The relationship between India and Kuwait is one of civilizations, seas and commerce: PM Modi
December 21st, 06:34 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.Prime Minister Shri Narendra Modi addresses Indian Community at ‘Hala Modi’ event in Kuwait
December 21st, 06:30 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 24th, 08:48 pm
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଆ ସମାଜ ଅନୁଷ୍ଠାନର ସଭାପତି ଶ୍ରୀ ସିଦ୍ଧାର୍ଥ ପ୍ରଧାନ ଜୀ, ଓଡ଼ିଆ ସମାଜର ଅନ୍ୟ କର୍ମକର୍ତ୍ତା, ଓଡିଶାର ସମସ୍ତ କଳାକାର, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିଗଣ ।‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 24th, 08:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଓଡ଼ିଶାର ସମସ୍ତ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ କରାଯିବା ସମ୍ପର୍କରେ ଉଲ୍ଲେଖ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ ଏବଂ ଓଡ଼ିଆ ଭାଗବତର ଲେଖକ ଶ୍ରୀଜଗନ୍ନାଥ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ନାଇଜେରିଆରେ ଭାରତୀୟ ଗୋଷ୍ଠୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 17th, 07:20 pm
ଆଜି ଆପଣ ଅବୁଜାରେ ଚମତ୍କାର କରି ଦେଇଛନ୍ତି । ଅବୁଜାରେ ଆମେ ଏକ ଚମତ୍କାର ସମୟ ବାନ୍ଧିଛୁ। ଆଉ ଏସବୁ ଦେଖି ମୁଁ ଗତକାଲି ସନ୍ଧ୍ୟାରୁ ଦେଖୁଛି ଯେ ମୁଁ ଅବୁଜାରେ ନୁହେଁ ବରଂ ଭାରତର ଏକ ସହରରେ ଉପସ୍ଥିତ ଅଛି । ଆପଣମାନଙ୍କ ମଧ୍ୟରୁ ଅନେକ ଲୋକ ଲାଗୋସ୍, କାନୋ, କାଡୁନା ଏବଂ ପୋର୍ଟ ହାରର୍କୋର୍ଟରୁ, ଏମିତି ଭିନ୍ନ ଭିନ୍ନ ଅଞ୍ଚଳରୁ ଅବୁଜାରେ ପହଞ୍ଚିଛନ୍ତି ଏବଂ ଆପଣଙ୍କ ମୁହଁରେ ଏହି ଚମକ, ଆପଣଙ୍କର ଏହି ଉତ୍ସାହ ଯେତିକି ଆପଣ ଏଠାକୁ ଆସିବାକୁ ଆଗ୍ରହୀ ଥିଲେ, ମୁଁ ମଧ୍ୟ ଆପଣମାନଙ୍କୁ ଭେଟିବାକୁ ଅପେକ୍ଷା କରିଥିଲି । ଆପଣମାନଙ୍କର ଭଲ ପାଇବା, ଏହି ସ୍ନେହ ମୋ ପାଇଁ ଏକ ବଡ଼ ସମ୍ପତ୍ତି । ଆପଣଙ୍କ ମଧ୍ୟକୁ ଆସିବା, ଆପଣଙ୍କ ଭିତରେ ଆସୁଛି, ତୁମ ସହିତ ସମୟ ବିତାଇବା ଏବଂ ଏହି ମୁହୂର୍ତ୍ତଗୁଡ଼ିକ ମୋ ସହିତ ସାରା ଜୀବନ ରହିବ।ନାଇଜେରିଆରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
November 17th, 07:15 pm
ନାଇଜେରିଆର ଅବୁଜାରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ମାନାର୍ଥେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସେ ଉଦବୋଧନ ଦେଇଛନ୍ତି । ଭାରତୀୟ ସମୁଦାୟଙ୍କ ପକ୍ଷରୁ ତାଙ୍କୁ ଦିଆଯାଇଥିବା ଉତ୍ସାହଭରା ସମ୍ବର୍ଦ୍ଧନାରେ ପ୍ରଧାନମନ୍ତ୍ରୀ ଖୁସି ଜାହିର କରିଛନ୍ତି । ସେ କହିଛନ୍ତି ପ୍ରବାସୀଙ୍କ ପକ୍ଷରୁ ଦିଆଯାଇଥିବା ଭଲପାଇବା ଓ ବନ୍ଧୁତ୍ୱ ତାଙ୍କ ପାଇଁ ବଡ଼ ପୁଞ୍ଜି ।ସି-୨୯୫ ବିମାନ କାରଖାନାର ଉଦ୍ ଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 28th, 10:45 am
ମହାମହିମ ପେଡ୍ରୋ ସାଞ୍ଚେଜ୍, ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଜୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀ ଏସ ଜୟଶଙ୍କର ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ସ୍ପେନ୍ ଏବଂ ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ଏୟାରବସ୍ ଏବଂ ଟାଟା ଟିମ୍ର ସମସ୍ତ ସହଯୋଗୀ, ମହିଳା ଏବଂ ଭଦ୍ରଲୋକ!ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ଶ୍ରୀ ପେଡ୍ରୋ ସାଞ୍ଚେଜ୍ ମିଳିତ ଭାବେ ଗୁଜରାଟର ଭଦୋଦରା ଠାରେ ସି- ୨୯୫ ବିମାନ ଉତ୍ପାଦନ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସକୁ ଉଦଘାଟନ କରିଛନ୍ତି
October 28th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ଶ୍ରୀ ପେଡ୍ରୋ ସାଞ୍ଚେଜ୍ ଆଜି ଗୁଜରାଟର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ୍ ସିଷ୍ଟମ୍ ଲିମିଟେଡ୍ (ଟିଏଏସଏଲ) କ୍ୟାମ୍ପସରେ ସି- ୨୯୫ ବିମାନ ଉତ୍ପାଦନ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସକୁ ମିଳିତ ଭାବେ ଉଦଘାଟନ କରିଛନ୍ତି । ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ଉଭୟ ପ୍ରଧାନମନ୍ତ୍ରୀ ମଧ୍ୟ ବୁଲି ଦେଖିଥିଲେ।ଆଜି ସାରା ବିଶ୍ୱବାସୀ ଭାରତ ବିଷୟରେ ଅଧିକ ଜାଣିବାକୁ ଚାହୁଁଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
October 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ । ଆପଣ ଯଦି ମୋତେ ପଚାରନ୍ତି ଯେ, ମୋ ଜୀବନର ସବୁଠାରୁ ସ୍ମରଣୀୟ ମୁହୂର୍ତ୍ତ କ’ଣ ଥିଲା, ତେବେ ମୋର ଅନେକ କଥା ମନେପଡ଼େ । କିନ୍ତୁ, ତନ୍ମଧ୍ୟରୁ ଗୋଟିଏ ମୁହୂର୍ତ୍ତ ହେଉଛି ସବୁଠାରୁ ବିଶିଷ୍ଟ, ସେହି କ୍ଷଣଟି ଥିଲା – ଯେତେବେଳେ ଗତବର୍ଷ ନଭେମ୍ବର ୧୫ ତାରିଖ ଦିନ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଅବସରରେ ତାଙ୍କ ଜନ୍ମସ୍ଥାନ ଝାଡ଼ଖଣ୍ଡର ଉଲିଆତୁ ଗାଁକୁ ଯାଇଥିଲି । ଏହି ଯାତ୍ରା ମୋତେ ବହୁମାତ୍ରାରେ ପ୍ରଭାବିତ କରିଥିଲା । ଏହି ପବିତ୍ର ଭୂମିର ମାଟିକୁ ମସ୍ତକରେ ଲଗାଇବାର ସୌଭାଗ୍ୟ ପ୍ରାପ୍ତ କରିବାରେ ମୁଁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ । ସେତେବେଳେ ମୁଁ କେବଳ ଯେ ସ୍ୱାଧୀନତା ସଂଗ୍ରାମର ଶକ୍ତିକୁ ଅନୁଭବ କଲି ତା’ ନୁହେଁ, ବରଂ ଏହି ଭୂମିର ଶକ୍ତି ସହ ଜଡ଼ିତ ହେବାର ସୁଯୋଗ ମଧ୍ୟ ମିଳିଲା । ମୁଁ ଏ କଥା ଅନୁଭବ କଲି ଯେ, କିଭଳି ଗୋଟିଏ ସଂକଳ୍ପକୁ ସମ୍ପୂର୍ଣ୍ଣ କରିବାର ସାହସ ଦେଶର କୋଟି କୋଟି ଲୋକଙ୍କ ଭାଗ୍ୟକୁ ବଦଳାଇ ଦେଇପାରେ ।ମିଳିତ ତଥ୍ୟ ପତ୍ର: ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ ବ୍ୟାପକ ଏବଂ ବୈଶ୍ୱିକ ରଣନୈତିକ ଭାଗିଦାରୀକୁ ବିସ୍ତାର ଉପକ୍ରମ ଜାରି ରଖିବ ଆମେରିକା
September 22nd, 12:00 pm
ଆଜି ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଯୋଶେଫ୍ ଆର ବାଇଡେନ୍ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ୋକ୍ତି ବ୍ୟକ୍ତ କରି କହିଛନ୍ତି ଯେ ଏକବିଂଶ ଶତାବ୍ଦୀର ନିର୍ଣ୍ଣାୟକ ଭାଗିଦାରୀ, ଆମେରିକା ଏବଂ ଭାରତ ମଧ୍ୟରେ ବ୍ୟାପକ ବୈଶ୍ୱିକ ଏବଂ ରଣନୈତିକ ଭାଗିଦାରୀ ନିର୍ଣ୍ଣାୟକ ଭାବରେ ବିଶ୍ୱ ସ୍ୱାର୍ଥରକ୍ଷା ନିମନ୍ତେ ଥିବା ଏକ ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟସୂଚୀକୁ ପୂରଣ କରୁଛି । ଉଭୟ ନେତା ସେହି ଐତିହାସିକ କାଳଖଣ୍ଡ ସମ୍ପର୍କରେ ପ୍ରତିଫଳିତ କରିଥିଲେ ଯେତେବେଳେ ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ ବିଶ୍ୱାସ ଏବଂ ସହଯୋଗର ଏକ ଅଭୂତପୂର୍ବ ପର୍ଯ୍ୟାୟରେ ରହିଥିଲା । ଗଣତନ୍ତ୍ର, ସ୍ୱାଧୀନତା, ଆଇନର ଶାସନ, ମାନବିକ ଅଧିକାର, ବିବିଧତା ଏବଂ ସମସ୍ତଙ୍କ ପାଇଁ ସମାନ ସୁଯୋଗ ବଜାୟ ରଖିବା ଦିଗରେ ଆମେରିକା ଏବଂ ଭାରତ ଭାଗିଦାରୀ ପ୍ରୟାସକୁ ଗୁରୁତ୍ୱ ଦେବା ଉଚିତ ବୋଲି ଉଭୟ ନେତା ପ୍ରତିବଦ୍ଧତା ପ୍ରକଟ କରିଛନ୍ତି । ଉଭୟ ନେତା ଆମେରିକା-ଭାରତ ପ୍ରମୁଖ ପ୍ରତିରକ୍ଷା ସହଭାଗୀତାକୁ ବିଶ୍ୱ ନିରାପତ୍ତା ଏବଂ ଶାନ୍ତିର ସ୍ତମ୍ଭରେ ପରିଣତ କରିଥିବା ଅଗ୍ରଗତିକୁ ଭୂୟସୀ ପ୍ରଶଂସା କରିଥିଲେ ଏବଂ ପ୍ରତିରକ୍ଷା ଶିଳ୍ପରେ ପରିଚାଳନା ସମନ୍ୱୟ, ସୂଚନା ଆଦାନ ପ୍ରଦାନ ଏବଂ ନବସୃଜନ ବୃଦ୍ଧିର ଲାଭ ଉପରେ ଆଲୋକପାତ କରିଥିଲେ । ରାଷ୍ଟ୍ରପତି ଯୋଶେଫ ଆର ବାଇଡେନ୍ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଶା ଓ ଦୃଢ଼ ବିଶ୍ୱାସ ବ୍ୟକ୍ତ କରି କହିଛନ୍ତି ଯେ ଆମର ଜନସାଧାରଣ, ଆମର ବେସାମରିକ ଏବଂ ବେସରକାରୀ କ୍ଷେତ୍ର ଏବଂ ଆମ ସରକାରଙ୍କ ନିବିଡ଼ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଅକ୍ଳାନ୍ତ ପ୍ରୟାସ ଆଗାମୀ ଦଶନ୍ଧିରେ ଆମେରିକା-ଭାରତ ଭାଗିଦାରୀକୁ ଆହୁରି ଅଧିକ ଉଚ୍ଚତାକୁ ନେଇଯିବ ।ମହାରାଷ୍ଟ୍ରର ୱାର୍ଦ୍ଧାରେ ଜାତୀୟ 'ପିଏମ୍ ବିଶ୍ୱକର୍ମା' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 20th, 11:45 am
ଦୁଇ ଦିନ ତଳେ ଆମେ ସମସ୍ତେ ବିଶ୍ୱକର୍ମା ପୂଜା ପାଳନ କରିଥିଲୁ। ଆଉ ଆଜି ୱାର୍ଦ୍ଧାର ପବିତ୍ର ଭୂମିରେ ଆମେ ପିଏମ ବିଶ୍ୱକର୍ମା ଯୋଜନାର ସଫଳତାର ଉତ୍ସବ ପାଳନ କରୁଛୁ । ଆଜିର ଦିନଟି ମଧ୍ୟ ବିଶେଷ, କାରଣ ୧୯୩୨ ମସିହା ଆଜିର ଦିନରେ ମହାତ୍ମା ଗାନ୍ଧୀ ଅସ୍ପୃଶ୍ୟତା ବିରୋଧରେ ଅଭିଯାନ ଆରମ୍ଭ କରିଥିଲେ। ଏଭଳି ପରିସ୍ଥିତିରେ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତିର ଏହି ଉତ୍ସବ, ବିନୋବା ଭାବେ ଜୀ ଙ୍କର ଏହି ସାଧନାସ୍ଥଳୀ, ମହାତ୍ମା ଗାନ୍ଧୀଙ୍କର କର୍ମଭୂମି,ୱାର୍ଧାର ଏହି ଭୂମି, ସଫଳତା ଓ ପ୍ରେରଣାର ଏମିତି ସଂଗମ, ଯାହାକି ଭାରତର ବିକଶିତ ଭାରତ ପାଇଁ ଆମର ସଂକଳ୍ପକୁ ନୂତନ ଶକ୍ତି ପ୍ରଦାନ କରିବ। ବିଶ୍ୱକର୍ମା ଯୋଜନା ମାଧ୍ୟମରେ ଆମେ କଠିନ ପରିଶ୍ରମ ମାଧ୍ୟମରେ ସମୃଦ୍ଧି, ଏହାର ଦକ୍ଷତାକୁ ଏକ ଉନ୍ନତ ଭବିଷ୍ୟତର ଯେଉଁ ସଙ୍କଳ୍ପ ନେଇଛୁ, ୱାର୍ଦ୍ଧାରେ ବାପୁଙ୍କ ପ୍ରେରଣା ସେହି ସଂକଳ୍ପଗୁଡ଼ିକୁ ସଫଳତାର ସହ ନେବାରେ ମାଧ୍ୟମ ହେବ । ଏହି ଅବସରରେ ମୁଁ ଏହି ଯୋଜନା ସହ ଜଡ଼ିତ ସମସ୍ତ ଜନସାଧାରଣ, ଦେଶର ସମସ୍ତ ହିତାଧିକାରୀଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଉଛି ।ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପିଏମ୍ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 20th, 11:30 am
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ 'ଆଚାର୍ଯ୍ୟ ଚାଣକ୍ୟ ଦକ୍ଷତା ବିକାଶ' ଯୋଜନା ଏବଂ 'ପୁଣ୍ୟଶ୍ଲୋକ ଅହଲ୍ୟାଦେବୀ ହୋଲକର ମହିଳା ଷ୍ଟାର୍ଟଅପ୍ ଯୋଜନା'ର ଶୁଭାରମ୍ଭ କରିଥିଲେ। ସେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ହିତାଧିକାରୀଙ୍କୁ ସାର୍ଟିଫିକେଟ୍ ଏବଂ ଋଣ ପ୍ରଦାନ କରିବା ସହ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଅଧୀନରେ ପ୍ରଗତିର ଏକ ବର୍ଷ ପୂର୍ତ୍ତି ଅବସରରେ ସମର୍ପିତ ଏକ ସ୍ମାରକୀ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ ମୋଦୀ ମହାରାଷ୍ଟ୍ରର ଅମରାବତୀଠାରେ ପ୍ରଧାନମନ୍ତ୍ରୀ ମେଗା ସମନ୍ୱିତ ଟେକ୍ସଟାଇଲ୍ ରିଜିୟନ୍ସ ଆଣ୍ଡ୍ ଆପାରେଲ୍ (ପିଏମ୍ ମିତ୍ର) ପାର୍କର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ପଦଯାତ୍ରା କରିଥିଲେ।ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦ୍ଘାଟନ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 04:30 pm
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ , ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ସିଆର ପାଟିଲ, ଏହି କାର୍ଯ୍ୟକ୍ରମ ସହ ଜଡିତ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସମସ୍ତ ରାଜ୍ୟପାଳ, ଉପମୁଖ୍ୟମନ୍ତ୍ରୀ , ସାଂସଦ, ବିଧାୟକ, ଅନ୍ୟ ଜନପ୍ରତିନିଧି ଏବଂ ବହୁ ସଂଖ୍ୟାରେ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀ ମାନେ ।ଗୁଜରାଟର ଅହମ୍ମଦାବାଦଠାରେ ୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 04:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳବାଇ, ସଡ଼କ, ଶକ୍ତି, ଗୃହ ନିର୍ମାଣ ଏବଂ ଆର୍ଥିକ କ୍ଷେତ୍ରର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ | ଏହା ପୂର୍ବରୁ ଶ୍ରୀ ମୋଦୀ ଅହମ୍ମଦାବାଦ ଏବଂ ଭୁଜ ମଧ୍ୟରେ ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳକୁ ଉଦଘାଟନ କରିଥିଲେ | ନାଗପୁରରୁ ସିକନ୍ଦରାବାଦ, କୋହ୍ଲାପୁରରୁ ପୁଣେ, ଆଗ୍ରା କ୍ୟାଣ୍ଟରୁ ବନାରସ, ଦୁର୍ଗରୁ ବିଶାଖାପାଟଣା, ପୁଣେରୁ ହୁବଲି ଏବଂ ବାରଣାସୀରୁ ଦିଲ୍ଲୀ ପର୍ଯ୍ୟନ୍ତ ପ୍ରଥମ ୨୦ ବଗି ବିଶିଷ୍ଟ ବନ୍ଦେ ଭାରତ ଟ୍ରେନ୍ କୁ ସେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହାବ୍ୟତୀତ ସେ ଅନ୍ତର୍ଜାତୀୟ ଆର୍ଥିକ ସେବା କେନ୍ଦ୍ର ପ୍ରାଧିକରଣର ସିଙ୍ଗଲ ୱିଣ୍ଡୋ ଆଇଟି ସିଷ୍ଟମ (ଏସଡବ୍ଲ୍ୟୁଆଇଟିଏସ)ର ଶୁଭାରମ୍ଭ କରିଥିଲେ।୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 03:04 pm
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୁଖ୍ୟାଂଶଗୁଡ଼ିକ ନିମ୍ନରେ ଦିଆଗଲା :୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 01:09 pm
ଆଜି ହେଉଛି ସେହି ଶୁଭ ମୁହୂର୍ତ୍ତ, ଯେତେବେଳେ ଆମେ ଦେଶ ପାଇଁ ଜୀବନ ଦେଇଥିବା, ଦେଶର ସ୍ୱାଧୀନତା ପାଇଁ ନିଜକୁ ସମର୍ପଣ କରିଦେଇଥିବା, ଆଜୀବନ ସଂଘର୍ଷ କରିଥିବା, ଫାଶୀର ଖୁଣ୍ଟରେ ଭାରତ ମା’ କୀ ଜୟର ସ୍ଳୋଗାନ ଦେଇ ଅଗଣିତ ସ୍ୱାଧୀନତା ସଂଗ୍ରାମୀ ସାହାସୀକତାର ସହ ଫାଶୀକୁ ଆଲିଙ୍ଗନ କରିଥିଲେ । ଆଜି ସେମାନଙ୍କୁ ସ୍ମରଣ କରିବାର ଏକ ପର୍ବ । ସ୍ୱାଧୀନତା ସଂଗ୍ରାମୀମାନେ ଆଜି ଆମକୁ ସ୍ୱାଧୀନତାର ଏହି ପର୍ବରେ ସ୍ୱତନ୍ତ୍ରତାର ନିଶ୍ୱାସ ନେବାର ସୌଭାଗ୍ୟ ପ୍ରଦାନ କରିଛନ୍ତି । ଦେଶ ସେମାନଙ୍କ ନିକଟରେ ଋଣୀ । ଏଭଳି ପ୍ରତ୍ୟେକ ମହାପୁରୁଷଙ୍କ ପ୍ରତି ଆମେ ଆମର ଶ୍ରଦ୍ଧା ଭାବ ପ୍ରକାଶ କରୁଛୁ ।78ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 07:30 am
78ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣରେ ଭାରତର ଭବିଷ୍ୟତ ପାଇଁ ଏକ ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। 2036 ଅଲିମ୍ପିକ୍ସ ଆୟୋଜନ ଠାରୁ ଆରମ୍ଭ କରି ଧର୍ମନିରପେକ୍ଷ ନାଗରିକ ସଂହିତାକୁ ପ୍ରୋତ୍ସାହିତ କରିବା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ସାମୂହିକ ପ୍ରଗତି ଏବଂ ପ୍ରତ୍ୟେକ ନାଗରିକଙ୍କ ସଶକ୍ତୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଦୁର୍ନୀତି ବିରୋଧରେ ଲଢ଼େଇ କୁ ନୂଆ ଉତ୍ସାହ ସହ ଜାରି ରଖିବାକୁ ସେ କହିଥିଲେ। ଉଦ୍ଭାବନ, ଶିକ୍ଷା ଏବଂ ବିଶ୍ୱ ନେତୃତ୍ୱ ଉପରେ ଗୁରୁତ୍ୱ ଦେଇ ସେ ଦୋହରାଇଥିଲେ ଯେ 2047 ସୁଦ୍ଧା ଭାରତକୁ ଏକ ବିକଶିତ ଭାରତ ହେବାରୁ କେହି ଅଟକାଇ ପାରିବେ ନାହିଁ ।ଉଦ୍ୟାନ କୃଷିର ସମନ୍ୱିତ ବିକାଶ ମିଶନ ଅଧୀନରେ ସ୍ୱଚ୍ଛ ଉଦ୍ଭିଦ କାର୍ଯ୍ୟକ୍ରମକୁ ଅନୁମୋଦନ କରିଛନ୍ତି କେନ୍ଦ୍ର କ୍ୟାବିନେଟ୍
August 09th, 10:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରସ୍ତାବିତ ସ୍ୱଚ୍ଛ ଉଦ୍ଭିଦ କାର୍ଯ୍ୟକ୍ରମ (ସିପିପି) କୁ ଅନୁମୋଦନ ମିଳିଛି ।