ଡିଜିଟାଲ ରୂପାନ୍ତରଣକୁ ଆଗେଇ ନେବା ପାଇଁ ଏସିଆନ-ଭାରତ ମିଳିତ ବିବୃତି
October 10th, 05:42 pm
10.10.2024 : ୧୦ ଅକ୍ଟୋବର ୨୦୨୪ରେ ଲାଓ ପିଡିଆରର ଭିଏଣ୍ଟିଆନେଠାରେ ୨୧ତମ ଏସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ଏସିଆନ୍ ଆସୋସିଏସନ୍ ଅଫ୍ ସାଉଥଇଷ୍ଟ ଏସିଆନ୍ ନେସନ୍ସ (ଏସିଆନ) ଏବଂ ଭାରତ ଗଣତନ୍ତ୍ରର ସଦସ୍ୟ ରାଷ୍ଟ୍ର ଭାବରେ ଆମେ; ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀକୁ ପ୍ରୋତ୍ସାହିତ କରିବା ପାଇଁ ତଥା ୧୯୯୨ ମସିହାରେ ଏସିଆନ-ଭାରତ ଆଲୋଚନା ସମ୍ପର୍କ ପ୍ରତିଷ୍ଠା ପରଠାରୁ ଏସିଆନ-ଭାରତ ଆଲୋଚନା ସମ୍ପର୍କକୁ ଆଗେଇ ନେଉଥିବା ମୌଳିକ ନୀତି, ଅଂଶୀଦାର ମୂଲ୍ୟବୋଧ ଏବଂ ମାନଦଣ୍ଡ ଦ୍ୱାରା ପରିଚାଳିତ, ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଭିଜନ ଷ୍ଟେଟମେଣ୍ଟ (୨୦୧୨), ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଦିଲ୍ଲୀ ଘୋଷଣାନାମା (୨୦୧୮), ଏହି ଅଞ୍ଚଳରେ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ପାଇଁ ଭାରତ-ପ୍ରଶାନ୍ତ ମହାସାଗରରେ ଏସିଆନ୍ ଦୃଷ୍ଟିକୋଣରେ ସହଯୋଗ ଉପରେ ଏସିଆନ୍-ଭାରତ ମିଳିତ ବିବୃତି (୨୦୨୧), ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀ ଉପରେ ମିଳିତ ବିବୃତି (୨୦୨୨), ସାମୁଦ୍ରିକ ସହଯୋଗ ଉପରେ ଏସିଆନ-ଭାରତ ମିଳିତ ବିବୃତି (୨୦୨୩) ଏବଂ ସଙ୍କଟର ପ୍ରତିକ୍ରିୟାରେ ଖାଦ୍ୟ ସୁରକ୍ଷା ଏବଂ ପୋଷଣକୁ ସୁଦୃଢ଼ କରିବା ଉପରେ ଆସିଆନ-ଭାରତ ଯୁଗ୍ମ ନେତାଙ୍କ ବିବୃତି (୨୦୨୩); ଆମର ପ୍ରତିବଦ୍ଧତାକୁ ଦୋହରାଉଛୁ।Start-ups are reflecting the spirit of New India: PM Modi during Mann Ki Baat
May 29th, 11:30 am
During Mann Ki Baat, Prime Minister Narendra Modi expressed his joy over India creating 100 unicorns. PM Modi said that start-ups were reflecting the spirit of New India and he applauded the mentors who had dedicated themselves to promote start-ups. PM Modi also shared thoughts on Yoga Day, his recent Japan visit and cleanliness.ବିଦେଶରେ ଥିବା ଭାରତୀୟ ମିଶନ୍ଗୁଡିକର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରଗୁଡିକର ସମ୍ପୃକ୍ତ ପକ୍ଷଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତା ଓ କଥୋପକଥନ
August 06th, 06:31 pm
ଆଜି ଦେଶରେ ଯେଉଁ ସରକାର ଅଛନ୍ତି, ରାଜ୍ୟଗୁଡିକରେ ଯେଉଁ ସରକାର ଅଛନ୍ତି, ସେମାନେ ବ୍ୟବସାୟ ଜଗତର ଆବଶ୍ୟକତାଗୁଡିକୁ ହୃଦୟଙ୍ଗମ କରି ଆଗକୁ ବଢିବାର ପ୍ରୟାସ କରି ଚାଲିଛନ୍ତି । ଆତ୍ମନିର୍ଭର ଭାରତ, ଏହି ଅଭିଯାନ ଅଧିନରେ ଅନୁପାଳନକୁ ଅନେକ ମାତ୍ରାରେ କୋହଳ କରାଯାଇଛି । ଏହାଦ୍ୱାରା ଆର୍ଥିକ କାର୍ଯ୍ୟକଳାପର ସୁଚାରୂ ରୂପରେ ପରିଚାଳନା ସହଜ ହୋଇଛି । ୩ ଲକ୍ଷ କୋଟି ଟଙ୍କାର ଜରୁରୀ ଋଣ ସହାୟତା ଗ୍ୟାରେଂଟି ଯୋଜନା ଦ୍ୱାରା ଏମଏସଏମଇ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କ୍ଷେତ୍ରଗୁଡିକୁ ଆଶ୍ୱସ୍ତି ମିଳିଛି । ପୁନରୁଦ୍ଧାର ଏବଂ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ନିମନ୍ତେ ନିକଟରେ ଆଉ ଦେଢ ଲକ୍ଷ କୋଟି ଟଙ୍କା ମଞ୍ଜୁର କରାଯାଇଛି ।ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
August 06th, 06:30 pm
ପ୍ରଥମ ଥର ପାଇଁ କରାଯାଇଥିବା ଏକ ପ୍ରୟାସ ସ୍ବରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସ ଜରିଆରେ ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏହି ଆଲୋଚନା ସମୟରେ ଉପସ୍ଥିତ ଥିଲେ। ଏହି ଆଲୋଚନାରେ ମଧ୍ୟ କୋଡ଼ିଏରୁ ଅଧିକ ବିଭାଗର ସଚିବଗଣ, ରାଜ୍ୟ ସରକାରଙ୍କ ଅଧିକାରୀ, ରପ୍ତାନି ପ୍ରୋତ୍ସାହନ ପରିଷଦ ଓ ଚାମ୍ବର ଅଫ କମର୍ସର ସଦସ୍ୟମାନେ ଅଂଶଗ୍ରହଣ କରିଥିଲେ।ଅଗଷ୍ଟ ୨ରେ ଡିଜିଟାଲ ପେମେଣ୍ଟ ସଲ୍ୟୁସନ ଇ-ରୁପି ଲଂଚ କରିବେ ପ୍ରଧାନମନ୍ତ୍ରୀ
July 31st, 08:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨, ୨୦୨୧ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବ୍ୟକ୍ତି ଓ ଉଦ୍ଦେଶ୍ୟ ନିର୍ଦ୍ଦିଷ୍ଟ ଡିଜିଟାଲ ପେମେଣ୍ଟ ସଲ୍ୟୁସନ ଇ-ରୁପି ଲଂଚ କରିବେ ।ଆର୍ଥିକ ସେବା ଯେତ୍ରରେ ବଜେଟର କାର୍ଯ୍ୟକାରୀତା ନେଇ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 26th, 12:38 pm
ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆର୍ଥିକ ସେବା ସମ୍ପର୍କିତ ବଜେଟ ବ୍ୟବସ୍ଥାଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ କରିବାକୁ ୱେବିନାରରେ ଉଦବୋଧନ ଦେଇଛନ୍ତି।ଆର୍ଥିକ ସେବାକୁ ନେଇ ବଜେଟରେ ହୋଇଥିବା ବ୍ୟବସ୍ଥା ଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ ସମ୍ପର୍କରେ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 26th, 12:37 pm
ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆର୍ଥିକ ସେବା ସମ୍ପର୍କିତ ବଜେଟ ବ୍ୟବସ୍ଥାଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ କରିବାକୁ ୱେବିନାରରେ ଉଦବୋଧନ ଦେଇଛନ୍ତି।