Government has worked on the strategy of recognition, resolution, and recapitalization: PM Modi

April 01st, 11:30 am

PM Modi addressed the opening ceremony of RBI@90, a program marking 90 years of the Reserve Bank of India, in Mumbai, Maharashtra. The next decade is extremely important for the resolutions of a Viksit Bharat”, PM Modi said, highlighting the RBI’s priority towards fast-paced growth and focus on trust and stability. Speaking on the comprehensive nature of reforms, the Prime Minister stated that the government worked on the strategy of recognition, resolution and recapitalization.

PM addresses RBI@90 opening ceremony

April 01st, 11:00 am

PM Modi addressed the opening ceremony of RBI@90, a program marking 90 years of the Reserve Bank of India, in Mumbai, Maharashtra. The next decade is extremely important for the resolutions of a Viksit Bharat”, PM Modi said, highlighting the RBI’s priority towards fast-paced growth and focus on trust and stability. Speaking on the comprehensive nature of reforms, the Prime Minister stated that the government worked on the strategy of recognition, resolution and recapitalization.

ଆମେରିକାର ଅଗ୍ରଣୀ ବୃତ୍ତିଗତଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

June 24th, 07:28 am

ୟୁଏସ୍‌-ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମ(ୟୁଏସଆଇଏସପିଏଫ୍‌) ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଆମେରିକାର ବିଦେଶ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ୍ ମଧ୍ୟ ଏଥିରେ ଉପସ୍ଥିତ ଥିଲେ ।

ପ୍ରଥମ ଅଡିଟ୍ ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

November 16th, 12:02 pm

ଆଜି ପ୍ରଥମ ଅଡିଟ ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ବୋଧନ ଦେଇଛନ୍ତି । ଏହି ଅବସରରେ ସେ ମଧ୍ୟ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଭାରତର କମ୍ପଟ୍ରୋଲର ଓ ଅଡିଟର ଜେନେରାଲ (ସିଏଜି) ଶ୍ରୀ ଗିରିଶଚନ୍ଦ୍ର ମୁର୍ମୁ ପ୍ରମୁଖ ଉପସ୍ଥିତ ଥିଲେ ।

ଭାରତ ଏବଂ ବାଙ୍ଗଲାଦେଶ ମଧ୍ୟରେ ‘ମୈତ୍ରୀ ସେତୁ’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 09th, 11:59 am

ତ୍ରିପୁରାର ରାଜ୍ୟପାଳ ଶ୍ରୀ ରମେଶ ବୈଶ ମହାଶୟ, ଜନପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ବିପ୍ଳବ ଦେବ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଜିଷ୍ଣୁ ଦେବ ବର୍ମା ମହାଶୟ, ରାଜ୍ୟ ସରକାରଙ୍କର ସମସ୍ତ ମନ୍ତ୍ରୀ, ସାଂସଦ ଏବଂ ବିଧାୟକଗଣ ଏବଂ ତ୍ରିପୁରାର ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଆପଣ ସମସ୍ତଙ୍କୁ ପରିବର୍ତନ ପାଇଁ, ତ୍ରିପୁରାର ବିକାଶ ଯାତ୍ରାର 3 ବର୍ଷ ପୂରଣ ହେବା ଉପଲକ୍ଷେ ବହୁତ-ବହୁତ ଶୁଭେଚ୍ଛା!

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭାରତ-ବାଂଲାଦେଶ ମଧ୍ୟରେ ମୈତ୍ରୀ ସେତୁ ଉଦ୍‍ଘାଟିତ

March 09th, 11:58 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ଭାରତ-ବାଂଲାଦେଶ ମଧ୍ୟରେ ମୈତ୍ରୀ ସେତୁକୁ ଉଦ୍‍ଘାଟନ କରିଛନ୍ତି । ଏହି ଅବସରରେ ସେ ମଧ୍ୟ ତ୍ରିପୁରାରେ ଅନେକ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଥିବାବେଳେ କେତେକକୁ ଉଦ୍‍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ତ୍ରିପୁରାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ପ୍ରସାରଣ କରାଯାଇଥିଲା ।

‘ବିଶ୍ୱ ନିବେଶକ ସମ୍ମିଳନୀ- 2019’ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

November 07th, 04:04 pm

ହିମାଚଳ ପ୍ରଦେଶ ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତ୍ତାତ୍ରେୟ ମହୋଦୟ, ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ମହୋଦୟ, ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ମହୋଦୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ପ୍ରହ୍ଲାଦ ପଟେଲ ମହୋଦୟ, ଅନୁରାଗ ଠାକୁର ମହୋଦୟ, ନୀତି ଆୟୋଗ ଉପାଧ୍ୟକ୍ଷ ଡକ୍ଟର ରାଜୀବ କୁମାର ମହୋଦୟ, ଭାରତରେ ଅବସ୍ଥାପିତ ୟୁଏଇ (ସଂଯୁକ୍ତ ଆରବ ଅମିରତନ୍ତ୍ର) ରାଷ୍ଟ୍ରଦୂତ ଡକ୍ଟର ଅହମ୍ମଦ ଅଲ୍ୱାନା, ଉଦ୍ୟୋଗ ଜଗତର ବିଶିଷ୍ଟ ବ୍ୟକ୍ତିଗଣ, ଏଠାରେ ଉପସ୍ଥିତ ଅନ୍ୟ ମହାନୁଭବ ଏବଂ ଧର୍ମଶାଳାରେ ବିଶ୍ୱ ନିବେଶକ ସମ୍ମିଳନୀରେ ଉପସ୍ଥିତ ମୋର ପ୍ରିୟ ସାଥୀଗଣ!!!

ଧର୍ମଶାଳାରେ ରାଇଜିଂ ହିମାଚଳ : ବୈଶ୍ୱିକ ନିବେଶକ ସମ୍ମିଳନୀ 2019 ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

November 07th, 11:22 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହିମାଚଳ ପ୍ରଦେଶର ଧର୍ମଶାଳା ଠାରେ ରାଇଜିଂ ହିମାଚଳ : ବୈଶ୍ୱିକ ନିବେଶକ ସମ୍ମିଳନୀର ଉଦଘାଟନ କରିଛନ୍ତି ।

India will be in a new league of unprecedented development

October 06th, 10:52 am

On October 4th, PM Narendra Modi addressed company secretaries from all over India, at the golden jubilee celebrations of the ICSI. During the event, he highlighted about India's development journey and the economic transformation taking place in the country.

ଭାରତୀୟ କମ୍ପାନୀ ସେକ୍ରେଟାରୀ ପ୍ରତିଷ୍ଠାନ(ICSI)ର ସ୍ଵର୍ଣ୍ଣ ଜୟନ୍ତୀ ବର୍ଷ ଉଦ୍ଘାଟନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

October 04th, 07:33 pm

ଆଜି ଭାରତୀୟ କମ୍ପାନୀ ସେକ୍ରେଟାରୀ ପ୍ରତିଷ୍ଠାନ 50 ତମ ବର୍ଷରେ ପଦାର୍ପଣ କରୁଛି । ଏହି ଅବସରରେ ମୁଁ ଏହି ସଂସ୍ଥା ସହିତ ଜଡ଼ିତ ସମସ୍ତ ଲୋକଙ୍କୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି । ଆଜି ମୁଁ ବହୁତ ଖୁସି ଯେ ମୁଁ ଏଭଳି ବିଦ୍ୱାନମାନଙ୍କ ମଧ୍ୟକୁ ଆସିଛି ଯେଉଁମାନେ ଏହି କଥା ପାଇଁ ଦାୟୀ ଯେ ଦେଶରେ ଥିବା ପ୍ରତ୍ୟେକ କମ୍ପାନୀ -ଆଇନର ପାଳନ କରନ୍ତୁ, ନିଜର ବହି-ଖାତାମାନଙ୍କରେ ଗଡ଼ବଡ଼ ନ କରନ୍ତୁ, ସମ୍ପୂର୍ଣ୍ଣ ସ୍ଵଚ୍ଛତା ଓ ପାରଦର୍ଶିତା ରଖନ୍ତୁ । ଆପଣ ଆପଣଙ୍କ ଦାୟିତ୍ୱ ଯେଉଁଭଳି ଭାବେ ତୁଲାଉଛନ୍ତି, ତା’ଦ୍ୱାରା ଦେଶର କର୍ପୋରେଟ ସଂସ୍କୃତି ସ୍ଥିର ହୋଇଥାଏ ।

ଆଇସିଏସଆଇ ସ୍ଵର୍ଣ୍ଣ ଜୟନ୍ତୀ ବର୍ଷର ଉଦ୍ଘାଟନୀ ସମାରୋହରେ କମ୍ପାନୀ ସେକ୍ରେଟାରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

October 04th, 07:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ କମ୍ପାନୀ ସେକ୍ରେଟାରୀ ପ୍ରତିଷ୍ଠାନ(ICSI)ର ସ୍ଵର୍ଣ୍ଣ ଜୟନ୍ତୀ ବର୍ଷ ଉଦ୍ଘାଟନୀ ସମାରୋହରେ କମ୍ପାନୀ ସେକ୍ରେଟାରୀମାନଙ୍କୁ ସମ୍ବୋଧିତ କରିଛନ୍ତି ।

#VikasKaBudget: Know more about Budget 2016

February 29th, 03:21 pm