ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ
October 28th, 12:47 pm
ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ ।କର୍କଟର ଚିକିତ୍ସା ନିମନ୍ତେ ଭିତ୍ତିଭୂମି ମଜଭୁତ କରିବା ପ୍ରୟାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
September 01st, 08:11 am
କର୍କଟର ଚିିକିତ୍ସା ଲାଗି ଭିତ୍ତିଭୂମି ମଜଭୁତ କରିବା ଦିଗରେ ପ୍ରୟାସକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।ଜୟପୁରରେ ସିପେଟର ପେଟ୍ରୋକେମିକାଲ୍ସ ଟେକ୍ନୋଲୋଜି ପ୍ରତିଷ୍ଠାନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 30th, 11:01 am
ରାଜସ୍ଥାନର ମାଟିର ସୁପୁତ୍ର ଆଉ ଭାରତର ସବୁଠାରୁ ବଡ଼ ପଂଚାୟତ ଲୋକସଭାର ରକ୍ଷାକର୍ତା, ଆମର ଆଦରଣୀୟ ବାଚସ୍ପତି ଶ୍ରୀମାନ ଓମ ବିରଲା ମହୋଦୟ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀମାନ ଅଶୋକ ଗହଲୋଟ ମହାଶୟ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମନସୁଖ ମଣ୍ଡଭ୍ୟ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସମସ୍ତ ସହଯୋଗୀ ଶ୍ରୀମାନ ଗଜେନ୍ଦ୍ର ସିଂହ ଶେଖାୱତ ମହାଶୟ, ଭୂପେନ୍ଦ୍ର ଯାଦବ ମହାଶୟ, ଅର୍ଜୁନ ରାମ ମେଘୱାଲ ମହାଶୟ, କୈଳାଶ ଚୌଧୂରୀ ମହାଶୟ, ଡକ୍ଟର ଭାରତୀ ପାୱାର ମହାଶୟ, ଭଗବନ୍ତ ଖୁବା ମହାଶୟ, ରାଜସ୍ଥାନର ପୂବତର୍ନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ମହାଶୟା, ବିରୋଧୀ ଦଳ ନେତା ଶ୍ରୀମାନ ଗୁଲାବ ଚନ୍ଦ କଟାରିୟା ମହାଶୟ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ଆଉ ରାଜସ୍ଥାନର ମୋର ପ୍ରିୟ ଭାଇ ଓ ଭଉଣୀମାନେ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସିଆଇପିଇଟି- ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ଜୟପୁରଠାରେ ଉଦ୍ଘାଟିତ
September 30th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ -ସିପେଟ ଜୟପୁରଠାରେ ଉଦ୍ଘାଟନ କରିଛନ୍ତି । ସେ ମଧ୍ୟ ରାଜସ୍ଥାନର ବାଂସୱାଡା, ସିରୋହୀ, ହନୁମାନଗଡ ଓ ଦଉସା ଜିଲ୍ଲାରେ ଚାରୋଟି ନୂତନ ମେଡିକାଲ କଲେଜର ଶିଳାନ୍ୟାସ ମଧ୍ୟ କରିଛନ୍ତି । ସିପେଟ ପ୍ରତିଷ୍ଠାନ ଓ ଚାରିଟି ନୂତନ ମେଡିକାଲ କଲେଜ ନିମନ୍ତେ ସେ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ମଧ୍ୟ ଜଣାଇଥିଲେ । ୨୦୧୪ ମସିହା ପରେ କେନ୍ଦ୍ର ସରକାର ରାଜସ୍ଥାନ ପାଇଁ ୨୩ଟି ମେଡିକାଲ କଲେଜ ଅନୁମୋଦନ କରିଥିଲେ ଓ ସେଥିରୁ ସାତଟିର କାର୍ଯ୍ୟ ଶେଷ ହୋଇଛି ବୋଲି ସେ କହିଛଛନ୍ତି ।ତାମିଲନାଡ଼ୁର ମଦୁରାଇଠାରେ ଏମ୍ସର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 27th, 11:55 am
ମଦୁରାଇରେ ଏମ୍ସ ପ୍ରତିଷ୍ଠା କରିବା ସହିତ ଆମେ ଏହା କହିପାରିବା ଯେ ଚିକିତ୍ସା ସୁବିଧାର ଏହି ପରିଚୟକୁ ଏବେ ଦେଶର ସମସ୍ତ କୋଣଅନୁକୋଣ- କନ୍ୟାକୁମାରୀରୁ କାଶ୍ମୀର ଠାରୁ ମଦୁରାଇ ଏବଂ ଗୌହାଟୀରୁ ଗୁଜରାଟ ପର୍ଯ୍ୟନ୍ତ ସମ୍ପ୍ରସାରିତ କରିଦିଆଯାଇଛି । ମଦୁରାଇରେ ଏମ୍ସର ନିର୍ମାଣ 1600 କୋଟି ଟଙ୍କାରୁ ଅଧିକ ବ୍ୟୟ ସହିତ କରାଯିବ । ଏହାଦ୍ୱାରା ତାମିଲନାଡ଼ୁର ସମସ୍ତ ଲୋକମାନଙ୍କୁ ଲାଭ ମିଳିପାରିବ ।ମଦୁରାଇରେ ଏମ୍ସ ନିର୍ମାଣ ହେବା ପରେ, ବ୍ରାଣ୍ଡ ଏମ୍ସ ଏବେ ଦେଶର କୋଣ ଅନୁକୋଣରେ ପହଁଚିଲା : ପ୍ରଧାନମନ୍ତ୍ର
January 27th, 11:54 am
ମଦୁରାଇ ଏବଂ ପାଶ୍ୱବର୍ତ୍ତୀ ଅଂଚଳରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ପ୍ରୋତ୍ସାହନ ପୂର୍ବକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଦୁରାଇ ଠାରେ ଏମ୍ସ ପାଇଁ ଶିଳାନ୍ୟାସ କରିବା ସହିତ ବିଭିନ୍ନ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ।ଆଗ୍ରାରେ ଉନ୍ନତ ଓ ଅଧିକ ସୁନିଶ୍ଚିତ ଜଳ ଯୋଗାଣ ପାଇଁ ଗଙ୍ଗାଜଳ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ;
January 09th, 02:21 pm
ଆଗ୍ରାରେ ବିକାଶ ଓ ପର୍ଯ୍ୟଟନ ଭିତ୍ତିଭୂମିର ସମ୍ପ୍ରସାରଣ ପାଇଁ ବ୍ୟାପକ ପ୍ରୋତ୍ସାହନ ପ୍ରଦାନ କରି ପ୍ରଧାନମନ୍ତ୍ରୀ ଆଜି ଆଗ୍ରା ସହର ଏବଂ ପାଶ୍ୱର୍ବର୍ତ୍ତୀ ଅଂଚଳ ପାଇଁ 2900 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପଗୁଡ଼ିକର ଉଦଘାଟନ କରିଥିଲେ ।ଆଗ୍ରାଠାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଆଧାରଶିଳା ରଖିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 09th, 02:21 pm
ମଂଚାସୀନ ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମାନ ରାମ ନାଏକ ଜୀ, ଏଠାକାର ଲୋକପ୍ରିୟ ଏବଂ ଯଶସ୍ୱୀ, ତେଜସ୍ୱୀ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଆଦିତ୍ୟ ଯୋଗୀରାଜ ଜୀ, ଉପ ମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ଜୀ, ସଂସଦ ପ୍ରଫେସର ରାମଶଙ୍କର କଠରିଆ ଜୀ, ଭାରତୀୟ ଜନତା ପାର୍ଟିର ପ୍ରଦେଶ ଅଧ୍ୟକ୍ଷ ଏବଂ ସଂସଦରେ ମୋର ସହକର୍ମୀ ଡା. ମହେନ୍ଦ୍ର ପାଣ୍ଡେ ଜୀ, ଚୌଧୁରୀ ବାବୁଲାଲ ଜୀ, ଶ୍ରୀ ଅନିଲ ଜୈନ । ମଂଚାସୀନ ଅନ୍ୟ ସମସ୍ତ ମାନ୍ୟଗଣ ବ୍ୟକ୍ତି ଏବଂ ଆଗ୍ରାର ମୋର ଶ୍ରଦ୍ଧେୟ ଭାଇ ଓ ଭଉଣୀମାନେ ।"ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶାର ଖୋର୍ଦ୍ଧାଠାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି "
December 24th, 02:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଖୋର୍ଦ୍ଧାଠାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଜନସଭାକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ବିଜେପି ସରକାରଙ୍କ ଉଦ୍ଦେଶ୍ୟ ଓଡ଼ିଶା ରାଜ୍ୟର ସର୍ବାଙ୍ଗୀନ ଉନ୍ନତିକୁ ସୁନିଶ୍ଚିତ କରିବା ।ଭୁବନେଶ୍ୱର ଆଇଆଇଟିର ଉଦଘାଟନ, ଆଇଜର ଓ ଅନ୍ୟାନ୍ୟ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
December 24th, 01:40 pm
ଓଡ଼ିଶାର ବିକାଶ ଲାଗି ସମର୍ପିତ ଭାବନା ନେଇ କାମ କରିବା ଲାଗି ଆମର ସଂକଳ୍ପ ଆଜି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଁଚିଛି । କିଛି ସମୟ ପୂର୍ବରୁ 14 ହଜାର କୋଟି ଟଙ୍କାରୁ ଅଧିକ ଅନେକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରାଯାଇଛି । ଏହି ଯୋଜନଗୁଡ଼ିକ ମଧ୍ୟରେ ଉଚ୍ଚ ଶିକ୍ଷା, ସ୍ୱାସ୍ଥ୍ୟ, ଗ୍ୟାସ, ସଡ଼କ ଏବଂ ସାଂସ୍କୃତିକ ଗୁରୁତ୍ୱ ବହନ କରୁଥିବା ଅନେକ ପ୍ରକଳ୍ପ ରହିଛି । ଏ ସମସ୍ତ ପ୍ରକଳ୍ପ ଓଡ଼ିଶାର ବିକାଶ, ଏଠାକାର ଜନସାଧାରଣଙ୍କ ଜୀବନକୁ ସହଜ ଏବଂ ସୁଗମ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ । ବିକାଶର ଏ ସମସ୍ତ ପ୍ରକଳ୍ପ ଲାଗି ଆପଣମାନଙ୍କୁ ସମସ୍ତଙ୍କୁ ଓଡ଼ିଶାର ପ୍ରତ୍ୟେକ ବ୍ୟକ୍ତିଙ୍କୁ ଅନେକ ଅନେକ ଶୁଭକାମନା ଜଣାଉଛି ।ପାଇକ ବିଦ୍ରୋହ ସ୍ମାରକୀ ଡାକ ଟିକଟ, ମୁଦ୍ରା ଉନ୍ମୋଚନ ସହ ଆଇଆଇଟି ଭୁବନେଶ୍ୱର କ୍ୟାମ୍ପସ ରାଷ୍ଟ୍ରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
December 24th, 01:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 2018 ଡିସେମ୍ବର 24ରେ ଓଡିଶା ଗସ୍ତ କରିଥିଲେ ।"ପ୍ରଧାନମନ୍ତ୍ରୀ 2018 ଡିସେମ୍ବର 24 ରେ ଓଡ଼ିଶା ଗସ୍ତ କରିବେ "
December 23rd, 01:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 2018 ଡିସେମ୍ବର 24 ରେ ଓଡ଼ିଶା ଗସ୍ତ କରିବେ ।ଆୟୁଷ୍ମାନ ଭାରତ-ପିଏମଜେଏୱାଇ ଯୋଜନାକୁ ରାଞ୍ଚିଠାରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
September 23rd, 01:30 pm
ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ରାଞ୍ଚିରୁ ଦେଶବ୍ୟାପୀ ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ କରିଛନ୍ତି ।ଝାଡ଼ଖଣ୍ଡର ରାଞ୍ଚିଠାରେ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
September 23rd, 01:30 pm
ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀମତି ଦ୍ରୌପଦୀ ମୁର୍ମୁ, ରାଜ୍ୟର ଉତ୍ସାହୀ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ରଘୁବର ଦାସ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଶ୍ରୀମାନ ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ଏବଂ ଏ ମାଟିର ସନ୍ତାନ ଶ୍ରୀମାନ ସୁଦର୍ଶନ ଭଗତ, କେନ୍ଦ୍ରରେ ମୋର ସାଥୀ ଜୟନ୍ତ ସିହ୍ନା, ନୀତି ଆୟୋଗର ସଦସ୍ୟ ଡକ୍ଟର ବି.କେ.ପଲ, ରାଜ୍ୟ ସରକାରଙ୍କ ମନ୍ତ୍ରୀ ରାମଚନ୍ଦ୍ର ଚନ୍ଦ୍ରମୁନଶୀ, ସଂସଦରେ ମୋର ସାଥୀ ଶ୍ରୀମାନ ରାମଟହଲ ଚୌଧୁରୀ, ବିଧାୟକ ଶ୍ରୀମାନ ରାମକୁମାର ପାହାଣ, ଏଠାରେ ଉପସ୍ଥିତ ସମସ୍ତ ମହାନୁଭବଗଣ ଏବଂ ବିଶାଳ ସଂଖ୍ୟାରେ ଉପସ୍ଥିତ ଝାଡ଼ଖଣ୍ଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ ।କଂଗ୍ରେସ ଆମର ବୀର ଯବାନଙ୍କ ଅପମାନ କରିଛନ୍ତି ,ସେମାନେ କୃଷକମାନଙ୍କ ପ୍ରତି ସମ୍ବେଦନଶୀଳ ନାହାନ୍ତି :ପ୍ରଧାନମନ୍ତ୍ରୀ ମୋଦୀ
May 03rd, 01:17 pm
କର୍ଣ୍ଣାଟକର କଲବୁର୍ଗୀ ରେ ଏକ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଲେ ଯେ ରାଜ୍ୟରେ ନିର୍ବାଚନ କର୍ଣ୍ଣାଟକର ଭବିଷ୍ୟତ ନିର୍ଣ୍ଣୟ କରିବାକୁ ଯାଉଛି । '' ଏହା ମହିଳାଙ୍କ ସୁରକ୍ଷା ଏବଂ କୃଷକମାନଙ୍କ ହିତ ବିଷୟରେ । ମାନିନିଅନ୍ତୁ ,ଏହା କେବଳ ବିଧାୟମାନଙ୍କୁ ଚୟନ କରିବା ବିଷୟରେ ନାହିଁ ,ଏହା ତାହା ଉର୍ଦ୍ଧରେ ବୋଲି ପ୍ରଧାନମନ୍ତ୍ରୀ କହିଲେ ।ବାରଣାସୀରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 22nd, 12:34 pm
PM Narendra Modi laid foundation stone of the ESIC Super Speciality Hospital in Varanasi. He also inaugurated the new Trade Facilitation Centre and Crafts Museum. Speaking at the event, the PM said that land of Kashi is of spiritual importance and has tremendous tourism potential. He also urged that sports must be made an essential part of our lives.