Cabinet approves Central Sector Scheme for providing Drones to the Women Self Help Groups
November 29th, 02:22 pm
The Union Cabinet chaired by the Prime Minister, Shri Narendra Modi has approved Central Sector Scheme for providing Drones to the Women Self Help Groups (SHGs), with an outlay of Rs. 1261 Crore for the period from 2024-25 to 2025-26.ଦେଶରେ ସମବାୟ ଆନ୍ଦୋଳନକୁ ସୁଦୃଢ଼ କରିବା ଏବଂ ତୃଣମୂଳସ୍ତରରେ ଏହାର ପହଞ୍ଚ ବଢ଼ାଇବା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ
February 15th, 03:49 pm
ଦେଶର ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବ ଏବଂ ମାନନୀୟ କେନ୍ଦ୍ର ସ୍ବରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ମାର୍ଗଦର୍ଶନରେ ସମବାୟ ମନ୍ତ୍ରଣାଳୟ ପ୍ରତ୍ୟେକ ଅପହଞ୍ଚ ପଞ୍ଚାୟତରେ ସକ୍ଷମ ପ୍ରାଥମିକ କୃଷି ଋଣ ସମିତି (ପେକ୍ସ) ପ୍ରତିଷ୍ଠା, ସବୁ ଅପହଞ୍ଚ ପଞ୍ଚାୟତ/ଗ୍ରାମରେ ସକ୍ଷମ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ପ୍ରତିଷ୍ଠା, ବଡ଼ ଜଳାଶୟ ଥିବା ପଞ୍ଚାୟତ/ଗ୍ରାମ ସମେତ ପ୍ରତ୍ୟେକ ଉପକୂଳ ପଞ୍ଚାୟତ/ଗ୍ରାମରେ ସକ୍ଷମ ମାଛ ଚାଷ ସମବାୟ ସମିତି ପ୍ରତିଷ୍ଠା ଏବଂ ବର୍ତ୍ତମାନର ପେକ୍ସ/ଦୁଗ୍ଧ ଉତ୍ପାଦନ/ମାଛ ଚାଷ ସମବାୟ ସମିତିକୁ ସୁଦୃଢ଼ କରିବାକୁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛି । ‘ସାମଗ୍ରିକ ସରକାର’ ଆଭିମୁଖ୍ୟ ନେଇ ମତ୍ସ୍ୟ ଚାଷ, ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ବିଭିନ୍ନ ଯୋଜନାରେ ସମନ୍ବୟ ଅଣାଯାଇ ଉଦ୍ଦେଶ୍ୟକୁ କାର୍ଯ୍ୟକାରୀ କରାଯିବ । ପ୍ରାରମ୍ଭିକ ପର୍ଯ୍ୟାୟରେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ୨ ଲକ୍ଷ ବର୍ତ୍ତମାନର ପେକ୍ସ/ଦୁଗ୍ଧ ଉତ୍ପାଦନ/ମାଛ ଚାଷ ସମବାୟ ସମିତି ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରକଳ୍ପକୁ କାର୍ଯ୍ୟକାରୀ କରିବା ଲାଗି ନାବାର୍ଡ, ଜାତୀୟ ଦୁଗ୍ଧ ଉତ୍ପାଦନ ବିକାଶ ବୋର୍ଡ (ଏନଡିଡିବି) ଏବଂ ଜାତୀୟ ମାଛ ଚାଷ ବିକାଶ ବୋର୍ଡ (ଏନଏଫଡିବି) କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବେ ।ପ୍ରଧାନମନ୍ତ୍ରୀଙ୍କ ନଭେମ୍ବର ୧୧ରୁ ୧୨ କର୍ଣ୍ଣାଟକ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ଗସ୍ତ
November 09th, 04:28 pm
ପୂର୍ବାହ୍ନ ପ୍ରାୟ ସାଢେ ଏଗାରଟାବେଳେ ପ୍ରଧାନମନ୍ତ୍ରୀ କେମ୍ପେଗୌଡା ଆର୍ନ୍ତଜାତିକ ବିମାନ ବନ୍ଦରର ଦୁଇନମ୍ବର ଟର୍ମିନାଲର ଉଦ୍ଘାଟନ କରିବେ । ପ୍ରାୟ ମଧ୍ୟାହ୍ନ ୧୨ଟା ବେଳେ ପ୍ରଧାନମନ୍ତ୍ରୀ ନାଦପ୍ରଭୁ କେମ୍ପେଗୌଡାଙ୍କ ୧୦୮ମିଟର ଉଚ୍ଚତା ବିଶିଷ୍ଟ ବ୍ରୋଞ୍ଚ ପ୍ରତିମୂର୍ତ୍ତିର ଉନ୍ମୋଚନ କରିବେ ଓ ୧୨ଟା ୩୦ମିନିଟ୍ରେ ବେଙ୍ଗାଲୁରୁଠାରେ ଏକ ସାଧାରଣ ଉତ୍ସବରେ ଯୋଗଦେବେ । ଅପରାହ୍ନ ପ୍ରାୟ ୩ଟା ୩୦ମିନିଟ୍ରେ ପ୍ରଧାନମନ୍ତ୍ରୀ ତାମିଲନାଡୁର ଡିଣ୍ଡିଗୁଲଠାରେ ଗାନ୍ଧୀଗ୍ରାମ ଗ୍ରାମୀଣ ପ୍ରତିଷ୍ଠାନର ୩୬ତମ ସମାବର୍ତ୍ତନ ସମାରୋହରେ ଯୋଗଦେବେ ।ଛତିଶଗଡର ରାୟପୁରରେ ବିଶେଷ ଗୁଣସମ୍ପନ୍ନ ୩୫ କିସମ ଫସଲର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 28th, 11:01 am
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ମହୋଦୟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ଅନ୍ୟ ସହକର୍ମୀ ଶ୍ରୀ ପୁରୁଷୋତମ ରୁପାଲା ମହୋଦୟ, ଶ୍ରୀ କୈଳାଶ ଚୌଧୁରୀ ମହୋଦୟ, ଭଉଣୀ ଶୋଭା, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ମହୋଦୟ, ବିରୋଧୀ ଦଳ ନେତା ଶ୍ରୀ ଧର୍ମ ଲାଲ କୌଶିକ ମହୋଦୟ, କୃଷି ଶିକ୍ଷା ସହ ଜଡିତ ସମସ୍ତ କୂଳପତି, ନିର୍ଦ୍ଦେଶକ, ବୈଜ୍ଞାନିକ ସାଥୀ ଏବଂ ମୋର ପ୍ରିୟ କୃଷକ ଭାଇ ଓ ଭଉଣୀମାନେ!ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ପ୍ରଜାତିର ଶସ୍ୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
September 28th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ଟି ବିଭିନ୍ନ ପ୍ରଜାତିର ଶସ୍ୟକୁ ଆଜି ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ସମାରୋହରେ ଶ୍ରୀ ମୋଦୀ ନବନିର୍ମିତ ରାୟପୁର ସ୍ଥିତ ଜାତୀୟ ବାୟୋଟିକ ଷ୍ଟ୍ରେସ ମ୍ୟାନେଜମେଂଟ ପ୍ରତିଷ୍ଠାନକୁ ମଧ୍ୟ ଦେଶ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କୃଷି ବିଶ୍ୱବିଦ୍ୟାଳୟ ଗୁଡିକୁ ଗ୍ରୀନ୍ କ୍ୟାମ୍ପସ ସମ୍ମାନ ମଧ୍ୟ ପ୍ରଦାନ କରିଥିଲେ । ନୂଆ ନୂଆ ପଦ୍ଧତି ଅନୁସରଣ କରୁଥିବା ଚାଷୀମାନଙ୍କ ସହ ମତ ବିନିମୟ କରିବା ଲାଗି ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍ବୋଧନ ଦେଇଥିଲେ ।There is no reason for mistrust in the recent agricultural reforms: PM Modi
December 18th, 02:10 pm
PM Narendra Modi addressed a Kisan Sammelan in Madhya Pradesh through video conferencing. PM Modi accused the opposition parties of misleading the farmers and using them as a vote bank and political tool. He also reiterated that the system of MSP will remain unaffected by the new agricultural laws.PM Modi addresses Kisan Sammelan in Madhya Pradesh
December 18th, 02:00 pm
PM Narendra Modi addressed a Kisan Sammelan in Madhya Pradesh through video conferencing. PM Modi accused the opposition parties of misleading the farmers and using them as a vote bank and political tool. He also reiterated that the system of MSP will remain unaffected by the new agricultural laws.Our government is making sure that whatever money is allotted, all of it reaches the people: PM Modi
September 22nd, 11:18 am
Addressing a public rally in Talcher, Odisha, Prime Minister Narendra Modi today said that you have broken all records of previous rallies. This huge crowd portrays the sentiments of the people of Odisha.PM Modi addresses a public meeting in Talcher, Odisha
September 22nd, 11:18 am
Addressing a public rally in Talcher, Odisha, Prime Minister Narendra Modi today said that you have broken all records of previous rallies. This huge crowd portrays the sentiments of the people of Odisha.ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର 22ରେ ଗସ୍ତ କରିବେ ଓଡ଼ିଶା, ଛତିଶଗଡ଼
September 21st, 04:44 pm
ଓଡ଼ିଶାର ତାଳଚେରଠାରେ ସେ ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟକ୍ରମକୁ ଫଳକ ଉନ୍ମୋଚନ ପୂର୍ବକ ଶୁଭାରମ୍ଭ କରିବେ । କୋଇଲା ବାଷ୍ପୀକରଣ ଆଧାରିତ ସାର ଉତ୍ପାଦନ ୟୁନିଟ ଭାବେ ଏହା ହେବ ଦେଶର ପ୍ରଥମ କାରଖାନା । ସାର ବ୍ୟତୀତ ଏହି ପ୍ଲାଂଟରୁ ପ୍ରାକୃତିକ ଗ୍ୟାସ ଉତ୍ପାଦନ ହେବ, ଯଦ୍ଦ୍ୱାରା ଏହା ଦେଶର ଇନ୍ଧନ ଆବଶ୍ୟକତା ଦିଗରେ ମଧ୍ୟ ଯୋଗଦାନ କରିବ ।ନର୍ମଦା ଆନିକଟ ପ୍ରକଳ୍ପର ଆଧାରଶିଳା ରଖିଲେ ପ୍ରଧାନମନ୍ତ୍ରୀ; ଭାରୁଚ ଜନସଭାରେ ଦେଲେ ଉଦ୍ବୋଧନ
October 08th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନର୍ମଦା ନଦୀ ଉପରେ ଭଦଭୂତ ଆନିକଟ ପ୍ରକଳ୍ପର ଶିଳାନ୍ୟାସ ପାଇଁ ଫଳକ ଉନ୍ମୋଚନ କରିଥିଲେ । ଏହି ଅବସରରେ ଭାରୁଚଠାରେ ଆୟୋଜିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ଉଧନା (ସୁରତ, ଗୁଜରାଟ)ରୁ ଜୟନଗର (ବିହାର) ପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଏକ୍ସପ୍ରେସ୍ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ସେ ମଧ୍ୟ ଗୁଜରାଟ ନର୍ମଦା ସାର ନିଗମ ଲିଃର ବିଭିନ୍ନ ପ୍ଲାଂଟ ଉଦଘାଟନ ଏବଂ ଶିଳାନ୍ୟାସ ପାଇଁ ଫଳକ ଉନ୍ମୋଚନ କରିଥିଲେ ।Cabinet approves Capital Grant to GAIL for development of Gas Infrastructure in Eastern part of the country
September 21st, 05:32 pm
CCEA chaired by PM Modi approved viability partial capital grant at 40% (Rs. 5,176 crore) of the estimated capital cost of Rs. 12,940 crore to GAIL for development of 2539 km long Jagdishpur-Haidia and Bokaro-Dhamra Gas Pipeline (JHBDPL) project. Govt has taken this historic decision to provide Capital Support for developing this gas pipeline. JHBDPL project will connect Eastern part of the country with National Gas Grid.Centre & States must work shoulder to shoulder to take the nation to newer heights of progress: PM
August 07th, 05:21 pm
PM Modi launched Mission Bhagiratha in Telangana aimed to provide safe drinking water to all. The Prime Minister unveiled plaques to lay Foundation Stones for 1600 MW Thermal Power station of NTPC & revival of a Fertilizer Plant at Ramagundam; Kaloji Narayana Rao University of Health Sciences, Warangal; and Manoharabad-Kothapalli Railway line. He also dedicated to the nation the 1200 MW Thermal Power Station.PM launches Mission Bhagiratha; lays Foundation Stone of key development projects in Telangana
August 07th, 05:20 pm
PM Modi launched Mission Bhagiratha in Telangana aimed to provide safe drinking water to all. The Prime Minister unveiled plaques to lay Foundation Stones for 1600 MW Thermal Power station of NTPC & revival of a Fertilizer Plant at Ramagundam; Kaloji Narayana Rao University of Health Sciences, Warangal; and Manoharabad-Kothapalli Railway line. He also dedicated to the nation the 1200 MW Thermal Power Station.