th, 04:00 pm
Prime Minister Narendra Modi addressed public meetings in Bengaluru, Karnataka. Speaking to a vibrant crowd, he highlighted the achievements of the NDA government and outlined plans for the future.PM Modi addresses public meetings in Chikkaballapur & Bengaluru, Karnataka
April 20th, 03:45 pm
Prime Minister Narendra Modi addressed public meetings in Chikkaballapur and Bengaluru, Karnataka. Speaking to a vibrant crowd, he highlighted the achievements of the NDA government and outlined plans for the future.ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୧୩ ରେ ପଛୁଆ ବର୍ଗର ଲୋକମାନଙ୍କୁ ଋଣ ସହାୟତା ପାଇଁ ଦେଶବ୍ୟାପୀ ପହଂଚ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ
March 12th, 06:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୧୩ ତାରିଖ ଅପରାହ୍ନ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପଛୁଆ ବର୍ଗଙ୍କ ପାଇଁ ଋଣ ସହାୟତା ପାଇଁ ଦେଶବ୍ୟାପୀ ପହଂଚ କାର୍ଯ୍ୟକ୍ରମରେ ଯୋଗ ଦେବେ । ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ସାମାଜିକ ଉତ୍ଥାନ ଏବଂ ରୋଜଗାର ଆଧାର ଜନକଲ୍ୟାଣ (ପିଏମ୍ - ସୁରଜ) ଜାତୀୟ ପୋର୍ଟାଲର ଶୁଭାରମ୍ଭ କରିବେ ଏବଂ ଦେଶର ଅବହେଳିତ ବର୍ଗର ଏକ ଲକ୍ଷ ଉଦ୍ୟୋଗୀଙ୍କୁ ଋଣ ସହାୟତା ମଞ୍ଜୁର କରିବେ । ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଅନୁସୂଚିତ ଜାତି, ପଛୁଆ ବର୍ଗ ଏବଂ ସଫେଇ କର୍ମଚାରୀଙ୍କ ସମେତ ଅବହେଳିତ ବର୍ଗର ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ସେ ସମାବେଶକୁ ସମ୍ବୋଧିତ କରିବେ ।Bharat Tex 2024 is an excellent platform to highlight India's exceptional capabilities in the textile industry: PM Modi
February 26th, 11:10 am
PM Modi inaugurated Bharat Tex 2024, one of the largest-ever global textile events to be organized in the country at Bharat Mandapam in New Delhi. He said that Bharat Tex connects the glorious history of Indian tradition with today’s talent; technology with traditions and is a thread to bring together style/sustainability/ scale/skill.ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନୂଆଦିଲ୍ଲୀଠାରେ ଭାରତ ଟେକ୍ସ-୨୦୨୪ ଉଦ୍ଘାଟିତ
February 26th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୬.୦୨.୨୦୨୪) ନୂଆଦିଲ୍ଲୀର ଭାରତ ମଣ୍ଡପମ୍ରେ ବୈଶ୍ୱିକ ବୃହତ୍ତମ ବୟନ ମେଳା ଭାରତ ଟେକ୍ସ-୨୦୨୪କୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ବୁଲି ଦେଖିଥିଲେ ।ପିଏମ୍ କିଷାନ ସମ୍ମାନ ନିଧି ହରିୟାଣା କୃଷକଙ୍କୁ ସାହାଯ୍ୟ କରେ
January 18th, 04:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ସ୍ଥାନରୁ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହଜାର ହଜାର ହିତାଧିକାରୀ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧିମାନେ ଯୋଗ ଦେଇଥିଲେ ।ବିଶ୍ୱକର୍ମା ଯୋଜନା ଓ ମୋଟା ଶସ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି କରିଛନ୍ତି 'କୁମ୍ଭାର' ସମ୍ପ୍ରଦାୟର ମହିଳା ଉଦ୍ୟୋଗୀ
December 27th, 02:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଜନତାଙ୍କୁ ସମ୍ବୋଧିତ କରିଥିଲେ।ଆମ ଦେଶରେ ନିବେଶ କରିବାକୁ ବିଶ୍ୱକୁ ସ୍ୱାଗତ କରୁଛୁ । ଭାରତ ନିରାଶ କରିବ ନାହିଁ: ପ୍ରଧାନମନ୍ତ୍ରୀ
November 26th, 08:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନିବେଶସ୍ଥଳୀ ଭାବେ ଭାରତକୁ ନେଇ ଉଦ୍ୟୋଗୀ ବେଶ୍ ଆଶାବାଦୀ ଥିବା ପ୍ରକାଶ କରିଛନ୍ତି ।PM Modi's 'Vocal for Local' call resonates with the masses
November 11th, 10:59 am
Following Prime Minister Modi's 'Vocal for Local' appeal during 'Mann Ki Baat' in October 2023 episode, the initiative has received widespread endorsement from citizens nationwide. The movement has sparked a groundswell of support for 'Made in India' products during the festive season, encouraging local artisans, innovators and entrepreneurs.୨୬-୨୭ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
September 25th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬-୨୭ ସେପ୍ଟେମ୍ବର ୨୦୨୩ ଦୁଇଦିନ ଧରି ଗୁଜରାଟ ଗସ୍ତ କରିବେ। ସେପ୍ଟେମ୍ବର ୨୭ ପୂର୍ବାହ୍ନ ଦଶଟା ବେଳେ ପ୍ରଧାନମନ୍ତ୍ରୀ ଭାଇବ୍ରାଣ୍ଟ ଗୁଜରାଟ ବୈଶ୍ବିକ ଶିଖର ବୈଠକରେ ୨୦ ବର୍ଷ ପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ତା’ପରେ ପ୍ରାୟ ୧୨ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ବୋଦେଲୀ ଓ ଛୋଟା ଉଦୟପୁର ପହଂଚି ସେଠାରେ ୫୨୦୦ କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ।ଆହୁରି ଅଧିକ ପ୍ରଗତି କରିବାର ଦୃଢ ଇଚ୍ଛା ସହ ଭାରତ ବିଶ୍ୱରେ ଏକ ଉଜ୍ଜ୍ୱଳ ସ୍ଥାନ: ପ୍ରଧାନମନ୍ତ୍ରୀ
July 16th, 08:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, “ଭାରତ କ’ଣ ଏହି ଦଶକର ଉଦୀୟମାନ ବଜାର ହୋଇପାରିବ?” ଶୀର୍ଷକ କ୍ୟାପିଟାଲ ଗ୍ରୁପର ନିବନ୍ଧ ଶେୟାର କରିଛନ୍ତି ।ଆମେରିକାର ଭାରତୀୟ ସମ୍ପ୍ରଦାୟ ସଦସ୍ୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
June 24th, 07:30 am
ପ୍ରଧାନମନ୍ତ୍ରୀ ତାଙ୍କ ସମ୍ବୋଧନରେ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ଆମେରିକାରେ ନିଜ ନିଜ କ୍ଷେତ୍ରରେ ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଅମୃତ କାଳ ସମୟରେ ଭାରତର ଅଭିବୃଦ୍ଧିରେ ସହଯୋଗ କରିବାକୁ ଆମନ୍ତ୍ରଣ କରିଥିଲେ । ଭାରତ-ଆମେରିକା ସମ୍ପର୍କକୁ ମଜବୁତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ଦ୍ୱିପାକ୍ଷିକ ସହଭାଗିତାର ଭବିଷ୍ୟତ କ୍ଷେତ୍ର ଉପରେ ଆଲୋକପାତ କରିଛନ୍ତି ।ପିଏଲ୍ଆଇ ଯୋଜନା ଇସ୍ପାତ କ୍ଷେତ୍ରକୁ ସ୍ପଷ୍ଟ ଭାବରେ ସକ୍ରିୟତା ପ୍ରଦାନ କରିଛି ଏବଂ ଆମର ଯୁବକ ଏବଂ ଉଦ୍ୟୋଗୀ ମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିବ : ପ୍ରଧାନମନ୍ତ୍ରୀ
March 17th, 09:41 pm
ଆତ୍ମନିର୍ଭରତା ହାସଲ କରିବା ପାଇଁ ଇସ୍ପାତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ପିଏଲଆଇ ଯୋଜନା ଏହି କ୍ଷେତ୍ରକୁ ସ୍ପଷ୍ଟ ଭାବରେ ଶକ୍ତି ପ୍ରଦାନ କରିଛି ଏବଂ ଆମର ଯୁବକ ଏବଂ ଉଦ୍ୟୋଗୀ ମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିବ ।“ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା କୌଶଳ ସମ୍ମାନ (ପିଏମ ବିକାଶ)” ଉପରେ ବଜେଟ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
March 11th, 10:36 am
ଗତ କିଛି ଦିନ ହେବ ବଜେଟ ପରେ ୱେବିନାରଗୁଡ଼ିକର ଏକ ସିରିଜ ଚାଲିଛି । ଗତ ତିନି ବର୍ଷ ଧରି ଆମେ ପ୍ରତ୍ୟକ ବଜେଟ ପରେ ହିତାଧିକାରୀମାନଙ୍କ ସହ ବଜେଟ ଉପରେ କଥା ହେବାର ପରମପ୍ରା ଆରମ୍ଭ ହୋଇଛି । ଏବଂ ଆମକୁ ବଜେଟକୁ ଧ୍ୟାନରେ ରଖି ଅତିଶୀଘ୍ର କିପରି ଲାଗୁ କରିବା ଉଚିତ? ହିତାଧିକାରୀମାନେ କ’ଣ ମତାମତ ଦେଉଛନ୍ତି? ଅର୍ଥାତ ଆଲୋଚନା ବହୁତ ଭଲ ଭାବରେ ଚାଲିଥାଏ । ଆହୁରି ମୋତେ ଖୁସି ଲାଗୁଛି ଯେ ସମସ୍ତ ବାଣିଜ୍ୟ ଏବଂ ଉଦ୍ୟୋଗ, ସଂଘଗୁଡ଼ିକ, ଯେଉଁମାନଙ୍କର ବଜେଟ ସହିତ ସିଧାସଳଖ ସମ୍ବନ୍ଧ ରହିଛି, ଚାଷୀ ହୁଅନ୍ତୁ, ମହିଳା ହୁଅନ୍ତୁ, ଯୁବଗୋଷ୍ଠୀ ହୁଅନ୍ତୁ, ଆଦିବାସୀ ହୁଅନ୍ତୁ, ଆମର ଦଳିତ ଭାଇ-ଭଉଣୀ ହୁଅନ୍ତୁ, ଏମିତି ଅନେକ ହଜାର ହଜାର ଲୋକ ଅଛନ୍ତି, ସେମାନଙ୍କ ସହିତ ବିଚାରବିମର୍ଶ କରି ଭଲ ମତାମତ ଆଗକୁ ଆସିଛି । ହିତାଧିକାରୀମାନେ ଏମିତି ପରାମର୍ଶ ଦେଇଛନ୍ତି ଯାହା ସରକାରଙ୍କ ପାଇଁ ମଧ୍ୟ ଉପଯୋଗୀ ଅଟେ । ଏବଂ ମୋ ପାଇଁ ଏହା ବହୁତ ଖୁସିର କଥା ଯେ ଚଳିତ ଥର,ବଜେଟ ପର ‘ପିଏମ ବିଶ୍ୱକର୍ମା କୌଶଳ ସମ୍ମାନ’ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
March 11th, 10:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୧.୦୩.୨୦୨୩) ପିଏମ ବିଶ୍ୱକର୍ମା କୌଶଳ ସମ୍ମାନ ଉପରେ ଏକ ବଜେଟ ପର ୱେବିନାରରେ ନିଜର ବକ୍ତବ୍ୟ ରଖିଥିଲେ । କେନ୍ଦ୍ର ବଜେଟ ୨୦୨୩ରେ ଘୋଷିତ ବିଭିନ୍ନ ପଦକ୍ଷେଗୁଡ଼ିକ ତ୍ୱରାନ୍ୱିତ କରିବା ଆଗରୁ ସେ ସମ୍ପର୍କରେ ଜନସାଧାରଣ ମତାମତ ଓ ପ୍ରସ୍ତାବ ଦେବା ପାଇଁ ସରକାର ଆୟୋଜନ କରିଥିବା ବଜେଟ ପରେ ୧୨ଟି ୱେବିନାର ମଧ୍ୟ ଏଇଟା ହେଉଛି ସିରିଜର ଶେଷ ୱେବିନାର ।ମରୋଲ୍, ମହାରାଷ୍ଟ୍ରରେ ଅଲଜେମିଆ-ତୁସ୍-ସୈଫିଆର ନୂଆ ପରିସରର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 10th, 08:27 pm
ପରମପାବନ ସୈୟଦନା ମୁଫଦଲ୍ ଜି, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ମହାଶୟ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ମହାଶୟ, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମାନ୍ୟବର ମହାନୁଭବ !