୪୫ତମ ଚେସ୍ ଅଲମ୍ପିଆଡରେ ସ୍ୱର୍ଣ୍ଣ ପଦକ ଜିତି ଥିବାରୁ ଉଭୟ ଓପନ ଓ ମହିଳା ବର୍ଗର ଭାରତୀୟ ଖେଳାଳିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
September 23rd, 01:15 am
୪୫ତମ ଚେସ୍ ଅଲମ୍ପିଆଡରେ ଉଭୟ ଓପନ ଓ ମହିଳା ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ଭାରତୀୟ ଖେଳାଳିମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଶଂସା କରିଛନ୍ତି । ସେମାନଙ୍କୁ ଉଲ୍ଲେଖନୀୟ କୃତିତ୍ୱ ପାଇଁ ସେ ଉଭୟ ପୁରୁଷ ଓ ମହିଳା ଚେସ୍ ଟିମକୁ ଅଭିନନ୍ଦନ ଜଣାଇଛନ୍ତି ।Tamil Nadu is chess powerhouse of India: PM Modi
July 29th, 09:10 am
PM Modi declared open the 44th Chess Olympiad at JLN Indoor Stadium, Chennai. The PM highlighted that Tamil Nadu has a strong historical connection with chess. This is why it is a chess powerhouse for India. It has produced many of India’s chess grandmasters. It is home to the finest minds, vibrant culture and the oldest language in the world, Tamil, he added.୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
July 28th, 09:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚେନ୍ନାଇର ଜେଏଲ୍ଏନ୍ ଇନଡୋର ଷ୍ଟାଡିୟମରେ ୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର ଏନ ରବି, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଶ୍ରୀ ଏମ କେ ଷ୍ଟାଲିନ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁର, ଶ୍ରୀ ଆର ମୁରୁଗନ ଏବଂ ଆନ୍ତର୍ଜାତୀୟ ଚେସ ମହାସଂଘ (ଏଫ୍ଆଇଡିଇ) ର ସଭାପତି ମଧ୍ୟ ଉପସ୍ଥିତ ଥିଲେ ।ଜୁଲାଇ ୨୮-୨୯ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଓ ତାମିଲନାଡୁ ଗସ୍ତ
July 26th, 12:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୨୮-୨୯, ୨ଠ୨୨ରେ ଗୁଜରାଟ ଓ ତାମିଲନାଡୁ ଗସ୍ତ କରିବେ । ଜୁଲାଇ ୨୮ ତାରିଖ ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ପ୍ରଧାନମନ୍ତ୍ରୀ ସାବରକଣ୍ଟାର ଗାଡ଼ହୋଡ଼ା ଚୌକୀର ସାବର ଡାଏରୀ ଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ କେତେକର ଉଦଘାଟନ କରିବେ । ପରେ ପ୍ରଧାନମନ୍ତ୍ରୀ ଚେନ୍ନାଇ ଯାଇ ପ୍ରାୟ ସନ୍ଧ୍ୟା ଛଅଟା ବେଳେ ଚେନ୍ନାଇର ଜେଏଲଏନ ଇନଡୋର ଷ୍ଟାଡିୟମ ଡାରେ ୪୪ତମ ଚେସ୍ ଅଲିମ୍ପିଆଡ୍ ଉଦଘାଟନର ଘୋଷଣା କରିବେ ।୪୪ତମ ଚେସ୍ ଅଲମ୍ପିଆଡ ପାଇଁ ଟର୍ଚ୍ଚ ରିଲେର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
June 19th, 05:01 pm
ଚେସ୍ ଅଲମ୍ପିଆଡର ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର କ୍ୟାବିନେଟର ମୋର ସହକର୍ମୀ, ଅନ୍ତର୍ଜାତୀୟ ଚେସ୍ ଫେଡେସେନର ସଭାପତି ଆରକେଡି ଡବରକୋୱିଚ, ଅଲଇଣ୍ଡିଆ ଚେସ୍ ଫେଡେରେସନର ସଭାପତି, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ କମିଶନର, ଚେସ୍ ଏବଂ ଅନ୍ୟାନ୍ୟ କ୍ରୀଡ଼ା ସଂଗଠନ ସହିତ ଜଡ଼ିତ ପ୍ରତିନିଧିଗଣ, ରାଜ୍ୟ ସରକାରଙ୍କ ପ୍ରତିନିଧିଗଣ, ଅନ୍ୟ ସମସ୍ତ ମାନ୍ୟଗଣ ବ୍ୟକ୍ତି, ଚେସ୍ ଅଲମ୍ପିଆଡ ଦଳର ସଦସ୍ୟ ଏବଂ ଚେସର ଅନ୍ୟ ଖେଳାଳିଗଣ, ମହିଳା ଏବଂ ଭଦ୍ର ଲୋକମାନେ!PM launches historic torch relay for 44th Chess Olympiad
June 19th, 05:00 pm
Prime Minister Modi launched the historic torch relay for the 44th Chess Olympiad at Indira Gandhi Stadium, New Delhi. PM Modi remarked, We are proud that a sport, starting from its birthplace and leaving its mark all over the world, has become a passion for many countries.”ଏଫଆଇଡିଇ ଅନଲାଇନ୍ ଚେସ୍ ଅଲିମ୍ପିଆଡ୍ ବିଜୟୀ ଚେସ ଖେଳାଳୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
August 30th, 09:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚେସ ଖେଳାଳିଙ୍କୁ ଏଫଆଇଡିଇ ଅନଲାଇନ୍ ଚେସ ଅଲିମ୍ପିଆଡ଼ ଜିତିବା ନେଇ ଅଭିନନ୍ଦନ ଜଣାଇଛନ୍ତି ।