ଜୁଲାଇ ୨୮-୨୯ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଓ ତାମିଲନାଡୁ ଗସ୍ତ
July 26th, 12:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୨୮-୨୯, ୨ଠ୨୨ରେ ଗୁଜରାଟ ଓ ତାମିଲନାଡୁ ଗସ୍ତ କରିବେ । ଜୁଲାଇ ୨୮ ତାରିଖ ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ପ୍ରଧାନମନ୍ତ୍ରୀ ସାବରକଣ୍ଟାର ଗାଡ଼ହୋଡ଼ା ଚୌକୀର ସାବର ଡାଏରୀ ଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ କେତେକର ଉଦଘାଟନ କରିବେ । ପରେ ପ୍ରଧାନମନ୍ତ୍ରୀ ଚେନ୍ନାଇ ଯାଇ ପ୍ରାୟ ସନ୍ଧ୍ୟା ଛଅଟା ବେଳେ ଚେନ୍ନାଇର ଜେଏଲଏନ ଇନଡୋର ଷ୍ଟାଡିୟମ ଡାରେ ୪୪ତମ ଚେସ୍ ଅଲିମ୍ପିଆଡ୍ ଉଦଘାଟନର ଘୋଷଣା କରିବେ ।୪୪ତମ ଚେସ୍ ଅଲମ୍ପିଆଡ ପାଇଁ ଟର୍ଚ୍ଚ ରିଲେର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
June 19th, 05:01 pm
ଚେସ୍ ଅଲମ୍ପିଆଡର ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର କ୍ୟାବିନେଟର ମୋର ସହକର୍ମୀ, ଅନ୍ତର୍ଜାତୀୟ ଚେସ୍ ଫେଡେସେନର ସଭାପତି ଆରକେଡି ଡବରକୋୱିଚ, ଅଲଇଣ୍ଡିଆ ଚେସ୍ ଫେଡେରେସନର ସଭାପତି, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ କମିଶନର, ଚେସ୍ ଏବଂ ଅନ୍ୟାନ୍ୟ କ୍ରୀଡ଼ା ସଂଗଠନ ସହିତ ଜଡ଼ିତ ପ୍ରତିନିଧିଗଣ, ରାଜ୍ୟ ସରକାରଙ୍କ ପ୍ରତିନିଧିଗଣ, ଅନ୍ୟ ସମସ୍ତ ମାନ୍ୟଗଣ ବ୍ୟକ୍ତି, ଚେସ୍ ଅଲମ୍ପିଆଡ ଦଳର ସଦସ୍ୟ ଏବଂ ଚେସର ଅନ୍ୟ ଖେଳାଳିଗଣ, ମହିଳା ଏବଂ ଭଦ୍ର ଲୋକମାନେ!PM launches historic torch relay for 44th Chess Olympiad
June 19th, 05:00 pm
Prime Minister Modi launched the historic torch relay for the 44th Chess Olympiad at Indira Gandhi Stadium, New Delhi. PM Modi remarked, We are proud that a sport, starting from its birthplace and leaving its mark all over the world, has become a passion for many countries.”ଜୁନ ୧୯ରେ ହେବାକୁ ଥିବା ୪୪ତମ ଚେସ ଅଲିମ୍ପିଆଡ ପାଇଁ ଐତିହାସିକ ମଶାଲ ଦୌଡ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
June 17th, 04:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ ୧୯, ସନ୍ଧ୍ୟା ୫ଟା ବେଳେ ଇନ୍ଦିରା ଗାନ୍ଧି ଷ୍ଟାଡିୟମ, ନୂଆଦିଲ୍ଲୀ ଠାରେ ୪୪ତମ ଚେସ ଅଲିମ୍ପିଆଡ ପାଇଁ ଐତିହାସିକ ମଶାଲ ଦୌଡ ଶୁଭାରମ୍ଭ କରିବେ । ଏହି ଅବସରରେ ଆୟୋଜିତ ସଭାରେ ସେ ଉଦବୋଧନ ଦେବେ ।