୨୦୨୪-୨୫ରେ ଭାରତୀୟ ଖାଦ୍ୟ ନିଗମରେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ କ୍ୟାବିନେଟ୍ ଅନୁମୋଦନ
November 06th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ)ରେ କାର୍ଯ୍ୟଶୀଳ ପୁଞ୍ଜି ନିମନ୍ତେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ ଅନୁମୋଦନ କରିଛି। କୃଷି କ୍ଷେତ୍ରକୁ ସୁଦୃଢ଼ କରିବା ଏବଂ ଦେଶବ୍ୟାପୀ କୃଷକଙ୍କ କଲ୍ୟାଣ ସୁନିଶ୍ଚିତ କରିବା ଏହି ନିଷ୍ପତ୍ତିର ଉଦ୍ଦେଶ୍ୟ। ଏହି ରଣନୀତିକ ପଦକ୍ଷେପ କୃଷକମାନଙ୍କୁ ସମର୍ଥନ କରିବା ଏବଂ ଭାରତର କୃଷି ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ଦର୍ଶାଉଛି ।ଦେଶରେ ସମବାୟ ଆନ୍ଦୋଳନକୁ ସୁଦୃଢ଼ କରିବା ଏବଂ ତୃଣମୂଳସ୍ତରରେ ଏହାର ପହଞ୍ଚ ବଢ଼ାଇବା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ
February 15th, 03:49 pm
ଦେଶର ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବ ଏବଂ ମାନନୀୟ କେନ୍ଦ୍ର ସ୍ବରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ମାର୍ଗଦର୍ଶନରେ ସମବାୟ ମନ୍ତ୍ରଣାଳୟ ପ୍ରତ୍ୟେକ ଅପହଞ୍ଚ ପଞ୍ଚାୟତରେ ସକ୍ଷମ ପ୍ରାଥମିକ କୃଷି ଋଣ ସମିତି (ପେକ୍ସ) ପ୍ରତିଷ୍ଠା, ସବୁ ଅପହଞ୍ଚ ପଞ୍ଚାୟତ/ଗ୍ରାମରେ ସକ୍ଷମ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ପ୍ରତିଷ୍ଠା, ବଡ଼ ଜଳାଶୟ ଥିବା ପଞ୍ଚାୟତ/ଗ୍ରାମ ସମେତ ପ୍ରତ୍ୟେକ ଉପକୂଳ ପଞ୍ଚାୟତ/ଗ୍ରାମରେ ସକ୍ଷମ ମାଛ ଚାଷ ସମବାୟ ସମିତି ପ୍ରତିଷ୍ଠା ଏବଂ ବର୍ତ୍ତମାନର ପେକ୍ସ/ଦୁଗ୍ଧ ଉତ୍ପାଦନ/ମାଛ ଚାଷ ସମବାୟ ସମିତିକୁ ସୁଦୃଢ଼ କରିବାକୁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛି । ‘ସାମଗ୍ରିକ ସରକାର’ ଆଭିମୁଖ୍ୟ ନେଇ ମତ୍ସ୍ୟ ଚାଷ, ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ବିଭିନ୍ନ ଯୋଜନାରେ ସମନ୍ବୟ ଅଣାଯାଇ ଉଦ୍ଦେଶ୍ୟକୁ କାର୍ଯ୍ୟକାରୀ କରାଯିବ । ପ୍ରାରମ୍ଭିକ ପର୍ଯ୍ୟାୟରେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ୨ ଲକ୍ଷ ବର୍ତ୍ତମାନର ପେକ୍ସ/ଦୁଗ୍ଧ ଉତ୍ପାଦନ/ମାଛ ଚାଷ ସମବାୟ ସମିତି ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରକଳ୍ପକୁ କାର୍ଯ୍ୟକାରୀ କରିବା ଲାଗି ନାବାର୍ଡ, ଜାତୀୟ ଦୁଗ୍ଧ ଉତ୍ପାଦନ ବିକାଶ ବୋର୍ଡ (ଏନଡିଡିବି) ଏବଂ ଜାତୀୟ ମାଛ ଚାଷ ବିକାଶ ବୋର୍ଡ (ଏନଏଫଡିବି) କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବେ ।ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ବୈଶ୍ୱିକ ନିବେଶକ ସମ୍ମିଳନୀ-୨୦୨୩ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 10th, 11:01 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ, ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ମହାଶୟ, ବ୍ରଜେଶ ପାଠକ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଏହି ଲକ୍ଷ୍ନୌର ପ୍ରତିନିଧି ଶ୍ରୀମାନ ରାଜନାଥ ସିଂହ ମହାଶୟ, ବିଭିନ୍ନ ଦେଶରୁ ଆସିଥିବା ସମସ୍ତ ବରିଷ୍ଠ ମହାନୁଭବ, ୟୁପିର ସମସ୍ତ ମନ୍ତ୍ରୀଗଣ ଏବଂ ବୈଶ୍ୱିକ ନିବେଶକ ସମ୍ମିଳନୀକୁ ଆସିଥିବା ଉଦ୍ୟୋଗ ଜଗତର ସମ୍ମାନୀୟ ସଦସ୍ୟ, ବୈଶ୍ୱିକ ନିବେଶ ଜଗତର ସମୁଦାୟ, ନୀତି ନିର୍ଦ୍ଧାରକ, କର୍ପୋରେଟ ନେତୃବୃନ୍ଦ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତିଗଣ!ଲକ୍ଷ୍ନୌ ଠାରେ ଉତ୍ତର ପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍ ୨୦୨୩ ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
February 10th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲକ୍ଷ୍ନୌ ଠାରେ ଉତ୍ତର ପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମ୍ମିଟ୍ ୨୦୨୩ ର ଉଦଘାଟନ କରିଛନ୍ତି । ସେ ବିଶ୍ୱ ବାଣିଜ୍ୟ ପ୍ରଦର୍ଶନୀର ଉଦଘାଟନ କରିଥିଲେ ଏବଂ ଏହି କାର୍ଯ୍ୟକ୍ରମ ସମୟରେ ଇନଭେଷ୍ଟ ୟୁପି ୨.୦ ର ଶୁଭାରମ୍ଭ କରିଥିଲେ । ଉତ୍ତରପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍ ୨୦୨୩ ହେଉଛି ଉତ୍ତରପ୍ରଦେଶ ସରକାରଙ୍କ ଫ୍ଲାଗସିପ୍ ନିବେଶ ସମ୍ମିଳନୀ ଯାହା ନୀତି ର୍ନିମାତା, ଶିଳ୍ପପତି, ଶିକ୍ଷାବିତ୍, ଚିନ୍ତକ ଏବଂ ନେତାମାନଙ୍କୁ ଏକତ୍ରିତ କରି ବ୍ୟବସାୟିକ ସୁଯୋଗ ଏବଂ ସହଭାଗୀତା ସୃଷ୍ଟି କରିବ । ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ମଧ୍ୟ ବୁଲି ଦେଖିଥିଲେ ।ଜାମ୍ମୁ ଏବଂ କାଶ୍ମୀର ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ମୂଳପାଠ
October 30th, 10:01 am
ଜାମ୍ମୁ-କାଶ୍ମୀରର ଉଦୀୟମାନ ଯୁବକମାନଙ୍କ ପାଇଁ, ଆମ ପୁଅ ଓ ଝିଅମାନଙ୍କ ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ଆଜି ଜାମ୍ମୁ-କାଶ୍ମୀରରେ ୨୦ଟି ଭିନ୍ନ ଭିନ୍ନ ସ୍ଥାନରେ ୩ ହଜାର ଯୁବକମାନଙ୍କୁ ସରକାରଙ୍କ ଠାରେ କାମ କରିବାକୁ ନିଯୁକ୍ତିପତ୍ର ପ୍ରଦାନ କରାଯାଉଛି । ଏହି ଯୁବକମାନଙ୍କୁ ପିଡବ୍ଲୁଡି, ସ୍ୱାସ୍ଥ୍ୟ ବିଭାଗ, ଖାଦ୍ୟ ଏବଂ ନାଗରିକ ଯୋଗାଣ ବିଭାଗ, ପଶୁପାଳନ, ଜଳଶକ୍ତି, ଶିକ୍ଷା-ସଂସ୍କୃତି ଭଳି ବିଭିନ୍ନ ବିଭାଗରେ ସେବା କରିବାର ସୁଯୋଗ ପାଇବାକୁ ଯାଉଛନ୍ତି । ଆଜି ନିଯୁକ୍ତିପତ୍ର ପାଇଥିବା ସମସ୍ତ ଯୁବଗୋଷ୍ଠୀଙ୍କୁ ମୁଁ ବହୁତ ବହୁତ ଶୁଭେଚ୍ଛା ଜଣାଉଛି । ଏବଂ ରୋଜଗାର ମେଳାର ଏହି ଆୟୋଜନ ପାଇଁ ଶ୍ରୀମାନ ମନୋଜ ସିହ୍ନା ଜୀଙ୍କୁ ଏବଂ ତାଙ୍କର ପୁରା ଦଳକୁ ମଧ୍ୟ ଶୁଭକାମନା ଜଣାଉଛି । ମୋତେ କୁହାଯାଇଛି ଯେ ଆଗାମୀ ଦିନରେ ଅନ୍ୟ ବିଭାଗର ମଧ୍ୟ ୭୦୦ରୁ ଅଧିକ ନିଯୁକ୍ତିପତ୍ର ଦେବା ପାଇଁ ପ୍ରସ୍ତୁତ ଜୋରସୋରରେ ଚାଲିଛି । ଏହାର ଲାଭ ଯେଉଁ ଲୋକମାନଙ୍କୁ ମିଳିବ ଏବଂ ତାହା ମଧ୍ୟ କିଛି ଦିନ ମଧ୍ୟରେ ହେବାକୁଯାଉଛି ତାଙ୍କୁ ମଧ୍ୟ ମୁଁ ଆଗରୁ ଶୁଭେଚ୍ଛା ଜଣାଉଛି ।ଜମ୍ମୁ ଓ କଶ୍ମୀର ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 30th, 10:00 am
ସମବେତ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଆଜିର ଦିନଟିକୁ ଜମ୍ମୁ ଓ କଶ୍ମୀରର ଯୁବକ ଯୁବତୀମାନଙ୍କ ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ଦିବସଭାବେ ଅବିହିତ କରିଛନ୍ତି । ଜମ୍ମୁ ଓ କଶ୍ମୀରର ୨୦ଟି ବିଭିନ୍ନ ସ୍ଥାନରେ ନିଯୁକ୍ତିପତ୍ର ପାଇଥିବା ତିନି ହଜାର ଯୁବକଯୁବତୀଙ୍କୁ ସେ ଅଭିନନ୍ଦନ ଜଣାଇଥିଲେ । ଏହି ପିଲାମାନେ ପିଡବ୍ଲଡି, ସ୍ୱାସ୍ଥ୍ୟବିଭାଗ, ଖାଦ୍ୟ ଓ ସାଧାରଣ ବଣ୍ଟନ, ପଶୁସମ୍ପଦ, ଜଳଶକ୍ତି, ଶିକ୍ଷା ଓ ସଂସ୍କୃତି ବିଭାଗର କାର୍ଯ୍ୟ କରିବାର ସୁଯୋଗ ପାଇବେ ବୋଲି ସେ କହିଥିଲେ । ଆଗାମୀ ଦିନରେ ଆହୁରି ସାତଶହ ନିଯୁକ୍ତି ପ୍ରଦାନ ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି ବୋଲି ସେ କହିଥିଲେ ।One nation, one fertilizer: PM Modi
October 17th, 11:11 am
Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.PM inaugurates PM Kisan Samman Sammelan 2022 at Indian Agricultural Research Institute, New Delhi
October 17th, 11:10 am
The Prime Minister, Shri Narendra Modi inaugurated PM Kisan Samman Sammelan 2022 at Indian Agricultural Research Institute in New Delhi today. The Prime Minister also inaugurated 600 Pradhan Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.ବିଭିନ୍ନ ସରକାରୀ ଯୋଜନାରେ ଭିଟାମିନ୍ଯୁକ୍ତ (ଫଟିଫାଏଡ) ଚାଉଳ ଯୋଗାଣ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ
April 08th, 03:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଅର୍ଥନୀତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଖାଦ୍ୟ ନିରାପତ୍ତା ଆଇନ ଅନ୍ତର୍ଗତ ଲକ୍ଷ୍ୟଭିତ୍ତିକ ସାଧାରଣ ବଂଟନ ବ୍ୟବସ୍ଥା (ଟିପିଡିଏସ୍), ସମନ୍ୱିତ ଶିଶୁ ବିକାଶ ସେବା ଆଇସିଡିଏସ, ପ୍ରଧାନମନ୍ତ୍ରୀ ପୋଷଣଶକ୍ତି ନିର୍ମାଣ -ପିଏମ୍ ପେ।।ଷଣ(ପୂର୍ବରୁ ମଧ୍ୟାହ୍ନଭୋଜନ ଯୋଜନା)ଏବଂ ଭାରତ ସରକାର ଅନ୍ୟାନ୍ୟ କଲ୍ୟାଣ ମୂଳକ କାର୍ଯ୍ୟକ୍ରମରେ ଫଟିଫାଏଡ ଚାଉଳ ଯୋଗାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଦେଶର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳକୁ ଉପରୋକ୍ତ ଯୋଜନା ନିମନ୍ତେ ଏହି ଚାଉଳ ୨୦୨୪ ସୁଦ୍ଧା ପର୍ଯ୍ୟାୟକ୍ରମେ ଯୋଗାଇ ଦିଆଯିବ ।ମଧ୍ୟପ୍ରଦେଶରେ ସ୍ୱାମୀତ୍ୱ ଯୋଜନାର ହିତାଧିକାରୀଙ୍କ ସହ ଭାବ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 06th, 12:31 pm
ସ୍ୱାମୀତ୍ୱ ଯୋଜନା ଦ୍ୱାରା ଯେଉଁ ଆତ୍ମବିଶ୍ୱାସ, ଯେଉଁ ଭରସା ଗାଁଗୁଡିକରେ ଆସିଛି, ତାହା ହିତାଧିକାରୀମାନଙ୍କ ସହ କଥାବାର୍ତାରେ ସ୍ପଷ୍ଟ ଭାବେ ଝଲସୁଛି ଏବଂ ମୁଁ ଆଜି ଏଠାରେ ମଧ୍ୟ ଦେଖୁଛି ଯେ ଆପଣମାନେ ମତେ ଆପଣମାନଙ୍କର ବାଉଁଶରେ ତିଆରି ଚୌକି ତ ଦେଖାଇଲେ କିନ୍ତୁ ମୋ ନଜର ତ ଅନେକ ଦୂର ପର୍ଯ୍ୟନ୍ତ ଏହି ଯେଉଁ ଜନତା ଜନାର୍ଦ୍ଦନ, ସେମାନଙ୍କର ଯେଉଁ ଉତ୍ସାହ, ଉମଙ୍ଗ ରହିଛି, ତାରି ଉପରେ ଲାଖି ରହିଛି । ଜନତା ଜନାର୍ଦ୍ଦନଙ୍କର ଏତେ ଭଲ ପାଇବା, ଏତେ ଆଶୀର୍ବାଦ ମିଳୁଛି, ସେମାନଙ୍କୁ କେତେ ସୁଫଳ ମିଳୁଥିବ, ମୁଁ ସେସବୁ ସଂପୂର୍ଣ୍ଣ ଭାବରେ ଅନୁମାନ କରିପାରୁଛି । ଏହି ଯୋଜନା କେତେ ବଡ ଶକ୍ତି ଭାବେ ଉଭା ହେଉଛି, ଏହି ଅନୁଭବ ଏବେ ଯେଉଁ ସାଥୀମାନଙ୍କ ସହ କଥା ହେବାର ମାତେ ସୁଯୋଗ ମିଳିଲା, ସେମାନେ ମତେ ଏସବୁ ବିସ୍ତୃତ ଭାବରେ ଜଣାଇଛନ୍ତି । ସ୍ୱାମୀତ୍ୱ ଯୋଜନା ପରେ ଲୋକମାନଙ୍କୁ ବ୍ୟାଙ୍କରୁ ଋଣ ମିଳିବା ଆହୁରି ଅଧିକ ସହଜ ହୋଇଛି ।ମଧ୍ୟ ପ୍ରଦେଶର “ସ୍ୱାମୀତ୍ୱ” ଯୋଜନାର ଲାଭାର୍ଥୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଲେ ଭାବ ବିନିମୟ
October 06th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟ ପ୍ରଦେଶର “ସ୍ୱାମୀତ୍ୱ” ଯୋଜନାର ଲାଭାର୍ଥୀମାନଙ୍କ ସହିତ ଭିଡ଼ିଓ କନଫରେନ୍ସିଂ ଜରିଆରେ ଭାବ ବିନିମୟ କରିଛନ୍ତି । ଏହି ଅବସରରେ ଏହି ଯୋଜନା ଅଧୀନରେ ଉପକୃତ ହୋଇଥିବା ପ୍ରାୟ ୧,୭୧,୦୦୦ ଲାଭାର୍ଥମାନଙ୍କୁ ସେ ଇ- ପ୍ରପର୍ଟି କାର୍ଡ଼ ବିତରଣ କରିଥିଲେ । କାର୍ଯ୍ୟକ୍ରମରେ ଅନେକ କେନ୍ଦ୍ରୀୟ ମନ୍ତ୍ରୀ, ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ, ସାଂସଦ ଏବଂ ବିଧାୟକ, ବିଭିନ୍ନ ଲାଭାର୍ଥୀ, ଗାଁ, ଜିଲ୍ଲା ଏବଂ ରାଜ୍ୟର ଅଧିକାରୀମାନେ ଉପସ୍ଥିତ ଥିଲେ ।ବିଦେଶରେ ଥିବା ଭାରତୀୟ ମିଶନ୍ଗୁଡିକର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରଗୁଡିକର ସମ୍ପୃକ୍ତ ପକ୍ଷଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତା ଓ କଥୋପକଥନ
August 06th, 06:31 pm
ଆଜି ଦେଶରେ ଯେଉଁ ସରକାର ଅଛନ୍ତି, ରାଜ୍ୟଗୁଡିକରେ ଯେଉଁ ସରକାର ଅଛନ୍ତି, ସେମାନେ ବ୍ୟବସାୟ ଜଗତର ଆବଶ୍ୟକତାଗୁଡିକୁ ହୃଦୟଙ୍ଗମ କରି ଆଗକୁ ବଢିବାର ପ୍ରୟାସ କରି ଚାଲିଛନ୍ତି । ଆତ୍ମନିର୍ଭର ଭାରତ, ଏହି ଅଭିଯାନ ଅଧିନରେ ଅନୁପାଳନକୁ ଅନେକ ମାତ୍ରାରେ କୋହଳ କରାଯାଇଛି । ଏହାଦ୍ୱାରା ଆର୍ଥିକ କାର୍ଯ୍ୟକଳାପର ସୁଚାରୂ ରୂପରେ ପରିଚାଳନା ସହଜ ହୋଇଛି । ୩ ଲକ୍ଷ କୋଟି ଟଙ୍କାର ଜରୁରୀ ଋଣ ସହାୟତା ଗ୍ୟାରେଂଟି ଯୋଜନା ଦ୍ୱାରା ଏମଏସଏମଇ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କ୍ଷେତ୍ରଗୁଡିକୁ ଆଶ୍ୱସ୍ତି ମିଳିଛି । ପୁନରୁଦ୍ଧାର ଏବଂ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ନିମନ୍ତେ ନିକଟରେ ଆଉ ଦେଢ ଲକ୍ଷ କୋଟି ଟଙ୍କା ମଞ୍ଜୁର କରାଯାଇଛି ।ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
August 06th, 06:30 pm
ପ୍ରଥମ ଥର ପାଇଁ କରାଯାଇଥିବା ଏକ ପ୍ରୟାସ ସ୍ବରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସ ଜରିଆରେ ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏହି ଆଲୋଚନା ସମୟରେ ଉପସ୍ଥିତ ଥିଲେ। ଏହି ଆଲୋଚନାରେ ମଧ୍ୟ କୋଡ଼ିଏରୁ ଅଧିକ ବିଭାଗର ସଚିବଗଣ, ରାଜ୍ୟ ସରକାରଙ୍କ ଅଧିକାରୀ, ରପ୍ତାନି ପ୍ରୋତ୍ସାହନ ପରିଷଦ ଓ ଚାମ୍ବର ଅଫ କମର୍ସର ସଦସ୍ୟମାନେ ଅଂଶଗ୍ରହଣ କରିଥିଲେ।ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
August 03rd, 12:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସି ମାଧ୍ୟମରେ ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ । ଏହି ଅବସରରେ ରାଜ୍ୟରେ ଏକ ଜନ ଅଂଶଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଏହି ଯୋଜନା ସମ୍ପର୍କରେ ଅଧିକ ଜନସଚେତନା ସୃଷ୍ଟି ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ମତବିନିମୟ
August 03rd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସି ମାଧ୍ୟମରେ ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ । ଏହି ଅବସରରେ ରାଜ୍ୟରେ ଏକ ଜନ ଅଂଶଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଏହି ଯୋଜନା ସମ୍ପର୍କରେ ଅଧିକ ଜନସଚେତନା ସୃଷ୍ଟି ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।Freight corridors will strengthen Aatmanirbhar Bharat Abhiyan: PM Modi
December 29th, 11:01 am
Prime Minister Narendra Modi inaugurated the New Bhaupur-New Khurja section of the Eastern Dedicated Freight Corridor in Uttar Pradesh. PM Modi said that the Dedicated Freight Corridor will enhance ease of doing business, cut down logistics cost as well as be immensely beneficial for transportation of perishable goods at a faster pace.ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଇଷ୍ଟର୍ଣ୍ଣ ଫ୍ରେଟ କରିଡରର ଭାଉପୁର-ନିଉ ଖୁର୍ଜା ସେକ୍ସନ ଏବଂ ଅପରେସନ କଣ୍ଟ୍ରୋଲ ସେଣ୍ଟର ଉଦ୍ଘାଟି
December 29th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାଞ୍ଚଳ ଡେଡିକେଟେଡ ଫ୍ରେଟ କରିଡରର ଭାଉପୁର-ନିଉଖୁର୍ଜା ସେକ୍ସନ ଏବଂ ଅପରେସନ କଣ୍ଟ୍ରୋଲ ସେଣ୍ଟରକୁ ଉଦ୍ଘାଟନ କରିଛନ୍ତି । ଆଜି ପ୍ରଧାନମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଏହି କାର୍ଯ୍ୟ ସଂପନ୍ନ କରିଥିବାବେଳେ ଏଥିରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପୀୟୂଷ ଗୋୟଲ ଏବଂ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଉପସ୍ଥିତ ଥିଲେ ।There is no reason for mistrust in the recent agricultural reforms: PM Modi
December 18th, 02:10 pm
PM Narendra Modi addressed a Kisan Sammelan in Madhya Pradesh through video conferencing. PM Modi accused the opposition parties of misleading the farmers and using them as a vote bank and political tool. He also reiterated that the system of MSP will remain unaffected by the new agricultural laws.PM Modi addresses Kisan Sammelan in Madhya Pradesh
December 18th, 02:00 pm
PM Narendra Modi addressed a Kisan Sammelan in Madhya Pradesh through video conferencing. PM Modi accused the opposition parties of misleading the farmers and using them as a vote bank and political tool. He also reiterated that the system of MSP will remain unaffected by the new agricultural laws.Once farmers of India become strong & their incomes increase, the mission against malnutrition will also garner strength: PM Modi
October 16th, 11:01 am
PM Modi released a commemorative coin of Rs 75 denomination, as a testament to India’s long-standing relationship with FAO. The PM also dedicated to the nation 17 newly developed biofortified varieties of 8 crops. PM Modi spoke at length about India’s commitment to ensuring Food Security Act translated into practice during coronavirus, emphasised the importance of MSP and government purchase for ensuring food security.